Home Left

ଭାଜପା-ବିଜେଡି ବାହାଘର

ଛେଣ୍ଡିପଦା,୩।୩ (ଅଜିତ ଧଳ): ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ କୋଶଳାସ୍ଥିତ ମା’ ରାମଚଣ୍ଡୀଙ୍କ ପୀଠ ସମ୍ମୁଖରେ ବ୍ଲକ କଂଗ୍ରେସ ପକ୍ଷରୁ ଶନିବାର ଭାଜପା ଓ ବିଜେଡି ମଧ୍ୟରେ ବାହାଘର କରାଯାଇଛି। ଭାଜପା ଓ ବିଜେଡି ମଧ୍ୟରେ ଭିତିରିଆ ସମ୍ପର୍କ ରହିଛି ଓ…

କର୍ନେଲରୁ ଅବସର ନେବା ପରେ କୃଷକ ସାଜିଛନ୍ତି ଏହି ବ୍ୟକ୍ତି, ପରିବା ଚାଷ କରି ରୋଜଗାର କରୁଛନ୍ତି ଲକ୍ଷାଧିକ ଟଙ୍କା

ଲକ୍ଷ୍ନୌ,୩ା୩: ଉତ୍ତରପ୍ରଦେଶର ବାରବାଙ୍କିର ଏପରି ଜଣେ ବ୍ୟକ୍ତି ଅଛନ୍ତି, ଯିଏ କି ପ୍ରଥମେ ଦେଶ ସେବା କରିବା ପରେ ଏବେ ନିଜ ଦେଶର ମାଟିରେ ବିଭିନ୍ନ ପ୍ରକାରର ଚାଷକାର୍ଯ୍ୟ କରିଛନ୍ତି। ବାସ୍ତବରେ ଆମେ କର୍ନେଲ ହରିଚନ୍ଦ୍ରଙ୍କ ବିଷୟରେ କହୁଛୁ। ଯିଏ କି…

ମଜୁରି ଗ୍ରାମରେ ଭାଜପାର ଫ୍ୟାକ୍ଟ ଫାଇଣ୍ଡିଂ ଟିମ୍‌

ଢେଙ୍କାନାଳ,୩।୩(ରତନ ନାୟାର): ଢେଙ୍କାନାଳ ଜିଲା ସଦର ଥାନା ମଙ୍ଗଳପୁର ପଞ୍ଚାୟତ ମଜୁରି ଗ୍ରାମର ଜଳନ୍ଧର ସାହୁଙ୍କ ଝିଅ ତଥା କଲେଜ ଛାତ୍ରୀ ଜସ୍ମିନ ସାହୁଙ୍କ ହତ୍ୟା ଘଟଣାର ଅଭିଯୁକ୍ତମାନଙ୍କୁ ତୁରନ୍ତ ଗିରଫ କରି ଦୃଷ୍ଟାନ୍ତମୂଳକ ଦଣ୍ଡ ଦେବା ପାଇଁ ଭାଜପାର ଫ୍ୟାକ୍ଟ…

କଲେଜ ଛାତ୍ରୀ ଜସ୍ମିନ୍‌ ହତ୍ୟା ମାମଲା: ୪୮ ଘଣ୍ଟା ବିତିଲା, ରହସ୍ୟରୁ ପରଦା ହଟିଲାନି

ଢେଙ୍କାନାଳ,୩।୩(ରତନ ନାୟାର)ଢେଙ୍କାନାଳ ଜିଲା ସଦର ଥାନା ମଜୁରି ଗ୍ରାମର କଲେଜ ଛାତ୍ରୀ ଜସ୍ମିନ୍‌ ସାହୁ ହତ୍ୟା ଘଟଣାକୁ ଶନିବାର ୪୮ ଘଣ୍ଟା ପୂରିଛି। ହେଲେ ହତ୍ୟାକାଣ୍ଡର ରହସ୍ୟ ଉନ୍ମୋଚନ ହୋଇପାରି ନାହିଁ କି ଅପରାଧିଙ୍କ ନିକଟରେ ପହଞ୍ଚିପାରିନି ପୋଲିସ। ତେବେ ଏ…

ନିର୍ବାଚନରେ ବିଜୟ ପାଇଁ କର୍ମକର୍ତ୍ତାଙ୍କୁ ଗୁରୁମନ୍ତ୍ର

ଢେଙ୍କାନାଳ,୪।୩(ରତନ ନାୟାର): ଢେଙ୍କାନାଳ ଲୋକ ସଭା କ୍ଷେତ୍ର ଭାଜପାର ନିର୍ବାଚନ ପରିଚାଳନା କମିଟି ବୈଠକ ଜିଲା କାର୍ଯ୍ୟାଳୟ ପରିସରରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଭାଜପାର ଜାତୀୟ ଉପସଭାନେତ୍ରୀ ତଥା ରାଜ୍ୟ ସହ ପ୍ରଭାରୀ ଛତିଶଗଡ଼ ବିଧାୟିକା ଲତା ଉସେଣ୍ଡି ଯୋଗଦେଇ…

ଗାଁ ମଶାଣି ସଫାକଲେ ଅଞ୍ଚଳବାସୀ

ଦାରିଙ୍ଗବାଡ଼ି,୩।୩ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ଗ୍ରାମର ମଣ୍ଡମାହା ମଶାଣିଠାରେ ପୁଣି ଗାଁ ମଶାଣିକୁ ଗ୍ରାମବାସୀ ସଫା କରିଛନ୍ତି। ମଶାଣିକୁ ସଫା କରିବାକୁ ଗ୍ରାମବାସୀଙ୍କ ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ବୈଠକରେ ନିଷ୍ପତ୍ତି ପ୍ରକାରେ ପ୍ରତିବର୍ଷ ଭଳି…

ଏମ୍‌କେସିଜି ମେଡିକାଲ ସମ୍ପ୍ରସାରଣ ପାଇଁ ୯୫୦ କୋଟି

ବ୍ରହ୍ମପୁର,୩।୩ (ସୁବାସ ଚନ୍ଦ୍ର ପାଢ଼ୀ): ରାଜ୍ୟରେ ସ୍ବାସ୍ଥ୍ୟ ସେବା ସୁଦୃଢ଼ ପାଇଁ ମୁଖ୍ୟମନ୍ତ୍ରୀ ଅନେକ ପଦକ୍ଷେପ ନେଇଛନ୍ତି। ଏହି ଧାରାରେ ବ୍ରହ୍ମପୁରରେ ଥିବା ମହାରାଜା କୃଷ୍ଣଚନ୍ଦ୍ର ଗଜପତି (ଏମକେସିଜି) ମେଡିକାଲ କଲେଜ ଓ ହସ୍ପିଟାଲର ସମ୍ପ୍ରସାରଣ କାର୍ଯ୍ୟ ପାଇଁ ମୁଖ୍ୟମନ୍ତ୍ରୀ ନବୀନ…

୬୯୧ ପରିବାରକୁ ୧୦୦ ଦିନର କାମ

ଗୋପାଳପୁର,୩।୩(ନବୀନ ରାଜ ଆଚାରୀ): ମହାତ୍ମାଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ଓ ଜାତୀୟ ଖାଦ୍ୟ ସୁରକ୍ଷା ଆଇନର ବ୍ଲକସ୍ତରୀୟ ଜନଶୁଣାଣି ଶିବିର ଶନିବାର ରଙ୍ଗେଇଲୁଣ୍ଡା ବ୍ଲକ ପରିସରରେ ଅନୁଷ୍ଠିତ ହୋଇଛି। ବିଡିଓ ଅଂଶୁମାନ ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ…

ଧାନ ପରେ ମୁଗ, ବିରି ଫସଲ ନଷ୍ଟ: ଚିନ୍ତାରେ ଚାଷୀ

ବେଲଗୁଣ୍ଠା,୩।୩(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଧାନ ଚାଷ ଉପରେ ନିର୍ଭର କରୁଥିବା ବେଲଗୁଣ୍ଠା ଅଞ୍ଚଳର ଚାଷୀମାନଙ୍କୁ ପୁଣି ଥରେ ପଡ଼ିଛି ଏକ ପ୍ରହାର ଯାହା ଫଳରେ ଭାଙ୍ଗିଯାଇଛି ବାସ୍ତବରେ ଚାଷୀର ମେରୁଦଣ୍ଡ। ଚାଷୀମାନେ ଧାନ ଚାଷରେ ବିଶେଷ ଲାଭ ନହେବା ଯୋଗୁ ମୁଗ…

ଧରଣୀଧର ମେଡିକାଲ କଲେଜରେ ରୋଗୀସେବା ଆରମ୍ଭ

କେନ୍ଦୁଝର,୩।୩(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ଥିବା ଧରଣୀଧର ମେଡିକାଲ କଲେଜ ଏବଂ ହସ୍ପିଟାଲରେ ଶନିବାରଠାରୁ ରୋଗୀ ସେବା ଆରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନ ଲାଇନ୍‌ରେ କେନ୍ଦୁଝରର ୫୦୦ ସିଟ୍‌ ବିଶିଷ୍ଟ ଧରଣୀଧର ମେଡିକାଲ କଲେଜ ଓ ହସ୍ପିଟାଲରେ…

ବିନା ଫାଇଲ, ଅଟକଳରେ ସୌନ୍ଦର୍ଯ୍ୟକରଣ

ହାଟଡ଼ିହୀ,୩।୩(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ର କାନ୍ଥରେ ବିଭିନ୍ନ ମନ୍ଦିର, ଜଳ ପ୍ରପାତର ଚିତ୍ର ଅଙ୍କନ କରି ସୌନ୍ଦର୍ଯ୍ୟକରଣ କରାଯାଇଛି। ବ୍ଲକ୍‌ ସମ୍ମୁଖରେ ଏକ ପାର୍କ ମଧ୍ୟ ନିର୍ମାଣ ହୋଇଛି। ପାର୍କରେ ମୂଲ୍ୟବାନ ଘାସ କିଣି ଅଣାଯାଇ ଗାଲିଚା ପ୍ରସ୍ତୁତ…

ପିଆର୍‌ଏମ୍‌ ମେଡିକାଲରେ ଯୋଡ଼ି ହେଲା ୬୫୦ ଶଯ୍ୟା

ବାରିପଦା,୩।୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ପଣ୍ଡିତ ରଘୁନାଥ ମୁର୍ମୁ ମେଡିକାଲ କଲେଜ ଓ ହସ୍ପିଟାଲ ରଙ୍ଗାମାଟିଆ ପରିସରରେ ୬୫୦ ଶଯ୍ୟା ବିଶିଷ୍ଟ ଟିଚିଂ ହସ୍ପିଟାଲର ଶୁଭ ଉଦ୍‌ଘାଟନ କରାଯାଇଛି। ଆଭାସୀ ମାଧ୍ୟମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାର ଉଦ୍‌ଘାଟନ କରି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri