Home Left

ଏହିଦିନ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ହେମନ୍ତ ସୋରେନ, କ୍ୟାବିନେଟରେ ସାମିଲ ହୋଇପାରନ୍ତି ନୂଆ ଚେହେରା

ଝାଡଖଣ୍ଡ,୪।୭: ପୁଣି ମଇଦାନକୁ ଫେରିଛନ୍ତି ଝାଡଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ। ଏହାପରେ ଆସନ୍ତା ଜୁଲାଇ ୭ରେ ସେ ଶପଥ ଗ୍ରହଣ କରିବେ। ଝାଡଖଣ୍ଡ ମୁକ୍ତି ମୋର୍ଚ୍ଚା (ଜେଏମଏମ) ସହ ସାରା ରାଜ୍ୟ ଏବେ ତାଙ୍କର ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ପାଇଁ…

ପୋଖରୀରେ ବୁଡି ଚାଲିଗଲା ବୃଦ୍ଧଙ୍କ ଜୀବନ

ଦିଗପହଣ୍ଡି,୪।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସିଙ୍ଗପୁର ଗ୍ରାମରେ ଗୁରୁବାର ଭୋରରୁ ପୋଖରୀରେ ବୁଡ଼ି ଜଣେ ବୃଦ୍ଧ ମୃତ୍ୟୁବରଣ କରିଛନ୍ତି। ମୃତକ ଜଣକ ହେଲେ ସିଙ୍ଗପୁର ଗ୍ରାମ କାଳୁପାତ୍ର ସାହିର ରଘୁ ସାହୁ(୭୦)। ରଘୁ ପ୍ରତିଦିନ ଭଳି ଗୁରୁବାର…

ଭୋଲେ ବାବା କ’ଣ ଖାଆନ୍ତି, କ’ଣ ତାଙ୍କର ରହିଛି ଚମତ୍କାରିତା ଗୋଟି ଗୋଟି କରି କହିଲେ ଏହି ସେବକ, ଜାଣିଲେ…

ହାଥରସ୍‌,୪ା୭: ଉତ୍ତରପ୍ରଦେଶର ହାଥରସ୍‌ରେ ଏକ ସତ୍‌ସଙ୍ଗରେ ହୋଇଥିବା ଦଳାଚକଟାରେ ୧୨୧ ଜଣଙ୍କ ମୃତ୍ୟୁ ଘଟିଛି। ଏହା ପରେ ବାବା ନାରାୟଣ ସାକାର ହରି ଛଦ୍ମନାମ ଭୋଲେ ବାବା ଚର୍ଚ୍ଚାରେ ଅଛନ୍ତି। ଭୋଲେ ବାବାଙ୍କର ବାହାଦୂରଗଡ଼, କସଗଞ୍ଜରେ ମଧ୍ୟ ଏକ ଆଶ୍ରମ ରହିଛି।…

ଟିମ୍‌ ଇଣ୍ଡିଆକୁ ମିଳିଲା ବଡ଼ ସରପ୍ରାଇଜ୍‌: ଖୁସିରେ ଗଦ୍‌ଗଦ୍‌ ହେଲେ ରୋହିତ ଶର୍ମା

ନୂଆଦିଲ୍ଲୀ,୪।୭: ଭାରତୀୟ କ୍ରିକେଟ ଦଳ ଟି-୨୦ ବିଶ୍ୱକପ ଜିତିବା ପରେ ଗୁରୁବାର ବାର୍ବାଡୋସ୍‌ରୁ ଦିଲ୍ଲୀ ଫେରିଥିଲେ। ଘରକୁ ଫେରିବା ପରେ ଟିମ ଇଣ୍ଡିଆ ନିଜେ ବିମାନବନ୍ଦରରେ ସୱାଗତ ଭାଷଣ ଦେଇଥିଲା। ଟିମ ଇଣ୍ଡିଆକୁ ସ୍ବାଗତ କରିବା ପାଇଁ ସକାଳ ୬ଟାରୁ ପ୍ରଶଂସକମାନେ…

ଭାଜପାକୁ ବଡ଼ ଝଟ୍‌କା, ଇସ୍ତଫା ଦେଲେ କ୍ୟାବିନେଟ ମନ୍ତ୍ରୀ

ଜୟପୁର,୪।୭: ରାଜସ୍ଥାନ ରାଜନୀତିରେ ବଡ଼ ହଲଚଲ। ଗୁରୁବାର ସକାଳୁ ସକାଳୁ ରାଜସ୍ଥାନ ଭାଜପାରୁ ଇସ୍ତଫା ଦେଇଛନ୍ତି ଜଣେ କ୍ୟାବିନେଟ ମନ୍ତ୍ରୀ। ଭଜନଲାଲ ସରକାରର କ୍ୟାବିନେଟ ମନ୍ତ୍ରୀ କିରୋଡିଲାଲ ମୀନା ତାଙ୍କ ପଦରୁ ଇସ୍ତଫା ଦେଇଛନ୍ତି। ଲୋକ ସଭା ନିର୍ବାଚନର ଫଳାଫଳ ପୂର୍ବରୁ…

କୋହଲିଙ୍କୁ ପରଷା ଯିବ ପସନ୍ଦର ଖାଦ୍ୟ, ମେନ୍ୟୁରେ ରହିଛି ଏହିସବୁ ଖାଦ୍ୟ

ନୂଆଦିଲ୍ଲୀ,୪।୭: ଟିମ ଇଣ୍ଡିଆ ଟି-୨୦ ବିଶ୍ୱକପ ଜିତିବା ପରେ ଗୁରୁବାର ଭାରତ ଫେରିଛି। ଏଠାରୁ ରୋହିତ ବ୍ରିଗେଡ ଆଇଟିସି ମୌର୍ଯ୍ୟ (ITC Maurya) ହୋଟେଲରେ ପହଞ୍ଚିଥିଲେ। ଟିମ ଇଣ୍ଡିଆ ପାଇଁ ଏଠାରେ ଏକ ସ୍ବତନ୍ତ୍ର ଜଳଖିଆ ପ୍ରସ୍ତୁତ କରାଯାଇଛି। ଭାରତୀୟ କ୍ରିକେଟ…

ପାଣ୍ଡ୍ୟାଙ୍କ ସହ ଛାଡପତ୍ର ଚର୍ଚ୍ଚା ମଧ୍ୟରେ ମନର କଥା କହିଦେଲେ ନତାଶା

ଅଭିନେତ୍ରୀ ତଥା ମଡେଲ ନତାଶା ଷ୍ଟାନକୋଭିକ ଏବଂ କ୍ରିକେଟର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ମଧ୍ୟରେ ଛାଡପତ୍ରର ଗୁଜବ ଅନେକ ଦିନ ହେବ ଚର୍ଚ୍ଚାରେ ରହିଛି। ଏସବୁ ଭିତରେ ନତାଶା ଇନଷ୍ଟାଗ୍ରାମରେ ଏକ ଭିଡିଓ ଶେୟାର କରିଛନ୍ତି। ତାଙ୍କର ଏହି ପୋଷ୍ଟ ପୁଣିଥରେ ଉଭୟଙ୍କ…

ରାସ୍ତା ମଝିରେ ଭାଙ୍ଗଡା ଡ୍ୟାନ୍ସ କଲେ ସୂର୍ଯ୍ୟକୁମାର, ଆଶ୍ଚର୍ଯ୍ୟ ହୋଇଗଲା ଦିଲ୍ଲୀ ପୋଲିସ

ନୂଆଦିଲ୍ଲୀ,୪।୭: ଆଜି ସାରା ଭାରତ ଉତ୍ସବମୁଖର। କାରଣ ଟି୨୦ ବିଶ୍ୱକପ ଧରି ଭାରତ ପହଞ୍ଚିଛି ଟିମ୍‌ ଇଣ୍ଡିଆ। ଦିଲ୍ଲୀରୁ ମୁମ୍ବାଇ ପର୍ଯ୍ୟନ୍ତ ସେଲିବ୍ରେଶନ ହେବାକୁ ଯାଉଛି। ରୋହିତ ଶର୍ମାଙ୍କ ନେତୃତ୍ୱରେ ଭାରତୀୟ କ୍ରିକେଟ ଦଳ ଗୁରୁବାର ସକାଳେ ଦିଲ୍ଲୀରେ ପହଞ୍ଚିଛନ୍ତି। ଦିଲ୍ଲୀ…

ମୋଦିଙ୍କ ରୁଷିଆ ଗସ୍ତ ପୂର୍ବରୁ ପାକିସ୍ତାନକୁ ବଡ଼ ଅଫର୍‌ ଦେଲା ରୁଷିଆ

ନୂଆଦିଲ୍ଲୀ/ମସ୍କୋ,୪।୭:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରୁଷିଆରେ ପହଞ୍ଚିବା ପୂର୍ବରୁ ମଧ୍ୟ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏକ ବଡ଼ ଗେମ୍‌ ଖେଳିଛନ୍ତି। ସେ ଭାରତର ଶତ୍ରୁ ପାକିସ୍ତାନକୁ ଏକ ଅଫର ଦେଇଛନ୍ତି। କାଜାଖସ୍ତାନରେ ଚାଲିଥିବା ସାଂଘାଇ ସହଯୋଗ ସଂଗଠନ (ଏସସିଓ) ବୈଠକରେ ପୁଟିନ ପାକିସ୍ତାନ…

ଆସାମରେ ବନ୍ୟା ବିତ୍ପାତ, ୧୬ଲକ୍ଷ ଲୋକ ପ୍ରଭାବିତ

ନୂଆଦିଲ୍ଲୀ,୪।୭: ଆସାମର ବନ୍ୟା ସ୍ଥିତି ଭୟଙ୍କର ହେଲାଣି। ବ୍ରହ୍ମପୁତ୍ର ନଦୀରେ ବନ୍ୟା ଯୋଗୁଁ ଜନଜୀବନ ସହ ପଶୁପକ୍ଷୀ ପ୍ରଭାବିତ ହୋଇଛନ୍ତି। ବନ୍ୟା ବିତ୍ପାତ ଯୋଗୁ ୧୯ଟି ଜିଲାରେ ୧୬ ଲକ୍ଷ ଲୋକେ ପ୍ରଭାବିତ ହୋଇଛନ୍ତି। ସେପଟେ ବନ୍ୟା ଯୋଗୁ ବର୍ତ୍ତମାନ ସୁଦ୍ଧା…

ଆଖି ବାନ୍ଧି କଲେଜ ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗ

ଗଞ୍ଜାମ,୪।୭(ବିଦ୍ୟାଧର ସାହୁ ): ଗଞ୍ଜାମ ଥାନା ଅନ୍ତର୍ଗତ ପୁଇଁତୋଳା ଗ୍ରାମରେ ବୁଧବାର ଏକ ଅଭାବନୀୟ ଘଟଣା ଘଟିଥିବା ଜଣା ପଡିଛି l ଘରେ କେହି ନ ଥିବା ସୁଯୋଗରେ କେହି ଦୃର୍ବୁତ୍ତ ଛାତ୍ରୀଙ୍କ ଆଖିକୁ ଏକ ଲୁଗାରେ ବାନ୍ଧିବା ସହ ହଟାଗୋଡ଼କୁ…

୮୦,୦୦୦ ଛୁଇଁଲା ସେନ୍‌ସେକ୍ସ

ନୂଆଦିଲ୍ଲୀ,୪।୭ (ଅଭୟ ଦାଶ): ପ୍ରଥମ ଥର ପାଇଁ ଭାରତୀୟ ଷ୍ଟକ୍‌ ଏକ୍ସଚେଞ୍ଜ ଏକ ଐତିହାସିକ ସଫଳତା ହାସଲ ସହ ନୂତନ ରେକର୍ଡ କରିଛି। ଏପରିକି ଘରୋଇ ଶେୟାର ବଜାର କାରବାରରେ ବମ୍ବେ ଷ୍ଟକ୍‌ ଏକ୍ସଚେଞ୍ଜ (ବିଏସ୍‌ଇ) ଏବଂ ନ୍ୟାଶନାଲ ଷ୍ଟକ୍‌ ଏକ୍ସଚେଞ୍ଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?