ଯାଉ ଯାଉ ପୁଣି ଫେରିବ ମୌସୁମୀ, ଜାରି ହେଲା ‘ମେଗା ଆଲର୍ଟ’, ୨୨ ରାଜ୍ୟରେ ପ୍ରବଳ ବର୍ଷା
ନୂଆଦିଲ୍ଲୀ,୧୫।୯: ଉତ୍ତର ଭାରତରୁ ଆରମ୍ଭ କରି ଦେଶର ପୂର୍ବ ଓ ପଶ୍ଚିମ ଅଞ୍ଚଳ ପର୍ଯ୍ୟନ୍ତ ମୌସୁମୀ ସକ୍ରିୟତା ପୁନର୍ବାର ବୃଦ୍ଧି ପାଇଛି। ଭାରତୀୟ ପାଣିପାଗ ବିଭାଗ (IMD) ଅନୁଯାୟୀ, ୧୫ ସେପ୍ଟେମ୍ବର ୨୦୨୬ ପାଇଁ ଦେଶର ୨୨ଟି ରାଜ୍ୟରେ ବର୍ଷା ସମ୍ବନ୍ଧୀୟ…
ସୁନାମି ଆସିବା ୪୫ ମିନିଟ୍ ପୂର୍ବରୁ ମିଳିବ ସତର୍କ ସୂଚନା, ମହାକାଳପଡ଼ାର ୧୮ ଗାଁରେ ଆଲର୍ଟ ଟାୱାର
ମହାକାଳପଡ଼ା,୧୫।୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ୧୮ ଗାଁରେ ସ୍ଥାପନ ହୋଇଛି ସୁନାମି ଆଲର୍ଟ ଟାୱାର । ବ୍ଲକର ତନ୍ତିଆପାଳ, ଶାସନ, ରଟପଙ୍କ, ନରସିଂହପୁର, ସୁନୀତି, ଜମ୍ବୁ, ଜମ୍ବୁଲକ, କଜଳପାତିଆ, ଦକ୍ଷିଣ ଖୋଳା ଗାଁ ସମେତ…
ପାକିସ୍ତାନକୁ ବହୁ ପଛରେ ପକାଇଲା ଭାରତ, ରଖିଛି ଏତିକିଟିି ଏସିଆ କପ, ଦେଖନ୍ତୁ ସମ୍ପୂର୍ଣ୍ଣ ତାଲିକା
ନୂଆଦିଲ୍ଲୀ,୧୫।୯: ଏସିଆ କପରେ ଭାରତର ଆଧିପତ୍ୟ କେବଳ ପୁରୁଷ ଦଳ ମଧ୍ୟରେ ସୀମିତ ନୁହେଁ। ମହିଳା ଦଳ ମଧ୍ୟ କ୍ରମାଗତ ଭାବେ ଉତ୍କୃଷ୍ଟ ପ୍ରଦର୍ଶନ କରି ୨୦୨୬ ମସିହାରେ ଅଷ୍ଟମ ଥର ପାଇଁ ଏହି ଟାଇଟଲ ହାସଲ କରିଛି। ପୁରୁଷ ଓ…
ଗୁଣ୍ଡିରିବାଡିରେ ହାତୀ ଆତଙ୍କ; ଗୋଦାମ ଭାଙ୍ଗି ଚାଉଳ ଖାଇଲା; ଭୟରେ ଗ୍ରାମବାସୀ
ଭଞ୍ଜନଗର,୧୫।୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ଅନ୍ତର୍ଗତ ମୁଜାଗଡ଼ ରେଞ୍ଜର ଗୁଣ୍ଡିରିବାଡି ଗ୍ରାମରେ ସୋମବାର ବିଳମ୍ବିତ ରାତିରେ ଗୋଟିଏ ହାତୀ ପଶି ଆତଙ୍କ ସୃଷ୍ଟି କରିଛି । ରାତି ପ୍ରାୟ ୧ଟାରୁ ପ୍ରାୟ ୪ ଘଣ୍ଟା ଧରି…
ବରୁଣ-ସଞ୍ଜୁ OUT, ବୈଭବ IN? ଆଫଗାନିସ୍ତାନ ବିପକ୍ଷ ଦ୍ୱିତୀୟ ଟି-୨୦ ପାଇଁ ଭାରତର ପ୍ଲେଇଂ ଇଲେଭେନ…
ନୂଆଦିଲ୍ଲୀ,୧୫।୯: ଭାରତ ଏବଂ ଆଫଗାନିସ୍ତାନ ମଧ୍ୟରେ ଖେଳାଯାଉଥିବା ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ଦ୍ୱିତୀୟ ମ୍ୟାଚ ସେପ୍ଟେମ୍ବର ୧୫ (ମଙ୍ଗଳବାର) ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଅନୁଷ୍ଠିତ ହେବ। ଏହି ମ୍ୟାଚ ପାଇଁ ଭାରତୀୟ ଦଳର ‘ପ୍ଲେଇଂ ଇଲେଭେନ’ (ଖେଳାଳି…
ଦାରିଙ୍ଗବାଡ଼ିର ଦୁର୍ଗମ ପାହାଡ଼ରୁ ମେଡିକାଲ କଲେଜ: ୩ ବର୍ଷରେ NEET କ୍ଲିୟର କଲେ ୮ ଛାତ୍ରୀଛାତ୍ର
ଦାରିଙ୍ଗବାଡି,୧୫।୯(ଅରୁଣ ସାହୁ): ଓଡିଶାର କାଶ୍ମୀର ଭାବେ ପରିଚିତ ଦାରିଙ୍ଗବାଡି ଏକ ବୃହତ ବ୍ଲକ ଭାବେ ପରିଚିତ । ଏଠାରେ ବଣ, ଜଙ୍ଗଲ ଘେରା ଦୁର୍ଗମ ପାହାଡ଼ ଉପରେ ଅନୁସୂଚିତ ଜନଜାତି ଓ ଜାତି, ପଛୁଆ ବର୍ଗର ଜନ ବସତି ରହିଛି ।…
ଖୁସି ଖବର: UPI ପେମେଣ୍ଟ ଉପରେ ଲାଗିବ ନାହିଁ କୌଣସି ଶୁଳ୍କ ! RuPay ଡେବିଟ କାର୍ଡ କାରବାର ମଧ୍ୟ ରହିବ ମାଗଣା
ନୂଆଦିଲ୍ଲୀ,୧୫।୯: ଯଦି ଆପଣ UPI କିମ୍ବା RuPay ଡେବିଟ କାର୍ଡ ବ୍ୟବହାର କରି ଦେୟ ପ୍ରଦାନ କରନ୍ତି, ତେବେ ଆପଣଙ୍କ ପାଇଁ ଏକ ଖୁସି ଖବର ରହିଛି। ସରକାର ସ୍ପଷ୍ଟ କରିଛନ୍ତି ଯେ ୨,୦୦୦ ଟଙ୍କା ପର୍ଯ୍ୟନ୍ତ UPI କିମ୍ବା RuPay…
ରାଜସ୍ଥାନ ପୌର ନିର୍ବାଚନ, ୧୦ରୁ ୪ରେ ପୂର୍ଣ୍ଣ ସଂଖ୍ୟାଗରିଷ୍ଠତା ହାସଲ କଲା ଭାଜପା
ଜୟପୁର,୧୪ା୯: ରାଜସ୍ଥାନ ପୌର ନିର୍ବାଚନରେ ଶାସକ ଭାଜପା ୧୦ଟି ପୌର ନିଗମ ମଧ୍ୟରୁ ୪ଟିରେ ପୂର୍ଣ୍ଣ ସଂଖ୍ୟାଗରିଷ୍ଠତା ହାସଲ କରିଛି। ଏଥିସହିତ ଶାସକ ଦଳ ୪,୧୭୯ଟି ଓ୍ବାର୍ଡ ଜିତିଥିବା ବେଳେ ବିରୋଧୀ କଂଗ୍ରେସ ୩,୬୧୩ଟିରେ ବିଜୟୀ ହୋଇଛି। ବିକାନେର ପୌର ନିଗମରେ…
୨ ବାଇକ୍ ମୁହାଁମୁହିଁ ଧକ୍କା, ଜଣେ ମୃତ, ୪ ଗୁରୁତର
ଖଜୁରିପଡ଼ା,୧୪ା୯(ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରିପଡ଼ା ଥାନା ଅନ୍ତର୍ଗତ ପିରିକୁଡ଼ି ପଞ୍ଚାୟତ ନିକଟସ୍ଥ ବିଲାବାଡ଼ି ବୁଲାଣିଠାରେ ସୋମବାର ସନ୍ଧ୍ୟାରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ୨ଟି ବାଇକ୍ ମୁହାଁମୁହିଁ ଧକ୍କା ହେବା ଫଳରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୪ ଜଣ…
ପୂଜା ମଣ୍ଡପରେ ଭୟଙ୍କର ଅଗ୍ନିକାଣ୍ଡ
ସମ୍ବଲପୁର,୧୪।୯: ସମ୍ବଲପୁର ବୁଢାରଜା ଅଞ୍ଚଳରେ ଏକ ଗଣେଶ ପୂଜା ମଣ୍ଡପରେ ସୋମବାର ସନ୍ଧ୍ୟାରେ ନିଆଁ ଲାଗିଯାଇଛି। ନିଆଁ ଏତେ ଯୋର ଥିଲା ଯେ, ଅଳ୍ପ ସମୟ ମଧ୍ୟରେ ପୂଜା ପେଣ୍ଡାଲ ସହ ସମସ୍ତ ଡେକୋରେସନ ପୋଡି ପାଉଁଶ ହୋଇଯାଇଛି। ଅନ୍ୟପକ୍ଷେ ନିଆଁ…
ଦଣ୍ଡିତ ହେଲା ପାକିସ୍ତାନ ଦଳ
ଦୁବାଇ,୧୪ା୯: ବର୍ମିଂହାମ୍ଠାରେ ଇଂଲଣ୍ଡ ବିପକ୍ଷ ତୃତୀୟ କ୍ରିକେଟ ଟେଷ୍ଟରେ ସ୍ଲୋ-ଓଭର ରେଟ୍ ପାଇଁ ପାକିସ୍ତାନ ଦଳକୁ ମ୍ୟାଚ୍ ଫି’ର ୫୦ ପ୍ରତିଶତ ଜରିମାନା କରାଯାଇଛି। ଏହାଛଡ଼ା ୧୧ ବିଶ୍ୱ ଚାମ୍ପିୟନଶିପ୍ ପଏଣ୍ଟ କାଟି ଦିଆଯାଇଛି। ଅନ୍ତର୍ଜାତୀୟ କ୍ରିକେଟ ପରିଷଦ(ଆଇସିସି) ପକ୍ଷରୁ ଏହାର…
ପୋଷ୍ଟ ଅଫିସରେ ଜମାକାରୀଙ୍କ ଟଙ୍କା ହଡ଼ପ ଅଭିଯୋଗ: ପୂର୍ବତନ ପୋଷ୍ଟମାଷ୍ଟର ଫେରାର
ପାଟଣା, ୧୪।୯ (ବୀର କିଶୋର ଦାଶ): ପୋଷ୍ଟ ଅଫିସ ଉପରେ ଭରସା କରି ନିଜର କଷ୍ଟାର୍ଜିତ ଟଙ୍କା ଜମା ରଖିଥିଲେ ଜମାକାରୀ। ହେଲେ ଏବେ ସେହି ଜମା ଟଙ୍କା ହଡ଼ପ ହୋଇଥିବା ଅଭିଯୋଗ ଆସିବା ପରେ ଚିନ୍ତାରେ ପଡ଼ିଛନ୍ତି ସେମାନେ। କେନ୍ଦୁଝର…

