Home Left

ବିଜେଡି ଛାଡ଼ିଲେ ବିଧାୟକ ଅରବିନ୍ଦ ଢାଲି

ଭୁବନେଶ୍ୱର,୨।୩: ଜୟଦେବ ବିଧାୟକ ଅରବିନ୍ଦ ଢାଲି ଶନିବାର ବିଜେଡି ଛାଡିଛନ୍ତି। ସେ ଦଳରୁ ଇସ୍ତଫା ଦେବା ସହ ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ସେ ତାଙ୍କ ଇସ୍ତଫାପତ୍ର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ପଠାଇଛନ୍ତି। ସେ ରବିବାର ଭାଜପାରେ ଯୋଗଦେବେ ବୋଲି…

୧୦୦ ବର୍ଷ ବୟସ୍କା ମହିଳା ମନାଇଲେ ୨୫ତମ ଜନ୍ମଦିନ, ଟ୍ବିଷ୍ଟ ଜାଣିଲେ ହୋଇଯିବେ ଆଶ୍ଚର୍ଯ୍ୟ

ଓକାଲୋହୋମାରେ ଜଣେ ମହିଳାଙ୍କୁ ୧୦୦ ବର୍ଷ ବୟସ ହୋଇଥିଲେ ମଧ୍ୟ ବୃଦ୍ଧାଜଣଙ୍କ ତାଙ୍କର ୨୫ତମ ଜନ୍ମଦିନ ପାଳନ କରିଛନ୍ତି। ଆଜ୍ଞା ହଁ ଏହା ଆପଣଙ୍କୁ ଆଶ୍ଚର୍ଯ୍ୟ ଲାଗୁଥିଲେ ମଧ୍ୟ କଥାଟି ସତ। ପ୍ରକୃତରେ ମହିଳା ଜଣକ ଅଧିବର୍ଷ ଅର୍ଥାତ୍‌ ୨୯ଫେବୃଆରୀରେ ଜନ୍ମ…

କ୍ରିକେଟ ପାଇଁ ରାଜନୀତିରୁ ଓହରିଗଲେ କି ଗମ୍ଭୀର

ନୂଆଦିଲ୍ଲୀ,୨।୩: ପୂର୍ବ ଦିଲ୍ଲୀରୁ ଭାଜପା ଏମ୍‌ପି ଗୌତମ ଗମ୍ଭୀର ଏଥର ଲୋକ ସଭା ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବେ ନାହିଁ। ଶନିବାର ତାଙ୍କର ଏକ ଟୁଇଟ୍‌ ଏଭି ଇଶାରା କରିଛି ଯେ, ଯାହାକୁ ନେଇ ର୍ଚ୍ଚା ଆରମ୍ଭ ହୋଇଯାଇଛି। ତାଙ୍କୁ ରାଜନୈତିକ ଦାୟିତ୍ୱରୁ…

ପାର୍ଟି ନୁହେଁ, ଏଥର ଚାଷୀ ସରକାର ଦରକାର

ଜଗତ୍‌ସିଂହପୁର,୨ା୩(ପ୍ରମୋଦ କୁମାର ନାୟକ): ଚାଷୀଙ୍କ ୮୦ ପ୍ରତିଶତ ଭୋଟରେ ଭାଜପା କେନ୍ଦ୍ର ଓ ବିଜେଡି ରାଜ୍ୟରେ ସରକାର ଚଳାଇଛି। ଦୀର୍ଘ ୨୪ ବର୍ଷ ହେଲା ବିଜେଡି ଓଡ଼ିଶାରେ ଶାସନ କରି ଚାଲିଛି। ଏହା ସତ୍ତ୍ୱେ ଚାଷୀମାନେ ଉପେକ୍ଷିତ ହେଉଛନ୍ତି। ଏନେଇ ଏଥର…

ଫସିଗଲେ ଅଖିଳେଶ

ଲକ୍ଷ୍ନୌ,୨।୩: ସମାଜବାଦୀ ପାର୍ଟି ଅଧ୍ୟକ୍ଷ ଅଖିଳେଶ ଯାଦବ ଅଡୁଆରେ ପଡିଯାଇଛନ୍ତି। ତାଙ୍କ ରଣନୀତି ଓବିସି, ଦଳିତ ଏବଂ ସଂଖ୍ୟାଲଘୁ ସମ୍ପ୍ରଦାୟ ଉପରେ ବ୍ୟାକଫାୟାର ହୋଇଛି ଏବଂ ଉଚ୍ଚ ଜାତି ଏବଂ ପିଡିଏ ସମ୍ପ୍ରଦାୟ ତାଙ୍କ ଉପରେ ଘୋର ଆକ୍ରମଣ କରିଛନ୍ତି। ସମ୍ପ୍ରତି…

ଗଛ କଟାକୁ କେନ୍ଦ୍ରକରି ଫରେଷ୍ଟ ଗାର୍ଡଙ୍କୁ ଆକ୍ରମଣ: ଭିଡିଓ ଭାଇରାଲ୍‌

ବାରିପଦା,୨ା୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ସଂରକ୍ଷିତ ଜଙ୍ଗଲରୁ ଗଛ କାଟିବାକୁ ବାରଣ କରିବାରୁ ଜଣେ ଫରେଷ୍ଟ ଗାର୍ଡଙ୍କୁ କେତେକ ଲୋକ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ମୟୂରଭଞ୍ଜ ଜିଲା ବାରିପଦା ବନଖଣ୍ଡ ଅନ୍ତର୍ଗତ ବାଙ୍ଗିରିପୋଷି ବନାଞ୍ଚଳର ଯୋକା ବିଟ୍‌ ଅଞ୍ଚଳରେ ଏହି ଘଟଣା…

ସୁରଙ୍କ ପୁଅ ଅଫିସରେ ପଶି ଭଙ୍ଗାରୁଜା କଲେ ଦୁର୍ବୃତ୍ତ

ଭୁବନେଶ୍ୱର,୨।୩: ଜଟଣୀ ବିଧାୟକ ସୁରେଶ ରାଉତରାୟଙ୍କ ପୁଅ ତଥା କଂଗ୍ରେସ ନେତା ସିଦ୍ଧାର୍ଥ ରାଉତରାୟଙ୍କ ନିମାପଡ଼ାରେ କଂଗ୍ରେସ ଅଫିସରେ ଦୁର୍ବୃତ୍ତ ପଶି ଭଙ୍ଗାରୁଜା କରିଛନ୍ତି। ଦୁର୍ବୃତ୍ତମାନେ ଗେଟ୍‌ ସାମ୍ନାରେ ମଦ ବୋତଲ ଭାଙ୍ଗିବା ସହିତ ସିଦ୍ଧାର୍ଥ ରାଉତରାୟଙ୍କ ବ୍ୟାନର ଚିରିଥିବା ଅଭିଯୋଗ…

ପ୍ରଲୋଭନ ଦେଖାଇ ନାବାଳିକାଙ୍କୁ ବାରମ୍ବାର ବଳାତ୍କାର: ବନ୍ଧା ହେଲେ ଯୁବକ 

ନିରାକାରପୁର,୨ା୩(ମାନସ ଚନ୍ଦ୍ର ପଟ୍ଟନାୟକ): ଜଣେ ନାବାଳିକାଙ୍କୁ ବିଭିନ୍ନ ପ୍ରଲୋଭନ ଦେଖାଇ ବାରମ୍ବାର ବଳାତ୍କାର କରିବା ଘଟଣାରେ ଜଙ୍କିଆ ଥାନା ପୋଲିସ ଜଣେ ଯୁବକଙ୍କୁ ଗିରଫ କରି ଶୁକ୍ରବାର କୋର୍ଟଚାଲାଣ କରିଛି। ଗିରଫ ଅଭିଯୁକ୍ତ ହେଲେ ଏହି ଥାନା ଅଞ୍ଚଳର ବାପି ଦାସ…

ଆଇପିଏଲ ପୂର୍ବରୁ ବଡ଼ ପରିବର୍ତ୍ତନ କଲା ଲକ୍ଷ୍ନୌ, ଏବେ ଏହି ଭେଟେରାନଙ୍କ ହେଲା ଦଳରେ ଏଣ୍ଟ୍ରି

ନୂଆଦିଲ୍ଲୀ,୨।୩: ଇଣ୍ଡିଆନ ପ୍ରିମିୟର ଲିଗ ଅର୍ଥାତ୍‌ ଆଇପିଏଲ ୨୦୨୪ ଆଉ କିଛି ଦିନ ବାକି ରହିଲା। ଆଇପିଏଲ୨୦୨୪ର ପ୍ରଥମ ମ୍ୟାଚ ୨୨ ମାର୍ଚ୍ଚରେ ଚେନ୍ନାଇ ସୁପର କିଙ୍ଗ୍ସ ଏବଂ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ମଧ୍ୟରେ ଖେଳାଯିବ । ଏହି ସମୟ ମଧ୍ୟରେ…

ଟାଇଟଲ ପୋଛିନେଲେ ଓଡ଼ିଶା ଖେଳାଳି

ଭୁବନେଶ୍ୱର, ୨।୩ (ତପନ ସ୍ବାଇଁ): ମିଶନ ଅଲିମ୍ପିକ୍ସ ସ୍ପୋଟର୍‌ସ ଫେଡେରେଶନ(ଏମ୍‌ଓଏସ୍‌ଏଫ୍‌) ଆନୁକୂଲ୍ୟରେ ଗୁରୁକୂଳ ଟେନିସ ରିସର୍ଟରେ ୧ ଲକ୍ଷ ଟଙ୍କା ପୁରସ୍କାର ରାଶି ବିଶିଷ୍ଟ ଏଆଇଟିଏ-ଓଟିଏ ପୁରୁଷ ଟେନିସ ଟୁର୍ନାମେଣ୍ଟ ଶେଷ ହୋଇଛି। ଏହାର ଉଭୟ ସିଙ୍ଗଲ୍ସ ଓ ଡବଲ୍ସ ବିଭାଗରେ…

ଗାଇଡଲାଇନ୍‌ ବିରୋଧରେ ସ୍ବର ଉଠାଇଲେ ପ୍ରମୋଦ

ଭୁବନେଶ୍ୱର,୨।୩(ତପନ ସ୍ବାଇଁ): ଥାଇଲାଣ୍ଡର ପଟାୟାଠାରେ ଅନୁଷ୍ଠିତ ବିଶ୍ୱ ପାରା ବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପ୍‌ରେ ଗୋଟିଏ ସ୍ବର୍ଣ୍ଣ ଓ ୨ଟି ବ୍ରୋଞ୍ଜ ପଦକ ଜିତି ଭୁବନେଶ୍ୱର ପ୍ରତ୍ୟାବର୍ତ୍ତନ କରିଥିବା ଓଡ଼ିଶାର ପ୍ରମୋଦ ଭଗତ ଭବ୍ୟ ସ୍ବାଗତ କରାଯାଇଛି। ଏହି ଅବସରରେ କ୍ରୀଡ଼ା ନିର୍ଦ୍ଦେଶକ ସିଦ୍ଧାର୍ଥ…

‘ବଳାତ୍କାରୀଙ୍କୁ ନପୁଂସକ କରିବାକୁ ଆଗତ ହେଉ ଆଇନ’, ସରକାରଙ୍କ ପାଖରେ ଦାବି କଲେ ଅଳକା ଲାମ୍ବା

ନୂଆଦିଲ୍ଲୀ,୨।୩: ଦେଶରେ ମହିଳାଙ୍କ ପ୍ରତି ହେଉଥିବା ଅପରାଧକୁ ନେଇ ଅଲ ଇଣ୍ଡିଆ ମହିଲା କଂଗ୍ରେସ ମୁଖ୍ୟ ଅଳକା ଲାମ୍ବା ଉଦବେଗ ପ୍ରକାଶ କରିଛନ୍ତି। ବଳାତ୍କାର ମାମଲାକୁ ଦେଖି ସେ ଏପରିକି ବଳାତ୍କାର କରୁଥିବା ଅପରାଧୀଙ୍କୁ ଅପରାଧ କରିବା ପାଇଁ ଏକ ଆଇନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri