ଦିଲ୍ଲୀ ହୁରିକେନ୍ସକୁ ପରାସ୍ତ କରି ଓଡ଼ିଶା ମହିଳା ରଗ୍ବୀ ଦଳ ଚାମ୍ପିୟନ
ଭୁବନେଶ୍ୱର, ୨।୩ (ତପନ ସ୍ବାଇଁ): ରଗ୍ବୀ ଇଣ୍ଡିଆ, ଓଡ଼ିଶା ରଗ୍ବୀ ଫୁଟବଲ ଆସୋସିଏଶନ (ଓଆରଏଫ୍ଏ), ରାଜ୍ୟ କ୍ରୀଡ଼ା ବିଭାଗ ଓ କିଟ୍ ବିଶ୍ୱବିଦ୍ୟାଳୟର ମିଳିତ ଆନୁକୂଲ୍ୟରେ ଜାତୀୟ ୧୫ଏସ୍ ମହିଳା ଡିଭିଜନ-୧ ରଗ୍ବୀ ଚାମ୍ପିୟନଶିପ୍ ଶେଷ ହୋଇଛି। କିଟ୍ର ରାହୁଲ ବୋଷ…
ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା କଫି ଟେବୁଲ ବୁକ୍ ଉନ୍ମୋଚିତ
ଭୁବନେଶ୍ୱର, ୨।୩ (ତପନ ସ୍ବାଇଁ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏଫ୍ଆଇଏଚ୍ ପୁରୁଷ ହକି ବିଶ୍ୱକପ-୨୦୨୩ କଫି ଟେବୁଲ ବୁକ୍ ଉନ୍ମୋଚନ କରିଛନ୍ତି। ଅଗ୍ରଣୀ ସ୍ପୋଟର୍ସ ମାଗାଜିନ ସ୍ପୋର୍ଟଷ୍ଟାର ଏହି ବହିର ପ୍ରକାଶକ। ଓଡ଼ିଶା କିପରି ଏହି ବିଶ୍ୱକପ୍କୁ ସଫଳତାର ସହ ଆୟୋଜନ…
ଜିଓ ପ୍ଲାଟ୍ଫର୍ମସକୁ ଏସିଆନ୍ ଟେଲିକମ୍ ଆଓ୍ବାର୍ଡ
ନୂଆଦିଲ୍ଲୀ,୨।୩: ଜିଓ ପ୍ଲାଟ୍ଫର୍ମସ ଲିମିଟେଡ୍ (ଜେପିଏଲ)କୁ ଏସିଆନ୍ ଟେଲିକମ୍ ଆଓ୍ବାର୍ଡ-୨୦୨୪ରେ ସମ୍ମାନିତ କରାଯାଇଛି। ଏପରିକି ଜେପିଏଲ ଟେଲିକମ୍ କମ୍ପାନୀ ଅଫ୍ ଦି ଇୟରର ମାନ୍ୟତା ଲାଭ ବା ଆଖ୍ୟା ହାସଲ କରିଛି। ସେହିଭଳି ଜେପିଏଲର ଅଭିନବ ନବସୃଜନ ଯାତ୍ରାରେ ଏହା ଏକ…
ଫେବୃଆରୀରେ ୧,୬୮,୩୩୭ ଲକ୍ଷ କୋଟି ଜିଏସ୍ଟି ସଂଗ୍ରହ
ନୂଆଦିଲ୍ଲୀ,୨।୩ (ଅଭୟ ଦାଶ): ଚଳିତ ଆର୍ଥିକ ବର୍ଷର ଏକାଦଶ ମାସରେ ରେକର୍ଡ ପରିମାଣର ସାମଗ୍ରୀ ଏବଂ ସେବା ଟିକସ (ଗୁଡ୍ସ ଆଣ୍ଡ ସର୍ଭିସ୍ ଟ୍ୟାକ୍ସ ବା ଜିଏସ୍ଟି) ସଂଗ୍ରହ କରାଯାଇଛି ବୋଲି ଶୁକ୍ରବାର ଅର୍ଥ ମନ୍ତ୍ରଣାଳୟ ପକ୍ଷରୁ ବିସ୍ତୃତ ଭାବେ ସୂଚନା ଦିଆଯାଇଛି।…
ଓମେନ୍ସ ନେଶନ୍ସ ଲିଗ୍: ସ୍ପେନ୍ ଚାମ୍ପିୟନ
ମାଡ୍ରିଡ୍,୨।୩: ପ୍ରଥମ ସଂସ୍କରଣର ଓମେନ୍ସ ନେଶନ୍ସ ଲିଗ୍ ଫୁଟବଲ୍ ଟୁର୍ନାମେଣ୍ଟରେ ସ୍ପେନ୍ ଦଳ ଚାମ୍ପିୟନ ଆଖ୍ୟା ଅର୍ଜନ କରିଛି। ଗୁରୁବାର ବିଳମ୍ବିତ ରାତିରେ ଅନୁଷ୍ଠିତ ମ୍ୟାଚ୍ରେ ଫ୍ରାନ୍ସକୁ ୨-୦ ଗୋଲରେ ପରାସ୍ତ କରିଥିଲା ସ୍ପେନ୍। ଦଳ ପକ୍ଷରୁ ଆଇଟାନା ବୋନମାଟି(୩୨) ଓ…
ସୁବର୍ଣ୍ଣପୁରରେ ଅରୁନ୍ଧତୀ ବାନ୍ଧକଳା ପ୍ରକଳ୍ପର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ
ସୋନପୁର,୨।୩(ମୃତ୍ୟୁଞ୍ଜୟ ଶତପଥୀ): ଅରୁନ୍ଧତୀ ଗ୍ରୁପ୍ର ବହୁ ପ୍ରତୀକ୍ଷିତ ଅତ୍ୟାଧୁନିକ ଇଣ୍ଟିଗ୍ରେଟେଡ୍ ହ୍ୟାଣ୍ଡଲୁମ୍ ୟୁନିଟ୍ (ଅରୁନ୍ଧତୀ ବାନ୍ଧକଳା ପ୍ରକଳ୍ପ)କୁ ଶୁକ୍ରବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭର୍ଚୁଆଲ ମାଧ୍ୟମରେ ଶିଳାନ୍ୟାସ କରିଛନ୍ତି। ୫୫ କୋଟି ବ୍ୟୟରେ ନିର୍ମିତ ହେବାକୁ ଥିବା ଏହି ପ୍ରକଳ୍ପ ଅଞ୍ଚଳର ବୁଣାକାର…
ଜେଏସ୍ପିକୁ ସୋସିଆଲ ଇମ୍ପାକ୍ଟ ପୁରସ୍କାର
ଭୁବନେଶ୍ୱର,୨।୩ (ଅଭୟ ଦାଶ): ଦେଶର ଅଗ୍ରଣୀ ଇସ୍ପାତ ନିର୍ମାତା ତଥା ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାର (ଜେଏସ୍ପି) ଲିମିଟେଡ୍କୁ ନିକଟରେ ଆଉ ଏକ ଜାତୀୟସ୍ତରର ପୁରସ୍କାର ପ୍ରଦାନ କରାଯାଇଛି। ବିଶେଷକରି ଭାରତୀୟ କ୍ରୀଡ଼ାକ୍ଷେତ୍ରରେ କମ୍ପାନୀର ଉଲ୍ଲେଖନୀୟ ଅବଦାନ ଓ କାର୍ଯ୍ୟ ପାଇଁ…
ଅନନ୍ତ ଅମ୍ବାନୀଙ୍କ ବାହାଘରରେ ୧,୨୦୦ ଅତିଥି
ଜାମନଗର,୨।୩: ଭାରତର ଶ୍ରେଷ୍ଠ ଧନୀ ବିଶିଷ୍ଟ ଶିଳ୍ପପତି ମୁକେଶ ଅମ୍ବାନୀଙ୍କ ସାନପୁଅ ୨୮ ବର୍ଷୀୟ ଅନନ୍ତଙ୍କର ବିବାହ ତାଙ୍କ ଦୀର୍ଘଦିନର ବାନ୍ଧବୀ ରାଧିକା ମର୍ଚ୍ଚାଣ୍ଟ(୨୯)ଙ୍କ ସହ ଅନୁଷ୍ଠିତ ହେବାକୁ ଯାଉଛି। ଏଥିପାଇଁ ପ୍ରି-ଓ୍ବେଡିଂ ଉତ୍ସବ ଶୁକ୍ରବାରଠାରୁ ଗୁଜରାଟର ଜାମନଗରରେ ଆରମ୍ଭ ହୋଇଛି।…
ଭାରତ ପାଇଁ ୨ ବ୍ୟାଧି ବୋଝ
ନୂୂଆଦିଲ୍ଲୀ,୨।୩: ଭାରତ ୨ଟି ବିପରୀତଧର୍ମୀ ବ୍ୟାଧିର ବୋଝ ତଳେ ଚାପିହୋଇଯାଇଛି। ଗୋଟିଏ କୁପୋଷଣ ଓ ଅନ୍ୟଟି ମେଦବହୁଳତା। ଗୁଣାତ୍ମକ ଖାଦ୍ୟର ଅଭାବ, ଶସ୍ତା ତଥା ଅସ୍ବାସ୍ଥ୍ୟକର ଆହାର ଗ୍ରହଣ କରିବା ଯୋଗୁ ବହୁ ଲୋକ କୁପୋଷଣର ଶିକାର ହେଉଛନ୍ତି। ୨୦୨୨ରେ ଦେଶର…
କୋରାପୁଟରେ ତିଆରି ହେବ ମିଗ୍ ବିମାନ ଇଞ୍ଜିନ୍
ନୂୂଆଦିଲ୍ଲୀ,୨।୩(ପି.ଟି.) : ବ୍ରହ୍ମୋସ୍ ସୁପରସୋନିକ କ୍ରୁଜ୍ ମିଶାଇଲ, ରାଡାର, ଓ୍ବିପନ୍ ସିଷ୍ଟମ, ମିଗ୍-୨୯ ଜେଟ୍ ବିମାନ ପାଇଁ ଏରୋ-ଇଞ୍ଜିନ୍ ସମେତ ୫ ପ୍ରତିରକ୍ଷା ସାମଗ୍ରୀ କ୍ରୟ ଲାଗି ଭାରତ ଶୁକ୍ରବାର ବିଭିନ୍ନ ସଂସ୍ଥା ସହ ୩୯,୧୨୫ କୋଟି ଟଙ୍କାର ଚୁକ୍ତିନାମା ସ୍ବାକ୍ଷର କରିଛି।…
ଏଥର କିଡ୍ନୀ ବାହାରକୁ ଯାଉନାହିଁ
କଟକ/ପଟ୍ଟାମୁଣ୍ଡାଇ, ୨ା୩(ଶିଳ୍ପା ପ୍ରିୟଦର୍ଶିନୀ/କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଅଞ୍ଚଳର ଶ୍ରୀଓମ୍ ଶିବୁ(୧୮)ଙ୍କ ମୃତ୍ୟୁ ପରେ ତାଙ୍କ କିଡ୍ନୀ ୨ଜଣଙ୍କ ଜୀବନ ବଞ୍ଚାଇବାକୁ ଯାଉଛି। ରମେଶ ଚନ୍ଦ୍ର ଦାସ ଓ ରଶ୍ମିତା ଦାସଙ୍କ ପୁଅ ଶିବୁଙ୍କର ମୁଣ୍ଡ ବିନ୍ଧିବା ସହ ଆଖିକୁ…
ଭାଜପା ଫୋକସ୍ରେ ଭଦ୍ରକ ଲୋକ ସଭା ଆସନ
ଭଦ୍ରକ,୨।୩ (ସନାତନ ରାଉତ): ୨୦୧୯ ନିର୍ବାଚନରେ ଅଳ୍ପ ବ୍ୟବଧାନରେ ଭାଜପା ଭଦ୍ରକ ସଂରକ୍ଷିତ ଲୋକ ସଭା ଆସନ ହରାଇଥିଲା। ଏଥର ଦଳ ଏହି ନିର୍ବାଚନମଣ୍ଡଳୀ ଉପରେ ଅଧିକ ଫୋକସ୍ କରୁଥିବା ଆଭାସ ମିଳିଲାଣି। ୧୯୯୮ଠାରୁ ଲଗାତର ବିଜେଡି ଦଖଲରେ ଭଦ୍ରକ ଲୋକ…
Archives


