Home Left

ଓ୍ବାରିଅର୍ଜର ଦ୍ୱିତୀୟ ବିଜୟ

ବେଙ୍ଗାଲୁରୁ,୨ା୩: ଓମେନ୍ସ ପ୍ରିମିୟର ଲିଗ୍‌ରେ  ଗୁଜରାଟ ଜାଏଣ୍ଟ୍ସକୁ ୬ ଉଇକେଟରେ ହରାଇ ଦ୍ୱିତୀୟ ବିଜୟ ହାସଲ କରିଛି ୟୁପି ଓ୍ବାରିଅର୍ଜ। ପ୍ରଥମେ ବ୍ୟାଟିଂ କରି ଗୁଜରାଟ ୨୦ ଓଭରରେ ୫ ଉଇକେଟ ହରାଇ ୧୪୨ ରନ୍‌ କରିଥିଲା। ଜବାବରେ ୧୫.୪ ଓଭରରେ…

ମାର୍ଣ୍ଡିଙ୍କ ପାଇଁ ଚ୍ୟାଲେଞ୍ଜ ମକରଧ୍ୱଜ

ବାଙ୍ଗିରିପୋଷି,୨ା୩(ସଞ୍ଜୟ କୁମାର ଅଗ୍ରୱାଲା): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ନିର୍ବାଚନମଣ୍ଡଳୀ ଅନୁସୂଚିତ ଜନଜାତିଙ୍କ ପାଇଁ ସଂରକ୍ଷିତ। ଏଠାକାର ବିଧାୟକ ତଥା ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସୁଦାମ ମାର୍ଣ୍ଡି ପୁଣି ବିଜେଡି ଟିକେଟରେ ନିର୍ବାଚନ ଲଢ଼ିବା ପାଇଁ ପ୍ରସ୍ତୁତି ଚଳାଇଥିବା ବେଳେ ତାଙ୍କୁ…

ଉମାକାନ୍ତ ଖୋର୍ଦ୍ଧା ଜିଲା ବିଜେଡି ଉପସଭାପତି

ଭୁବନେଶ୍ୱର,୨ା୩(ଅନିଲ ଦାସ): ବିଜୁ ଜନତା ଜଳ ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ଉମାକାନ୍ତ ପଟ୍ଟନାୟକଙ୍କୁ ଖୋର୍ଦ୍ଧା ଜିଲା ବିଜେଡି ଉପସଭାପତି ଭାବେ ନିଯୁକ୍ତି ଦିଆଯାଇଛି। ଶୁକ୍ରବାର ବିଜେଡି ପକ୍ଷରୁ ଜାରି ପ୍ରେସ ଇସ୍ତାହାରେ ଏହି ସୂଚନା ଦିଆଯାଇଛି।…

ପୋଲିସ-ଯୁବ କଂଗ୍ରେସ କର୍ମୀ ମୁହାଁମୁହିଁ

ଭୁବନେଶ୍ୱର,୨।୩(ସୁନିତ୍‌ ମିଶ୍ର): ପ୍ରଦେଶ ଯୁବ କଂଗ୍ରେସ ପକ୍ଷରୁ ମାଷ୍ଟରକ୍ୟାଣ୍ଟିନ ଛକଠାରେ ଶୁକ୍ରବାର ‘ନବୀନ ହଟାଅ ଓଡ଼ିଶା ବଞ୍ଚାଅ’ ବିକ୍ଷୋଭ ସଭା ଆୟୋଜିତ ହେବା ସହ ‘ନବୀନ ନିବାସ ଘେରାଉ’ ରାଲି ମଧ୍ୟ କରାଯାଇଛି। ପ୍ରଦେଶ ଯୁବ କଂଗ୍ରେସ ସଭାପତି ରଞ୍ଜିତ୍‌ ପାତ୍ରଙ୍କ…

ଅଲ୍ଟମ୍ୟାନ୍‌ଙ୍କୁ କୋର୍ଟକୁ ଟାଣିଲେ ମସ୍କ

ଓ୍ବାଶିଂଟନ୍‌,୨ା୩: ବିଶ୍ୱର ସବୁଠୁ ଧନୀ ବ୍ୟକ୍ତି ଏଲନ୍‌ ମସ୍କ ଚାଟ୍‌ଜିପିଟି ନିର୍ମାତା ଓପନ୍‌ଏଆଇ ତଥା ଏହାର ମୁଖ୍ୟ କାର୍ଯ୍ୟନିର୍ବାହୀ ସାମ୍‌ ଅଲ୍ଟମ୍ୟାନ୍‌ଙ୍କୁ ଚୁକ୍ତି ଖିଲାପି ଅଭିଯୋଗରେ କୋର୍ଟର କାଠଗଡ଼ାକୁ ଟାଣିଛନ୍ତି। ବ୍ୟବସାୟିକ ଲାଭ ପରିବର୍ତ୍ତେ ମାନବ ଜାତିର ସୁବିଧା ପାଇଁ ଆର୍ଟିଫିସିଆଲ…

ପ୍ରୋ କବାଡି ଲିଗ୍‌: ପୁନେରି ପଲଟନ୍‌ ଚାମ୍ପିୟନ

ହାଇଦ୍ରାବାଦ,୨।୩: ଗଚିବାଓଲିର ବାଲଯୋଗୀ ଇନ୍‌ଡୋର ଷ୍ଟାଡିୟମରେ ଅନୁଷ୍ଠିତ ପ୍ରୋ କବାଡି ଲିଗ୍‌ ଦଶମ ସଂସ୍କରଣ ଫାଇନାଲରେ ବିଜୟୀ ହୋଇଛି ପୁନେରି ପଲଟନ୍‌। ଅନୁଷ୍ଠିତ ଫାଇନାଲରେ ବିଗତ ସଂସ୍କରଣର ରନର୍‌ ଅପ୍‌ ପୁଣେ ୨୮-୨୫ରେ ହରିୟାଣା ଷ୍ଟିଲର୍ସକୁ ପରାସ୍ତ କରିଛି। ପୁନେରି ପଲଟନ୍‌…

ଦୀପକଙ୍କ ଘର ସମେତ ବହୁ ସ୍ଥାନରେ ଇଡି ଚଢ଼ାଉ

ବଡ଼ବିଲ(ଦେବପ୍ରିୟ ରଣା)/ ଯୋଡ଼ା (ମାନସ ରଞ୍ଜନ ମହାନ୍ତି)/ ରାଉରକେଲା, (ସଙ୍ଗୀତା ଜେନା)/ ଭୁବନେଶ୍ୱର, ୨।୩(ସତ୍ୟଜିତ୍‌ ରାଉତ): ବହୁଚର୍ଚ୍ଚିତ ୧୮ଶହ କୋଟିର ଉଲିବୁରୁ ଖଣି ଦୁର୍ନୀତି ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ପୁଣି ସକ୍ରିୟ ହୋଇଉଠିଛି। ଏହି ମାମଲାର ମୁଖ୍ୟ ଅଭିଯୁକ୍ତ ଦୀପକ…

ଓଡ଼ିଶାରେ ଚିତାବାଘ ସଂଖ୍ୟାରେ ଉଲ୍ଲେଖନୀୟ ହ୍ରାସ: ରିପୋର୍ଟ

ଭୁବନେଶ୍ୱର,୧ା୩: କେନ୍ଦ୍ର ସରକାରଙ୍କ ଦ୍ୱାରା ପ୍ରକାଶିତ ରିପୋର୍ଟ ଅନୁଯାୟୀ ଓଡ଼ିଶାରେ ଚିତାବାଘ ଜନସଂଖ୍ୟା ଯଥେଷ୍ଟ ହ୍ରାସ ପାଇଛି। ପରିବେଶ, ଜଙ୍ଗଲ ଏବଂ ଜଳବାୟୁ ପରିବର୍ତ୍ତନ ମନ୍ତ୍ରଣାଳୟ ଦ୍ୱାରା ପ୍ରକାଶିତ ରିପୋର୍ଟରେ ୨୦୨୨ ମସିହାରେ ଓଡ଼ିଶାର ଚିତାବାଘ ଜନସଂଖ୍ୟା ୫୬୮ ରେ ପହଞ୍ଚିଛି।…

ପ୍ରୋ କବାଡି ଲିଗ୍‌: ପୁନେରି ପଲଟନ୍‌ ଚାମ୍ପିୟନ

ହାଇଦ୍ରାବାଦ,୧ା୩: ଗଚିବାଓଲିର ବାଲଯୋଗୀ ଇନ୍‌ଡୋର ଷ୍ଟାଡିୟମରେ ଅନୁଷ୍ଠିତ ପ୍ରୋ କବାଡି ଲିଗ୍‌ ଦଶମ ସଂସ୍କରଣ ଫାଇନାଲରେ ବିଜୟୀ ହୋଇଛି ପୁନେରି ପଲଟନ୍‌। ଶୁକ୍ରବାର ଅନୁଷ୍ଠିତ ଫାଇନାଲରେ ବିଗତ ସଂସ୍କରଣର ରନର୍‌ ଅପ୍‌ ପୁଣେ ୨୮-୨୫ରେ ହରିୟାଣା ଷ୍ଟିଲର୍ସକୁ ପରାସ୍ତ କରିଛି। ପୁନେରି…

ପୁଅକୁ ଭଲ ଶିକ୍ଷା, ଶତ୍ରୁକୁ ଦୁଃଖ ଦିଅନ୍ତୁ ; ଚାଣକ୍ୟ କହିଥିବା ଏହି ୪ କଥା ମନେରଖନ୍ତୁ…

ଆଚାର୍ଯ୍ୟ ଚାଣକ୍ୟଙ୍କ ନୀତିଗୁଡ଼ିକ ବର୍ଷବର୍ଷ ଧରି ମନୁଷ୍ୟ ପାଇଁ ଉପଯୋଗୀ ହୋଇଆସିଛି। ତାଙ୍କର ମାର୍ଗଦର୍ଶନ ଏବଂ ନୀତିରେ ହିଁ ଚନ୍ଦ୍ରଗୁପ୍ତ ମୌର୍ଯ୍ୟ ସମ୍ରାଟ ହୋଇ ମୌର୍ଯ୍ୟ ସାମ୍ରାଜ୍ୟ ସ୍ଥାପନ କରିଥିଲେ। ଚାଣକ୍ୟଙ୍କ ନୀତିରେ ଜୀବନକୁ ସଫଳ କରିବାର ଉପାୟ ସହ ଭୁଲଠିକ୍‌ର…

ଇତିହାସ ରଚିଲା ଆୟର୍ଲାଣ୍ଡ, କ୍ରିକେଟରେ ପ୍ରଥମ ଥର ଲାଗି କଲା ଏଭଳି କାରନାମା

ଆବୁଧାବି,୧।୩: ପ୍ରଥମ ଥର ଲାଗି ଟେଷ୍ଟ ମ୍ୟାଚ୍‌ ଜିତି ଇତିହାସ ରଚିଛି ଆୟର୍ଲାଣ୍ଡ। ୨୦୧୮ରେ ପ୍ରଥମ ଥର ଲାଗି ଟେଷ୍ଟ କ୍ରିକେଟ ଖେଳିଥିଲା ଏହି ଦଳ। ଆଫଗାନିସ୍ତାନ ବିପକ୍ଷରେ ଏକ ଜବରଦସ୍ତ ମୁକାବିଲାରେ ୬ ଉଇକେଟରେ ଦଳ ବିଜେତା ହୋଇଛି। ଏଭଳି…

ବିମାନ ଯାତ୍ରାବେଳେ ସ୍ତ୍ରୀଙ୍କ ସହ ଝଗଡା କଲେ ହୋଇଯିବ ଜେଲ୍‌ , କଡାକଡି ହେଲା ନିୟମ

ନୂଆଦିଲ୍ଲୀ,୧।୩: ଯଦି ଆପଣ ଟ୍ରିପ୍‌ରେ ଯିବାକୁ ଭଲ ପାଆନ୍ତି ଖାସ୍‌ କରି ଆପଣଙ୍କ ପାର୍ଟନରଙ୍କ ସହ, ତେବେ ସତର୍କ ହୋଇଯାଆନ୍ତୁ। ଯାତ୍ରା ସମୟରେ ଯଦି ଆପଣ ଆପଣଙ୍କ ପାର୍ଟନରଙ୍କ ସହ ଝଗଡା କରୁଛନ୍ତି ତେବେ ଆପଣଙ୍କୁ ଜେଲ୍‌ ହୋଇପାରେ। ଏହି ନିୟମ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri