ନାବାଳିକା ଗର୍ଭପାତ ଔଷଧ ଖାଇ ଗୁରୁତର
ନିରାକାରପୁର,୨୯।୨(ମାନସ ଚନ୍ଦ୍ର ପଟ୍ଟନାୟକ): ଜଣେ ନାବାଳିକାଙ୍କୁ ବିଭିନ୍ନ ପ୍ରଲୋଭନ ଦେଖାଇ ଜଣେ ଯୁବକ ବଳାତ୍କାର କରିଥିଲେ। ହେଲେ ନାବାଳିକା ଜଣକ ଗର୍ଭବତୀ ହେବା ଜାଣି ଯୁବକ ତାଙ୍କୁ ଗର୍ଭପାତ ଔଷଧ ଖାଇବାକୁ ଦେଇଥିଲେ। ଔଷଧ ଖାଇବା ପରେ ପ୍ରବଳ ରକ୍ତସ୍ରାବ ଯୋଗୁ…
ଗ୍ରୁପଋଣ ନାଁରେ କୋଟିଏ ଟଙ୍କା ଠକେଇ
ଲୋଇସିଂହା,୨୯।୨(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଯୋଗୀସର୍ଡା ଗ୍ରାମରେ ଗ୍ରୁପ ଋଣ ନାଁରେ ଠକେଇ ହୋଇଥିବା ନେଇ ଥାନାରେ ଅଭିଯୋଗ ହୋଇଥିଲା। ଅଭିଯୋଗକୁ ଏକ ସପ୍ତାହ ବିତି ଗଲାଣି। ହେଲେ ଅଭିଯୋଗକାରୀଙ୍କ ବିରୋଧରେ ପୋଲିସ କାର୍ଯ୍ୟାନୁଷ୍ଠାନ ନେଉନାହିଁ। ଅପରପକ୍ଷେ ଅର୍ଥଲଗାଣ…
୭ ମାଓବାଦୀ ବଙ୍କର ଠାବ
ରାଉରକେଲା,୨୯।୨(ସଙ୍ଗୀତା ଜେନା): ସୀମାନ୍ତ ଟୋଣ୍ଟୋ ଥାନା ବନଗ୍ରାମ ଜିମକି ଇକ୍ରୀ ନିକଟସ୍ଥ ଜଙ୍ଗଲ ଅଞ୍ଚଳରେ ଗୁରୁବାର ୭ଟି ମାଓବାଦୀ ବଙ୍କର ଠାବ କରାଯାଇଛି। ଏଥିରେ ପ୍ରାୟ ୭୦ରୁ ୮୦ ଜଣ ରହିବା ବ୍ୟବସ୍ଥା ରହିଛି। ଉକ୍ତ ବଙ୍କରରୁ ମାଓବାଦୀ ପୋଷାକ, ଫୁଲ…
ସହାୟତା ନେବାକୁ କରିଥିଲେ ଅପେକ୍ଷା: ଏୟାରଷ୍ଟ୍ରାଇକ୍ରେ ଚାଲିଗଲା ୧୦୪ ଜୀବନ
ରାଫାହ,୨୯।୨: ଗାଜା ସିଟିରେ ମାନବୀୟ ସହାୟତା ନେବା ପାଇଁ ଧାଡ଼ିରେ ଅପେକ୍ଷା କରିଥିବା ପାଲେଷ୍ଟିନୀୟମାନଙ୍କ ଉପରେ ଇସ୍ରାଏଲ୍ ଏୟାରଷ୍ଟ୍ରାଇକ୍ କରିବାରୁ ୧୦୪ ଜଣଙ୍କ ମୃତ୍ୟୁ ଘଟିବା ସହ ୭୦୦ ଆହତ ହୋଇଛନ୍ତି। ଏତେ ସଂଖ୍ୟାରେ ମୃତାହତଙ୍କୁ ହସ୍ପିଟାଲ ନେବା ପାଇଁ ଆମ୍ବୁଲାନ୍ସର…
ଅଦିନିଆ ବର୍ଷା ସାଙ୍ଗକୁ ଝଡ଼ତୋଫାନ: ଉଜୁଡ଼ିଲା ପରିବା ଚାଷ
ଭବାନୀପାଟଣା,୨୯।୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ବିଭିନ୍ନ ସ୍ଥାନରେ ବୁଧବାର ଅଦିନିଆ ବର୍ଷା ସହ ଝଡ଼ ତୋଫାନ ହୋଇଛି। ଏହାର ପ୍ରଭାବରେ ପନିପରିବା ଚାଷ ନଷ୍ଟ ହୋଇ ଉଜୁଡି ଯାଇଥିବା ଚାଷୀମାନେ ଅଭିଯୋଗ କରିଛନ୍ତି। ଚାଷୀମାନେ ବହୁ ପରିଶ୍ରମ କରି ଚାଷ…
ଆସାମରେ ଛିଣ୍ଡିଲା ଆସନ ଭାଗବଣ୍ଟା, ୧୧ରେ ଭାଜପା ୩ରେ ଏନଡିଏ ସହଯୋଗୀ
ନୂଆଦିଲ୍ଲୀ,୨୯।୨: ଦେଶରେ ହେବାକୁ ଥିବା ଲୋକ ସଭା ନିର୍ବାଚନକୁ ଦୃଷ୍ଟିରେ ରଖି ଆସାମରେ ଆସନ ବାଣ୍ଟିବା ନେଇ ଭାରତୀୟ ଜନତା ପାର୍ଟି (ଭାଜପା) ଏବଂ ଏହାର ସହଯୋଗୀମାନଙ୍କ ମଧ୍ୟରେ ଏକ ଚୁକ୍ତି ହୋଇଛି। ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ଶର୍ମା ଗୁରୁବାର…
ନଡ଼ିଆ ବୋଝେଇ ଟ୍ରକ୍ରେ ହେଉଥିଲା ଗଞ୍ଜେଇ ଚାଲାଣ
ପଦ୍ମପୁର,୨୯।୨(ପ୍ରଶାନ୍ତ କୁମାର କର)- ନଡ଼ିଆ ବୋଝେଇ ଟ୍ରକ୍ରେ ବାହାର ରାଜ୍ୟକୁ ଗଞ୍ଜେଇ ଚୋରା ଚାଲାଣ ବେଳେ ଖବରପାଇ ପଦ୍ମପୁର ପୋଲିସ ଗାଡି ଜବତ କରିବା ସହ ୨ ଜଣଙ୍କୁ ଗିରଫ କରିଛି। ପୋଲିସ ଗାଡ଼ିରୁ ୧୩୬୫ କେଜି ଗଞ୍ଜେଇ ସହ ନଗଦ…
ଶତାଧିକ ସମର୍ଥକଙ୍କ ସହ ଭାଜପାରେ ସାମିଲ ହେଲେ ୨ ପୂର୍ବତନ ବିଧାୟକ
ଭୁବନେଶ୍ୱର,୨୯।୨: ବିଜେଡିର ଦୁଇ ପୂର୍ବତନ ବିଧାୟକ ନବୀନ ନନ୍ଦ ଓ ଭାଦୋବ ହାଁସଦା ନିଜର ଶତାଧିକ ସମର୍ଥକଙ୍କ ସହ ଗୁରୁବାର ଭାଜପାରେ ମିଶିଛନ୍ତି । ଆଜି ରାଜ୍ୟ ଭାଜପା କାର୍ଯ୍ୟାଳୟରେ ଆୟୋଜିତ ମିଶ୍ରଣ ପର୍ବରେ ଢେଙ୍କାନାଳ ଜିଲାର ପୂର୍ବତନ ବିଧାୟକ ତଥା…
ଓଏଏସ୍ ସ୍ତରରେ ଅଦଳବଦଳ
ଭୁବନେଶ୍ୱର,୨୯।୨: ରାଜ୍ୟ ସରକାର ଗୁରୁବାର ଓଏଏସ୍ ଅଫିସର ସ୍ତରରେ ଅଦଳବଦଳ କରିଛନ୍ତି । ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ,ବରିଷ୍ଠ ଓଏଏସ ସୁଚାରୂ କୁମାର ବଳଙ୍କୁ ସମ୍ବଲପୁର ଅତିରିକ୍ତ ଜିଲାପାଳ, ଝାରସୁଗୁଡା ଅତିରିକ୍ତ ଜିଲାପାଳ ଆଲୋମନି ସେଠୀଙ୍କୁ କୋରାପୁଟ…
ହିମାଚଳ ପ୍ରଦେଶରେ କଂଗ୍ରେସ ସରକାରଙ୍କୁ ବଞ୍ଚାଇବାରେ ପ୍ରିୟଙ୍କାଙ୍କର ରହିଛି ଗୁରୁତ୍ୱପୂର୍ଣ୍ଣ ଭୂମିକା
ନୂଆଦିଲ୍ଲୀ,୨୯।୨: କଂଗ୍ରେସର ସାଧାରଣ ସମ୍ପାଦକ ପ୍ରିୟଙ୍କା ଗାନ୍ଧୀ ହିମାଚଳ ପ୍ରଦେଶ ସରକାରଙ୍କ ସଙ୍କଟକୁ ରୋକିବାରେ ତଥା ସରକାରଙ୍କୁ ବଞ୍ଚାଇବାରେ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଛନ୍ତି। ଗୁରୁବାର ବିଶେଷ ସୂତ୍ରରୁ ପ୍ରକାଶ ଯେ ପ୍ରିୟଙ୍କା ଗାନ୍ଧୀ ଭାରତୀୟ ଜନତା ପାର୍ଟି (ଭାଜପା)ର…
ବାହା ହେବେ ତାପସି!
ମୁମ୍ବାଇ: ବଲିଉଡର ଜଣାଶୁଣା ଅଭିନେତ୍ରୀ ତାପସୀ ପନ୍ନୁ ପ୍ରାୟତଃ କୌଣସି ନା କୌଣସି କାରଣରୁ ଚର୍ଚ୍ଚାକୁ ଆସିଥାଆନ୍ତି। ଅଭିନେତ୍ରୀ ଏବେ ତାଙ୍କ ବିବାହକୁ ନେଇ ହେଡଲାଇନରେ ଅଛନ୍ତି। ମିଡିଆ ରିପୋର୍ଟ ଅନୁଯାୟୀ, ଏହି ଅଭିନେତ୍ରୀ ନିଜର ଦୀର୍ଘ ଦିନର ପ୍ରେମିକ ମାଥିଆସ…
ବିରାଟଙ୍କଠାରୁ ବି ଅଧିକ ପାଓ୍ବାରଫୁଲ ଜୟ ଶାହା? ଟପ ଟେନ ତାଲିକାରେ ଧୋନି-ନିରଜ ଚୋପ୍ରା ସାମିଲ
ନୂଆଦିଲ୍ଲୀ,୨୯।୨: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡର ସଚିବ ଜୟ ଶାହା ଦେଶର କ୍ରିକେଟ ଦୁନିଆର ସବୁଠାରୁ ଶକ୍ତିଶାଳୀ ବ୍ୟକ୍ତି ହୋଇପାରିଛନ୍ତି। ଏହି ପ୍ରସଙ୍ଗରେ ସେ ବିରାଟ କୋହଲିଙ୍କୁ ମଧ୍ୟ ପଛରେ ଛାଡିଛନ୍ତି। ନିକଟରେ ଏକ ରିପୋର୍ଟ ପ୍ରକାଶ ପାଇଛି। ଏଥିରେ ଭାରତର…
Archives


