Home Left

ଇତିହାସ ରଚିଲେ କୋହଲି

ନୂଆଦିଲ୍ଲୀ,୨।୭: ଭାରତ ଟି -୨୦ ବିଶ୍ୱକପ୍‌ ୨୦୨୪ ଟ୍ରଫି ଜିତିଛି। ଟି -୨୦ ବିଶ୍ୱକପ୍‌ ୨୦୨୪ର ଫାଇନାଲ ମ୍ୟାଚ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯାଇଥିଲା। ଏହି ମ୍ୟାଚକୁ ଭାରତ ୭ ରନରେ ଜିତି ନେଇଛି। ଏହା ସହ ଭାରତ…

ରଥଯାତ୍ରା ପାଇଁ ପୋଲିସ ଡିଜିଙ୍କ ସମୀକ୍ଷା:ନିୟୋଜିତ ହେବ ୧୮୦ ପ୍ଲାଟୁନ ପୋଲିସ ଫୋର୍ସ

ପୁରୀ, ୨ା୭(ଅଜିତ୍‌ କୁମାର ମହାନ୍ତି):ଆସନ୍ତା ୭ ତାରିଖରେ ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା ଅନୁଷ୍ଠିତ ହେବାକୁ ଯାଉଛି। ଦୀର୍ଘ ୫୩ ବର୍ଷପରେ ଚଳିତ ବର୍ଷ ଗୋଟିଏ ଦିନରେ ନେତ୍ରଉସତ୍ବ, ନବଯୌବନ ଦର୍ଶନ ଓ ଶ୍ରୀଗୁଣ୍ଡିଚା ପଡୁଛି। ତେଣୁ ଦୁର୍ଲ୍ଲଭ ରଥଯାତ୍ରାରେ ଭକ୍ତଙ୍କ ସମାଗମ…

ପ୍ରଭୁ ଜଗନ୍ନାଥଙ୍କୁ ନେଇ ସଂସଦରେ ଏମିତି କଥା କହିଦେଲେ ସମ୍ବିତ ପାତ୍ର: ସମସ୍ତେ କଲେ ବାଃ ବାଃ

ନୂଆଦିଲ୍ଲୀ,୨।୭: ପୁରୀରୁ ପ୍ରଥମଥର ପାଇଁ ଲୋକ ସଭା ଏମ୍‌ପି ହୋଇଥିବା ସମ୍ବିତ ପାତ୍ର ସଂସଦରେ ପ୍ରଭୁ ଜଗନ୍ନାଥଙ୍କ ମହିମା ଗାନ କରିଛନ୍ତି। ସେ ନିଜକୁ ଓଡ଼ିଶାବାସୀ କହି ଗର୍ବିତ ଅନୁଭବ କରୁଥିବା ସେ କହିଛନ୍ତି। ସେ କହିଛନ୍ତି, ମୁଁ ଜଗନ୍ନାଥ ଧାମ…

ଖୁସିଖବର: ବାର୍ବାଡୋସରେ ଫସିଥିବା ଟିମ ଇଣ୍ଡିଆକୁ ଆଣିବାକୁ ବସିସିଆଇ କଲା ଖାସ୍‌ ବନ୍ଦୋବସ୍ତ

ନୂଆଦିଲ୍ଲୀ,୨।୭: ଭାରତୀୟ କ୍ରିକେଟ ଟିମ୍‌ ବାର୍ବାଡୋସ ମାଟିରେ ଦକ୍ଷିଣ ଆଫ୍ରିକାକୁ ପରାସ୍ତ କରି ଟି -୨୦ ବିଶ୍ୱକପ ୨୦୨୪ ଟାଇଟଲ ଜିତିଛି । ଜୁନ ୨୯ ଶନିବାର ଦିନ ରୋହିତ ଶର୍ମାଙ୍କ ଅଧିନାୟକତ୍ୱ ଦଳ ଟିମ ଇଣ୍ଡିଆ ଚାମ୍ପିୟନ ହୋଇଥିଲା। ଚାମ୍ପିୟନ…

ମହିଳାଙ୍କଠାରୁ ଠକିନେଲେ କୋଟିଏ ଟଙ୍କା

ଯାଜପୁର ଟାଉନ,୨ା୭ (ପ୍ରଯକ୍ତା ପ୍ରିୟଦର୍ଶନୀ ମହାନ୍ତି) :ଜଣେ ଯୁବକ ପ୍ରଲୋଭନ ଦେଖାଇ ଶତାଧିକ ମହିଳାଙ୍କଠାରୁ କୋଟିଏରୁ ଊର୍ଦ୍ଧ୍ୱ ଟଙ୍କା ଆତ୍ମସାତ୍‌ କରିନେଇଥିବା ଅଭିଯୋଗ ହୋଇଥିଲା ା ସମ୍ପୃକ୍ତ ମହିଳାମାନେ ଜିଲା ପ୍ରଶାସନ ଓ ପୋଲିସର ଦ୍ୱାରସ୍ଥ ହୋଇଥିଲେ। ଯାଜପୁର ଟାଉନ୍‌ ଥାନା…

ଗୋଟିଏ ପରିବାରର ୫ ଜଣଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର: ଖେଳିଗଲା ଚାଞ୍ଚଲ୍ୟ

ଭୋପାଳ,୨।୭: ମଧ୍ୟପ୍ରଦେଶର ଅଲିରାଜପୁର ଜିଲାରେ ଏକ ଚାଞ୍ଚଲ୍ୟକର ଘଟଣା ଘଟିଛି। ଏଠାରେ ଗୋଟିଏ ପରିବାରରେ ପାଞ୍ଚ ଜଣଙ୍କ ମୃତଦେହ ବନ୍ଦ ଘରେ ଝୁଲୁଥିବା ଦେଖିବାକୁ ମିଳିଛି। ସୂଚନା ପାଇବା ପରେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଫାଶରୁ ବାହାର କରି ପୋଷ୍ଟମର୍ଟମ…

କଟକର ସମସ୍ତ ବେଆଇନ ହସ୍ପିଟାଲ ବନ୍ଦ ପାଇଁ ନିର୍ଦ୍ଦେଶ

କଟକ,୨ା୭ (କାର୍ତ୍ତିକ ସାହୁ) :କଟକରେ ବିନା ରେଜିଷ୍ଟ୍ରେଶନରେ ଚାଲିଥିବା ଏକ ନିର୍ଦ୍ଦିଷ୍ଟ ହସ୍ପିଟାଲ ସମେତ ଅନ୍ୟ କେତେକ ହସ୍ପିଟାଲକୁ ତୁରନ୍ତ ବନ୍ଦ କରିବାକୁ ଜାତୀୟ ମାନବିକ ଅଧିକାର କମିଶନ (ଏନ୍‌ଏଚ୍‌ଆର୍‌ସି) ରାଜ୍ୟ ସ୍ବାସ୍ଥ୍ୟ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି। ନିର୍ଦ୍ଦିଷ୍ଟ ହସ୍ପିଟାଲକୁ ବନ୍ଦ…

ମୁଖ୍ୟମନ୍ତ୍ରୀଙ୍କୁ ପାଖରୁ ପାଇ ଗୁହାରି ଜଣାଇବା ବଡ଼କଥା

ଭୁବନେଶ୍ୱର,୨ା୭(ଅନିଲ ଦାସ):ଦୀର୍ଘବର୍ଷ ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ସିଧାସଳଖ ଲୋକଙ୍କ ଅଭିଯୋଗ ଶୁଣିବା ଖବର ପ୍ରସାରିତ ହେବା ପରେ ସାରା ରାଜ୍ୟରୁ ନିଜର ସମସ୍ୟା ନେଇ ବହୁ ଲୋକ ରାଜଧାନୀକୁ ଛୁଟି ଆସିଥିଲେ । ସୋମବାର ସକାଳ ୯ଟାରୁ…

ମୃତ ବ୍ୟକ୍ତିଙ୍କ ନାମରେ ଆସୁଛି ଭତ୍ତା ଟଙ୍କା

କାଏମା,୨ା୭(ଶିବପ୍ରସାଦ ମହାନ୍ତି): ଧର୍ମଶାଳା ବ୍ଲକ ଅନ୍ତର୍ଗତ ପାଟପୁର ପଞ୍ଚାୟତରେ ଭତ୍ତା ଟଙ୍କା ବଣ୍ଟନରେ ଦୁର୍ନୀତି ହୋଇଥିବା ଅଭିଯୋଗ ହୋଇଛି। ଏଠାରେ ବର୍ଷ ବର୍ଷ ଧରି ମୃତବ୍ୟକ୍ତିଙ୍କ ନାମରେ ଆସୁଛି ଭତ୍ତା ଟଙ୍କା। ଏହି ପଞ୍ଚାୟତରେ ପାଖାପାଖି ୭୦୦ ହିତାଧିକାରୀ ଭତ୍ତା ପାଉଛନ୍ତି।…

ପଳାତକ ବ୍ୟବସାୟୀ ବିଜୟ ମାଲ୍ୟାଙ୍କ ବିରୋଧରେ ଏନ୍‌ବିଡବ୍ଲ୍ୟୁ ଜାରି

ମୁମ୍ବାଇ,୨।୭: ମୁମ୍ବାଇର ଏକ ସ୍ବତନ୍ତ୍ର କୋର୍ଟ ପଳାତକ ବ୍ୟବସାୟୀ ବିଜୟ ମାଲ୍ୟାଙ୍କ ବିରୋଧରେ ଜାମିନ ବିହୀନ ୱାରେଣ୍ଟ ଜାରି କରିଛନ୍ତି। ଏହି ଜାମିନବିହୀନ ୱାରେଣ୍ଟ ବିଜୟ ମାଲ୍ୟାଙ୍କ ବିରୋଧରେ ଭାରତୀୟ ଓଭରସିଜ ବ୍ୟାଙ୍କ ସହ ଜଡିତ ୧୮୦ କୋଟି ଟଙ୍କା ଋଣ…

ନୂଆ ଟିକସ ବୃଦ୍ଧିକୁ ନେଇ ହିଂସା: ଚାଲିଗଲା ୩୯ ଜୀବନ

ନାଇରୋବି,୨।୭:ନୂଆ ଟିକସ ବୃଦ୍ଧି ବିରୋଧରେ କେନିଆରେ ହିଂସାତ୍ମକ ବିରୋଧ ପ୍ରଦର୍ଶନ କରାଯାଉଛି। ଏହି ହିଂସାରେ ଏପର୍ଯ୍ୟନ୍ତ ଅତି କମରେ ୩୯ ଜଣଙ୍କର ମୃତ୍ୟୁ ହୋଇଛି। ଏହି ସପ୍ତାହରେ କେନିଆରେ ବିକ୍ଷୋଭକାରୀମାନେ ଏକ ନୂଆ ରାଉଣ୍ଡ ବିରୋଧ ପାଇଁ ପ୍ରସ୍ତୁତ ହେଉଛନ୍ତି ବୋଲି…

ଭାଜପା ଉପରେ ବର୍ଷିଲା ବିଜେଡି: ପ୍ରତିଶ୍ରୁତି ପ୍ରଥମ ପାଳନ କରୁ…

ଭୁବନେଶ୍ୱର,୨ା୭(ଅନିଲ ଦାସ):ରାଜ୍ୟରେ କ୍ଷମତାକୁ ଆସିବା ପରେ ନିର୍ବାଚନରେ ଦିଆଯାଇଥିବା ପ୍ରତିଶ୍ରୁତି ପୂରଣକୁ ପ୍ରାଥମିକତା ଦିଆଯିବ ବୋଲି ଭାଜପା ସରକାର ସ୍ପଷ୍ଟ କରିଛନ୍ତି। ଯାହାକୁ ନେଇ ସୋମବାର ବିଜେଡି ପ୍ରତିକ୍ରିୟା ରଖିଛି। ବିରୋଧୀ ଦଳ ଉପମୁଖ୍ୟ ସଚେତକ ପ୍ରତାପ ଦେବ କହିଛନ୍ତି, ଆଜି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?