Home Left

ରଥଯାତ୍ରାରେ ଜଗିବେ ୧୮୦ ପ୍ଲାଟୁନ ଫୋର୍ସ

ପୁରୀ,୧।୭: ଆଉ କିଛି ଦିନ ପରେ ବିଶ୍ୱପ୍ରସିଦ୍ଧ ପୁରୀ ରଥଯାତ୍ରା। ଏନେଇ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ପ୍ରାୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଶାନ୍ତି ଶୃଙ୍ଖଳାକୁ ଦୃଷ୍ଟିରେ ରଖି ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି। ଏଥର ରଥଯାତ୍ରାରେ ୧୮୦ ପ୍ଲାଟୁନ…

ପାର୍ଲାମେଣ୍ଟ ଅଭିମୁଖେ ଶୋଭାଯାତ୍ରାରେ ବାହାରିବେ ଛାତ୍ର

ନୂଆଦିଲ୍ଲୀ,୧ା୭: ଏନ୍‌ଇଇଟି-ୟୁଜି ସମେତ ପିଜି ଏବଂ ୟୁଜିସି ନେଟ୍‌ ପରୀକ୍ଷାରେ ହୋଇଥିବା ଅନିୟମିତତା ପ୍ରତିବାଦରେ ଦିଲ୍ଲୀର ଯନ୍ତରମନ୍ତରଠାରେ ଧାରଣାରେ ବସିଥିବା ଛାତ୍ରୀଛାତ୍ର ସେମାନଙ୍କ ଦାବିକୁ ନେଇ କେନ୍ଦ୍ର ସରକାରଙ୍କ ଉପରେ ଚାପ ପକାଇବା ପାଇଁ ମଙ୍ଗଳବାର ପାର୍ଲାମେଣ୍ଟ ଅଭିମୁଖେ ଶୋଭାଯାତ୍ରାରେ ଯିବେ।…

ଘରେ କଳାକନା ବୁଲାଇଲେ ଦୁର୍ବୃତ୍ତ

ଗୋପାଳପୁର,୧।୭(ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲା ଗୋପାଳପୁର ଥାନା ଅଞ୍ଚଳରେ ଚୋର ଦଳ ସକ୍ରିୟ ହୋଇପଡ଼ିଛନ୍ତି l ଗୋଟିଏ ପରେ ଗୋଟିଏ ଘରେ କଳାକନା ବୁଲାଇ ସଫଳ ହେଉଥିବା ବେଳେ ଅଭିଯୁକ୍ତମାନଙ୍କୁ ପୋଲିସ ଟେର ପାଇପାରୁ ନାହିଁ। ରବିବାର ବିଳମ୍ବିତ ରାତିରେ…

ହୋଇପାରେ ବଡ ଧରଣର ଅଦଳବଦଳ: ଏସ୍‌ଆରସି ସତ୍ୟବ୍ରତ ସାହୁଙ୍କୁ ମିଳିବ ବଡ଼ ଦାୟିତ୍ୱ!

ଭୁବନେଶ୍ୱର,୧।୭: ରାଜ୍ୟ ପ୍ରଶାସନରେ ବଡ ଧରଣର ଅଦଳବଦଳ ହୋଇପାରେ ବୋଲି କୁହାଯାଉଛି । ଏହି ସମୟରେ ଉନ୍ନୟନ କମିଶନର ଅନୁ ଗର୍ଗ ଦିଲ୍ଲୀ ଯିବା ନେଇ ସଙ୍କେତ ମିଳିସାରିଛି । ତାଙ୍କ ସ୍ଥାନରେ ବର୍ତ୍ତମାନର ଏସ୍‌ଆରସି ସତ୍ୟବ୍ରତ ସାହୁଙ୍କୁ ଉନ୍ନୟନ କମିଶନର…

୨ଜଣଙ୍କୁ ଦଳିଦେଲା ହାତୀ

ରାଉରକେଲା/ଟେନ୍‌ସା,୧ା୭(ସଙ୍ଗୀତା ଜେନା/ ସମୀର ପାଢ଼ୀ): ସୁନ୍ଦରଗଡ଼ ଜିଲାରେ ହାତୀ ଆତଙ୍କ ଥମୁନାହିଁ। ସୋମବାର ଜିଲାର ପୃଥକ୍‌ ପୃଥକ୍‌ ସ୍ଥାନରେ ହାତୀ ଆକ୍ରମଣରେ ୨ଜଣଙ୍କ ମୃତ୍ୟୁ ଘଟିଛି। ମୃତକମାନେ ହେଲେ ଦକ୍ଷିଣ ରାଉରକେଲା ଟାଙ୍ଗରପାଲୀ ଥାନା ସୋନାପର୍ବତ ଗଞ୍ଜୁଟୋଲା ଅଞ୍ଚଳର ଶୁକ୍ରମଣି ସମାସୀ(୬୯)।…

ଗାଡ଼ି ଧକ୍କାରେ ଚାଲିଗଲା ହେଟା ବାଘର ଜୀବନ

ଖଡ଼ିଆଳ,୧ା୭(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡ଼ିଆଳ ୩୫୩ନଂ. ଜାତୀୟ ରାଜପଥର ପୋଡାପାଲି କେନାଲ ତ୍ରିବେଣୀ ଛକ ନିକଟରେ ସୋମବାର ଅଜଣା ଗାଡ଼ି ଧକ୍କାରେ ଏକ ହେଟା ବାଘର ମୃତ୍ୟୁ ହୋଇଛି। ମିଳିଥିବା ସୂଚନା ମୁତାବକ, ପୋଡାପାଲି ଛକ ନିକଟରେ ହେଟାବାଘର…

ପୁଣି ସକ୍ରିୟ ହେଲେ ପାଣ୍ଡିଆନ! ଚର୍ଚ୍ଚା ଆରମ୍ଭ

ଭୁବନେଶ୍ୱର,୧।୭: ରାଜ୍ୟରେ ବିଜେଡି ଶାସନର ଅନ୍ତ ଘଟିଛି। ନିର୍ବାଚନୀରେ ବିଜେଡି କାହିଁକି ହାରିଲା ତା’ର ସମୀକ୍ଷା କରିବା ପାଇଁ ବିଜେଡି ତତ୍ପରତା ଦେଖାଉନଥିବା ଜଣାପଡିଛି। ତେବେ ଏହି ସମୟରେ ଏକ ଖବର ସାମ୍ନାକୁ ଆସିଛି ଯେ, ସକ୍ରିୟ ରାଜନୀତିରୁ ସନ୍ୟାସ ଘୋଷଣା…

ପାଟ୍ରୋଲିଂ ବେଳେ ୧୪୩ କେଜି ଗଞ୍ଜେଇ ଜବତ, ସର୍ଚ୍ଚ ଅପରେଶନ ଜାରି

ଦାରିଙ୍ଗବାଡ଼ି,୧।୭ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ପୋଲିସକୁ ପୁଣି ଏକ ବଡ଼ ସଫକତା ମିଳିଛି। ଜଙ୍ଗଲରେ ପାଟ୍ରୋଲିଂ ବେଳେ ୧୪୩ କେଜି ଗଞ୍ଜେଇ ଜବତ ହୋଇଥିବା ଥାନା ଅଧିକାରୀ ଚିରଞ୍ଜୀବି ବେହେରା କହିଛନ୍ତି। ହେଲେ ପୋଲିସ…

ରାଜ୍ୟପାଳ ରଘୁବର ଦାସଙ୍କୁ ଭେଟିଲେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା

ଭୁବନେଶ୍ୱର,୧।୭: ନୂଆ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ସୋମବାର ରାଜ୍ୟପାଳ ରଘୁବର ଦାସଙ୍କୁ ଭେଟିଛନ୍ତି। ଏହା ପୂର୍ବରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କୁ ଭେଟିଥିଲେ ମନୋଜ ଆହୁଜା। ରାଜ୍ୟ ଅତିଥି ଭବନକୁ ଆସି ସେ ମୁଖ୍ୟମନ୍ତ୍ରୀଙ୍କୁ ଦେଖା କରିଥିଲେ। ତାଙ୍କ…

ରଥଯାତ୍ରାରେ ପୁରୀ ଆସୁଥିବା ଭକ୍ତଙ୍କ ହେବ ଗଣନା: ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧।୭: ଆଉ କିଛି ଦିନ ପରେ ବିଶ୍ୱପ୍ରସିଦ୍ଧ ପୁରୀ ରଥଯାତ୍ରା। ଏନେଇ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ପ୍ରାୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଏହି ପରିପ୍ରେକ୍ଷୀରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୋମବାର ଏକ ବଡ଼ ସୂଚନା ଦେଇଛନ୍ତି। ରଥଯାତ୍ରା ପାଇଁ ପୁରୀ ଆସୁଥିବା…

ରୋହିତଙ୍କ ପରେ କିଏ କରିବେ ଓପନିଙ୍ଗ୍‌, ଲିଷ୍ଟରେ ଅଛି ଏହି ୫ ନାଁ…

ନୂଆଦିଲ୍ଲୀ,୧।୭: ରୋହିତ ଶର୍ମାଙ୍କ ଅଧିନାୟକତ୍ୱରେ ଟିମ ଇଣ୍ଡିଆ ଟି -୨୦ ବିଶ୍ୱକପ୍‌ 2024 ଟାଇଟଲ ଜିତିଛି। ଗୋଟିଏ ପଟେ ଟିମ ଇଣ୍ଡିଆ ବିଶ୍ୱ ଚାମ୍ପିୟନହୋଇଥିବା ଅନ୍ୟପଟେ ରୋହିତ ଶର୍ମା ଅନ୍ତର୍ଜାତୀୟ ଟି -୨୦କ୍ରିକେଟରୁ ଅବସର ଘୋଷଣା କରିଛନ୍ତି। ଯଦିଓ ରୋହିତ ଭଲ…

ଛାତ୍ରୀଛାତ୍ରଙ୍କୁ ଆଣୁଥିବା ବେଳେ ଟ୍ରକକୁ ପିଟିଲା ସ୍କୁଲ ବସ୍‌

ଘସିପୁରା,୭।୧(ନିରଞ୍ଜନ ସାହୁ): ଗାଡ଼ି ଚାଳକଙ୍କ ବେପରୁଆ ଯୋଗୁ ଏକ ଘରୋଇ ସ୍କୁଲ ବସ୍‌ ଦୁର୍ଘଟଣା ଗ୍ରସ୍ତ ହୋଇଛି। ଦୁର୍ଘଣାରେ ୨ଜଣ ଛାତ୍ର, ଜଣେ ଶିକ୍ଷୟିତ୍ରୀ ଏବଂ ଗାଡିର ହେଲ୍‌ପର ଆହତ ହୋଇଛନ୍ତି। ମିଳିଥିବା ସୂଚନା ମୁତାବକ, ଘସିପୁରା ଥାନା ଗୋହିରାସ୍ଥିତ ଘରୋଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?