ପ୍ରସିଦ୍ଧ ଫିଲ୍ମ ନିର୍ମାତାଙ୍କ ପରଲୋକ
ନୂଆଦିଲ୍ଲୀ,୯।୧:ମାଲାୟାଲମ ଚଳଚ୍ଚିତ୍ର ନିର୍ମାତା ବିନୁଙ୍କ ଦେହାନ୍ତ ହୋଇଛି। ଅସୁସ୍ଥତା ହେତୁ ସେ କୋଏମ୍ବାଟୁରର ଏକ ଡାକ୍ତରଖାନାରେ ଭର୍ତ୍ତି ହୋଇଥିଲେ। ସେଠାରେ ତାଙ୍କର ମୃତ୍ୟୁ ଘଟିଥିଲା। ମୃତ୍ୟୁ ବେଳକୁ ତାଙ୍କୁ ୬୯ ବର୍ଷ ବୟସ ହୋଇଥିଲା। ମାଲାୟାଲମ ସିନେମାରେ ସୁରେଶ-ବିନୁ ଯୋଡି ବହୁତ…
Cricketer Collapses On Pitch: ରନ ନେବା ପରେ ତଳେ ପଡ଼ିଗଲେ କ୍ରିକେଟର, ପିଚରେ ସିପିଆର ପରେ ମଧ୍ୟ ହୃଦଘାତରେ କ୍ରିକେଟରଙ୍କ ମୃତ୍ୟୁ…
ନୋଏଡା,୧୦।୧ : ନୋଏଡା ଠାରୁ ଏକ ଖରାପ ଖବର ଆସିଛି। ଏଠାରେ ଏକ କ୍ରିକେଟ ମ୍ୟାଚ ସମୟରେ ଜଣେ ଖେଳାଳିଙ୍କର ମୃତ୍ୟୁ ହୋଇଛି। ହୃଦଘାତ ଯୋଗୁଁ ତାଙ୍କର ମୃତ୍ୟୁ ହୋଇଛି। ମୃତକଙ୍କ ନାମ ବିକାଶ ନେଗି। ବିକାଶଙ୍କୁ ମାତ୍ର ୩୪ ବର୍ଷ…
ଛାତ୍ରୀଛାତ୍ରଙ୍କୁ ସଫଳତାର ୬ ସୂତ୍ରୀ କର୍ଣ୍ଣମନ୍ତ୍ର ଦେଲେ ୫-ଟି ଅଧ୍ୟକ୍ଷ
ଖୋର୍ଦ୍ଧା,୧୦।୧(ପ୍ରଭାତ ପାଣିଗ୍ରାହୀ): ସଫଳତାର ମୂଳମନ୍ତ୍ର ହେଉଛି କଠିନ ପରିଶ୍ରମ। ଜୀବନରେ ସଫଳତା ପାଇବାକୁ ହେଲେ କଠିନ ପରିଶ୍ରମ କରିବାକୁ ପଡିବ। ସୋସିଆଲ ମିଡିଆ ଅପେକ୍ଷା ପାଠପଢା ଉପରେ ଗୁରୁତ୍ୱ ଦିଅ ବୋଲି ୫-ଟି ଓ ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ…
‘ଟିମ୍ ଇଣ୍ଡିଆର ସମସ୍ତ ଖେଳାଳି ମଦ୍ୟପାନ କରନ୍ତି, କେବଳ ମୋତେ ବଦ୍ନାମ କରାଗଲା’
ନୂଆଦିଲ୍ଲୀ,୧୦।୧: ଟିମ୍ ଇଣ୍ଡିଆର ସମସ୍ତ ଖେଳାଳି ମଦ୍ୟପାନ କରନ୍ତି। ହେଲେ ତାଙ୍କ ଛବିକୁ ମଳିନ କରିବାକୁ ପ୍ରଚେଷ୍ଟା କରାଯାଇଥିବା ଅଭିଯୋଗ କରିଛନ୍ତି ଦଳର ପୂର୍ବତନ ଦ୍ରୁତ ବୋଲର୍ ପ୍ରବୀଣ କୁମାର। ନାଁ ନନେଇ ଜଣେ ବରିଷ୍ଠ ଖେଳାଳି ତାଙ୍କୁ ବଦନାମ କରିବାକୁ…
ଭିତରକନିକାର ୪ଟି ରେଞ୍ଜରେ ଚାଲିଛି କୁମ୍ଭୀର ଗଣନା
କେନ୍ଦ୍ରାପଡ଼ା,୧୦।୧: କେନ୍ଦ୍ରାପଡ଼ା ଜିଲା ଭିତରକନିକାର ୪ଟି ରେଞ୍ଜରେ କୁମ୍ଭୀର ଗଣନା କାର୍ଯ୍ୟ ବୁଧବାର ସକାଳୁ ଆରମ୍ଭ ହୋଇଛି। ଗହିରମଥା, ଭିତରକନିକା, ରାଜନଗର ଓ ମହାକାଳପଡ଼ା ଗଣନା କାର୍ଯ୍ୟରେ ୨୨ଟି ଟିମ୍ ସାମିଲ ହୋଇଛନ୍ତି। ଏହା ଆଗାମୀ ୩ ଦିନ ଯାଏଁ ଚାଲିବ।…
କଟକ ଡିୟର ପାର୍କର ୨୭୬ ହରିଣ ସ୍ଥାନାନ୍ତର
କଟକ,୧୦।୧: କଟକ ଡିୟର ପାର୍କରୁ ଚନ୍ଦକା ଭରତପୁର ଓ ଅମ୍ବିଲୋକୁ ୨୭୬ଟି ହରିଣ ସ୍ଥାନାନ୍ତର ହୋଇଛନ୍ତି । ତେବେ ସେମାନଙ୍କ ମଧ୍ୟରୁ ୨ଟି ହରିଣଙ୍କର ମୃତ୍ୟୁ ଘଟିଛି। ତେବେ ହରିଣଙ୍କ ମୃତ୍ୟୁକୁ ନେଇ ଚନ୍ଦକା ଡିଏଫଓ ଶରତ ଚନ୍ଦ୍ର ବେହେରା ପ୍ରତିକ୍ରିୟା…
ରାଜ୍ୟରେ ବଢ଼ିବ ଶୀତ
ଭୁବନେଶ୍ୱର,୧୦।୧: ରାଜ୍ୟରେ ଶୀତର ପ୍ରକୋପ ବଢ଼ିବ। ରାତିର ତାପମାତ୍ରା ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ଖସିବ। ତେବେ ରାଜ୍ୟରେ ଶୀତର ପ୍ରକୋପ ଆହୁରି ବଢ଼ିବା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟୁଇଟ୍ କରି ସୂଚନା ଦିଆଯାଇଛି। ସୂଚନା ଅନୁସାରେ, …
ରାମମନ୍ଦିର ପ୍ରତିଷ୍ଠା ଉତ୍ସବରେ ଯୋଗଦେବେ ରଣଦୀପ
ମୁମ୍ବାଇ: ବଲିଉଡ୍ ଅଭିନେତା ରଣଦୀପ ହୁଡ୍ଡା ପ୍ରାୟତଃ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। କିଛିଦିନ ଆଗରୁ ସେ ତାଙ୍କ ବିବାହକୁ ନେଇ ଚର୍ଚ୍ଚାରେ ଥିଲେ। ଆସନ୍ତା ୨୨ ତାରିଖରେ ଅଯୋଧ୍ୟାରେ ରାମମନ୍ଦିରର ପ୍ରାଣ ପ୍ରତିଷ୍ଠା ସମାରୋହରେ ଯୋଗଦେବାକୁ ଅଭିନେତାଙ୍କୁ ନିମନ୍ତ୍ରଣ କରାଯାଇଛି। ରାମମନ୍ଦିର…
ହାଇଟେକରୁ ଗାଁକୁ ନେବା ପରେ ଦିଲ୍ଲୀପଙ୍କର ହେଲା ଅନ୍ତିମ ସଂସ୍କାର
ଭୁବନେଶ୍ୱର,୧୦।୧: ହାଇଟେକ ଟ୍ରାଜେଡିରେ ଡିଏନ୍ଏ ରିପୋର୍ଟ ଆସିବା ପରେ ମୃତଦେହକୁ ଧରି ଗାଁକୁ ଫେରିଛନ୍ତି ମୃତକ ଦିଲୀପ ସାମନ୍ତରାୟଙ୍କ ପରିବାର ଲୋକେ। ଗାଁକୁ ନେବା ପରେ ଦିଲ୍ଲୀପଙ୍କର ଅନ୍ତିମ ସଂସ୍କାର କରାଯାଇଛି। ଡିଏନ୍ଏ ରିପୋର୍ଟରୁ ପରିଚୟ ସ୍ପଷ୍ଟ ହେବା ପରେ ପରିବାର…
ଭୂକମ୍ପରେ ଥରିଲା ଆଣ୍ଡାମାନ, ରିକ୍ଟର ସ୍କେଲରେ ତୀବ୍ରତା ୪.୧
ପୋର୍ଟ ବ୍ଲେୟାର,୧୦।୧: ଆଣ୍ଡାମାନ ନିକୋବର ଦ୍ୱୀପପୁଞ୍ଜରେ ଭୂକମ୍ପରେ ଝଟକା। ବୁଧବାର ଅନୁଭୂତ ହୋଇଥିବା ଏହି ଭୂକମ୍ପର ତୀବ୍ରତା ରିକ୍ଟର ସ୍କେଲରେ ୪.୧ ରେ ମାପ କରାଯାଇଛି । ନ୍ୟାସନାଲ ସେଣ୍ଟର ଫର ସେସମୋଲୋଜି (ଏନସିଏସ) ଏହି ସୂଚନା ଦେଇଛି। ଏନସିଏସ କହିଛି…
୨୦୨୩ର ଶ୍ରେଷ୍ଠ ଟି -୨୦ରେ ରହିପାରନ୍ତି ଭାରତର ଏହି ୫ ଖେଳାଳି
ନୂଆଦିଲ୍ଲୀ,୧୦।୧: ଦିନିକିଆ ବିଶ୍ୱକପ୍ ହେତୁ ୨୦୨୩ରେ ଅଧିକ ଟି -୨୦ କ୍ରିକେଟ ହୋଇନାହିଁ। ତେବେ ଯେତିକି ବି ମ୍ୟାଚ ହୋଇଛି ସେହି ସମୟରେ ଅନେକ ଖେଳାଳି ଚମତ୍କାର ପ୍ରଦର୍ଶନ କରିଛନ୍ତି। ଯଦି ଆମେ ଭାରତ ବିଷୟରେ କହିବା, ଗତ ବର୍ଷ ଯୁବ…
୬୩.୨୫ କୋଟିର ହିସାବ ମିଳିନି
ଯାଜପୁର,୧୦।୧(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଜିଲାର କଳିଙ୍ଗନଗର ଶିଳ୍ପାଞ୍ଚଳର ମୁଖଶାଳା ଭାବେ ପରିଚିତ ବ୍ୟାସନଗର ପୌର ପରିଷଦରେ ଦୁର୍ନୀତିର ଗନ୍ଧ ବାରି ହୋଇପଡିଛି। ଏଠାରେ ବିଭିନ୍ନ ଉନ୍ନୟନ କାର୍ଯ୍ୟରେ ଅନିୟମିତତା ସମେତ ଏକ ମେଗା ପ୍ରକଳ୍ପ କାର୍ଯ୍ୟରେ ୧ କୋଟି ୩୦ ଲକ୍ଷ…
Archives


