Home Left

‘ମୁଁ ଯେତେବେଳେ ମ୍ୟାଚ୍‌ ଦେଖେ, ଭାରତ ହାରିଯାଏ’

ବମ୍ବେ: ଭାରତୀୟ ଟିମ୍‌ ଦକ୍ଷିଣ ଆଫ୍ରିକା ବିପକ୍ଷ ଆଇସିସି ଟି୨୦ ବିଶ୍ୱକପ୍‌ ଜିତି ନେଇଛି। ପୁରା ଦେଶ ଏହି ବିଜୟକୁ ସେଲିବ୍ରେଟ୍‌ କରୁଥିବା ବେଳେ ବଲିଉଡର ସମସ୍ତ ସେଲିବ୍ରିଟି ଟିମ୍‌ ଇଣ୍ଡିଆକୁ ଶୁଭେଚ୍ଛା ଜଣାଇଛନ୍ତି। ଏହି କ୍ରମରେ ବିଗ୍‌ ବି ଅମିତାଭ…

ମେଣ୍ଟକୁ ନେଇ ବଡ଼ ଘୋଷଣା କଲେ ଶରଦ ପାଓ୍ବାର

ନୂଆଦିଲ୍ଲୀ,୩୦।୬: ଚଳିତ ବର୍ଷ ଅକ୍ଟୋବରରେ ମହାରାଷ୍ଟ୍ରରେ ଅନୁଷ୍ଠିତ ନିର୍ବାଚନକୁ ନେଇ ଶରଦ ପାୱାର ଏକ ବଡ଼ ଘୋଷଣା କରିଛନ୍ତି। ଜାତୀୟ କଂଗ୍ରେସ ପାର୍ଟି (ଏନସିପିଏସପି)ର ମୁଖ୍ୟ ପାଓ୍ବାର୍‌ ସ୍ପଷ୍ଟ କରିଛନ୍ତି, ତାଙ୍କ ଦଳ ମହାରାଷ୍ଟ୍ର ବିଧାନସଭା ନିର୍ବାଚନରେ କଂଗ୍ରେସ ଏବଂ ଉଦ୍ଧବ…

ଭାରତ ବିଶ୍ୱକପ୍‌ ଜିତିଲା, ହେଲେ ଖୁସିରେ ଗଦଗଦ ହେଲେ ପାକିସ୍ତାନୀ କ୍ରିକେଟର

ନୂଆଦିଲ୍ଲୀ,୩୦।୬: ଟି୨୦ ବିଶ୍ୱକପ୍‌ ୨୦୨୪ ଫାଇନାଲରେ ଚମତ୍କାର ପ୍ରଦର୍ଶନ କରି ବିଜେତା ହୋଇଛି ଟିମ୍‌ ଇଣ୍ଡିଆ। ଏହି ବିଜୟ ସହ ରୋହିତ ଭାରତ ପାଇଁ ଆଇସିସି ଟ୍ରଫି ଜିତାଇଥିବା ତୃତୀୟ ଅଧିନାୟକ ପାଲଟିଥିଲେ। ଏହାକୁ ନେଇ ସାରା ବିଶ୍ୱରୁ ତାଙ୍କୁ ଶୁଭେଚ୍ଛାର…

ଚାଷକାମ ସାରି ଘରକୁ ଫେରୁଥିବା ବେଳେ ହେଲା ବଜ୍ରପାତ, ଚାଲିଗଲା ଦୁଇ ଚାଷୀଙ୍କ ଜୀବନ

ଖୋର୍ଦ୍ଧା,୩୦ା୬(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ବ୍ଲକ ପୁବୁସାହି ପଞ୍ଚାୟତ ଜୟମଙ୍ଗଳ ଗ୍ରାମରେ ରବିବାର ଏକ ଦୁଃଖଦ ଘଟଣା ଘଟିଛି। ମୃତକ ଦ୍ବୟ ହେଲେ ନାରଣ ପ୍ରଧାନ(୬୨) ଓ ସରୋଜ ଜେନା(୪୨)। ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ସହ ଘଡ଼ଘଡ଼ି…

ମୋର ରୋଜଗାର ନାହିଁ, କୌଣସି କାମ ଅଛି ଯଦି ଦିଅ: କାହିଁକି ଏମିତି କହିଲେ ରାହୁଲ ଦ୍ରାବିଡ

ବାର୍ବାଡୋସ୍‌,୩୦।୬: ରାହୁଲ ଦ୍ରାବିଡଙ୍କ କୋଚିଂରେ ଭାରତୀୟ ଦଳ ୨୦୨୪ ଟି-୨୦ ବିଶ୍ୱକପ ଜିତିଛି। ଏହି ବିଶ୍ୱକପ ଶେଷ ହେବା ସହିତ ମୁଖ୍ୟ କୋଚ ରାହୁଲ ଦ୍ରାବିଡଙ୍କ କାର୍ଯ୍ୟକାଳ ମଧ୍ୟ ଶେଷ ହୋଇଛି। ବର୍ତ୍ତମାନ ଭାରତର ଏହି ବିଜୟ ପରେ ରାହୁଲ ଦ୍ରାବିଡଙ୍କ…

କ୍ୟାଚ୍ ଧରିବା ପରେ ବାଉଣ୍ଡାରି ଛୁଇଁଥିଲେ କି ସୁର୍ଯ୍ୟକୁମାର ଯାଦବ ? ନୂଆ ଭିଡିଓ ଦେଖି ଆରମ୍ଭ ହେଲା ବିବାଦ

ନୂଆଦିଲ୍ଲୀ,୩୦ା୬: ଟି୨୦ ବିଶ୍ୱକପ ୨୦୨୪ ଫାଇନାଲ ମ୍ୟାଚରେ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଇତିହାସରେ ସବୁଠାରୁ କଡ଼ା ମୁକାବିଲା ଦେଖିବାକୁ ମିଳିଛି। ମ୍ୟାଚର ଏକ ଘଡ଼ିସନ୍ଧି ମୁହୂର୍ତ୍ତ ଯେତେବେଳେ ୩୦ ଟି ବଲରୁ ୩୦ ରନ୍ ଆବଶ୍ୟକ କରୁଥିବା ଦକ୍ଷିଣ…

ଲାଇଭ୍‌ ମ୍ୟାଚ୍‌ରେ ପନ୍ତ ଏଭଳି କରି ନ ଥିଲେ ଚାମ୍ପିୟନ ହୋଇପାରି ନ ଥାନ୍ତା ଟିମ୍‌ ଇଣ୍ଡିଆ? ଜାଣନ୍ତୁ କିଭଳି ବଦଳିଲା ସମୀକରଣ…

ନୂଆଦିଲ୍ଲୀ,୩୦।୬: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯାଇଥିବା ଫାଇନାଲ ମୁକାବିଲା ବେଶ ରୋମାଞ୍ଚକର ଥିଲା। କାରଣ ମ୍ୟାଚ୍‌ରେ ଉତ୍‌ଥାନ ପତନ ଭରି ରହିଥିଲା। ଗୋଟିଏ ସମୟରେ ଦକ୍ଷିଣ ଆଫ୍ରିକା ହାତକୁ ମ୍ୟାଚ୍‌ ଚାଲିଯିବା ପରି ମନେ ହୋଇଥିଲେ ହେଁ କିଛି…

କିଏ ଏହି ମହିଳା? ଇଣ୍ଟରଭ୍ୟୁ ପରେ ଆଲିଙ୍ଗନ କଲେ ବୁମରା

ନୂଆଦିଲ୍ଲୀ, ୩୦।୦୬: ଟି-୨୦ ବିଶ଼୍ବକପ୍‌ର ପ୍ରତ୍ୟକଟି ମୁହୂର୍ତ୍ତ ରୋମାଞ୍ଚକର । ଭାରତ ଜିତିବା ପରେ ପଡ଼ିଆରେ ଘଟିଥିବା ଛୋଟ ଛୋଟ ଘଟଣାକୁ ନେଇ ଏବେ ଚର୍ଚ୍ଚା ହେଉଛି । ଏମିତି ଏକ ଛୋଟ ଭିଡିଓ ଏବେ ଭାଇରାଲ୍‌ ହୋଇଛି । ଏହି…

ପାରିବାରିକ କଳହରୁ ଜୀବନ ହାରିଲେ ଯୁବକ

ପାଟଣା,୩୦।୬(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଟାଙ୍ଗରପଡ଼ା ପଞ୍ଚାୟତ ଗାଲଫୁଲା ଗ୍ରାମର ଜଣେ ୩୫ ବର୍ଷୀୟ ବିବାହିତ ଯୁବକଙ୍କ ଝୁଲନ୍ତା ମୃତଦେହ ରବିବାର ପୋଲିସ ଉଦ୍ଧାର କରିଛି। ମୃତକ ଜଣକ ହେଉଛନ୍ତି ରାଧାକାନ୍ତ ନାଏକଙ୍କ ପୁଅ ସୁରେଶ। ମିଳିଥିବା…

ବିଶ୍ୱକପ୍‌ ବିଜେତା ଟିମ୍‌ର ଏହି ୬ଜଣଙ୍କୁ ସ୍ବତନ୍ତ୍ର ଭାବେ ଫୋନ୍‌ କଲେ ପ୍ରଧାନମନ୍ତ୍ରୀ, କହିଲେ…

ନୂଆଦିଲ୍ଲୀ,୩୦।୬: ଟି୨୦ ବିଶ୍ୱକପ୍‌ରେ ଟିମ୍‌ ଇଣ୍ଡିଆର ବିଜୟକୁ ନେଇ ସାରା ଦେଶ ଉତ୍ସବମୁଖର। ଏହାକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିଶ୍ୱ ବିଜେତା ଟିମ୍‌କୁ ଶୁଭେଚ୍ଛା ଜଣାଇବା ସହ ୬ ଲୋକଙ୍କୁ ସ୍ବତନ୍ତ୍ର ଭାବେ ଧନ୍ୟବାଦ ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ ଅଧିନାୟକ ରୋହିତ…

ଆପଣ ଦେଖୁଥିଲେ ବିଶ୍ୱକପ୍‌ ଫାଇନାଲ, ପ୍ରତି ସେକେଣ୍ଡରେ ‘ଡିଜ୍‌ନୀ’ କମାଉଥିଲା ଏତିକି ଲକ୍ଷ ଟଙ୍କା

ନୂଆଦିଲ୍ଲୀ,୩୦।୬: ରୋହିତ ଶର୍ମାଙ୍କ ନେତୃତ୍ୱରେ ଆଇସିସି ବିଶ୍ୱକପ୍‌ ଟି୨୦ ଜିତିନେଇଛି ଟିମ୍‌ ଇଣ୍ଡିଆ। ବିଶ୍ୱକପ୍‌ରେ ଭାରତୀୟ ଟିମ୍‌ର ଜବରଦସ୍ତ ପ୍ରଦର୍ଶନକୁ ସାରା ଦୁନିଆ ଟିଭି ସହ ଡିଜିଟାଲ ପ୍ଲାଟଫର୍ମରେ ବି ଦେଖିଥିଲା। ରିପୋର୍ଟ ମୁତାବକ ଡିଜନୀ ପ୍ଲସ୍‌ ହଟ୍‌ଷ୍ଟାର ପ୍ଲାଟଫର୍ମରେ ରିୟଲ…

ଗୁଳି ମାଡ଼ରେ ମା’ ମୃତ, ଝିଅ ଗୁରୁତର

ଭବାନୀପାଟଣା,ଥୁଆମୂଳ ରାମପୁର ୩୦।୬ (ଉତ୍ତମ କୁମାର ଦାଶ/ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା କର୍ଲାପାଟ ଥାନା ରଣପୁର ଗ୍ରାମରେ ଏକ ଦୁଃଖଦ ଘଟଣା ସାମ୍‌ନାକୁ ଆସିଛି। ଦୁର୍ବୁତ୍ତଙ୍କ ଗୁଳି ମାଡ଼ରେ ଜେମା ଦେଇ ମାଝୀ(୩୯) ନାମକ ଜଣେ ମହିଳାଙ୍କ ମୃତ୍ୟୁ ହୋଇଥିବା ବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?