Home Left

ବିଶ୍ୱ ଚାମ୍ପିୟନ ଭାରତୀୟ ଦଳକୁ ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ

ନୂଆଦିଲ୍ଲୀ,୩୦ା୬: ବିଶ୍ୱ ବିଜୟୀ ଭାରତୀୟ କ୍ରିକେଟ ଦଳକୁ ଅଭିନନ୍ଦନ ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଭାରତୀୟ କ୍ରିକେଟ ଦଳର ଏହି ଅଦ୍ଭୂତପୂର୍ବ ବିଜୟରେ ୧୪୦ କୋଟି ଭାରତୀୟଙ୍କ ତରଫରୁ ମୁଁ ସମସ୍ତଙ୍କୁ ଅଭିନନ୍ଦନ ଜଣାଉଛି ବୋଲି ସେ କହିଛନ୍ତି। ଭାରତୀୟ ଖେଳାଳିଙ୍କ…

ବର୍ଷାରେ ଉବୁଟୁବୁ ନିରାକାରପୁର, ଠିକ୍‌ରେ ନିଷ୍କାସନ ହୋଇପାରୁନି ବର୍ଷାଜଳ

ନିରାକାରପୁର,୨୯ା୬(ମାନସ ଚନ୍ଦ୍ର ପଟ୍ଟନାୟକ): ମୌସୁମୀ ପ୍ରଭାବରେ ଶୁକ୍ରବାରଠାରୁ ଲଗାଣ ବର୍ଷା ଲାଗିରହିଛି। ଏହାର ପ୍ରଭାବରେ ନିରାକାରପୁର ବଡ଼ବଜାରସ୍ଥିତ ନୂଆ ଜଗନ୍ନାଥ ସଡ଼କ ଭୂଷଣ୍ଡପୁରକୁ ସଂଯୋଗ କରୁଥିବା ରାସ୍ତାର ମଙ୍ଗଳା ବଜାରରେ ଡ୍ରେନେଜ୍‌ ଅଭାବରୁ ବର୍ଷା ଜଳ ନିଷ୍କାସନ ହୋଇପାରୁନାହିଁ। ଫଳରେ ବର୍ଷାଜଳ…

ଛେଳିପଲ ଉପରେ ମାଡ଼ିଗଲା ଟ୍ରକ୍‌, ୨୯ ଛେଳିଙ୍କ ଜୀବନ ଗଲା

ଖଲ୍ଲିକୋଟ,୨୯ା୬(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ୧୬ ନମ୍ବର ଜାତୀୟ ରାଜପଥର ଚଣ୍ଡୀ ଢାବା ନିକଟରେ ରାସ୍ତା ଉପରେ ପାର ହେଉଥିବା ଛେଳିପଲ ଉପରେ ଏକ ଟ୍ରକ୍‌ ମାଡ଼ି ଯିବାରୁ ୨୯ଟି ଛେଳିଙ୍କ ଶୋଚନୀୟ ମୃତ୍ୟୁ ଘଟିଛି।…

କୋହଲି, ଅକ୍ଷର ସମ୍ମାନ ରଖିଲେ, ଦକ୍ଷିଣ ଆଫ୍ରିକା ଆଗରେ ଟାର୍ଗେଟ ୧୭୭

ବାର୍ବାଡୋସ, ୨୯।୬: ଟି୨୦ କ୍ରିକେଟ ବିଶ୍ୱକପର ଫାଇନାଲରେ ନିଜର ଦମ୍‌ ଦେଖାଇଛନ୍ତି ବିରାଟ କୋହଲି। ଦକ୍ଷିଣ ଆଫ୍ରିକା ବୋଲରଙ୍କୁ ସଫଳ ମୁକାବିଲା କରି ସେ ହାସଲ କରିଛନ୍ତି ଅର୍ଦ୍ଧଶତକ। ବିରାଟ ଓ ଅକ୍ଷର ପଟେଲଙ୍କ ପ୍ରଭାବୀ ବ୍ୟାଟିଂ ବଳରେ ଭାରତ ଶନିବାର…

ମହିଳାଙ୍କୁ ପିଟିପିଟି ହତ୍ୟା କଲେ ପଡ଼ୋଶୀ

କେନ୍ଦ୍ରାପଡ଼ା,୨୯ା୬: ଜମିଜମା ବିବାଦକୁ ନେଇ ଜଣେ ମହିଳାଙ୍କୁ ପିଟିପିଟି ହତ୍ୟା କରାଯାଇଛି। ଏପରି ଅଭାବନୀୟ ଘଟଣା ଦେଖିବାକୁ ମଳିଛି କେନ୍ଦ୍ରାପଡ଼ା ଜିଲା ସଦର ଥାନା ସାହାସପୁର ଗାଁରେ। ଦୁଇ ପଡ଼ୋଶୀଙ୍କ ମଧ୍ୟରେ ଘର ଭାଙ୍ଗିବାକୁ ନେଇ ପାଟିତୁଣ୍ଡ ହୋଇଥିଲା। ଏହା ପରେ…

ନିୟମ ବଦଳାଇଲେ ସରକାର; ବିଷାକ୍ତ ମଦ ବିକିଲେ ୫ ଲକ୍ଷ ଟଙ୍କା ଜରିମାନା ସହ ଏତିକି ବର୍ଷ ଜେଲ୍‌

ଚେନ୍ନାଇ,୨୯।୬: ରାଜ୍ୟରେ ବିଷାକ୍ତ ମଦ ପିଇ ୬୦ ରୁ ଅଧିକ ଲୋକ ପ୍ରାଣ ହରାଇଥିବା ବେଳେ ତାମିଲନାଡୁ ସରକାର ଶନିବାର ନିୟମ ସଂଶୋଧନ କରି ବିଷାକ୍ତ ବିକ୍ରି ମାମଲାରେ ଦଣ୍ଡକୁ ବହୁଗୁଣିତ କରିଛନ୍ତି। ରାଜ୍ୟ ସରକାର ତାମିଲନାଡୁ ନିଷେଧାଦେଶ ଅଧିନିୟମ, ୧୯୩୭…

କୋରାପୁଟରେ ୯ ଶିଶୁଙ୍କ ମୃତ୍ୟୁ ଘଟଣା: ରାଜ୍ୟର ୨ ଜଣିଆ ସ୍ବାସ୍ଥ୍ୟ ଟିମ୍‌ଙ୍କ ସ୍ଥିତି ଅନୁଧ୍ୟାନ

କୋରାପୁଟ/ନାରାୟଣପାଟଣା,୨୯ା୬(ଅମିତାଭ ବେହେରା/ରାଜକିଶୋର ଜେନା): କୋରାପୁଟ ଜିଲାର ସୀମାନ୍ତ ନାରାୟଣପାଟଣା ଓ ବନ୍ଧୁଗାଁ ବ୍ଲକ ଅଞ୍ଚଳର ଗତ ୧୫ ଦିନ ମଧ୍ୟରେ ମୋଟ୍‌ ୯ ଶିଶୁଙ୍କ ମୃତ୍ୟୁ ହୋଇଥିବା ଘଟଣାର ପ୍ରକୃତ କାରଣ ଅନୁଧ୍ୟାନ ପାଇଁ ଶନିବାର ରାଜ୍ୟ ଶିଶୁ ସ୍ବାସ୍ଥ୍ୟ ବିଭାଗ…

ବିଦ୍ୟାଳୟ ପରିସରରେ ଛାତ୍ରଙ୍କୁ ଜଣେ ଅଭିଭାବକଙ୍କ ମରଣାନ୍ତକ ଆକ୍ରମଣ

ବାଲିଗୁଡ଼ା,୨୯ା୬(ସଞ୍ଜୟ ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ସହରରେ ୧୧ନଂ ଓ୍ବାର୍ଡରେ ଥିବା ପଣସପୋଡ଼ି ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଜଣେ ପଞ୍ଚମ ଶ୍ରେଣୀ ଛାତ୍ର ଶମ୍ଭୁ ମଳିକଙ୍କୁ ଅନ୍ୟ ଜଣେ ଅଭିଭାବକ ମରଣାନ୍ତକ ଆକ୍ରମଣ କରିଛନ୍ତି। ଫଳରେ ଶମ୍ଭୁଙ୍କ ମୁଣ୍ଡ…

ସେନା ଟ୍ୟାଙ୍କର ଭାସି ୫ ଯବାନ ଶହୀଦ ହେବା ଘଟଣା: ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୯ା୬: ଲଦାଖରେ ସମରାଭ୍ୟାସ ଚାଲିଥିବା ବେଳେ ଏକ ନଦୀରେ ସେନା ଟ୍ୟାଙ୍କ ଭାସିଯିବାରୁ ସେନାର ୫ ଯବାନଙ୍କ ଶହୀଦ ହେବା ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଶନିବାର ଗଭୀର ଶୋକ ପ୍ରକାଶ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଦେଶର ସୁରକ୍ଷା…

ସବୁ ଧାନ ମଣ୍ଡିରେ ଲାଗିବ ସିସିଟିଭି କ୍ୟାମେରା: ଖାଦ୍ୟ ଯୋଗାଣ ମନ୍ତ୍ରୀ

ଭୁବନେଶ୍ୱର,୨୯।୬: ଓଡ଼ିଶାର ସମସ୍ତ ମଣ୍ଡିରେ ସିସିଟିଭି କ୍ୟାମେରା ଲଗାଯିବ ବୋଲି ଖାଦ୍ୟ ଯୋଗାଣ ତଥା ଉପଭୋକ୍ତା କଲ୍ୟାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପତ୍ର ସୂଚନା ଦେଇଛନ୍ତି। ସେହିପରି ଧାନ ପରିବହନରେ ନିୟୋଜିତ ସମସ୍ତ ଗାଡ଼ିରେ ଜିପିଏସ୍ ଲଗାଯିବ ବୋଲି ମନ୍ତ୍ରୀ ପତ୍ର…

ଟି-୨୦ ବିଶ୍ୱକପ୍‌ରେ ଜିତିଲେ ମିଳିବ ଏତେ ଟଙ୍କା, ଆଉ ସେଞ୍ଚୁରୀ ମାରିଲେ…

ନୂଆଦିଲ୍ଲୀ,୨୯।୬: ଟି-୨୦ ବିଶ୍ୱକପ (ଭାରତ ବନାମ ଦକ୍ଷିଣ ଆଫ୍ରିକା ଫାଇନାଲ ୨୦୨୪)ର ଅନ୍ତିମ ମ୍ୟାଚରେ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମୁହାଁମୁହିଁ ହେବାକୁ ଯାଉଛନ୍ତି। ଭାରତୀୟ ଦଳ ୧୦ବର୍ଷ ପରେ ଟି-୨୦ ବିଶ୍ୱକପ ଫାଇନାଲରେ ଏଣ୍ଟ୍ରି କରିଛି। ଭାରତ ଶେଷ ଥର…

ଏହି ଦିନଠୁ ଅଭିଯୋଗ ଶୁଣିବ ବିଡିଏ

ଭୁବନେଶ୍ୱର,୨୯ା୬: ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ) ଜୁଲାଇ ୧ (ସୋମବାର)ଠାରୁ ଅଭିଯୋଗ ଶୁଣାଣି ଆରମ୍ଭ କରିବ। ଏହି ଶୁଣାଣି ପ୍ରତି ସୋମବାର (ସରକାରୀ ଛୁଟି ଦିନବ୍ୟତୀତ) ପୂର୍ବାହ୍ନ ୧୧ଟାରୁ ଅପରାହ୍ନ ୧ଟା ୩୦ ମଧ୍ୟରେ ହେବ। ସୂଚନାଯୋଗ୍ୟ, ପୂର୍ବରୁ ପ୍ରତି ସୋମବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?