ସମ୍ପତ୍ତି ପାଇଁ ମାରିଦେଲେ:ମୁଖ୍ୟ ଅଭିଯୁକ୍ତଙ୍କୁ ଗିରଫ
ବାଲିକୁଦା,୨୭ା୨(ତାପସ ସ୍ବାଇଁ):ଓଗରପୁର ଗାଁରେ ଗତ ସୋମବାର ବିଳମ୍ବିତ ରାତିରେ ଘଟିଥିବା ହତ୍ୟାକାଣ୍ଡ ଘଟଣାରେ ପୋଲିସ ମୁଖ୍ୟ ଅଭିଯୁକ୍ତଙ୍କୁ ଗିରଫ କରି ସୋମବାର କୋର୍ଟ ଚାଲାଣ କରିଛି। ଜାମିନ ନାମଞ୍ଜୁର ହେବାରୁ ତାଙ୍କୁ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି। ସେ ହେଲେ…
ଯେଉଁ ଜାତିର ଜନସଂଖ୍ୟା ଯେତେ, ସେମାନଙ୍କୁ ଭାଗ ମିଳୁ ସେତେ:ରାମ ମୂର୍ତ୍ତି
ଭୁବନେଶ୍ୱର,୨୭ା୨(ସୁନିତ୍ ମିଶ୍ର):ଓଡ଼ିଶାର ବିଭିନ୍ନ ଜିଲାରୁ ଆସିଥିବା ଦଳିତ ବର୍ଗର ପ୍ରତିନିଧିଙ୍କୁ ନେଇ ସୋମବାର ଅଖିଳ ଭାରତ ଦଳିତ ଅଧିକାର ଆନ୍ଦୋଳନର ପ୍ରଥମ ରାଜ୍ୟ ସମ୍ମିଳନୀ ସ୍ଥାନୀୟ ଭଗତୀ ଭବନ ସମ୍ମିଳନୀ କକ୍ଷରେ କେଏମୟୁ ରାଜ୍ୟ ସମ୍ପାଦକ ସୁର ଜେନାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ…
ଉଲଗ୍ନ ହୋଇ ରାସ୍ତାରେ ଖଣ୍ଡା ବୁଲାଇଲେ
ବାରଙ୍ଗ,୨୭ା୨(ଲିଙ୍ଗରାଜ ରାଉତ):ତ୍ରିଶୂଳିଆ ବାଙ୍କୀ ମୁଖ୍ୟରାସ୍ତାର ଗୋଡ଼ିସାହି ବଜାର ପାଖରେ ସୋମବାର ଉଲଗ୍ନ ଅବସ୍ଥାରେ ଜଣେ ୫୦ ବର୍ଷୀୟ ବ୍ୟକ୍ତି ଖଣ୍ଡା ଧରି ପ୍ରାୟ ଅଧଘଣ୍ଟା କାଳ ଆତଙ୍କ ଖେଳାଇଥିଲେ। ଏହାର ଭିଡିଓ ଏବେ ଭାଇରାଲ ହେବାରେ ଲାଗିଛି। ପୋଲିସ ଉକ୍ତ ବ୍ୟକ୍ତିଙ୍କୁ…
ଭାରତୀୟଙ୍କୁ ବିଦା କଲା ରୁଷିଆ ସେନା
ନୂଆଦିଲ୍ଲୀ,୨୭।୨:ରୁଷିଆ ସେନାରେ ଅନେକ ଭାରତୀୟ ଯୁବକ ସୁରକ୍ଷା ସହାୟକ ଭାବେ କାର୍ଯ୍ୟ କରୁଥିଲେ। ଭଲ ଦରମାରେ ଚାକିରି କରିବା ଲାଗି ପ୍ରଲୋଭିତ ହୋଇ ରୁଷିଆ ଯାଇ ସେମାନେ ସେଠାରେ ରୁଷୀୟ ସେନା ପାଇଁ ଯୁଦ୍ଧ କରୁଥିବା ବିଭିନ୍ନ ଗଣମାଧ୍ୟମରେ ଖବର ପ୍ରକାଶ…
ଓଡ଼ିଶାରେ ୩୦ ମହାବଳ
ଭୁବନେଶ୍ୱର, ୨୭ା୨ (ଅସମାପିକା ସାହୁ):ରାଜ୍ୟରେ ମହାବଳ ବାଘ ସଂଖ୍ୟା ବୃଦ୍ଧି ପାଇଛି। ଏବେ ରାଜ୍ୟରେ ୩୦ଟି ମହାବଳ ରହିଥିବା ସୋମବାର ପ୍ରକାଶିତ ବାଘ ଗଣନା ରିପୋର୍ଟରୁ ଜଣାପଡ଼ିଛି। ଏମାନଙ୍କ ମଧ୍ୟରେ ଏକବର୍ଷରୁ କମ୍ ବୟସର ୮ଟି ଶାବକ ରହିଛନ୍ତି। ତେବେ ୨୭ଟି…
ରାଜନେତଙ୍କ ପୁଅକୁ ଗାଳି କରିବାରୁ ମୋ ଅଧିନାୟକ ପଦ ଗଲା:ସଙ୍ଗୀନ ଅଭିଯୋଗ ଆଣିଲେ ଏହି କ୍ରିକେଟର୍
ହାଇଦ୍ରାବାଦ୍,୨୭।୨: ଭାରତୀୟ ବ୍ୟାଟ୍ସମ୍ୟାନ ହନୁମା ବିହାରୀ ଆନ୍ଧ୍ରପ୍ରଦେଶ କ୍ରିକେଟ ଆସୋସିଏସନ (ଏସିଏ) ଉପରେ ଏକ ବଡ ଅଭିଯୋଗ କରିଛନ୍ତି। ସେ କହିଛନ୍ତି , ଆନ୍ଧ୍ରପ୍ରଦେଶ କ୍ରିକେଟରେ ରାଜନୈତିକ ହସ୍ତକ୍ଷେପ ଚରମ ସୀମାରେ ରହିଛି ଏବଂ ସେଥିପାଇଁ ତାଙ୍କୁ ଦଳର ଅଧିନାୟକ ପଦରୁ…
ଭାରତକୁ ମିଳିଲା ଡବଲ୍ ଖୁସି: ରୋହିତ୍ ବ୍ରିଗେଡ କଲେ ବଡ଼ କମାଲ
ନୂଆଦିଲ୍ଲୀ,୨୭।୨: ରାଞ୍ଚିରେ ଖେଳାଯାଇଥିବା ଚତୁର୍ଥ ଟେଷ୍ଟରେ ଭାରତ ଇଂଲଣ୍ଡକୁ ୫ ଉଇକେଟରେ ପରାସ୍ତ କରିଛି। ଏହି ବିଜୟ ସହିତ ଭାରତ ବିଶ୍ୱ ଟେଷ୍ଟ ଚାମ୍ପିଅନସିପ ପଏଣ୍ଟ ଟେବୁଲ ୨୦୨୩-୨୫ରେ ଉପରକୁ ଉଠିଛି। ରାଞ୍ଚି ଟେଷ୍ଟରେ ବିଜୟ ପରେ ପଏଣ୍ଟ ଟେବୁଲରେ ରୋହିତ…
କାରଖାନା ପରିସରରେ ଚାଲିବ ବୈଦ୍ୟୁତିକ ଯାନ
ଭୁବନେଶ୍ୱର,୨୭।୨ (ଅଭୟ ଦାଶ): ଦେଶର ଅଗ୍ରଣୀ ଇସ୍ପାତ ଉତ୍ପାଦନକାରୀ ସଂସ୍ଥା ତଥା ଜିନ୍ଦଲ ଷ୍ଟିଲ୍ ଆଣ୍ଡ ପାୱାର (ଜେଏସ୍ପି) ଲିମିଟେଡ୍ର ବହୁ ପ୍ରତୀକ୍ଷିତ କାର୍ଯ୍ୟକ୍ରମ ଗୋ ଗ୍ରୀନ ଅଭିଯାନର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି କମ୍ପାନୀର ଓଡ଼ିଶା ୟୁନିଟ୍ ଜେଏସ୍ପି ଅନୁଗୋଳ…
ରିଲାଏନ୍ସ ଫାଉଣ୍ଡେଶନ ପକ୍ଷରୁ ବନ୍ତାରା’ର ଶୁଭାରମ୍ଭ
ଭୁବନେଶ୍ୱର,୨୭।୨: ଦେଶର ପ୍ରମୁଖ ସାମାଜିକ ପ୍ରତିଷ୍ଠାନ ତଥା ରିଲାଏନ୍ସ ଇଣ୍ଡଷ୍ଟ୍ରିଜ ଲିମିଟେଡ୍(ଆରଆଇଏଲ)ର ସିଏସ୍ଆର ୟୁନିଟ୍ ରିଲାଏନ୍ସ ଫାଉଣ୍ଡେଶନ ପକ୍ଷରୁ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମ ବନ୍ତାରା (ଜଙ୍ଗଲର ତାରା) ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ଯେଉଁଥିରେ ଉଭୟ ଭାରତ ଓ ବିଦେଶରେ ଆହତ,…
ଆମ୍ପିଓ ସହ ଟ୍ରାଞ୍ଜେପ ସ୍ମାର୍ଟ ବିଲ୍ଡିଂର ବୁଝାମଣା
ଭୁବନେଶ୍ୱର,୨୭।୨: ଅନ୍ତଃରାଷ୍ଟ୍ରୀୟ ଘରୋଇ କମ୍ପାନୀ ତଥା ଆମ୍ପିଓ ପୋଲାଣ୍ଡ ସହ ଟ୍ରାଞ୍ଜେପ ସ୍ମାର୍ଟ ବିଲ୍ଡିଂ ମଧ୍ୟରେ ଏକ ଦ୍ୱିପାକ୍ଷିକ ବୁଝାମଣା ନିକଟରେ ହୋଇଯାଇଛି। ବିଶେଷକରି ଭବିଷ୍ୟତରେ ସ୍ମାର୍ଟ ଲିଭିଂକୁ ଅଗ୍ରଣୀ କରିବା ପାଇଁ ଉଭୟ କମ୍ପାନୀ ମିଳିତ ହୋଇଛନ୍ତି। ଏପରିକି ଘରୋଇ ଅଟୋମେସନ୍…
ରୁଙ୍ଗ୍ଟା ଷ୍ଟିଲ୍ର ଡିଲର୍ସ ମିଟ୍
ଭୁବନେଶ୍ୱର,୨୭।୨: ଭାରତର ଅନ୍ୟତମ ଦ୍ରୁତ ଅଭିବୃଦ୍ଧିଶୀଳ ସମନ୍ବିତ ଇସ୍ପାତ ଏବଂ ଟିଏମ୍ଟି ବାର୍ ଉତ୍ପାଦନକାରୀ ରୁଙ୍ଗ୍ଟା ଷ୍ଟିଲ୍ ପକ୍ଷରୁ ଦିନିକିଆ କର୍ମଶାଳା ଓ ଡିଲର୍ସ ମିଟ୍ର ଆୟୋଜନ କରାଯାଇଥିଲା। ବିଶେଷକରି ପଶ୍ଚିମବଙ୍ଗର ପ୍ରମୁଖ ବିତରକ ଏସ୍ଭିଏନ୍ ଏଣ୍ଟରପ୍ରାଇଜେସ୍ର ମିଳିତ ସହଯୋଗରେ ଆସାନସୋଲ୍ର…
ଖିମ୍ଜୀ ଜୁଏଲର୍ସ ପୁରୀର ପ୍ରଥମ ବାର୍ଷିକ ଉତ୍ସବ
ଭୁବନେଶ୍ୱର,୨୭।୨: ରାଜ୍ୟର ଅଗ୍ରଣୀ ଅଳଙ୍କାର ପ୍ରତିଷ୍ଠାନ ‘ଖିମ୍ଜୀ ଜୁଏଲର୍ସ’ର ପୁରୀ ଆଲଟ୍ଲେଟ୍(ଷ୍ଟୋର) ପକ୍ଷରୁ ପ୍ରତିଷ୍ଠାନର ପ୍ରଥମ ବାର୍ଷିକ ଉତ୍ସବ ନିକଟରେ ପାଳିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଖିମ୍ଜୀ ଜୁଏଲର୍ସର ଗ୍ରାହକମାନଙ୍କ ପାଇଁ ଏକ ଆକର୍ଷଣୀୟ ଅଫର ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷକରି ସୁନା…
Archives


