Home Left

ଅନଶନ ଭାଙ୍ଗିଲେ ମରାଠା ସଂରକ୍ଷଣ ଆନ୍ଦୋଳନ ନେତା

ମ୍ବମ୍ବାଇ, ୨୭।୨: ମରାଠା ସମୁଦାୟର ଲୋକଙ୍କୁ ଓବିସି ବର୍ଗରେ ସାମିଲ ଦାବି ନେଇ ଆନ୍ଦୋଳନରେ ବସିଥିବା ମନୋଜ ଜରାଙ୍ଗେ ପାଟିଲ୍‌ ୧୭ ଦିନ ପରେ ଅନଶନରୁ ଓହରି ରାଜ୍ୟ ସରକାରଙ୍କ ବିରୋଧରେ ବିଷୋଦ୍‌ଗାର କରିଛନ୍ତି। କୁନ୍‌ବୀ ଜାତି ପ୍ରମାଣପତ୍ର ଥିବା ପରିବାରର…

୩ ଆପରାଧିକ ଆଇନକୁ ଚ୍ୟାଲେଞ୍ଜ ଆବେଦନ ଖାରଜ

ନୂଆଦିଲ୍ଲୀ,୨୭।୨(ପି.ଟି.): ୩ ନୂଆ ଆପରାଧିକ ଆଇନ ଭାରତୀୟ ନ୍ୟାୟ ସଂହିତା, ଭାରତୀୟ ନାଗରିକ ସୁରକ୍ଷା ସଂହିତା ଏବଂ ଭାରତୀୟ ସାକ୍ଷ୍ୟ ଅଧିନିୟମ ଜୁଲାଇ ୧ରୁ ଦେଶରେ କାର୍ଯ୍ୟକାରୀ ହେବାକୁ ଯାଉଛି। ଏହାକୁ ଚ୍ୟାଲେଞ୍ଜ କରି ଦାଏର ହୋଇଥିବା ଜନସ୍ବାର୍ଥ ମାମଲା (ପିଆଇଏଲ୍‌)କୁ…

ପାଲେଷ୍ଟିନୀୟ ପ୍ରଧାନମନ୍ତ୍ରୀଙ୍କ ଇସ୍ତଫା

ଜେରୁଜେଲମ୍‌,୨୭।୨: ପାଲେଷ୍ଟିନୀୟ ପ୍ରଧାନମନ୍ତ୍ରୀ ମହମ୍ମଦ ଶତାୟେହଙ୍କ ସରକାର ସୋମବାର ଇସ୍ତଫା ଦେଇଛନ୍ତି। ଫଳରେ ସେଠାରେ ଆମେରିକା ସମର୍ଥିତ ସଂସ୍କାର ପାଇଁ ବାଟ ଫିଟିପାରିବ ବୋଲି କୁହାଯାଉଛି। ତେବେ ପ୍ରଧାନମନ୍ତ୍ରୀ ଓ ତାଙ୍କ ସରକାରର ଇସ୍ତଫାକୁ ଗ୍ରହଣ କରାଯିବ କି ନାହିଁ ରାଷ୍ଟ୍ରପତି…

ଆଶ୍ରୟ କେନ୍ଦ୍ରରୁ ୩ ଅନ୍ତେବାସୀ ଫେରାର

ରାଉରକେଲା,୨୬।୨(ସଙ୍ଗୀତା ଜେନା): ରାଉରକେଲା ଜେଲ୍‌ ରୋଡ୍‌ସ୍ଥିତ ସୁରକ୍ଷିତ ଆଶ୍ରୟ କେନ୍ଦ୍ରରୁ ସୋମବାର ୩ ଜଣ ଅନ୍ତେବାସୀ ନାବାଳକ ଫେରାର ହୋଇଯାଇଛନ୍ତି। ଏ ନେଇ କେନ୍ଦ୍ରର ସୁପରିଣ୍ଟେଣ୍ଡେଣ୍ଟ ଉମେଶ ସାବତ ରଘୁନାଥପାଲି ଥାନାରେ ଏତଲା ଦେଇଛନ୍ତି। ପୋଲିସ ଘଟଣାର ତଦନ୍ତ କରୁଛି। ସୁପରିଣ୍ଟେଣ୍ଡେଣ୍ଟ…

ପୋଲ ତଳକୁ ଖସିପଡ଼ିଲା ବାଇକ୍‌, ଚାଲିଗଲା ୨ ଜୀବନ 

ପାପଡ଼ାହାଣ୍ଡି,୨୬।୨(ସ୍ବପ୍ନଜିତ୍‌ ପଟ୍ଟନାୟକ): ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ଶହୀଦ ମିନାର ନିକଟ ଟୁରି ନଦୀରେ ନିର୍ମାଣାଧୀନ ପୋଲ ତଳକୁ ଏକ ବାଇକ୍‌ ଖସି ୨ ଜଣଙ୍କ ମୃତ୍ୟୁ ହୋଇଛି। ସେମାନେ ହେଲେ ଉମରକୋଟ ବ୍ଲକ ଗୋଇଦୌଡ଼ି ଗ୍ରାମର ବଳରାମ ମୁଦୁଲି ଓ ଡାବୁଗାଁ…

ବରଯାତ୍ରୀ ହୋଇ ଆସିଥିଲେ, ଫେରିବା ବାଟରେ ଚାଲିଗଲା ଜୀବନ

ବାହାନଗା,୨୬ା୨(ଅରୂପ୍‌ କୁମାର ଦାସ): ବରଯାତ୍ରୀ ହୋଇ କନ୍ୟାଘରକୁ ଆସିଥିଲେ। ମାତ୍ର ଫେରିବା ବେଳକୁ ବାଟରେ ଦେହ ଅସୁସ୍ଥ ହେବାରୁ ମେଡିକାଲ ନେବା ବାଟରେ ମୃତ୍ୟୁ ହୋଇଗଲା। ଏଭଳି ଦୁଃଖଦ ଘଟଣା ଘଟିଛି ଖନ୍ତାପଡା ଥାନା ଇଞ୍ଚୁଡି ଗ୍ରାମରେ। ବାଲେଶ୍ୱର ସଦର ଥାନା…

ଡି. ବିଶ୍ୱନାଥ ଅତାବିରା, ବରଗଡ ବିଜେଡି ପର୍ଯ୍ୟବେକ୍ଷକ

ଭୁବନେଶ୍ୱର,୨୬ା୨(ଅନିଲଦାସ)-ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ବିଜେଡିର ବରିଷ୍ଠ ନେତା ଡି. ବିଶ୍ୱନାଥଙ୍କୁ ଅତାବିରା ଏବଂ ବରଗଡ ବିଧାନସଭା ନିର୍ବାଚନ ମଣ୍ଡଳୀ ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତି ଦିଆଯାଇଛି। ଏ ନେଇ ସୋମବାର ବିଜେଡି ପକ୍ଷରୁ ପ୍ରେସ ବିଜ୍ଞପ୍ତି…

ସ୍କୁବା ଡାଇଭିଂରେ ଓଡ଼ିଶାର ବାପଝିଅଙ୍କ ସଫଳତା

ଦୁବାଇ,୨୬।୨: ଦୁବାଇରେ ରହୁଥିବା ଓଡ଼ିଶାର ବାପଝିଅ ସ୍କୁବା ଡାଇଭିଂରେ ଆଉ ଏକ ସଫଳତା ହାସଲ କରିଛନ୍ତି। ପ୍ରିୟଦର୍ଶୀ ପାଣିଗ୍ରାହୀ ଓ ତାଙ୍କର ୧୩ ବର୍ଷର ଝିଅ ତିସ୍ୟା ସ୍କୁବା ଡାଇଭିଂ କରି ଜୋର୍ଡାନ ନିକଟବର୍ତ୍ତୀ ଲୋହିତ ସାଗରର ୫୫ ଫୁଟ ତଳେ…

ପ୍ରଶ୍ନପତ୍ର ଭାଇରାଲକୁ କାହିଁକି ଅଟକା ଯାଇପାରୁନାହିଁ: ଗଣିତରେ କପି କରି ୫୧ ଧରାପଡ଼ିଲେ

କଟକ,୨୬ା୨(କାର୍ତ୍ତିକ ସାହୁ) ମାଟ୍ରିକ ପରୀକ୍ଷାର ଗଣିତ ବିଷୟ ପ୍ରଶ୍ନପତ୍ର ସୋସିଆଲ ମିଡିଆରେ ଭାଇରାଲ ହୋଇଛି। କେନ୍ଦୁଝର ଜିଲାର ଏକ ପରୀକ୍ଷା କେନ୍ଦ୍ରରୁ ପ୍ରଶ୍ନପତ୍ର ଭାଇରାଲ ହୋଇଥିବା ନେଇ ସୋମବାର ଚର୍ଚ୍ଚା ଜୋର ଧରିଥିଲା। ଏପରିକି ଗଣିତ ପ୍ରଶ୍ନପତ୍ରର ସି ଏବଂ ଡି…

୮,୫୧୧ ମାଧ୍ୟମିକ ସ୍କୁଲ ପିଲାଙ୍କୁ ମିଳିବ ମୌଳିକ ଆଇଟି ଶିକ୍ଷା

ଭୁବନେଶ୍ୱର, ୨୬।୨(ଅସମାପିକା ସାହୁ):  ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଏବଂ ଅନୁସୂଚିତ ଜନଜାତି ଏବଂ ଅନୁସୂଚିତ ଜାତି ବିକାଶ, ସଂଖ୍ୟାଲଘୁ ଏବଂ ପଛୁଆ ଶ୍ରେଣୀ କଲ୍ୟାଣ ବିଭାଗ ଅଧୀନରେ ଥିବା ରାଜ୍ୟର ୮,୫୧୧ଟି ମାଧ୍ୟମିକ ବିଦ୍ୟାଳୟଗୁଡ଼ିକର ଛାତ୍ରୀଛାତ୍ର ସୂଚନା ପ୍ରଯୁକ୍ତି (ଆଇଟି)ରେ…

ମାଟ୍ରିକ ପ୍ରଶ୍ନପତ୍ର ଭାଇରାଲକୁ ନେଇ ସ୍ପଷ୍ଟୀକରଣ ରଖିଲା ଜିଲା ଶିକ୍ଷା ବିଭାଗ

କେନ୍ଦୁଝର,୨୬।୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ପ୍ରଶ୍ନପତ୍ର ଭାଇରାଲକୁ ନେଇ ଜିଲା ଶିକ୍ଷା ବିଭାଗ ପକ୍ଷରୁ ପଦକ୍ଷେପ ଗ୍ରହଣ କରିବ। ଏପରିକି ସୋମବାର ପ୍ରଶ୍ନ ପତ୍ର ଭାଇରାଲକୁ ନେଇ ସ୍ପଷ୍ଟୀକରଣ ରଖିଛି ବିଭାଗ। ବିଭାଗ ପକ୍ଷରୁ ଏହାକୁ ମିଥ୍ୟା ଓ ଗୁଜବ…

ବାଲିକୁଦା ରେଳ ଓଭରବ୍ରିଜ ଉଦ୍‌ଘାଟିତ

କଟକ,୨୬ା୨(ଶିଳ୍ପା ପ୍ରିୟଦର୍ଶିନୀ): ଅମୃତ ଭାରତ ଷ୍ଟେଶନ ଯୋଜନା ଅଧୀନରେ ସୋମବାର ବାଲିକୁଦା ରେଳ ଓଭରବ୍ରିଜକୁ ଆଭାସୀ ମାଧ୍ୟମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଦ୍‌ଘାଟନ କରିଛନ୍ତି। ପୂର୍ବତଟ ରେଳ ବିଭାଗ ପକ୍ଷରୁ ବାଲିକୁଦା ରେଲଓ୍ବେ କ୍ରସିଂ ନିକଟରେ ଉଦଘାଟନ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri