Home Left

ଭାଜପାରେ ଯୋଗଦେବେ କି ପ୍ରଶାନ୍ତ ଜଗଦ୍ଦେବ

ଖୋର୍ଦ୍ଧା,୨୬ା୨(ପ୍ରଭାତ ପାଣିଗ୍ରାହୀ): ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିବାକୁ ଯାଉଛି। ଖୁବ୍‌ଶୀଘ୍ର ଖୋର୍ଦ୍ଧା ଜିଲା ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ଦଳୀୟ ସମର୍ଥକଙ୍କ ସହ ଭାରତୀୟ ଜନତା ପାର୍ଟି(ଭାଜପା)ରେ ଯୋଗଦେବେ ବୋଲି ଚର୍ଚ୍ଚା ହେଉଛି। ଏନେଇ ରାଜ୍ୟ ଭାଜପାରେ ପ୍ରସ୍ତୁତି ପର୍ବ…

ଧର୍ମଶାଳା ଟେଷ୍ଟ ପୂର୍ବରୁ ଇଂଲଣ୍ଡ ଖେଳାଳିଙ୍କୁ ମିଳିଲା ୭ ଦିନିଆ ଛୁଟି

ରାଞ୍ଚି୨୬।୨: ଭାରତ ଓ ଇଂଲଣ୍ଡ ମଧ୍ୟରେ ପଞ୍ଚମ ତଥା ଅନ୍ତିମ କ୍ରିକେଟ ଟେଷ୍ଟ ଧର୍ମଶାଳାରେ ମାର୍ଚ୍ଚ ୭ରୁ ଆରମ୍ଭ ହେବ। ଏହାପୂର୍ବରୁ ଭ୍ରମଣକାରୀ ଦଳକୁ ୭ଦିନ ଛୁଟି ମିଳୁଛି। ଏହି ସମୟରେ ଖେଳାଳିମାନେ ଦୁଇ ଭାଗରେ ବିଭକ୍ତ ହୋଇ ଚଣ୍ଡିଗଡ଼ ଓ…

ବିଦେଶିନୀଙ୍କୁ ଅସଦାଚରଣ, ଲିଙ୍ଗରାଜ ମନ୍ଦିର ସେବାୟତ ଗିରଫ: ୪ ଦିନରେ ଚାର୍ଜଶିଟ୍‌, ଶୁଣାଣି ଆରମ୍ଭ

ଭୁବନେଶ୍ୱର,୨୬।୨(ସତ୍ୟଜିତ୍‌ ରାଉତ): ଶ୍ରୀଲିଙ୍ଗରାଜ ମନ୍ଦିର ନିକଟରେ ଜଣେ ବିଦେଶିନୀଙ୍କୁ ଅସଦାଚରଣ ମାମଲାରେ ଗିରଫ ହୋଇ ଜେଲ ଯାଇଛନ୍ତି ସେବାୟତ କୁନ୍ଦନ ମହାପାତ୍ର ଓରଫ କୁଣ୍ଡୁ। ଏହି ମାମଲାକୁ କମିଶନରେଟ ପୋଲିସ ଗୁରୁତ୍ୱର ସହ ନେଇ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଥିବାବେଳେ ମାତ୍ର ୪ଦିନରେ…

ସ୍ବାସ୍ଥ୍ୟସେବା କ୍ଷେତ୍ରରେ ଏହା ବିରାଟ ପରିବର୍ତ୍ତନ: ୧୫ ଜିଲାରେ ୬୭ ଆମ ହସ୍ପିଟାଲ ଉଦ୍‌ଘାଟିତ

ଭୁବନେଶ୍ୱର,୨୬ା୨(ଅନିଲ ଦାସ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ଦ୍ୱିତୀୟ ପର୍ଯ୍ୟାୟରେ ରାଜ୍ୟର ୧୫ ଜିଲାରେ ୬୭ଟି ‘ଆମ ହସ୍ପିଟାଲ’, ଉମରକୋଟ ଉପଖଣ୍ଡ ହସ୍ପିଟାଲରେ ଡାଏଲିସିସ୍‌ ସେଣ୍ଟର, ସୁବର୍ଣ୍ଣପୁର ଜିଲା ମୁଖ୍ୟାଳୟ ହସ୍ପିଟାଲ ଓ ଝାରସୁଗୁଡ଼ାରେ ବିଏମ୍‌ଆର୍‌ସି କାର୍ଡିଆକ୍‌ କେୟାର ହସ୍ପିଟାଲ ଲୋକାର୍ପିତ…

ଅନ୍ୟ ଯୁବକଙ୍କ ସହ ଲୁଚିଲୁଚି ଫୋନ୍‌ରେ କଥା ହେଉଥିଲେ ପ୍ରେମିକା , ପ୍ରେମିକ ତଣ୍ଟି ଚିପି ଜାଳିଦେଲେ

ସୁବର୍ଣ୍ଣପୁର,୨୬।୨: ଅନ୍ୟ ଜଣେ ଯୁବକଙ୍କ ସାଙ୍ଗରେ ମୋବାଇଲରେ କଥା ହେଉଥିବାରୁ ପ୍ରେମିକାଙ୍କୁ ମାରିଦେଲେ ପ୍ରେମିକ। ଏଭଳି ଘଟଣା ଘଟିଛି ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଥାନା କେନଝିରିଆପାଲି ପଞ୍ଚାୟତ ବଲିପାଲିରେ। ସୋମବାର ଅର୍ଦ୍ଧ ଦଗ୍ଧ ମୃତଦେହ ବୀରମହାରାଜପୁରର ପୋଲିସ ଉଦ୍ଧାର କରିଛି ।…

ଦୀର୍ଘ ଦିନ ପରେ କ୍ରିକେଟକୁ ଫେରିଲେ ହାର୍ଦ୍ଦିକ ପାଣ୍ଡ୍ୟା

ନଭି ମୁମ୍ବାଇ,୨୬ା୨: ଭାରତର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ସୋମବାର ପ୍ରତିଯୋଗିତାମୂଳକ କ୍ରିକେଟକୁ ଫେରିଛନ୍ତି। ସେ ଦୀର୍ଘ ଦିନ ହେଲା ଆଘାତଜନିତ ସମସ୍ୟାରେ ଥିଲେ। ଡି-ଓ୍ବାଇ କ୍ରିକେଟ ଷ୍ଟାଡିିୟମରେ୍‌ ଭାରତ ପେଟ୍ରୋଲିୟମ୍‌ କର୍ପୋରେଶନ ଲିମିଟେଡ୍‌ ବିପକ୍ଷ ଏକ ମ୍ୟାଚରେ ରିଲାଏନ୍ସ ଓ୍ବାନ୍‌’ର ୨…

ନୂଆ-ଓ ଛାତ୍ରବୃତ୍ତି ବଣ୍ଟନ କଲେ ୫-ଟି ଅଧ୍ୟକ୍ଷ: ୧୩,୪୨୩ ଛାତ୍ରୀଛାତ୍ରଙ୍କୁ ୧୩.୫ କୋଟି ପ୍ରଦାନ

ସମ୍ବଲପୁର,୨୬ା୨(ପ୍ରମୋଦ ବହିଦାର): ସମ୍ବଲପୁରରେ ଓଡ଼ିଶା ସରକାରଙ୍କ ନୂଆ-ଓ ଛାତ୍ରବୃତ୍ତି ବଣ୍ଟନ କାର୍ଯ୍ୟକ୍ରମ ସୋମବାର ଶୁଭାରମ୍ଭ ହୋଇଛି। ସ୍ଥାନୀୟ ମନ୍ଦଳିଆ ପଡ଼ିଆରେ ଆୟୋଜିତ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ୫-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ଯୋଗଦେଇ ଛାତ୍ରୀଛାତ୍ରଙ୍କ ଉଦ୍ଦେଶ୍ୟରେ ନୂଆ-ଓ ଛାତ୍ରବୃତ୍ତି ବଣ୍ଟନ କରିଥିଲେ। ଏହି…

ରୋହିତ ଦେଲେ ବଡ଼ ବୟାନ, ଏହି ଖେଳାଳିଙ୍କ ପାଇଁ ଟିମ ଇଣ୍ଡିଆର ଦ୍ୱାର ବନ୍ଦ

ନୂଆଦିଲ୍ଲୀ,୨୬।୨: ଭବିଷ୍ୟତରେ ଟେଷ୍ଟ କ୍ରିକେଟରେ କେଉଁ ଖେଳାଳି ଭାରତ ପାଇଁ ଖେଳିବେ ତାହା ପ୍ରଶ୍ନର ଉତ୍ତର ଦେଇଛନ୍ତି ଅଧିନାୟକ ରୋହିତ ଶର୍ମା। ରୋହିତ ଶର୍ମା ଏହା ସ୍ପଷ୍ଟ କରିଛନ୍ତି ଯେ, ଟିମ ଇଣ୍ଡିଆ କେବଳ ସେହି ଖେଳାଳିଙ୍କ ଉପରେ ବାଜି ଲଗାଇବ,…

ମାଟ୍ରିକ୍‌ ପରୀକ୍ଷାରେ କପି ଯୋଗାଉଥିଲେ ଖେଳ ଶିକ୍ଷକ: ପହଞ୍ଚିଗଲେ ବିଇଓ, ପରେ…

ଭୋଗରାଇ,୨୬।୬(ପ୍ରଦୀପ ଦାସ): ଚଳିତ ମାଟ୍ରିକ ପରୀକ୍ଷାରେ ପରୀକ୍ଷାର୍ଥୀଙ୍କୁ କପି ଯୋଗାଇବା ଓ ଅସାଧୁ ଉପାୟ ଅବଲମ୍ବନ କରିଥିବା  ଯୋଗୁ ଶିକ୍ଷକଙ୍କୁ ନିଲମ୍ବିତ କରାଯାଇଛି। ଏଭଳି ଘଟଣା ଘଟିଛି ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ହରିଦାସପୁର ନରେନ୍ଦ୍ର ନାଥ ସରକାରୀ ଉଚ୍ଚ ବିଦ୍ୟାଳୟରେ।…

ରେଲଓ୍ବେରେ RPF ଏସ୍‌ଆଇର ୪୬୬୦ ପଦବୀ ପାଇଁ ବିଜ୍ଞପ୍ତି ପ୍ରକାଶ, ଜାଣନ୍ତୁ କେବେଠୁ କରିବେ ଆବେଦନ

ନୂଆଦିଲ୍ଲୀ,୨୬।୨: ରେଲଓ୍ବେ ଭର୍ତ୍ତି ବୋର୍ଡ (ଆରଆରବି) ସବ-ଇନ୍ସପେକ୍ଟର ଏବଂ କନଷ୍ଟେବଳ ନିଯୁକ୍ତି ପାଇଁ ବିଜ୍ଞପ୍ତି ପ୍ରକାଶ କରିଛି। ମିଡିଆ ରିପୋର୍ଟ ଅନୁଯାୟୀ, ନିଯୁକ୍ତି ପାଇଁ ଆବେଦନ ପ୍ରକ୍ରିୟା ଏପ୍ରିଲ ୧୫ରୁ ଆରମ୍ଭ ହୋଇ ମେ’୧୪ ପର୍ଯ୍ୟନ୍ତ ଚାଲିବ। ଅଫିସିଆଲ ୱେବସାଇଟ https://rpf.indianrailways.gov.in/RPF/ରେ…

ମାଟ୍ରିକ ପରୀକ୍ଷା ବେଳେ ସ୍କ୍ବାର୍ଡଙ୍କୁ ଦେଖି ଅସୁସ୍ଥ ହୋଇପଡ଼ିଲେ ଛାତ୍ରୀ

ହାଟଡିହୀ,୨୬l୨(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ହାଟଡିହୀ ହାଇସ୍କୁଲ ପରୀକ୍ଷା କେନ୍ଦ୍ରରେ ପରୀକ୍ଷା ଦେଉଥିବା ବେଳେ ଜଣେ ଦଶମ ଶ୍ରେଣୀ ଛାତ୍ରୀ ଚେତାଶୂନ୍ୟ ହୋଇ ଅସୁସ୍ଥ ହୋଇ ପଡ଼ିଥିଲେ। ସେ ହେଲେ ମନୀଷା ଜେନା। ମନୀଷା ବଞ୍ଚୋବରାହୀ ହାଇସ୍କୁଲର ଛାତ୍ରୀ।…

ଟ୍ରେନ୍‌ରେ ପଇସା ନ ଦେବାରୁ ଲୋକଙ୍କୁ ପିଟିଲେ କିନ୍ନର, ରେଲଓ୍ବେ ଦେଲା ଏଭଳି ଜବାବ, ଶୁଣିଲେ ହୋଇଯିବେ ଆଶ୍ଚର୍ଯ୍ୟ

ଟ୍ରେନ୍‌ରେ ଯାତ୍ରା କରିବା ସମୟରେ, ଆପଣ ପ୍ରାୟତଃ ଭିକାରୀ କିମ୍ବା କିନ୍ନର ଟ୍ରେନ ଭିତରେ ଟଙ୍କା ମାଗୁଥିବାର ଦେଖିଥିବେ। ଏହି ଘଟଣା ହୁଏତ ଆପଣଙ୍କ ସହିତ ମଧ୍ୟ ଅନେକ ଥର ଘଟିଥାଇପାରେ। କେତେକ ଲୋକମାନେ ମଧ୍ୟ ଏପରି ସମୟରେ ଟଙ୍କା ଦିଅନ୍ତି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri