Home Left

ବିନା ‘ହାତ’ରେ ଚିରଞ୍ଜୀବଙ୍କ ବନ୍ଧୁମିଳନ

ଜଗତ୍‌ସିଂହପୁର, ୨୬ା୨(ପ୍ରମୋଦ କୁମାର ନାୟକ):ଗତ ସାଧାରଣ ନିର୍ବାଚନ ପରଠାରୁ ବରିଷ୍ଠ କଂଗ୍ରେସ ନେତା ତଥା ଜଗତ୍‌ସିଂହପୁର ପୂର୍ବତନ ବିଧାୟକ ଚିରଞ୍ଜୀବ ବିଶ୍ୱାଳ ତାଙ୍କ ନିର୍ବାଚନମଣ୍ଡଳୀରେ ଦଳୀୟ କର୍ମୀଙ୍କଠାରୁ ଏକପ୍ରକାର ଖାପଛଡ଼ା ଦେଇ ଆସୁଥିଲେ। ହେଲେ ରବିବାର ନାଉଗାଁ ବ୍ଲକ ଅନ୍ତର୍ଗତ ଚଗଲା…

୫ ବର୍ଷରେ ୨୭୫ ହାଜତ ବଳାତ୍କାର ମାମଲା

ନୂଆଦିଲ୍ଲୀ,୨୬।୨:(ପି.ଟି.): ୨୦୧୭ରୁ ୨୦୨୨ ଗତ ୫ ବର୍ଷ ମଧ୍ୟରେ ଦେଶର ବିଭିନ୍ନ ହାଜତରେ ୨୭୦ରୁ ଊର୍ଦ୍ଧ୍ୱ ବଳାତ୍କାର ମାମଲା ପଞ୍ଜୀକୃତ ହୋଇଛି। ଜାତୀୟ ଅପରାଧ ରେକର୍ଡ ବ୍ୟୁରୋ (ଏନ୍‌ସିଆର୍‌ବି) ତଥ୍ୟରୁ ଏହା ଜଣାପଡ଼ିଛି। ଆଇନ ପ୍ରଣୟନ ବ୍ୟବସ୍ଥାରେ ସମ୍ବେଦନଶୀଳତା ଓ ଉତ୍ତରଦାୟିତ୍ୱର…

୨୯ ପର୍ଯ୍ୟନ୍ତ ମେଘୁଆ ପାଗ

ଭୁବନେଶ୍ୱର,୨୬।୨(ଅନୁରାଧା ମହାରଣା):ସପ୍ତାହ ଆରମ୍ଭରୁ ରାଜ୍ୟରେ ଗ୍ରୀଷ୍ମ ଅନୁଭୂତ ହେଉଥିବାବେଳେ ୨ଦିନ ହେଲା ପାଗ ପରିବର୍ତ୍ତନ ହୋଇଛି। ରାଜ୍ୟରେ ମେଘୁଆ ପାଗ ସହ ସ୍ଥାନେ ସ୍ଥାନେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ରେକର୍ଡ କରାଯାଇଛି। ଆସନ୍ତା ୨୯ ତାରିଖ ପର୍ଯ୍ୟନ୍ତ ବିଭିନ୍ନ ଅଞ୍ଚଳରେ…

ହାଇକୋର୍ଟଙ୍କ ନିର୍ଦ୍ଦେଶକୁ ଫୁ: ବ୍ରାହ୍ମଣୀରୁ ବାଲି ଉତ୍ତୋଳନ

ପଟ୍ଟାମୁଣ୍ଡାଇ, ୨୬ା୨( କଳ୍ପତରୁ ନାୟକ):କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ତହସିଲ ଅଞ୍ଚଳ ବ୍ରାହ୍ମଣୀ ନଦୀପଠାରୁ ବେଆଇନ ଭାବେ ଦିନରାତି ବାଲି ଚୋରା ଚାଲାଣ ହେଉଛି। ପ୍ରଶାସନ ଆଖିରେ ଧୂଳି ଦେଇ ବାଲି ବ୍ୟବସାୟୀ ମାଲାମାଲ ହେଉଛନ୍ତି। ବେଆଇନ ବାଲି ଉତ୍ତୋଳନ ଯୋଗୁ ନଦୀପଠାରୁ…

ନାଳିଆ ଘାସ ବୃତ୍ତିଧାରୀଙ୍କୁ ପ୍ରୋତ୍ସାହନ ନାହିଁ

କେନ୍ଦ୍ରାପଡ଼ା, ୨୬ା୨(ଜଗନ୍ନାଥ ଧଳ):ନାଳିଆ ଘାସରେ ତିଆରି ଟୋକେଇ, ପାଛିଆ, ନାଳିଆ, ସେର, ମାଣ ଟୁକୁଲି ଆଦି ପ୍ରତ୍ୟେକଙ୍କ ଘରେ ପରିଚିତ। ପ୍ରାୟ ୫୦ବର୍ଷ ଧରି ଏହି ହସ୍ତଶିଳ୍ପ କୌଳିକ ବୃତ୍ତି ହୋଇ ରହିଆସିଛି। ଏଥିରେ ଆର୍ଥିକ ସଶକ୍ତୀକରଣ ହେବା ସହ ପରିବାର…

ନନ୍ଦନକାନନକୁ ଆସିଲା ଉଦ୍ଧାର ଶାଗୁଣା, ଶାରୀ

ବାରଙ୍ଗ,୨୬।୨(ଲିଙ୍ଗରାଜ ରାଉତ): ପ୍ରାଣୀ ଉଦ୍ୟାନ ନନ୍ଦନକାନନକୁ ରବିବାର ଉଦ୍ଧାର ହୋଇ ଗୋଟିଏ ଶାଗୁଣା ଓ ଗୋଟିଏ ଶାରୀ ଆସିଛି। ସୂଚନା ଯୋଗ୍ୟ, ଠାକୁରମୁଣ୍ଡା କରଞ୍ଜିଆ ରେଞ୍ଜରୁ ଉଦ୍ଧାର ହୋଇ ଏକ ଧଳାପିଠିଆ ଶାଗୁଣା ନନ୍ଦନକାନନକୁ ଆସିଛି। ଶାଗୁଣାକୁ ଏଠାକାର ଡାକ୍ତର ପ୍ରାଥମିକ…

ଚର୍ଚ୍ଚ ଉପରେ ଆତଙ୍କବାଦୀ ଆକ୍ରମଣ: ୧୫ ମୃତ

ବୁର୍କିନା ଫାସୋ,୨୬।୨: ଉତ୍ତର ବୁର୍କିନା ଫାସୋରେ ଏକ କ୍ୟାଥୋଲିକ ଚର୍ଚ୍ଚ ଉପରେ ଆତଙ୍କବାଦୀ ଆକ୍ରମଣ ହୋଇଛି। ଏଥିରେ ଅତି କମରେ ୧୫ ସାଧାରଣ ନାଗରିକଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଦୁଇଜଣ ଆହତ ହୋଇଥିଲେ। ଡୋରି ସୁବାର ପାଦ୍ରି ଜାନ-ପିଆର ସାଭଡୋଗୋ…

ଡାଇବେଟିସ୍‌ ଥିଲେ ପିଅନ୍ତୁ ଏହି ଗ୍ରୀନ୍‌ ଜୁସ୍‌, ନିୟନ୍ତ୍ରଣରେ ରହିବ ସୁଗାର ଲେବଲ୍‌

ଡାଇବେଟିସ୍‌ ଏକ ସାଂଘାତିକ ରୋଗ। ଯାହା ଉଭୟ ବଂଶାନୁଗତ ଏବଂ ଜୀବନଶୈଳୀ ଯୋଗୁ ହୋଇଥାଏ। ଯେତେବେଳେ ଜଣେ ବ୍ୟକ୍ତିଙ୍କର ଡାଇବେଟିସ୍‌ ଥାଏ, ଇନ୍‌ସୁଲିନ ଶରୀରରେ ଉତ୍ପାଦନ ବନ୍ଦ କରିଦିଏ କିମ୍ବା ଇନସୁଲିନ ପ୍ରତିରୋଧ ଯୋଗୁ ଏହାର କାର୍ଯ୍ୟକାରିତା ବାଧାପ୍ରାପ୍ତ ହୁଏ। ଏହି…

ଭାଜପା ସହ ମେଣ୍ଟ ନେଇ ବିଜେଡି ନେତା ଅସନ୍ତୁଷ୍ଟ: ଅଜୟ କୁମାର

ଭୁବନେଶ୍ୱର,୨୬।୨(ସୁନିତ୍‌ ମିଶ୍ର):ଆମ ଓଡ଼ିଶା, ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ଓ ଭାଜପା ମଧ୍ୟରେ ମେଣ୍ଟ ହୋଇଛି, ଯେଉଁଥିିପାଇଁ ବିଜେଡି ନେତାଙ୍କ ମଧ୍ୟରେ ବହୁତ ଅସନ୍ତୋଷ ରହିଛି ବୋଲି ଓଡ଼ିଶା ପ୍ରଦେଶ କଂଗ୍ରେସ ପ୍ରଭାରୀ ଅଜୟ କୁମାର କହିଛନ୍ତି। ଗଣମାଧ୍ୟମକୁ ପ୍ରତିକ୍ରିୟା…

‘୨୦୧୯ର ପ୍ରତିଶୋଧ ନେବ ଭାଜପା’

କଟକ,୨୬ା୨(ଶିଳ୍ପା ପ୍ରିୟଦର୍ଶିନୀ):ରାଜ୍ୟ ସରକାରଙ୍କ ଆକ୍ରୋଶମୂଳକ ମନୋଭାବକୁ ଭାଜପା ପକ୍ଷରୁ ବିରୋଧ କରାଯାଉଛି। ବହୁସଂଖ୍ୟକ ଯୁବତୀଯୁବକ ମଧ୍ୟ ଏହାକୁ ବିରୋଧ କରୁଛନ୍ତି। ଆଗାମୀ ନିର୍ବାଚନରେ ବିଜେଡିକୁ ହରାଇ ରାଜ୍ୟ ଏବଂ କେନ୍ଦ୍ରରେ ଭାଜପା ଡବଲ ଇଞ୍ଜିନ ସରକାର ଗଢିବ। ଭାଜପା ଓଡ଼ିଶାରେ ନିଶ୍ଚିତ…

ଆଜି ଦେଶବାସୀଙ୍କୁ ହଜାର ହଜାର କୋଟି ଟଙ୍କା ଉପହାର ଦେବେ ମୋଦି

ନୂଆଦିଲ୍ଲୀ,୨୬।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଦେଶକୁ ହଜାର ହଜାର କୋଟି ଟଙ୍କା ଉପହାର ଦେବେ। ଏଥିରେ ଅନେକ ରେଳ ଏବଂ ଭିତ୍ତିଭୂମି ବିକାଶ ପ୍ରକଳ୍ପ ଅନ୍ତର୍ଭୁକ୍ତ। ପ୍ରଧାନମନ୍ତ୍ରୀ ଭିତ୍ତି ପ୍ରସ୍ତର ସ୍ଥାପନ କରିବେ ଏବଂ ଭିଡିଓ କନଫରେନ୍ସିଂ ମାଧ୍ୟମରେ ୪୧,୦୦୦କୋଟିରୁ…

ସଜନା ଛୁଇଁ ତୋଳିବା ବେଳେ ଅଘଟଣ: ବିଦ୍ୟୁତ ତାର ଲାଗି ଚାଲିଗଲା ଯୁବକଙ୍କ ଜୀବନ

ପାରଳାଖେମୁଣ୍ଡି,୨୫ା୨ି(ଗିରିଧାରୀ ପରିଛା): ଗଜପତି ଜିଲା ଗୋଷାଣି ବ୍ଲକ ବାଟିସିରିପୁର ଗ୍ରାମରେ ଜଣେ ଯୁବକ ରବିବାର ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସିବାରୁ ତାଙ୍କର ମୃତ୍ୟୁ ଘଟିଥିବା ଜଣାପଡିଛି। ତାଙ୍କ ପରିବାର ଅତ୍ୟନ୍ତ ଗରିବ ହୋଇଥିବାରୁ କ୍ଷତିପୂରଣ ଦାବିରେ ସ୍ଥାନୀୟ ଲୋକେ ୩୨୬-ଏ ଜାତୀୟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri