ସଭ୍ୟତାର ସୁରକ୍ଷା, ଜଳର ଗୁଣବତ୍ତା
କୌଣସି ସଭ୍ୟତାର ଅଭ୍ୟୁଦୟ ଓ ବିନାଶର କାହାଣୀ ସେହି ସମୟର ଜଳସମ୍ପଦ ସହିତ ଜଡ଼ିତ। ମାନବ ଜାତିର ଅସ୍ତିତ୍ୱ ତଥା ସରଂକ୍ଷଣ ପାଇଁ ଜଳର ଗୁଣବତ୍ତା (ଶୁଦ୍ଧ ଓ ସୁରକ୍ଷିତ), ବିଶେଷକରି ପାନୀୟଜଳର ମାନ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ଜୀବନ ଧାରଣ ନିମନ୍ତେ…
ଜାଲ୍ ଶିକ୍ଷକ ନିଯୁକ୍ତି ଘଟଣା: ଉଚ୍ଚସ୍ତରୀୟ ତଦନ୍ତ ଦାବି
ନୂଆପଡ଼ା,୮ା୪ (ମକାରୁ ବେମାଲ):ନୂଆପଡ଼ା ଜିଲା ସିନାପାଲି ମହାବିଦ୍ୟାଳୟରେ ଜାଲ୍ ଖେଳ ଶିକ୍ଷକ ନିଯୁକ୍ତି ଘଟଣାରେ ଜିଲା ଶିକ୍ଷା ବିଭାଗ କାର୍ଯ୍ୟାନୁଷ୍ଠାନ ପାଇଁ ଚିଠି କରି କାମ ସାରିଦେଇଛି। ଏଯାଏ ଘଟଣାର ତଦନ୍ତ ହୋଇନାହିଁ କିମ୍ବା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇ ନାହିଁ। ଜଣେ…
ଯୁଦ୍ଧବିରତି ମଧ୍ୟରେ ଉତ୍ସବ ମନାଇଲା ଇରାନ: ପତାକା ଧରି ରାସ୍ତାକୁ ଓହ୍ଲାଇଲେ ଲୋକେ
ତେହରାନ୍,୮।୪: ୪୦ ଦିନ ପରେ ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହର ଅସ୍ତ୍ରବିରତି ଘୋଷଣା କରାଯାଇଛି। ଏହା ପରେ ଇରାନ ଉତ୍ସବମୁଖର ହୋଇ ଉଠିଛି। ତେହରାନ୍ର ଲୋକମାନେ ଇରାନୀ ପତାକା ଧରି ରାସ୍ତାକୁ ଓହ୍ଲାଇ ଖୁସି ମନାଇଛନ୍ତି। ଇରାନ ବ୍ୟତୀତ…
ନିଜ ରାସ୍ତା କାମ ନିଜେ କଲେ ପଡ଼ାବାସୀ: ଚାନ୍ଦା ଆଦାୟକରି…
ନୂଆପଡ଼ା,୮ା୪ (ମକାରୁ ବେମାଲ): ନୂଆପଡ଼ା ଏନ୍ଏସି ସତ୍ସଙ୍ଗ ବିହାର ପଛପଟ ପଡ଼ା ରାସ୍ତାର ଡ୍ରେନ୍ ଉପରେ ପଡ଼ିଥିବା ଘୋଡ଼ଣି ଭାଙ୍ଗିଯାଇଥିବାରୁ ଲୋକେ ଯାତାୟାତରେ ଅସୁବିଧାର ସମ୍ମୁଖୀନ ହେଉଥିଲେ। ଏହାକୁ ମରାମତି ପାଇଁ ଅଭିଯୋଗ ପରେ ମଧ୍ୟ ସୁଫଳ ମିଳି ନ ଥିଲା।…
ଏହି କାର୍ଯ୍ୟ ପାଇଁ ଦେଶରେ ପ୍ରଥମ ହେଲା ଓଡ଼ିଶା: ମିଳିଲା ଉଲ୍ଲେଖନୀୟ ସଫଳତା
ଭୁବନେଶ୍ୱର, ୮ା୪(ବନ୍ଦନା ସେଠୀ):ସହରାଞ୍ଚଳ ବିକାଶ କ୍ଷେତ୍ରରେ ଓଡ଼ିଶା ଆଉ ଏକ ସଫଳତା ହାସଲ କରିଛି। ‘ଅଟଳ ମିଶନ ଫର୍ ରିଜୁଭେନେଶନ ଆଣ୍ଡ୍ ଅର୍ବାନ ଟ୍ରାନ୍ସଫର୍ମେଶନ’(ଅମୃତ) ୨.୦ର ସଫଳ କାର୍ଯ୍ୟକାରିତାରେ ସମଗ୍ର ଦେଶରେ ଓଡ଼ିଶା ପ୍ରଥମ ସ୍ଥାନ ଅଧିକାର କରି ଅଗ୍ରଣୀ ରାଜ୍ୟ…
କରାମାଡ଼ରେ ଦୋହଲିଲା ଚାଷୀଙ୍କ ମେରୁଦଣ୍ଡ: ୨୮୦୦ ହେକ୍ଟର ଫସଲ ପ୍ରଭାବିତ
ବରଗଡ଼,୮।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ସୋମବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ହୋଇଥିବା ଝଡ଼ବର୍ଷା ଓ କରାମାଡ଼ ଜିଲାର ଚାଷୀଙ୍କ ମାନସିକ ସ୍ଥିତିକୁ ଦୋହଲାଇ ଦେଇଛି। ଜିଲାର ଅନେକ ଚାଷୀଙ୍କ ଧାନ, ଅଣଧାନ(ପରିବା) ଫସଲ ଏଥିରେ ଉଜୁଡ଼ି ଯାଇଛି। ଅନ୍ୟପଟେ ପ୍ରଶାସନ ପକ୍ଷରୁ ଚିରାଚରିତ…
‘ଏହା ଯୁଦ୍ଧର ଶେଷ ନୁହେଁ, କିନ୍ତୁ…’ ଯୁଦ୍ଧବିରତି ଉପରେ ଇରାନର ବିସ୍ଫୋରକ ବୟାନ, ଟ୍ରମ୍ପ କାବା
ଓ୍ବାଶିଂଟନ୍,୮।୪: ଇରାନର ସର୍ବୋଚ୍ଚ ନେତା ମୋଜତାବା ଖାମେନେଇ ସମସ୍ତ ସାମରିକ ୟୁନିଟକୁ ଗୁଳି ବିରତି ବନ୍ଦ କରିବାକୁ ନିର୍ଦ୍ଦେଶ ଦେଇଥିବା ଜଣାପଡ଼ିଛି। “ଏହା ଯୁଦ୍ଧର ଶେଷ ନୁହେଁ, କିନ୍ତୁ ସମସ୍ତ ସାମରିକ ଗୋଷ୍ଠୀଙ୍କୁ ସର୍ବୋଚ୍ଚ ନେତାଙ୍କ ନିର୍ଦ୍ଦେଶ ପାଳନ କରି ଗୁଳି…
ଟ୍ରମ୍ପଙ୍କ ଗୋଟିଏ ଘୋଷଣାରେ ଖସିଲା ଅଶୋଧିତ ତେଲ ମୂଲ୍ୟ, ଜାଣନ୍ତୁ ନୂଆ ଦାମ୍
ଓ୍ବାଶିଂଟନ୍,୮।୪: ୮ ଏପ୍ରିଲରେ ଅଶୋଧିତ ତୈଳ ମୂଲ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ହ୍ରାସ ଘଟିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ଉପରେ ସମ୍ଭାବ୍ୟ ବୋମା ବିସ୍ଫୋରଣକୁ ଦୁଇ ସପ୍ତାହ ପାଇଁ ସ୍ଥଗିତ ରଖିବା ଏବଂ ଦୁଇ-ପାଖ ଯୁଦ୍ଧବିରତି ପ୍ରସ୍ତାବ ଦେବା ପରେ…
୮୦ ଫୁଟ୍ ତଳକୁ ଖସିଲା ଟ୍ରକ୍: ଭିତରେ ଥିଲେ ଡ୍ରାଇଭର
ଜୟପୁର,୮।୪(ପବନ ପାଣିଗ୍ରାହୀ): ୮୦ ଫୁଟ୍ ତଳକୁ ଖସିଲା ଟ୍ରକ୍। ଫଳରେ ଡ୍ରାଇଭର ଗୁରୁତର ଆହତ ହୋଇଛନ୍ତି। ତାଙ୍କୁ ଉଦ୍ଧାର କରାଯାଇ ପୋଲିସ ଡାକ୍ତରଖାନାରେ ଭର୍ତ୍ତି କରିଛି। ଜୟପୁର ଘାଟି ରାସ୍ତା ଆରମ୍ଭରେ ଥିବା ଗଙ୍ଗେଇସୁଣି ମନ୍ଦିର ନିକଟରେ ଏହି ଦୁର୍ଘଟଣା ଘଟିଛି…
୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…
ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର ଲୋକଙ୍କ ଉପରେ ପଡ଼ିଥିବା ବେଳେ, ସେମାନଙ୍କୁ ଆଶ୍ୱସ୍ତି ଦେବା ପାଇଁ କେନ୍ଦ୍ର ସରକାର…
ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…
ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ ଅବସ୍ଥିତ ଭାରତୀୟ ଦୂତାବାସ ନିଜ ନାଗରିକଙ୍କ ସୁରକ୍ଷା ପାଇଁ ଏକ ଜରୁରୀକାଳୀନ ମାର୍ଗଦର୍ଶିକା…
ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…
ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ କରିଛି। ସେମାନେ ହେଲେ, ହରିଆନା ରାଜ୍ୟ ନୁହୁ ଜିଲାର ମୂଳ ବାସିନ୍ଦା ତଥା…
Archives


