Home Left

ଭାବପ୍ରବଣ ହେଲେ ସତ୍ୟବାଦୀ ବିଧାୟକ

ସାକ୍ଷୀଗୋପାଳ,୨୪ା୨(ପ୍ରଶାନ୍ତ କୁମାର ବାରିକ/କିଶୋର ମହାପାତ୍ର/ଭରତ ବାରିକ): ଆସନ୍ତା ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି ପୁରୀ ଜିଲା ସତ୍ୟବାଦୀର ଏକ ମଣ୍ଡପରେ ଶୁକ୍ରବାର ବିଧାୟକ ଉମାକାନ୍ତ ସାମନ୍ତରାୟଙ୍କ ତତ୍ତ୍ୱାବଧାନରେ ବିଜେଡିର ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ବ୍ଲକ ବିଜେଡି ସଭାପତି ପ୍ରମୋଦ…

୬ ଆଶାୟୀଙ୍କ ମଧ୍ୟରୁ ବିଧାୟିକାଙ୍କ ଘରୁ ୨

ଡେରାବିଶ, ୨୪ା୨(ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲାର ପାଟକୁରା ନିର୍ବାଚନମଣ୍ଡଳୀ ଡେରାବିଶ ବ୍ଲକର ୨୬ ପଞ୍ଚାୟତ, ଗରଦପୁର ବ୍ଲକର ୧୮ ଓ ମାର୍ଶାଘାଇ ବ୍ଲକର ୭ ପଞ୍ଚାୟତକୁ ନେଇ ଗଠିତ। ନିର୍ବାଚନମଣ୍ଡଳୀ ନାମ ବହନ କରୁଥିବା ପାଟକୁରାର ଠିକଣା ରହିଛି ଗରଦପୁର…

ବିଜେଡି, ଭାଜପା କନ୍ଦଳରେ କଂଗ୍ରେସ ଖୁସ୍‌

ଖୋର୍ଦ୍ଧା,୨୫ା୨(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ଜିଲାର ବେଗୁନିଆ ବିଧାନସଭା ନିର୍ବାଚନମଣ୍ଡଳୀରୁ ଅତୀତରେ କମ୍ୟୁନିଷ୍ଟ ନେତା ଗଙ୍ଗାଧର ପାଇକରାୟ, ସତ୍ୟାନନ୍ଦ ଚମ୍ପତିରାୟ, ଚିନ୍ତାମଣି ପାଣିଗ୍ରାହୀ, ଜାନକୀ ବଲ୍ଲଭ ପଟ୍ଟନାୟକ ଏବଂ ପ୍ରଶାନ୍ତ ନନ୍ଦ ପ୍ରମୁଖ ନିଜ ଭାଗ୍ୟ ପରୀକ୍ଷା କରିଥିଲେ। ଜାନକୀ ବଲ୍ଲଭ ଓ…

ବାପୁଜୀ, ରାମେଶ୍ୱର ସ୍ପୋର୍ଟିଂ ବିଜୟୀ

ଭୁବନେଶ୍ୱର, ୨୪।୨(ତପନ ସ୍ବାଇଁ): ମୁନ୍‌ ଲାଇଟ୍‌ ୟୁଥ୍‌ କ୍ରିକେଟ କ୍ଲବ ଆନୁକୂଲ୍ୟରେ ବିଜେବି କଲେଜ ପଡ଼ିଆରେ ଚାଲିଥିବା ୭ମ ନବ ଦାସ ଓ ୩ୟ ପ୍ରଶାନ୍ତ ମହାପାତ୍ର ମେମୋରିଆଲ ଟି୨୦ କ୍ରିକେଟ ଟୁର୍ନାମେଣ୍ଟର ୩ୟ ଓ ୪ର୍ଥ ଲିଗ୍‌ ମ୍ୟାଚ ଶୁକ୍ରବାର…

୨ଲକ୍ଷ କୋଟି ଉପରେ ଜେଏଫ୍‌ଏସ୍‌ଏଲ୍‌ର ବଜାର ମୂଲ୍ୟ

ଭୁବନେଶ୍ୱର,୨୪।୨ (ଅଭୟ ଦାଶ): ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ରିଲାଏନ୍ସ ଗ୍ରୁପ୍‌ର ଅଗ୍ରଣୀ କମ୍ପାନୀ ଜିଓ ଫାଇନାନ୍ସିଆଲ ସର୍ଭିସେସ୍‌ ଲିମିଟେଡ୍‌(ଜେଏଫ୍‌ଏସ୍‌ଏଲ୍‌) ର ବଜାର ମୂଲ୍ୟ ରେକର୍ଡ ସ୍ତରରେ ପହଞ୍ଚତ୍ଛି। ଏପରିକି ୨ଲକ୍ଷ କୋଟି ଟଙ୍କା ଉପରେ ଜେଏଫ୍‌ଏସ୍‌ଏଲ୍‌ର ବଜାର ମୂଲ୍ୟ ହୋଇଥିବା…

ଭୁବନେଶ୍ୱରରେ ବିଏସ୍‌ଏଚ୍‌ର ଏକ୍ସକ୍ଲୁସିଭ ଆଉଟ୍‌ଲେଟ୍‌

ଭୁବନେଶ୍ୱର,୨୪।୨: ବିଏସ୍‌ଏଚ୍‌ ହୋମ୍‌ ଆପ୍ଲାଏନ୍ସ ଇଣ୍ଡିଆ ପ୍ରାଇଭେଟ୍‌ ଲିମିଟେଡ୍‌ର ଏକ୍ସକ୍ଲୁସିଭ ଆଉଟ୍‌ଲେଟ ଶୁକ୍ରବାର ଭୁବନେଶ୍ୱରର ପୁରୀ ବାଇପାସ୍‌ ରୋଡ୍‌ରେ ଉଦ୍‌ଘାଟିତ ହୋଇଯାଇଛି। ଏପରିକି କମ୍ପାନୀର ସ୍ବୀକୃତିପ୍ରାପ୍ତ ଡିଲର ଜିରକନ୍‌-ଟେକ୍‌ ଆନୁକୂଲ୍ୟରେ କମ୍ପାନୀର ପ୍ରଥମ ବୋସ୍‌ ଆଣ୍ଡ ସିମେନ୍ସ ବ୍ରାଣ୍ଡ୍‌ ଷ୍ଟୋରର ଶୁଭାରମ୍ଭ କରାଯାଇଛି।…

ବିଜେଡି ଅନ୍ତର୍ଦ୍ୱନ୍ଦ୍ୱ ଉପରେ ବିରୋଧୀଙ୍କ ନଜର

ଜଗତ୍‌ସିଂହପୁର, ୨୪ା୨(ପ୍ରମୋଦ କୁମାର ନାୟକ): ତିର୍ତ୍ତୋଲ ବିଧାନସଭା ଆସନ। ଜଗତ୍‌ସିଂହପୁର ଜିଲାର ଏହି ନିର୍ବାଚନ ମଣ୍ଡଳୀରୁ ପୂର୍ବତନ ଉପମୁଖ୍ୟମନ୍ତ୍ରୀ ସ୍ବର୍ଗତ ବସନ୍ତ ବିଶ୍ୱାଳ, ନିଶାମଣି ଖୁଣ୍ଟିଆ, ପ୍ରତାପ ଚନ୍ଦ୍ର ମହାନ୍ତି ଓ ନିତ୍ୟାନନ୍ଦ ସାମନ୍ତରାୟଙ୍କ ଭଳି ନେତା ବିଧାୟକ ହୋଇଥିଲେ। ୧୯୭୭ରୁ…

ପାଓ୍ବାର ଗ୍ରୀଡ୍‌ ବିଶ୍ରାମ ସଦନର ଭିତ୍ତିପ୍ରସ୍ତର

ଭୁବନେଶ୍ୱର, ୨୪।୨: ପାଓ୍ବାର ଗ୍ରୀଡ୍‌ କର୍ପୋରେଶନ ଅଫ୍‌ ଇଣ୍ଡିଆ ଲିମିଟେଡ୍‌ (ପାଓ୍ବାର ଗ୍ରୀଡ୍‌) ର ବହୁ ପ୍ରତୀକ୍ଷିତ ପ୍ରକଳ୍ପ ‘ବିଶ୍ରାମ ସଦନ’ର ଆନୁଷ୍ଠାନିକ ଭିତ୍ତିପ୍ରସ୍ତର କାର୍ଯ୍ୟକ୍ରମ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଉଲ୍ଲେଖଯୋଗ୍ୟ, ହିମାଚଳ ପ୍ରଦେଶର ବିଳାସପୁର ଅଖିଳ ଭାରତୀୟ ଆୟୁର୍ବିଜ୍ଞାନ ସଂସ୍ଥା…

ପାକିସ୍ତାନକୁ ହରାଇଲା ଭାରତ

ଦୁବାଇ, ୨୪।୨ ଦୁବାଇରେ  ଚାଲିଥିବା ଫ୍ରେଣ୍ଡଶିପ୍‌ ଦୃଷ୍ଟିବାଧିତ ଟି୨୦ କ୍ରିକେଟ ସିରିଜର ଶୁକ୍ରବାର ଅନୁଷ୍ଠିତ ଦ୍ୱିତୀୟ ମ୍ୟାଚରେ ଭାରତ ୪୬ ରନରେ ପାକିସ୍ତାନକୁ ପରାସ୍ତ କରିଛି। ପ୍ରଥମ ବ୍ୟାଟିଂ କରିଥିବା ଭାରତ ସୁନୀଲ ରମେଶଙ୍କ ୬୧ ବଲ୍‌ରୁ ଦ୍ରୁତ ୮୭ ରନ…

ମାଇଁ ଓଡ଼ିଶା,ଇଣ୍ଡିଆଜ୍‌ ପ୍ରାଇଡ୍‌ ଉଦ୍‌ଯାପିତ

ଭୁବନେଶ୍ୱର,୨୪।୨: ଟାଟା ପାୱାର ନେତୃତ୍ୱାଧୀନ ଓଡ଼ିଶା ଡିସ୍‌କମ୍‌ଗୁଡ଼ିକ ପକ୍ଷରୁ ଆୟୋଜିତ ‘ମାଇଁ ଓଡ଼ିଶା, ଇଣ୍ଡିଆଜ୍‌ ପ୍ରାଇଡ୍‌’ ଶୀର୍ଷକ ପ୍ରତିଯୋଗିତାର ବିଜେତାଙ୍କ ନାମ ଘୋଷଣା କରାଯାଇଛି। ରାଜ୍ୟ ସରକାରଙ୍କ ‘ସ୍କିଲ୍ଡ ଇନ୍‌ ଓଡ଼ିଶା’ ଅଭିଯାନ ସହ ମିଶି ଆରମ୍ଭ ହୋଇଥିଲା। ଏପରିକି ବିଭିନ୍ନ…

ବିବାହ ପରେ କିନ୍ନରଙ୍କୁ ପ୍ରତାରଣା ଅଭିଯୋଗ

କାମାକ୍ଷାନଗର,୨୪।୨(ସୁଧୀର ପରିଡ଼ା): କିନ୍ନରଙ୍କୁ ପ୍ରେମ ବିବାହ ପରେ ଜଣେ ଯୁବକ ପ୍ରତାରଣା କରିଥିବା ଅଭିଯୋଗ ହୋଇଛି। ଏ ନେଇ ସମ୍ପୃକ୍ତ କିନ୍ନର ଶୁକ୍ରବାର ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନାରେ ଅଭିଯୋଗ କରିବା ପରେ ପୋଲିସ ଏକ ମାମଲା ରୁଜୁ କରି ଘଟଣାର…

ପ୍ରଥମ ମ୍ୟାଚରେ ମୁମ୍ବାଇ ଇଣ୍ଡିଆନ୍ସର ରୋମାଞ୍ଚକ ବିଜୟ

ବେଙ୍ଗାଲୁରୁ, ୨୪।୨: ଏମ୍‌ ଚିନ୍ନାସ୍ବାମୀ ଷ୍ଟାଡିୟମରେ ଓମେନ୍ସ ପ୍ରିମିୟର ଲିଗ୍‌ (ଡବ୍ଲ୍ୟୁପିଏଲ୍‌) ଆରମ୍ଭ ହୋଇଛି। ପ୍ରଥମ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷରେ ରୋମାଞ୍ଚକ ବିଜୟ ହାସଲ କରିଛି ଡିଫେଣ୍ଡିଂ ଚାମ୍ପିୟନ ମୁମ୍ବାଇ ଇଣ୍ଡିଆନ୍ସ। ଦିଲ୍ଲୀ କ୍ୟାପିଟାଲ୍ସ ୨୦ ଓଭରରେ ୫ ଉଇକେଟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri