Home Left

କ୍ରିକେଟ ନିୟମରେ ବଡ଼ ପରିବର୍ତ୍ତନ

ଦୁବାଇ,୫ା୧(ପି.ଟି):ଆଇସିସି ପକ୍ଷରୁ ଏହାର କ୍ରିକେଟ ନିୟମରେ କିଛି ବଡ ପରିବର୍ତ୍ତନ ଅଣାଯାଇଛି। ଏହା ମଧ୍ୟରେ ରେଫରାଲ୍‌ ବା ଡିଆରଏସ୍‌ ସମେତ କନ୍‌କସନ ସବ୍‌ଷ୍ଟିଚ୍ୟୁଟ୍‌ ସାମିଲ ରହିଛି। ଏହି ନୂତନ ନିୟମଗୁଡିକ ଜାନୁଆରୀ ୧୨ ତାରିଖରୁ ଲାଗୁ କରାଯିବ। ପୂର୍ବରୁ ଷ୍ଟମ୍ପିଂ ଆବେଦନ…

ଗହୀରମଥାରେ ବିଦେଶୀ ପକ୍ଷୀଙ୍କ ସମାଗମ

ମହାକାଳପଡ଼ା, ୫ା୧(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟ ଅଞ୍ଚଳରେ ଶୀତ ଋତୁରେ ଏବେ ଶୁଭିଲାଣି ବିଦେଶୀ ପକ୍ଷୀଙ୍କ କାକଳି। ଜୈବ ବିବିଧତା ପ୍ରତି ଆକୃଷ୍ଟ ହୋଇ ଆସୁଥିବା ବିଭିନ୍ନ ରଙ୍ଗ ବେରଙ୍ଗର ଦେଶୀ, ବିଦେଶୀ ପକ୍ଷୀଙ୍କ…

ପଟ୍ଟାମୁଣ୍ଡାଇରେ ବନ୍ଦ ହୋଇଯିବ ସଂସ୍କୃତ ବିଦ୍ୟାଳୟ

କେନ୍ଦ୍ରାପଡ଼ା, ୫ା୧ (ଜଗନ୍ନାଥ ଧଳ):ମଣିଷ ଏକ ସାମାଜିକ ପ୍ରାଣୀ ଭାବେ ଜନ୍ମଗ୍ରହଣ କରି ସାମାଜିକତା ହାସଲ କରେ। ଭାରତୀୟ ଦୃଷ୍ଟିକୋଣରୁ ସଂସ୍କୃତରୁ ସଂସ୍କୃତି ଆଉ ସଂସ୍କୃତିରୁ ହେଉଛି ସଂସ୍କାରର ସୃଷ୍ଟି। ଯାହା ପରିଶୋଧନ ପ୍ରକ୍ରିୟା ବା ରୀତିନୀତି ପ୍ରଦର୍ଶନ କରେ। ଆମ…

୮ ଭାରତୀୟ ନୌସେନା ଅଧିକାରୀଙ୍କୁ ଅପିଲ୍‌ ପାଇଁ ୬୦ ଦିନ ମହଲତ ଦେଲା କାତାର

ନୂଆଦିଲ୍ଲୀ,୫।୧:ଗୁପ୍ତଚର ବୃତ୍ତି ଅଭିଯୋଗରେ ଗିରଫ ହୋଇ କାତାର ଜେଲରେ ଥିବା ଭାରତୀୟ ନୌସେନାର ୮ ଜଣ ପୂର୍ବତନ ଅଧିକାରୀଙ୍କୁ ସେମାନଙ୍କ ଦଣ୍ଡାଦେଶ ବିରୋଧରେ ଅପିଲ୍‌ ପାଇଁ ୬୦ ଦିନ ସମୟ ମିଳିଛି। କାତାର କୋର୍ଟ ଗତ ସପ୍ତାହରେ ସେମାନଙ୍କ ମୃତ୍ୟୁଦଣ୍ଡକୁ କୋହଳ…

ଦାଉଦ୍‌ଙ୍କ ୪ ଜମି ଆଜି ନିଲାମ ହେବ

ମୁମ୍ବାଇ,୫।୧:ଭାରତର ମୋଷ୍ଟଓ୍ବାଣ୍ଟେଡ୍‌ ଆତଙ୍କବାଦୀ ଦାଉଦ୍‌ ଇବ୍ରାହିମ୍‌ଙ୍କ ପରିବାର ନାଁରେ ମହାରାଷ୍ଟ୍ରର ରତ୍ନଗିରି ଜିଲାର ମୁମ୍ବାକେ ଗ୍ରାମରେ ଥିବା ୪ଟି ଚାଷଜମି ଶୁକ୍ରବାର ନିଲାମ ହେବ। ଦାଉଦ୍‌ଙ୍କର ଏହା ପୈତୃକ ସମ୍ପତ୍ତି। ନିଲାମ ପାଇଁ ଏହାର ରିଜର୍ଭ ପ୍ରାଇସ୍‌ ମାତ୍ର ୧୯ ଲକ୍ଷ…

ପଦ୍ମଶ୍ରୀ କମଳା ପୂଜାରୀ ଗୁରୁତର ଅବସ୍ଥାରେ କଟକ ସ୍ଥାନାନ୍ତର

ଜୟପୁର,୫ା୧(ପବନ ପାଣିଗ୍ରାହୀ):କୋରାପୁଟ ଜିଲା ଜୟପୁର ବ୍ଲକ ପାତ୍ରପୁଟସ୍ଥିତ ଘରେ ରହୁଥିବା ପଦ୍ମଶ୍ରୀ କମଳା ପୂଜାରୀ ଗୁରୁବାର ଗୁରୁତର ହୋଇପଡ଼ିଥିଲେ। ତାଙ୍କୁ ଜୟପୁରସ୍ଥିତ ଜିଲା ମୁଖ୍ୟ ଚିକିତ୍ସାଳୟର ସ୍ବତନ୍ତ୍ର କ୍ୟାବିନରେ ରଖି ଚିକିତ୍ସା କରାଯାଉଥିଲା। କିନ୍ତୁ ଜିଲାପାଳ ଅବଦୁଲ ମହମ୍ମଦ ଅଖତାର ତାଙ୍କୁ…

ଆଜିଠୁ ଭିତରକନିକା ବନ୍ଦ

ରାଜନଗର, ୫ା୧ (ଭାସ୍କର ରାଉତରାୟ):ଭିତରକନିକା ଜାତୀୟ ଉଦ୍ୟାନରେ ପ୍ରବାହିତ ନଦୀ ନାଳରେ ବସବାସ କରୁଥିବା ବଉଳା କୁମ୍ଭୀରଙ୍କ ଗଣନା ଜାନୁଆରୀ ୫ରୁ ଆରମ୍ଭ ହୋଇ ୧୩ ତାରିଖରେ ଶେଷ ହେବ। ଏଥିଲାଗି ଆଜିଠୁ ପର୍ଯ୍ୟଟକଙ୍କ ଲାଗି ଭିତରକନିକା ଜାତୀୟ ଉଦ୍ୟାନ ବନ୍ଦ…

ଆଜି ପ୍ରକାଶ ପାଇବ ଚୂଡ଼ାନ୍ତ ଭୋଟର ତାଲିକା

ଭୁବନେଶ୍ୱର, ୫।୧(ସୁନିତ୍‌ ମିଶ୍ର):୨୦୨୪ ସାଧାରଣ ନିର୍ବାଚନ ନିମନ୍ତେ ଗୁରୁବାର ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଧଳ ସବୁ ଜାତୀୟ/ରାଜ୍ୟସ୍ତରୀୟ ସ୍ବୀକୃତିପ୍ରାପ୍ତ ରାଜନୈତିକ ଦଳର କର୍ମକର୍ତ୍ତାମାନଙ୍କୁ ନେଇ ଏକ ସର୍ବଦଳୀୟ ବୈଠକ କରିଛନ୍ତି। ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ…

ଚିଲିକାରେ ୧୧ଲକ୍ଷ ୩୭ ହଜାର ୭୫୯ ପକ୍ଷୀ

ବାଲୁଗାଁ,୫ା୧(ସଂଗ୍ରାମ ପାଇକରାୟ):ବାଲୁଗାଁ ବନ୍ୟପ୍ରାଣୀ ବିଭାଗ ଆନୁକୂଲ୍ୟରେ ଗୁରୁବାର ଚିଲିକାରେ ପକ୍ଷୀ ଗଣନା ଶେଷ ହୋଇଛି। ଚଳିତବର୍ଷ ଚିଲିକାରେ ୧୧ଲକ୍ଷ ୩୭ହଜାର ୭୫୯ ପକ୍ଷୀଙ୍କ ସମାଗମ ହୋଇଛି। ସେଥିମଧ୍ୟରୁ ୧୦୮ପ୍ରଜାତିର ୧୦ଲକ୍ଷ ୯୮ହଜାର ୮୧୩ଟି ବିଦେଶୀ ପକ୍ଷୀ ଥିବା ବେଳେ ସ୍ଥାନୀୟ ୭୯…

୩ ବର୍ଷ ପରେ ଗଡ଼ିବ ଓଡ଼ିଶାର ଟାବ୍‌ଲୋ

ଭୁବନେଶ୍ୱର, ୫ା୧(ସୁନିତ୍‌ ମିଶ୍ର):ଆସନ୍ତା ସାଧାରଣତନ୍ତ୍ର ଦିବସରେ ଦିଲ୍ଲୀର କର୍ତ୍ତବ୍ୟପଥରେ ଓଡ଼ିଶାର ପ୍ରଜ୍ଞାପନ ମେଢ଼(ଟାବ୍‌ଲୋ) ଗଡ଼ିବାକୁ ଯାଉଛି। ଲଗାତର ୩ ବର୍ଷ ୨୦୨୧,୨୦୨୨ ଏବଂ ୨୦୨୩ ସାଧାରଣତନ୍ତ୍ର ଦିବସରେ ଓଡ଼ିଶା ପ୍ରଦର୍ଶିତ କରିବାକୁ ଥିବା ପ୍ରଜ୍ଞାପନ ମେଢ଼କୁ କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରଣାଳୟ ଖାରଜ…

ଚର୍ଚ୍ଚାରେ ହାଇଟେକ୍‌ ହସ୍ପିଟାଲ ବିସ୍ଫୋରଣ ଘଟଣା:ଦିଲ୍ଲୀପ ମୃତ ନୁହନ୍ତି ଜୀବିତ

ଭୁବନେଶ୍ୱର,୫ା୧(ସତ୍ୟଜିତ୍‌ ରାଉତ):ମଞ୍ଚେଶ୍ୱର ଥାନା ଅନ୍ତର୍ଗତ ହାଇଟେକ୍‌ ହସ୍ପିଟାଲ୍‌ରେ ଗତ ୨୯ତାରିଖରେ ଏସି କମ୍ପ୍ରେସରରେ ଗ୍ୟାସ୍‌ ଭର୍ତ୍ତିବେଳେ ଘଟିଥିବା ବିସ୍ଫୋରଣରେ ମୃତ୍ୟୁବରଣ କରିଥିବା ଡେଲାଙ୍ଗ ଥାନା ଅନ୍ତର୍ଗତ ବଅଙ୍ଗ ଗ୍ରାମର ଦିଲ୍ଲୀପ ସାମନ୍ତରାୟ ମୃତ ନୁହେଁ ବରଂ ଜୀବିତ ଥିବା ଶୁଣିବାକୁ ମିଳୁଛି।…

ପଞ୍ଜାବ ଡିଏସ୍‌ପି ହତ୍ୟାକାରୀଙ୍କୁ ଧରିଲା ପୋଲିସ: କିଏ ସେ…

ଚଣ୍ଡିଗଡ଼,୪।୧: ପଞ୍ଜାବ ଡିଏସ୍‌ପି ଦଲବୀର ସିଂ ଦେଓଲଙ୍କ ମୃତଦେହ ବୁଧବାର ଜଳନ୍ଧରରୁ ମିଳିଥିବା ବେଳେ ତାଙ୍କୁ ଜଣେ ଅଟୋ ଚାଳକ ଗୁଳିକରି ହତ୍ୟା କରିଥିବା ଜଣାପଡ଼ିଛି। ଏକ ସାମନ୍ୟ ଘଟଣାକୁ ନେଇ ପାଟିତୁଣ୍ଡରୁ ଏହି ହତ୍ୟାକାଣ୍ଡ ଘଟିଥିବା ପୋଲିସ ପକ୍ଷରୁ କୁହାଯାଇଛି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri