ବିଜେଡିରୁ ପ୍ରାର୍ଥୀ ପାଇଁ ତିହିଡ଼ିରୁ ଅଧିକ ଆଶାୟୀ
ତିହିଡ଼ି,୨୩।୨ (ସଞ୍ଜିତ ବଳ):ଭଦ୍ରକ ଜିଲା ଧାମନଗର ନିର୍ବାଚନମଣ୍ଡଳୀ ଧାମନଗର ବ୍ଲକ ଓ ତିହିଡ଼ି ବ୍ଲକର ୧୨ଟି ଗ୍ରାମ ପଞ୍ଚାୟତକୁ ନେଇ ଗଠିତ। ଏଠାରୁ ବିଧାୟକ ପ୍ରାର୍ଥୀ ହେବା ପାଇଁ ବିଜେଡି ପକ୍ଷରୁ ତିହିଡ଼ି ବ୍ଲକରୁ ଅଧିକ ଆଶାୟୀ ରହୁଥିବା ଜଣାପଡ଼ିଛି। ଗତ…
ଖିମ୍ଜୀ ଫ୍ଲାଗ୍ଶିପ୍ ଷ୍ଟୋରର ବାର୍ଷିକ ଉତ୍ସବ, ଗଢ଼ା ମଜୁରି ଉପରେ ଫ୍ଲାଟ୍ ୫୦% ରିହାତି
ଭୁବନେଶ୍ୱର,୨୩।୨ (ଅଭୟ ଦାଶ): ରାଜ୍ୟର ଅଗ୍ରଣୀ ଅଳଙ୍କାର ପ୍ରତିଷ୍ଠାନ(ବ୍ରାଣ୍ଡ) ତଥା ଖିମ୍ଜୀ ଜୁଏଲର୍ସ ପକ୍ଷରୁ ଗୁରୁବାର ‘ଖିମ୍ଜୀ ଫ୍ଲାଗ୍ଶିପ୍ ଷ୍ଟୋର’ର ବାର୍ଷିକ ଉତ୍ସବ ପାଳନ କରାଯାଇଛି। ଏହି ପରିପ୍ରେକ୍ଷୀରେ ଏକ ଆକର୍ଷଣୀୟ ଅଫର ‘ଫ୍ଲାଟ୍ ୫୦%’ର ରିହାତି ସମ୍ପର୍କରେ ଘୋଷଣା କରାଯାଇଛି।…
ପ୍ରମୁଖ ଦଳଙ୍କୁ ଆଶାୟୀ ଚ୍ୟାଲେଞ୍ଜ
ପାଲଲହଡା,୨୩ା୨(ଦିବ୍ୟଜ୍ୟୋତି ଦାଶ):ଅନୁଗୋଳ ଜିଲା ପାଲଲହଡ଼ା ବିଧାନସଭା ନିର୍ବାଚନମଣ୍ଡଳୀରେ ସବୁ ଦଳ ପାଇଁ ଗୋଷ୍ଠୀ କନ୍ଦଳ ଏବେ ମୁଖ୍ୟ ସମସ୍ୟା ହୋଇଛି। ନିର୍ବାଚନ ତାରିଖ ଧାର୍ଯ୍ୟ ନ ହେଉଣୁ ପ୍ରମୁଖ ରାଜନୈତିକ ଦଳ ଯଥା-ବିଜେଡି, ଭାଜପା ଏବଂ କଂଗ୍ରେସରେ ଟିକେଟ ଆଶାୟୀଙ୍କ ସଂଖ୍ୟା…
ଭାରତୀୟ ଡେକୋରେଟିଭ୍ ପେଣ୍ଟ ବଜାରରେ ବିର୍ଲା ଗ୍ରୁପ୍
ଭୁବନେଶ୍ୱର,୨୩।୨: ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ଆଦିତ୍ୟ ବିର୍ଲା ଗ୍ରୁପ୍ର ଅଗ୍ରଣୀ କମ୍ପାନୀ ଗ୍ରାସିମ୍ ଇଣ୍ଡଷ୍ଟ୍ରିଜ୍ ଲିମିଟେଡ୍ର ବହୁ ପ୍ରତୀକ୍ଷିତ ‘ବିର୍ଲା ଓପସ୍ ପେଣ୍ଟସ୍’ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ଆଦିତ୍ୟ ବିର୍ଲା ଗ୍ରୁପ୍ର ଅଧ୍ୟକ୍ଷ କୁମାରମଙ୍ଗଳମ୍ ବିର୍ଲା…
ଓଡ଼ିଶାରେ ଡବଲ ଇଞ୍ଜିନ୍ ସରକାର ଦରକାର: ରାଜନାଥ
ନବରଙ୍ଗପୁର/ବ୍ରହ୍ମପୁର/ ବାରିପଦା,୨୩।୨(ସଦାଶିବ ପ୍ରହରାଜ/ନରସିଂହ ସାହୁ/ତନୁଶ୍ରୀ ନାହାକ/ନୀଳାଦ୍ରି ବିହାରୀ ଦଣ୍ଡପାଟ):ଓଡ଼ିଶାରେ ଡବଲ ଇଞ୍ଜିନ୍ ସରକାର ହେଲେ ରାଜ୍ୟର ବିକାଶ ଘଟିବ ବୋଲି ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ କହିଛନ୍ତି। ଗୁରୁବାର ନବରଙ୍ଗପୁର, ଗଞ୍ଜାମ ଜିଲାର ବ୍ରହ୍ମପୁର ଓ ମୟୂରଭଞ୍ଜ ଜିଲାର ବାରିପଦାଠାରେ ବିଜୟ…
ବଡ଼ଚଣା ଦେଖିପାରେ ଅମର ଲଢ଼େଇ
ଚଣ୍ଡିଖୋଲ,୨୩ା୨(ପ୍ରଦୀପ୍ତ କୁମାର ପୃଷ୍ଟି):ଯାଜପୁର ଜିଲାର ବଡ଼ଚଣା ବିଧାନସଭା କ୍ଷେତ୍ରରୁ କିଏ କେଉଁ ଦଳରୁ ଟିକେଟ ପାଇବେ ତାହାକୁ ନେଇ ଅଙ୍କକଷା ଚାଲିଛି। କାରଣ ୩ ପ୍ରମୁଖ ଦଳ ବିଜେଡି, ଭାଜପା ଓ କଂଗ୍ରେସରେ ଆଶାୟୀଙ୍କ ସଂଖ୍ୟା ବୃଦ୍ଧି ପାଉଛି। ସେଥିମଧ୍ୟରୁ ବିଜେଡି…
ଗାଡ଼କଣରେ ଗୃହ ନିର୍ମାଣ: ୧୩୪.୮୫କୋଟିର ଟେଣ୍ଡରକୁ ମଞ୍ଜୁରୀ
ଭୁବନେଶ୍ୱର,୨୩।୨: ଓଡ଼ିଶା ରାଜ୍ୟ ହାଉସିଂ ବୋର୍ଡ ଦ୍ୱାରା ଭୁବନେଶ୍ୱରର ଗାଡ଼କଣ ମୌଜାଠାରେ ସୁଲଭ ମୂଲ୍ୟରେ ଗୃହ ନିର୍ମାଣ ପ୍ରକଳ୍ପ କାର୍ଯ୍ୟକାରୀ କରାଯିବ। ଏହି ପ୍ରକଳ୍ପରେ ମୋଟ ୩୫୧ ଗୃହ ନିର୍ମାଣ ହେବ। ସେଥିରେ ୨୧୬ଟି ମଧ୍ୟମ ଆୟକାରୀ ବର୍ଗଙ୍କ ପାଇଁ ନିର୍ମାଣ…
‘ନୂଆ-ଓ’ ବଜେଟ ରାଶି ୩୧୫ କୋଟିକୁ ବଢ଼ିଲା, କ୍ୟାବିନେଟ୍ ନିଷ୍ପତି
ଭୁବନେଶ୍ୱର,୨୩।୨(ଅନିଲ ଦାସ): ଯୁବ ସଶକ୍ତୀକରଣ ପାଇଁ ରାଜ୍ୟ ସରକାର ‘ନୂଆ-ଓ’ ଯୁବ ସଶକ୍ତୀକରଣ କାର୍ଯ୍ୟକ୍ରମ ଆରମ୍ଭ କରିଛନ୍ତି। ‘ନୂଆ-ଓ’ ଜିଲା ଉତ୍ସବରେ ଛାତ୍ରୀଛାତ୍ରଙ୍କ ଅଂଶଗ୍ରହଣ ବଢ଼ାଇବା ଏବଂ ସେମାନଙ୍କ ପାଇଁ ‘ନୂଆ-ଓ’ ଛାତ୍ରବୃତ୍ତି ପ୍ରଦାନ ଲାଗି ବଜେଟ ପରିମାଣକୁ ୩୧୫ କୋଟି…
ନିଯୁକ୍ତି ପାଇଲେ ୫୭୬ ହିନ୍ଦୀ, ସଂସ୍କୃତ ଶିକ୍ଷକ, ପିଲାଙ୍କ ପାଇଁ ଆଦର୍ଶ ସୃଷ୍ଟି କରିବାକୁ ଶିକ୍ଷକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ
ଭୁବନେଶ୍ୱର,୨୩।୨(ଅନିଲ ଦାସ): ରାଜ୍ୟର ବିଭିନ୍ନ ସରକାରୀ ହାଇସ୍କୁଲରେ ୫୭୬ ଜଣ ହିନ୍ଦୀ ଓ ସଂସ୍କୃତ ଶିକ୍ଷୟିତ୍ରୀ ଶିକ୍ଷକ ଯୋଗ ଦେଇଛନ୍ତି। ସେମାନଙ୍କ ମଧ୍ୟରେ ଅଛନ୍ତି ୩୬୮ ଜଣ ହିନ୍ଦୀ ଓ ୨୦୮ ଜଣ ସଂସ୍କୃତ ଶିକ୍ଷକ। ଏ ନେଇ ମୁଖ୍ୟମନ୍ତ୍ରୀ ନବୀନ…
ଆଜିଠୁ ଶ୍ରୀମନ୍ଦିର ନାଟମଣ୍ଡପ ମରାମତି, ମାର୍ଚ୍ଚ ୨୦ ତାରିଖ ସୁଦ୍ଧା ସରିବ କାମ
କଟକ,୨୩।୨(କାର୍ତ୍ତିକ ସାହୁ): ଭାରତୀୟ ପ୍ରତ୍ନତତ୍ତ୍ୱ ଗବେଷଣା ସଂସ୍ଥା (ଏଏସ୍ଆଇ) ପୁରୀ ଶ୍ରୀମନ୍ଦିର ନାଟମଣ୍ଡପର ମରାମତି କାର୍ଯ୍ୟ ଆସନ୍ତା ମାର୍ଚ୍ଚ ୨୦ ତାରିଖ ସୁଦ୍ଧା ଶେଷ କରିବ। ଏହି ସମୟ ମଧ୍ୟରେ କାମ ସମ୍ପୂର୍ଣ୍ଣ କରାଯାଇ ଶ୍ରୀମନ୍ଦିର ପ୍ରଶାସନକୁ ଦାୟିତ୍ୱ ହସ୍ତାନ୍ତର କରାଯିବ…
ମାଙ୍କଡ଼ଙ୍କ ଅଙ୍ଗୁର ପାର୍ଟି, ଭିଡିଓ ଦେଖିଲେ…
ମାଙ୍କଡମାନେ ମଣିଷଙ୍କର ପୂର୍ବଜ ଭାବରେ ପରିଗଣିତ ହୁଅନ୍ତି। ବୋଧହୁଏ ଏହି କାରଣରୁ ସେମାନେ ମଣିଷ ପସନ୍ଦ କରୁଥିବା ଜିନିଷକୁ ମଧ୍ୟ ପସନ୍ଦ କରନ୍ତି। ପାର୍ଟି କରିବା ମଧ୍ୟ ଏହିପରି ଗୋଟିଏ କାର୍ଯ୍ୟ ସେମାନଙ୍କର। ଆଜିକାଲି ସୋସିଆଲ ମିଡିଆରେ ଏକ ଭିଡିଓ ଭାଇରାଲ…
ଜମ୍ମୁ-କଶ୍ମୀରର ଗୁଲ୍ମାର୍ଗରେ ହିମସ୍ଖଳନ: ରୁଷୀୟ ନାଗରିକଙ୍କ ମୃତ୍ୟୁ
ନୂଆଦିଲ୍ଲୀ,୨୨।୨: ଜମ୍ମୁ-କଶ୍ମୀରର ଗୁଲ୍ମାର୍ଗରେ ପ୍ରବଳ ହିମସ୍ଖଳନ ଯୋଗୁ ଜଣେ ରୁଷୀୟ ସ୍କିୟରଙ୍କ ମୃତ୍ୟୁ ଘଟିଛି। ରୁଷିଆର ୭ ଜଣ ସ୍କିୟର ଉକ୍ତ ରିସର୍ଟ ସହରକୁ ଯାଇଥିବା ବେଳେ ଗୁରୁବାର ହିମସ୍ଖଳନର ସମ୍ମୁଖୀନ ହୋଇଥିଲେ। ସେମାନଙ୍କ ମଧ୍ୟରୁ ୬ ଜଣଙ୍କୁ ଉଦ୍ଧାର କରାଯାଇଛି।…
Archives


