Home Left

ମହାବିଦ୍ୟାଳୟରେ ସ୍ବର୍ଗତ ରାଜାସାହେବଙ୍କ ନିମନ୍ତେ ଶୋକ ସଭା

ଖଡ଼ିଆଳ,୫।୧(ସୁଜିତ କୁମାର ପ୍ରଧାନ ): ନୂଆପଡା ଜିଲା ଖଡ଼ିଆଳ ସ୍ବୟଂ ଶାସିତ ମହାବିଦ୍ୟାଳୟର ଅଧ୍ୟକ୍ଷ ପ୍ରଶାନ୍ତ କୁମାର ପଣ୍ଡାଙ୍କ ତତ୍ତ୍ୱାବାଧାନରେ ଖଡ଼ିଆଳର ଗଡ଼ଜାତ ରାଜାସାହେବ ସ୍ବର୍ଗତ ଡ଼ ଜିତାମିତ୍ର ସିଂ ଦେଓଙ୍କ ଅକାଳ ବିୟୋଗରେ ଶୋକାକୁଳ ସମସ୍ତ ଅଧ୍ୟାପକ, ଅଧ୍ୟାପିକା, ଛାତ୍ରୀଛାତ୍ରଙ୍କୁ…

ନୂଆ ଦଳ ଗଠନ ଉପରେ ବଡ଼ ସୂଚନା ଦେଲେ ମୋକିମ୍‌: ଆସନ୍ତା ୧୨ ତାରିଖରେ…

ଭୁବନେଶ୍ୱର,୫।୧: ଆସନ୍ତା ୧୨ ତାରିଖରେ ମୋକିମ୍‌ଙ୍କ ନୂଆ ଦଳ ପାଇଁ ପଡ଼ିବ ମୂଳଦୁଆ। ଏନେଇ ଏକ ଗଣମାଧ୍ୟମକୁ ମହମ୍ମଦ ମୋକିମ୍‌ ପ୍ରତିକ୍ରିୟା ଦେଇ ଏହି ସୂଚନା ଦେଇଛନ୍ତି। ଜାତୀୟ ଯୁବ ଦିବସରେ ନୂଆ ଦଳ ପାଇଁ ମୂଳଦୁଆ ପଡ଼ିବ । ମାର୍ଚ୍ଚ…

ଲକ୍ଷ୍ୟଠୁ ବହୁ ଦୂରରେ ପାଣି ପଞ୍ଚାୟତ, ଜଳସମ୍ପଦ ବିଭାଗ ପକ୍ଷରୁ ଆସନ୍ତାକାଲିଠୁ ଆରମ୍ଭ ହେବ…

ଭଞ୍ଜନଗର,୫।୧(ବାବୁଲା ପ୍ରଧାନ): ରାଜ୍ୟ ସରକାର ୨୦୦୨ରେ ପାଣି ପଞ୍ଚାୟତ ଗଠନ କରିଥିଲେ। ୨୦୦୩ରେ ଏହା କାର୍ଯ୍ୟକାରୀ ହୋଇଥିଲା। ପାଣି ପଞ୍ଚାୟତ ଗଠନର ମୂଳ ଲକ୍ଷ୍ୟ ଥିଲା କେନାଲ ଏବଂ ନଦୀରେ ଉପର ମୁଣ୍ଡରୁ ତଳ ମୁଣ୍ଡକୁ କିଭଳି ପାଣି ପହଞ୍ଚିବ, ଚାଷୀମାନଙ୍କ…

ପଞ୍ଚାୟତସ୍ତରୀୟ ଜନଶୁଣାଣିରେ ବିଧାୟକଙ୍କ ବଡ଼ ଘୋଷଣା: ସମସ୍ତ ଯୋଗ୍ୟ ହିତାଧିକାରୀ ପାଇବେ…

ଗଞ୍ଜାମ,୫।୧ (ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଉମୁରୀ ଧର୍ମ ଶରଣପୁର (ଯୁଡ଼ିଏସ ପୁର)ପଞ୍ଚାୟତ କାର୍ଯ୍ୟାଳୟଠାରେ ସୋମବାର ପଞ୍ଚାୟତସ୍ତରୀୟ ଜନଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ଛତ୍ରପୁର ବିଧାୟକ କୃଷ୍ଣ ଚନ୍ଦ୍ର ନାୟକ ଯୋଗ ଦେଇଥିଲେ ।…

ଜେଏସ୍‌ଡବ୍ଲ୍ୟୁ ସ୍ପୋଟର୍‌ସରୁ ଅଲଗା ହେଲେ ନୀରଜ

ମୁମ୍ୱାଇ,୫ା୧: ଦୁଇ ଥରର ଅଲିମ୍ପିକ୍‌ ପଦକଧାରୀ ଜାଭେଲିନ ଥ୍ରୋୟର ନୀରଜ ଚୋପ୍ରା ଜେଏସ୍‌ଡବ୍ଲ୍ୟୁ ସ୍ପୋଟର୍‌ସ ସହ ଏକ ଦଶନ୍ଧି ପୂରୁଣା ସମ୍ପର୍କ ଛିନ୍ନ କରିଛନ୍ତି। ଏଥିସହିତ ସେ ନିଜସ୍ୱ ଆଥଲେଟ୍‌ ମାନେଜମେଣ୍ଟ ସଂସ୍ଥା ଭେଲ ସ୍ପୋଟର୍‌ସର ଆରମ୍ଭ କରିଛନ୍ତି। ଚୋପ୍ରା ୨୦୧୬ଠାରୁ…

ଦୁର୍ଘଟଣା ରୋକିବାକୁ ପ୍ରଶାସନର ଅଭିନବ ପ୍ରୟାସ, ଭୋର୍‌ ସମୟରେ ରାସ୍ତାରେ ଚା’ ବାଣ୍ଟୁଛନ୍ତି…

ଭଞ୍ଜନଗର,୫।୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡରେ ଗତ ନଭେମ୍ବର ଏବଂ ଡିସେମ୍ବର ମାସରେ ଦୁର୍ଘଟଣା ହାର ବଢ଼ିଯାଇଛି। ଏଥିରେ ଏକାଧିକ ଲୋକ ମୃତ୍ୟୁବରଣ କରିବା ସହ ଅନେକ ଲୋକ ଆହତ ମଧ୍ୟ ହୋଇଛନ୍ତି। ଯାହାକି ଚିନ୍ତାଜନକ ବିଷୟ ପାଲଟିଛି। ଅଧିକାଂଶ…

ଅନ୍ତିମ ଆଶେସ ଆଶେସ: ଇଂଲଣ୍ଡ ୩୮୪, ଅଷ୍ଟ୍ରେଲିଆ ୧୬୬/୨

ସିଡ୍‌ନୀ,୫ା୧: ଅଷ୍ଟ୍ରେଲିଆ ବିପକ୍ଷରେ ଚାଲିଥିବା ପଞ୍ଚମ ତଥା ଅନ୍ତିମ ଆଶେସ ଟେଷ୍ଟରେ ଇଂଲଣ୍ଡ ତା’ର ପ୍ରଥମ ଇନିଂସରେ ଜୋ ରୁଟ୍‌ଙ୍କ ଶତକ ବଳରେ ୩୮୪ ରନରେ ଅଲଆଉଟ୍‌ ହୋଇଛି। ଜବାବରେ ଅଷ୍ଟ୍ରେଲିଆ ଦ୍ୱିତୀୟ ଶେଷ ପର୍ଯ୍ୟନ୍ତ ବ୍ୟାଟିଂ କରି ପ୍ରଥମ ଇନିଂସରେ…

୬,୬,୬,୬,୬,୬,୬,୬… ଏକାଥରେ ୮ ଛକା ମାରି ଦକ୍ଷିଣ ଆଫ୍ରିକାକୁ ଧୋଇଲେ ବୈଭବ ସୂର୍ଯ୍ୟବଂଶୀ

ନୂଆଦିଲ୍ଲୀ,୫।୧: ଭାରତ ୧୯ ବର୍ଷରୁ କମ ଏବଂ ଦକ୍ଷିଣ ଆଫ୍ରିକା ୧୯ ବର୍ଷରୁ କମ ମଧ୍ୟରେ ଦ୍ୱିତୀୟ ଯୁବ ଦିନିକିଆ ମ୍ୟାଚରେ ବୈଭବ ସୂର୍ଯ୍ୟବଂଶୀ ଏକ ଦ୍ରୁତ ଅର୍ଦ୍ଧଶତକ ହାସଲ କରିଥିଲେ। ସେ ଅଷ୍ଟମ ଓଭରର ପ୍ରଥମ ବଲରେ ଏକ ଛକା…

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ: ଗଜପତିର ଗୁମ୍ମା ଟିମ ଚାମ୍ପିୟନ, ଟ୍ରଫି ସହ ମିଳିଲା ଏତେ ଟଙ୍କା

ଦିଗପହଣ୍ଡି, ୫।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୭ମ ଦିବସ ରବିବାର ଫାଇନାଲ ମ୍ୟାଚରେ ଗଜପତି ଜିଲାର ଗୁମ୍ମା ଗ୍ରାମ ଭଲିବଲ ଟିମ ପ୍ରତିପକ୍ଷ ବ୍ରହ୍ମପୁରର ପାୱାର ସିକ୍ସ…

ଭାଜପା ପ୍ରତିନିଧି ଦଳର ମହୋତ୍ସବ ପଡିଆ ପରିଦର୍ଶନ:  ବିଡିଓଙ୍କ ସହ ଆଲୋଚନା

ଦାରିଙ୍ଗବାଡି,୫।୧(ଅରୁଣ ସାହୁ): ଶୀତ ମହୋତ୍ସବ ଯେତେ ପାଖେଇ ଆସୁଛି ସେତିକି ଦାରିଙ୍ଗବାଡ଼ି ଅଞ୍ଚଳରେ ଉତ୍କଣ୍ଠା ଦେଖାଯାଇଛି। ସେପଟେ ଶୀତ ମହୋତ୍ସବକୁ ସଫଳ କରିବା ପାଇଁ ସ୍ଥାନୀୟ ପ୍ରଶାସନ ସମେତ ଜିଲା  ପ୍ରଶାସନ ଏବଂ ପୋଲିସ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଉଛି। ସୋମବାର…

ଡାକ୍ତରଙ୍କ ଆନ୍ଦୋଳନ ଜାରି: ଓପିଡି ଦୁଇ ଘଣ୍ଟା ବନ୍ଦ, ରୋଗୀ ହନ୍ତସନ୍ତ

ଛତ୍ରପୁର,୫।୧(ଦିଲ୍ଲୀପ ସାମଲ): ଓମସାର ଡକରା କ୍ରମେ ଗଞ୍ଜାମ ଶାଖା ପକ୍ଷରୁ ଏହାକୁ ସମର୍ଥନ ଜଣାଇଛନ୍ତି ଡାକ୍ତର। ୧୮ ଦଫା ଦାବି ନେଇ ସରକାରଙ୍କ ନିକଟରେ ଦାବି କରା ଯାଉଥିବା ବେଳେ ସରକାର ଏହାକୁ ଅଣଦେଖା କରୁଥିଲେ। ରାଜ୍ୟରେ ମଞ୍ଜୁରୀପ୍ରାପ୍ତ ପଦ ଅପେକ୍ଷା…

ହଠାତ୍‌ ବିଦ୍ୟାଳୟ ପରିସରରେ ଲାଗିଲା ନିଆଁ: ୪ ଛାତ୍ର ଗୁରୁତର

ବିଷମକଟକ,୫।୧(ପ୍ରସନ୍ନ କୁମାର ପଣ୍ଡା): ରାୟଗଡ଼ା ଜିଲା ବିଷମକଟକ ବ୍ଲକରୁ ଏକ ଅତ୍ୟନ୍ତ ଦୁଃଖଦ ଓ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ରାୟଗଡ଼ା ଜିଲା ବିଷମକଟକ ବ୍ଲକ ଅନ୍ତର୍ଗତ ପାଇକଡାକୁଲୁଗୁଡା ସ୍ଥିତ ପ୍ରାଇମେରୀ ବିଦ୍ୟାଳୟରେ ହଠାତ୍‌ ଅଗ୍ନିକାଣ୍ଡ ଘଟିବାରୁ ୪ ଜଣ ଛାତ୍ର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri