Home Left

ଜବରଦସ୍ତ Family Pack, କରିବାକୁ ପଡିବନି ଅଲଗା ଅଲଗା ରିଚାର୍ଜ! ଗୋଟିଏ ପ୍ଲାନରେ ସବୁ ଫ୍ରି….

ଆପଣ କ’ଣ ଆପଣଙ୍କ ପରିବାରର ଚାରି ଜଣ ସଦସ୍ୟଙ୍କ ପାଇଁ ପୃଥକ ପୃଥକ ରିଚାର୍ଜ କରୁଛନ୍ତି? ପ୍ରତି ମାସରେ ୧୫୦୦ରୁ ୨୦୦୦ ଟଙ୍କା ଖର୍ଚ୍ଚ କରୁଛନ୍ତି? ପ୍ରତ୍ୟେକ ମୋବାଇଲରେ ଗୋଟିଏ କିମ୍ବା ଦୁଇଟି ସିମ୍ କାର୍ଡ ଅଛି। ସମୟ ସମୟରେ ସବୁ…

ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆକ୍ରମଣ କଲା ଆମେରିକା: ଆକାଶଛୁଆଁ ହେବ କି ପେଟ୍ରୋଲ ଡିଜେଲ…

ତେହରାନ,୭।୪: ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆମେରିକା ଆକ୍ରମଣ କରିଛି। ଏହାରି ମଧ୍ୟରେ କାସନରେ ଏକ ବଡ଼ ରେଲୱେ ବ୍ରିଜକୁ ଉଡ଼ାଇ ଦେଇଛି ଇସ୍ରାଏଲ। ଯୁଦ୍ଧ ବନ୍ଦ ନେଇ ଡେଡଲାଇନ୍‌ ସରିବା ପୂର୍ବରୁ ଏହି ଆକ୍ରମଣ ହୋଇଛି। ହର୍ମୁଜ…

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ ନିକଟରେ। ୩୭ ନଂ ଆମ ବସ ଯାତ୍ରୀ ନେଇ ଭୁବନେଶ୍ୱର ଯାଉଥିଲା। ୟଦୁର୍ଘଟଣାରେ…

ହର୍ମୁଜରେ ଘନେଇଲା ପୁଣି ବଡ଼ ବିପଦ, ଭାରତୀୟ ଜାହାଜକୁ…

ନୂଆଦିଳ୍ଲୀ,୭।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନାର ପ୍ରଭାବ ଏବେ ସାମୁଦ୍ରିକ ବାଣିଜ୍ୟରେ ମଧ୍ୟ ଦୃଶ୍ୟମାନ ହେଉଛି। ଅନେକ ଅଞ୍ଚଳରେ, ଜାହାଜ ପାଇଁ ବୀମା ପାଇବା ମହଙ୍ଗା ହୋଇଯାଇଛି। ସମ୍ୱନ୍ଧିତ ବିପଦ ଯୋଗୁଁ, କିଛି ବୀମା କମ୍ପାନୀ କଭରେଜ ପ୍ରଦାନ କରିବାରୁ ମଧ୍ୟ ନିବୃତ୍ତ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା ପରେ ଶେଷରେ ସ୍ବାମୀ ମଧ୍ୟ ବେକରେ ରଶି ଲଗାଇ ଆତ୍ମହତ୍ୟା କରିଛନ୍ତି। ମୃତ…

ଭାଜପାର ମହାଅଭିଯାନ: ନୂତନ ଭାରତ ଗଠନ କରିବାକୁ ପ୍ରୟାସ

ବନ୍ତ,୭।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ସରସ୍ବତୀ ବିଦ୍ୟାମନ୍ଦିରଠାରେ ପଣ୍ଡିତ ଦିନଦୟାଲ ଉପାଧ୍ୟାୟଙ୍କ ନୀତି ଆଦର୍ଶକୁ ପାଥେୟ କରି ଭାଜପା ତରଫରୁ ଏକ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଯାଇଛି। ଆୟୋଜିତ ଏକ ବୈଠକରେ ଏମ୍‌ପି ଅଭିମନ୍ୟୁ ସେଠୀ, ଜିଲା ସଭାପତି…

କୁଆପଥର ବର୍ଷାରେ ଭାଙ୍ଗିଲା ହଜାର ହାଜାର ଘର: ତହସିଲ ଅଫିସରେ ଧସେଇ ପଶିବା ସହ ରାସ୍ତାରୋକୋ

ପାଟଣା,୭।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମଙ୍ଗଳବାର ଅପରାହ୍ନରେ ଘର୍ଣ୍ଣିଝଡ଼ ସହ ପ୍ରବଳ କୁଆପଥର ମାଡ ହୋଇଛି। ଫଳରେ ହଜାର ହଜାର ଟାଇଲ, ଆଜବେଷ୍ଟସ, ଘର ଭାଙ୍ଗିବା ସହ ଶତାଧିକ କାର୍‌ କାଚ ଭାଙ୍ଗିଯିବା ସହ, ହଜାର…

ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀଙ୍କୁ ମିଳିଲା ବଡ଼ ଦାୟିତ୍ୱ : ମୁଖ୍ୟମନ୍ତ୍ରୀ, ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇ କହିଲେ…

ଛତ୍ରପୁର, ୭।୪(,ଦିଲ୍ଲୀପ ସାମଲ): ଆଜି ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠି ଗଞ୍ଜାମ ଜିଲା ଯୋଜନା କମିଟିର ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ଦଳୀୟ ନେତା ଓ କର୍ମୀ ଏବଂ ଶୁଭେଚ୍ଛୁମାନେ ବିଧାୟକ ସେଠୀଙ୍କୁ ଗଞ୍ଜାମ ଜିଲାପରିଷଦ ଭନ ନିକଟକୁ…

କେଉଁ ବୋତଲରେ ପାଣି ପିଇବା ଉଚିତ୍‌: ଜାଣନ୍ତୁ କ’ଣ ରହିଛି…

ଜଳ ହିଁ ଜୀବନ । ପାଣି ପିଇବା ପାଇଁ କିଏ ପ୍ଲାଷ୍ଟିକ୍‌ ବଟଲ ବ୍ୟବହାର କରନ୍ତି ତ ଆଉ କିଏ ତମ୍ବା ନ ହେଲେ ଷ୍ଟିଲ୍‌। ଘରୁ ବାହାରିବା ସମୟରେ ଅଧିକାଂଶ ଲୋକ ପାଣି ବଟଲ ନିଜ ବ୍ୟାଗ୍‌ରେ ନେଇ ଚାଲିଥାଆନ୍ତି।…

୮ ଏପ୍ରିଲରୁ ଏୟାର ଇଣ୍ଡିଆର ଯାତ୍ରା ହେବ ମହଙ୍ଗା! ଜାଣନ୍ତୁ କେତେ ବଢ଼ିବ

ନୂଆଦିଲ୍ଲୀ,୭।୪: ଟାଟା ଗ୍ରୁପ୍ ନେତୃତ୍ୱରେ ପରିଚାଳିତ ବିମାନ କମ୍ପାନୀ ଏୟାର ଇଣ୍ଡିଆ ଯାତ୍ରୀମାନଙ୍କୁ ଏକ ଝଟକା ଦେଇଛି । ବଢି଼ପାରେ ଭଡ଼ା । କମ୍ପାନୀ ୮ ଏପ୍ରିଲରୁ ଏହାର ଇନ୍ଧନ ସରଚାର୍ଜ ଢାଞ୍ଚାରେ ପରିବର୍ତ୍ତନ ଘୋଷଣା କରିଛି, ଯାହା ଫଳରେ ଘରୋଇ…

ଫାଇନାନ୍ସ କମ୍ପାନୀ ମ୍ୟାନେଜରଙ୍କୁ ହତ୍ୟା ଉଦ୍ୟମ ଅଭିଯୋଗ: ସୁନା ଚେନ୍‌ ଛଡାଇ…

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଆଙ୍କୋରଡ଼ା ଗାଁ ନିକଟରେ ଥିବା କ୍ରସର ୟୁନିଟରୁ ପଶ୍ଚିମବଙ୍ଗ କୋଲକତାସ୍ଥିତ ସିଭିଲ କୋର୍ଟଙ୍କ ଆଦେଶ କ୍ରମେ କୋବେଲକୋ ମେଶିନ -୨୨୦ କୁ ଜବତ କରିବାକୁ ଭୁବନେଶ୍ୱର ଜୟଦେବ ବିହାରସ୍ଥିତ ଏକ ଫାଇନାନ୍ସ…

ନବୀନ ପଟ୍ଟନାୟକଙ୍କୁ ନେଇ ଏମିତି କହିଦେଲେ ମନମୋହନ: ଆମ ଦ୍ୱାର ସବୁବେଳେ ଖୋଲା…

ଭୁବନେଶ୍ୱର,୭।୪: ବିରୋଧୀ ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ପଞ୍ଚାୟତରାଜ ନିର୍ବାଚନ ପୂର୍ବରୁ ବିଭିନ୍ନ ଜିଲା ଗସ୍ତ କରିବେ ବୋଲି ଜଣାପଡ଼ିଛି। ନବୀନଙ୍କ ଜିଲା ଗସ୍ତ ନିଷ୍ପତ୍ତିକୁ ପରୋକ୍ଷ ଭାବେ ଟାର୍ଗେଟ୍‌ କରିଛନ୍ତି ଭାଜପା ରାଜ୍ୟ ସଭାପତି ମନମୋହନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri