Home Left

ସାନ ଜନ୍ମର ସାଥୀ ହେଲେ ସୋନାକ୍ଷୀ-ଜାହିର

ଅଭିନେତ୍ରୀ ସୋନାକ୍ଷୀ ସିହ୍ନା ଦୀର୍ଘ ଦିନର ବୟଫ୍ରେଣ୍ଡ୍‌ ଜାହିର ଇକବାଲଙ୍କୁ ବିବାହ କରିଛନ୍ତି। ଗତ ସାତ ବର୍ଷ ଧରି ଡେଟିଂ କରୁଥିବା ଏହି କପଲ୍‌ ମୁମ୍ବାଇରେ ସ୍ବତନ୍ତ୍ର ବିବାହ ଅଧିନିୟମ ଅନୁଯାୟୀ ହାତକୁ ଦି’ ହାତ ହୋଇଛନ୍ତି। ଉଭୟ ଏବେ ଆନୁଷ୍ଠାନିକ…

କୋରାପୁଟରେ ବ୍ୟାପୁଛି ଅଜଣା ରୋଗ

ଦଶମନ୍ତପୁର,୨୩ା୬(ଅରବିନ୍ଦ ନାୟକ): କୋରାପୁଟ ଜିଲା ଦଶମନ୍ତପୁର ବ୍ଲକ ଅଧୀନ ଗାଦିଆଗୁଡ଼ା ପଞ୍ଚାୟତ ପଞ୍ଚଡାପଦର ଗ୍ରାମରେ କିଛି ଦିନ ହେବ ଅଜଣାରୋଗ ବ୍ୟାପୁଥିବା ଲକ୍ଷ୍ୟ କରାଯାଉଛି। ଏଥିରେ ଗ୍ରାମର ଛୋଟ ପିଲାଙ୍କଠାରୁ ଆରମ୍ଭ କରି ବୃଦ୍ଧାବୃଦ୍ଧମାନେ ଆକ୍ରାନ୍ତ ହେଉଥିବା ଦେଖିବାକୁ ମିଳିଛି। ଗ୍ରାମରେ…

ସିବିଆଇ ଟିମ୍‌ ଉପରେ ଆକ୍ରମଣ: NEET ପ୍ରଶ୍ନପତ୍ର ଲିକ ମାମଲାର ଯାଞ୍ଚବେଳେ ଅଘଟଣ

ନୂଆଦିଲ୍ଲୀ,୨୩।୬: NEET ପ୍ରଶ୍ନପତ୍ର ଲିକ ମାମଲାର ଯାଞ୍ଚ କରିବା ପାଇଁ ଦିଲ୍ଲୀରୁ ବିହାରର ନୱାଡାରେ ପହଞ୍ଚିଥିବା ସିବିଆଇ ଟିମ ଉପରେ ଗ୍ରାମବାସୀ ଆକ୍ରମଣ କରିଛନ୍ତି। ରଜୌଲି ପୋଲିସର ହସ୍ତକ୍ଷେପ ପରେ ସିବିଆଇ ଦଳର ଅଧିକାରୀଙ୍କୁ ଉଦ୍ଧାର କରାଯାଇ ଥିଲା। ନୱାଡା ପୋଲିସ…

ଟ୍ରକ୍‌ ଧକ୍କାରେ ମା’ ମୃତ, ପୁଅ ଗୁରୁତର

ମାଲକାନଗିରି, ୨୩ା୬(ଦୁର୍ଯ୍ୟୋଧନ ପାତ୍ର)-ମାଲକାନଗିରି ଜିଲା ଡିଏନ୍‌କେ ଛକଠାରେ ରବିବାର ଏକ ସଡକ ଦୁର୍ଘଟଣାରେ ଟ୍ରକ୍‌ ତଳେ ଚାପିହୋଇ ଜଣେ ମହିଳାଙ୍କ ମୃତ୍ୟୁ ଘଟିଥିବା ବେଳେ ତାଙ୍କ ପୁଅ ଗୁରୁତର ହୋଇଛନ୍ତି। ମିଳିଥିବା ସୂଚନା ଅନୁଯାୟୀ, ମାଲକାନଗିରି ସଦର ମହକୁମା ରିକ୍ଲାମେସନ କଲୋନୀର…

ଉପନିର୍ବାଚନ ପୂର୍ବରୁ ମୁଖ୍ୟମନ୍ତ୍ରୀଙ୍କ ମାଷ୍ଟରଷ୍ଟ୍ରୋକ୍‌:୧୪ ବିଧାୟକଙ୍କ ମିଳିଲା ବଡ଼ ଦାୟିତ୍ୱ

ଜୟପୁର,୨୩।୬: ରାଜସ୍ଥାନର ପାଞ୍ଚଟି ବିଧାନସଭା ଆସନରେ ହେବାକୁ ଥିବା ଉପନିର୍ବାଚନ ପୂର୍ବରୁ ମୁଖ୍ୟମନ୍ତ୍ରୀ ଭଜନ ଲାଲ ଶର୍ମା ୧୪ ମୀନା ବିଧାୟକଙ୍କୁ ବଡ଼ ଦାୟିତ୍ୱ ଦେଇଛନ୍ତି। ଭାଜପାରେ ମୀନା ଭୋଟରଙ୍କୁ ବଜାୟ ରଖିବା ପାଇଁ ମୁଖ୍ୟମନ୍ତ୍ରୀ ପଦକ୍ଷେପ ନେଇଥିବା ଜଣାପଡିଛି। ଲୋକ…

ପିଓକେରେ ଅର୍ଦ୍ଧସାମରିକ ସୈନ୍ୟଙ୍କୁ ମୁତୟନ କରିବ ପାକିସ୍ତାନ

ଇସ୍‌ଲାମାବାଦ,୨୩ା୬: ପାକ୍‌ ଅଧିକୃତ କଶ୍ମୀର (ପିଓକେ)ରେ ଅର୍ଦ୍ଧସାମରିକ ବଳ ଫ୍ରଣ୍ଟିୟର କନ୍‌ଷ୍ଟାବୁଲାରିକୁ ନିୟୋଜିତ କିରବା ପାଇଁ ପାକିସ୍ତାନ ସରକାର ରବିବାର ମଞ୍ଜୁରୀ ପ୍ରଦାନ କରିଛନ୍ତି। ଗତ ମାସରେ ପିଓକେରେ ଜୋର୍‌ଦାର ଆନ୍ଦୋଳନ ଜାରି ରହିବା ସହ ଅନେକ ଲୋକ ପ୍ରାଣ ହରାଇଥିଲେ।…

ଆଚରଣବିଧି ଉଲ୍ଲଂଘନ: ଡେଭିଡ୍‌ଙ୍କ ନାଁରେ ଯୋଗ ହେଲା ଡିସିପ୍ଲିନାରି ଡିମେରିଟ୍‌ ପଏଣ୍ଟ

ସେଣ୍ଟ ଲୁସିଆ,୨୩ା୬: ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ର ସୁପର-୮ ଗ୍ରୁପ୍‌-୨ ଇଂଲଣ୍ଡ ବିପକ୍ଷ ମ୍ୟାଚ୍‌ରେ ଦକ୍ଷିଣ ଆଫ୍ରିକାର ବିସ୍ଫୋରକ ବ୍ୟାଟର ଡେଭିଡ୍‌ ମିଲର ଆଇସିସି ଆଚରଣବିଧି ଧାରା-୧ର ଉଲ୍ଲଂଘନ କରିଥିବାରୁ ଭର୍ତ୍ସନା କରାଯିବା ସହ ତାଙ୍କୁ ଏକ ଡିମେରିଟ୍‌ ପଏଣ୍ଟ ପ୍ରଦାନ…

ଗୋସମ୍ପଦ ମାଲିକଙ୍କ ପାଇଁ କ୍ଷତିପୂରଣ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୩।୬(ଅସମାପିକା ସାହୁ): କେନ୍ଦ୍ରାପଡ଼ା ପଟ୍ଟାମୁଣ୍ଡାଇ ତହସିଲ ତୁଳସୀଡ଼ିଆ ଗାଁରେ ବିଦ୍ୟୁତ ଆଘାତରେ ୬ଟି ଗୃହ ପାଳିତ ଗାଈ, ବଳଦ ଓ ବାଛୁରୀଙ୍କ ମୃତ୍ୟୁ ହୋଇଛି। ଏହି ଘଟଣାରେ ଗୋସମ୍ପଦର ମାଲିକମାନଙ୍କୁ କ୍ଷତିପୂରଣ ସହାୟତା ଦେବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଜିଲାପାଳଙ୍କୁ…

ସୁନା ଗହଣା ଲୁଟେରା ଗ୍ୟାଙ୍ଗକୁ କାବୁ କଲା ପୋଲିସ

ରାୟଗଡା,୨୩।୬(ପ୍ରଫୁଲ୍ଲ କୁମାର ବେହେରା): କାଶିପୁର ବ୍ଲକ ଟିକିରି ପୋଲିସକୁ ମିଳିଛି ବଡ ଧରଣର ସଫଳତା। ଟିକିରି ଥାନା ଭାରପ୍ରାପ୍ତ ଅଧିକାରୀ ବିଶ୍ବ ବନ୍ଦିନୀ ବାଘଙ୍କ ନେତୃତ୍ୱରେ ଏହି ସଫଳତା ପୋଲିସ ବିଭାଗକୁ ମିଳିଛି। ସୂଚନା ମୁତାବକ, ଟିକିରି ଅଞ୍ଚଳରେ କିଛି ଦିନ…

ଜାମିନ୍‌ ପାଇଁ ସୁପ୍ରିମକୋର୍ଟ ଗଲେ କେଜ୍‌ରିଓ୍ବାଲ୍‌: ଏହି ଦିନ ହେବ ଶୁଣାଣି

ନୂଆଦିଲ୍ଲୀ,୨୩।୬: ଦିଲ୍ଲୀର ଅବକାରୀ ନୀତି ମାମଲାରେ ଜେଲରେ ଥିବା ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିୱାଲ ରବିବାର ସୁପ୍ରିମକୋର୍ଟରେ ଆବେଦନ କରିଛନ୍ତି। ଦିଲ୍ଲୀ ହାଇକୋର୍ଟଙ୍କ ଜାମିନ ନାମଞ୍ଜୁର ହେବାରୁ କେଜ୍‌ରିୱାଲ ସୁପ୍ରିମକୋର୍ଟଙ୍କ ନିକଟରେ ପହଞ୍ଚିଛନ୍ତି। କେଜ୍‌ରିୱାଲଙ୍କ ଓକିଲମାନେ ଆସନ୍ତାକାଲି ଅର୍ଥାତ୍‌ ସୋମବାର ସକାଳେ ଶୁଣାଣି…

ଏହି କାରଣରୁ ରାତିସାରା ଶୋଇପାରିବେନି ଆଫଗାନିସ୍ତାନ ଅଧିନାୟକ: ନିଜେ କଲେ ଖୁଲାସା

ଆଣ୍ଟିଗୁଆ,୨୩।୬: ଆଜି ଆଫଗାନିସ୍ତାନ ପାଇଁ ଏକ ଖାସ୍‌ ଦିନ। ୨୦୨୪ ଟି -୨୦ ବିଶ୍ୱକପରେ ଅଷ୍ଟ୍ରେଲିଆକୁ ପରାସ୍ତ କରି ଆଫଗାନିସ୍ତାନ ଏକ ବଡ ଓଲଟପାଲଟ କରିଥିଲା। କୌଣସି ଫର୍ମାଟରେ ଅଷ୍ଟ୍ରେଲିଆ ବିପକ୍ଷରେ ଆଫଗାନିସ୍ତାନର ଏହା ପ୍ରଥମ ବିଜୟ। ୨୦୨୩ ଦିନିକିଆ ବିଶ୍ୱକପରେ…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ପିଏମ ସୂର୍ଯ୍ୟ ଘର ଯୋଜନାରେ ଏମିତି ପାଇବେ ଲାଭ

ନୂଆଦିଲ୍ଲୀ,୨୩।୬: ପ୍ରଧାନମନ୍ତ୍ରୀ ସୂର୍ଯ୍ୟ ଘର ମାଗଣା ବିଦ୍ୟୁତ ଯୋଜନା ସହ ଜଡିତ ଏକ ବଡ ଖବର ସାମ୍ନାକୁ ଆସିଛି। କେନ୍ଦ୍ର ସରକାର ଗ୍ରହଣ କରୁଥିବା ସବସିଡି ଉପରେ ଅତିରିକ୍ତ ସବସିଡି ପ୍ରଦାନ କରିବାକୁ ରାଜ୍ୟ ସରକାର ଘୋଷଣା କରିଛନ୍ତି। ଏହି ଅତିରିକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?