Home Left

କିଟ୍‌ ଚାମ୍ପିୟନ, ସମ୍ବଲପୁର ରନରଅପ୍‌

ଭୁବନେଶ୍ୱର, ୨୨।୨(ତପନ ସ୍ବାଇଁ)କିଟ୍‌ କ୍ରିକେଟ ଷ୍ଟାଡିୟମରେ ପୂର୍ବାଞ୍ଚଳ ଆନ୍ତଃ ବିଶ୍ୱବିଦ୍ୟାଳୟ କ୍ରିକେଟ (ପୁରୁଷ) ଟୁର୍ନାମେଣ୍ଟ ବୁଧବାର ଶେଷ ହୋଇଛି। ଆସୋସିଏଶନ ଅଫ୍‌ ଇଣ୍ଡିଆନ ୟୁନିଭର୍ସିଟିଜ୍‌ ସହଯୋଗରେ କିଟ୍‌ ଓ ସମ୍ବଲପୁରର ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟର ମିଳିତ ଆନୁକୂଲ୍ୟରେ ଏହି ଟୁର୍ନାମେଣ୍ଟ ଅନୁଷ୍ଠିତ…

ବିଶ୍ୱ ସ୍କାଉଟ୍ସ ଦିବସ: ଶୃଙ୍ଖଳିତ ଆଦର୍ଶ ଜୀବନ ମୂଳମନ୍ତ୍ର

ବିଶ୍ୱବ୍ୟାପୀ ଫେବୃୟାରୀ ୨୨କୁ ସ୍କାଉଟ ଦିବସ ଭାବେ ପାଳନ କରାଯାଇଥାଏ। କୋଟି କୋଟି ସ୍କାଉଟ ଏହି ଦିନଟିକୁ ବିଭିନ୍ନ ସ୍ଥାନରେ ପାଳନ କରିଥାନ୍ତି। ଏହିଦିନ ବ୍ରିଟେନ୍‌ର ଲ୍ୟୁଟ୍‌ନାଣ୍ଟ ଜେନେରାଲ ବଡେନ ପାଓ୍ବେଲ ଜନ୍ମ ଗ୍ରହଣ କରିଥିଲେ। ଜଣେ ସେନା ଅଧିକାରୀ, ଲେଖକ…

ଜିଓ ଏୟାରଫାଇବରର ନୂଆ ମାଇଲଖୁଣ୍ଟ

ଭୁବନେଶ୍ୱର,୨୨।୨ଦେଶର ପ୍ରମୁଖ ଟେଲିକମ୍‌ କମ୍ପାନୀ ତଥା ଜିଓ ଏୟାରଫାଇବରର ଓଡ଼ିଶା ୟୁନିଟ୍‌ ନିକଟରେ ଉଲ୍ଲେଖନୀୟ ସଫଳତା ସହ ନୂଆ ମାଇଲଖୁଣ୍ଟ ହାସଲ କରିଛି। ବିଶେଷକରି ଗୃହ ମନୋରଞ୍ଜନ, ସ୍ମାର୍ଟ ହୋମ୍‌ ସେବା ଓ ହାଇସ୍ପିଡ୍‌ ବ୍ରଡ୍‌ବ୍ୟାଣ୍ଡର ସମନ୍ବିତ ଏଣ୍ଡ-ଟୁ-ଏଣ୍ଡ ସମାଧାନ ଜିଓ…

ଭୁବନେଶ୍ୱରରେ ୧୨୦ଶଯ୍ୟା ବିଶିଷ୍ଟ ଅଙ୍କୁରା ହସ୍ପିଟାଲ

ଭୁବନେଶ୍ୱର,୨୨।୨(ଅଭୟ ଦାଶ)ଦେଶର ପ୍ରମୁଖ ଘରୋଇ ହେଲ୍‌ଥ କେୟାର ସଂସ୍ଥା ତଥା ଅଙ୍କୁରା ହସ୍ପିଟାଲ ପ୍ରାଇଭେଟ୍‌ ଲିମିଟେଡ୍‌ର ନୂତନ ୟୁନିଟ୍‌ ବୁଧବାର ଭୁବନେଶ୍ୱରର ବାପୁଜୀ ନଗରଠାରେ ଆନୁଷ୍ଠାନିକ ଭାବେ ଉଦ୍‌ଘାଟିତ ହୋଇଯାଇଛି। ଏହି ଅବସରରେ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା ମୁଖ୍ୟ ଅତିଥି…

ଏବର୍ଷ ଅଧିକ ଗରମ: ହୋଇଯାନ୍ତୁ ସତର୍କ

ଭୁବନେଶ୍ୱର, ୨୨।୨(ଅସମାପିକା ସାହୁ):ମାଘରେ ମୁଣ୍ଡଫଟା ଖରା। ଉପାନ୍ତଠାରୁ ଉପକୂଳ ପର୍ଯ୍ୟନ୍ତ ସବୁଠି ପାରଦ ଉପରମୁହାଁ। ସକାଳ ୧୦ଟା ପରେ ଘରୁ ବାହାରିବାକୁ ବି ଡର। ପ୍ରବଳ ଖରାରେ ସାରା ରାଜ୍ୟର ଜନଜୀବନ ଅସ୍ତବ୍ୟସ୍ତ ହୋଇପଡୁଥିବାବେଳେ ଏବର୍ଷ ଅସ୍ବାଭାବିକ ଜଳବାୟୁ ସହ ତାପମାତ୍ରା…

ଚାଷୀଙ୍କ ପାଇଁ ସରକାରଙ୍କ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୨।୧: କୃଷକଙ୍କ ଆନ୍ଦୋଳନ ମଧ୍ୟରେ କେନ୍ଦ୍ରର ମୋଦି ସରକାର ଏକ ବଡ଼ ନିଷ୍ପତ୍ତି ନେଇଥିଲେ। ଆଖୁର ଉଚିତ ତଥା ପାରିଶ୍ରମିକ(FRP)ମୂଲ୍ୟ କ୍ୱିଣ୍ଟାଲ ପିଛା ୨୫ ରୁ ୩୪୦ ଟଙ୍କାକୁ ବୃଦ୍ଧି କରିବାକୁ ସରକାର ଅନୁମୋଦନ କରିଛନ୍ତି। ଏକ ସାମ୍ବାଦିକ ସମ୍ମିଳନୀକୁ ସମ୍ବୋଧିତ…

ପୋଲିସ ଗୁଳିରେ ଚାଷୀ ମୃତ

ନୂଆଦିଲ୍ଲୀ/ଚଣ୍ଡିଗଡ଼,୨୨ା୨:ଉତ୍ପାଦିତ ଫସଲର ସର୍ବନିମ୍ନ ସହାୟକ ମୂଲ୍ୟ (ଏମ୍‌ଏସ୍‌ପି) ଉପରେ ଆଇନ ପ୍ରଣୟନ ଏବଂ ଅନ୍ୟାନ୍ୟ ଦାବିରେ ଅଡ଼ି ବସିଥିବା କୃଷକମାନେ ଦିଲ୍ଲୀ ଅଭିମୁଖେ ଅଗ୍ରସର ହେଉଥିବାବେଳେ ପୋଲିସ ସେମାନଙ୍କୁ ଅଟକାଇ ମାତ୍ରାଧିକ କାର୍ଯ୍ୟାନୁଷ୍ଠାନ ନେଉଛି। ପଞ୍ଜାବ-ହରିୟାଣା ସୀମାର ଖନୌରିରେ ବୁଧବାର ସନ୍ଧ୍ୟାରେ…

ସୋନପୁରରୁ ବଲାଙ୍ଗୀର-ଭୁବନେଶ୍ୱର ଚାଲିବ ଟ୍ରେନ୍‌, ପ୍ରଧାନମନ୍ତ୍ରୀଙ୍କ ଅନୁମୋଦନ

ସୋନପୁର,୨୧।୨(ମୃତ୍ୟୁଞ୍ଜୟ ଶତପଥୀ): ରେଳ ବିଭାଗ ପକ୍ଷରୁ ସୁବର୍ଣ୍ଣପୁର ଜିଲାବାସୀଙ୍କ ପାଇଁ ପୁଣି ଏକ ଖୁସି ଖବର ଆସିଛି। ଖୁବ୍‌ଶୀଘ୍ର ସୋନପୁରରୁ ବଲାଙ୍ଗୀର ପାସେଞ୍ଜର ଟ୍ରେନ୍‌ ଓ ସୋନପୁରରୁ ଭୁବନେଶ୍ୱର ପର୍ଯ୍ୟନ୍ତ ଏକ ଏକ୍ସପ୍ରେସ୍‌ ଟ୍ରେନ୍‌ ଚାଲିବ। ରେଳ ମନ୍ତ୍ରଣାଳୟର ଏ ସମ୍ପର୍କିତ…

ଆଖୁ ଏଫଆରପି ୮% ବୃଦ୍ଧି, ସ୍ପେସ୍ ସେକ୍ଟରରେ ଏଫଡିଆଇକୁ ଅନୁମୋଦନ କଲା କେନ୍ଦ୍ର କ୍ୟାବିନେଟ୍

ନୂଆଦିଲ୍ଲୀ,୨୧ା୨: ବୁଧବାର କେନ୍ଦ୍ର କ୍ୟାବିନେଟ୍ ବୈଠକରେ ଆଖୁରେ ଫେୟାର ଆଣ୍ଡ ରିମ୍ୟୁନେରେଟିଭ୍ ପ୍ରାଇସ୍ (ଏଫଆରପି) ରେ ୮% ବୃଦ୍ଧି କ୍ୱିଣ୍ଟାଲ ପିଛା ୩୧୫ ରୁ କ୍ୱିଣ୍ଟାଲ ୩୪୦ ଟଙ୍କାକୁ ବୃଦ୍ଧି କରାଯାଇଛି। ଏହା ସ୍ପେସ୍ ସେକ୍ଟରରେ ଏଫଡିଆଇକୁ ମଧ୍ୟ ଅନୁମୋଦନ କରାଯାଇଛି।…

ରାଜ୍ୟ ଆଇନଜୀବୀ ପରିଷଦର ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି:ବାର୍‌ ଆସୋସିଏସନ୍‌କୁ ନିର୍ବାଚନୀ ଖର୍ଚ୍ଚ ବନ୍ଦ

କଟକ,୨୧ା୨ (କାର୍ତ୍ତିକ ସାହୁ) ବହୁ ପ୍ରତିକ୍ଷିତ ଆଡ୍‌ଭୋକେଟ୍‌ ଏକାଡେମୀ ଗଠନ ନିମନ୍ତେ ରାଜ୍ୟ ଆଇନ୍‌ଜୀବୀ ପରିଷଦ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି। ତତ୍‌ସଂକ୍ରାନ୍ତୀୟ ଆବଶ୍ୟକୀୟ ଭିତ୍ତିଭୂମି ପାଇଁ ଭୂମି ଓ ପାଣ୍ଠି ପ୍ରଦାନ ନିମନ୍ତେ ରାଜ୍ୟ ସରକାରଙ୍କ ନିକଟରେ ତୁରନ୍ତ ଅନୁରୋଧପତ୍ର…

ବିଶ୍ୱର ସବୁଠୁ ବଡ ସାପ: ଆମାଜନ ଜଙ୍ଗଲରୁ ମିଳିଲା ୨୬ ଫୁଟ୍ ଲମ୍ବା, ୫ କୁଇଣ୍ଟାଲ ଓଜନର ସବୁଜ ଆନାକୋଣ୍ଡା

ନୂଆଦିଲ୍ଲୀ,୨୧।୨: ଆମାଜନ ରେନଫରେଷ୍ଟର ଗଭୀରତା ଅନୁସନ୍ଧାନ କରୁଥିବା ଅନୁସନ୍ଧାନକାରୀମାନେ ଏକ ବିରାଟ ସାପକୁ ଠାବ କରିଛନ୍ତି, ଯାହା ପୂର୍ବର ସମସ୍ତ ରେକର୍ଡକୁ ଭାଙ୍ଗି ଦେଇଛନ୍ତି। ଏହି ଅଦୃଶ୍ୟ ସନ୍ଧାନ ଲୋକମାନଙ୍କୁ ଆନାକୋଣ୍ଡା ପରିବାରର ଏକ ନୂତନ ବିରାଟ ସଦସ୍ୟ ସହିତ ପରିଚୟ…

ମାହାଙ୍ଗା ଡବଲ ମର୍ଡର ମାମଲା: ବିଧାୟକ ପ୍ରତାପ ଜେନାଙ୍କ ଅନ୍ତରୀଣ ସୁରକ୍ଷା ବଳବତ୍ତର

କଟକ,୨୧ା୨ (କାର୍ତ୍ତିକ ସାହୁ): ମାହାଙ୍ଗା ଡବଲ ମର୍ଡର ଘଟଣାରେ ବିଧାୟକ ପ୍ରତାପ ଜେନାଙ୍କ ପକ୍ଷରୁ ଆଗତ କ୍ରିମିନାଲ ରିଭିଜନ୍‌ ପିଟିସନ୍‌ ମାମଲାର ଶୁଣାଣି ନିମନ୍ତେ ହାଇକୋର୍ଟରେ ବିଚାରପତିଙ୍କ ବେଞ୍ଚ ବଦଳିଥିବା ଜଣାଯାଇଛି। ହାଇକୋର୍ଟର ମୁଖ୍ୟ ବିଚାରପତିଙ୍କ ନିଷ୍ପତ୍ତି କ୍ରମେ ବିଧାୟକ ପ୍ରତାପ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri