ରାଜ୍ୟ ଆଇନଜୀବୀ ପରିଷଦର ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି:ବାର୍ ଆସୋସିଏସନ୍କୁ ନିର୍ବାଚନୀ ଖର୍ଚ୍ଚ ବନ୍ଦ
କଟକ,୨୧ା୨ (କାର୍ତ୍ତିକ ସାହୁ) ବହୁ ପ୍ରତିକ୍ଷିତ ଆଡ୍ଭୋକେଟ୍ ଏକାଡେମୀ ଗଠନ ନିମନ୍ତେ ରାଜ୍ୟ ଆଇନ୍ଜୀବୀ ପରିଷଦ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି। ତତ୍ସଂକ୍ରାନ୍ତୀୟ ଆବଶ୍ୟକୀୟ ଭିତ୍ତିଭୂମି ପାଇଁ ଭୂମି ଓ ପାଣ୍ଠି ପ୍ରଦାନ ନିମନ୍ତେ ରାଜ୍ୟ ସରକାରଙ୍କ ନିକଟରେ ତୁରନ୍ତ ଅନୁରୋଧପତ୍ର…
ବିଶ୍ୱର ସବୁଠୁ ବଡ ସାପ: ଆମାଜନ ଜଙ୍ଗଲରୁ ମିଳିଲା ୨୬ ଫୁଟ୍ ଲମ୍ବା, ୫ କୁଇଣ୍ଟାଲ ଓଜନର ସବୁଜ ଆନାକୋଣ୍ଡା
ନୂଆଦିଲ୍ଲୀ,୨୧।୨: ଆମାଜନ ରେନଫରେଷ୍ଟର ଗଭୀରତା ଅନୁସନ୍ଧାନ କରୁଥିବା ଅନୁସନ୍ଧାନକାରୀମାନେ ଏକ ବିରାଟ ସାପକୁ ଠାବ କରିଛନ୍ତି, ଯାହା ପୂର୍ବର ସମସ୍ତ ରେକର୍ଡକୁ ଭାଙ୍ଗି ଦେଇଛନ୍ତି। ଏହି ଅଦୃଶ୍ୟ ସନ୍ଧାନ ଲୋକମାନଙ୍କୁ ଆନାକୋଣ୍ଡା ପରିବାରର ଏକ ନୂତନ ବିରାଟ ସଦସ୍ୟ ସହିତ ପରିଚୟ…
ମାହାଙ୍ଗା ଡବଲ ମର୍ଡର ମାମଲା: ବିଧାୟକ ପ୍ରତାପ ଜେନାଙ୍କ ଅନ୍ତରୀଣ ସୁରକ୍ଷା ବଳବତ୍ତର
କଟକ,୨୧ା୨ (କାର୍ତ୍ତିକ ସାହୁ): ମାହାଙ୍ଗା ଡବଲ ମର୍ଡର ଘଟଣାରେ ବିଧାୟକ ପ୍ରତାପ ଜେନାଙ୍କ ପକ୍ଷରୁ ଆଗତ କ୍ରିମିନାଲ ରିଭିଜନ୍ ପିଟିସନ୍ ମାମଲାର ଶୁଣାଣି ନିମନ୍ତେ ହାଇକୋର୍ଟରେ ବିଚାରପତିଙ୍କ ବେଞ୍ଚ ବଦଳିଥିବା ଜଣାଯାଇଛି। ହାଇକୋର୍ଟର ମୁଖ୍ୟ ବିଚାରପତିଙ୍କ ନିଷ୍ପତ୍ତି କ୍ରମେ ବିଧାୟକ ପ୍ରତାପ…
ପାରାସିଟାମୋଲ ଅତ୍ୟଧିକ ବ୍ୟବହାର କରୁଛନ୍ତି କି? ହୋଇପାରେ ଘାତକ, ଅନୁସନ୍ଧାନରୁ ଆଶ୍ଚର୍ଯ୍ୟଜନକ ଖୁଲାସା
ନୂଆଦିଲ୍ଲୀ,୨୧।୨: ପେନ୍ କ୍ଲିଅର୍ ଏବଂ ପାରାସିଟାମୋଲର ଅତ୍ୟଧିକ ବ୍ୟବହାର ଲିଭର୍ ପାଇଁ ଅତ୍ୟନ୍ତ ବିପଜ୍ଜନକ ହୋଇପାରେ। ‘ଏଡିନବର୍ଗ ୟୁନିଭରସିଟି’ର ଅନୁସନ୍ଧାନରୁ ଏହା ଜଣାପଡିଛି। ନିକଟରେ ମୂଷା ଉପରେ ଏକ ଅନୁସନ୍ଧାନ କରାଯାଇଛି। ଏଥିରେ ଜଣାପଡିଛି ଯେ ଅତ୍ୟଧିକ ଔଷଧ ବ୍ୟବହାର କରିବା…
ଏଆଇ ସର୍ଭିଲାନ୍ସରେ ମାଟ୍ରିକ ପରୀକ୍ଷା ଅବ୍ୟବସ୍ଥା: ୫ ଜିଲା ଶିକ୍ଷାଧିକାରୀଙ୍କୁ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ
କଟକ,୨୧ା୨(କାର୍ତ୍ତିକ ସାହୁ): ଚଳିତ ମାଟ୍ରିକ ପରୀକ୍ଷାର ପ୍ରଥମ ଦିନ ମାତୃଭାଷା ପରୀକ୍ଷାରେ କେତେକ ପରୀକ୍ଷାକେନ୍ଦ୍ରର ଅବ୍ୟବସ୍ଥା ସମ୍ପର୍କରେ ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସି (ଏଆଇ) ସର୍ଭିଲାନ୍ସ ଅବଗତ କରାଇଛି। ପରୀକ୍ଷା ଡ୍ୟୁଟିରେ ଥିବା ଏଥିରେ ସମ୍ପୃକ୍ତ ଅଛନ୍ତି। ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ମୁଖ୍ୟାଳୟର କଣ୍ଟ୍ରୋଲ…
Video: ହଠାତ୍ ସିକ୍କିମରେ ହେଲା ପ୍ରବଳ ତୁଷାରପାତ, ଶତାଧିକ ପର୍ଯ୍ୟଟକଙ୍କୁ ଉଦ୍ଧାର କଲା ସେନା
ନୂଆଦିଲ୍ଲୀ,୨୧।୨: ସିକ୍କିମର ନାତୁ ଲା ରେ ବୁଧବାର ହଠାତ୍ ପ୍ରବଳ ତୁଷାରପାତ ହେତୁ ୫୦୦ ରୁ ଅଧିକ ପର୍ଯ୍ୟଟକଙ୍କ ସହିତ ପ୍ରାୟ ୧୭୫ ଟି ଗାଡି ସହିତ ଫସି ରହିଥିଲା। ଯେଉଁମାନଙ୍କୁ ତ୍ରିଶକ୍ତି କର୍ପସର ସୈନ୍ୟମାନେ ଉଦ୍ଧାର କରି ସହାୟତାର ହାତ…
ମୁମ୍ବାଇରେ ୫ କୋଟି ଟଙ୍କାରେ ଆପାର୍ଟମେଣ୍ଟ କିଣିଲେ ଜଶସ୍ବୀ ଜୈସ୍ବାଲ: ରିପୋର୍ଟ
ନୂଆଦିଲ୍ଲୀ,୨୧।୨: ଅନ୍ତର୍ଜାତୀୟ କ୍ରିକେଟରେ ପଦାର୍ପଣ କରିବା ପରେ ଚର୍ଚ୍ଚାରେ ରହିଛନ୍ତି ଭାରତର ଯୁବ ବ୍ୟାଟର ଜଶସ୍ବୀ ଜୈସ୍ବାଲ। ଟେଷ୍ଟଠାରୁ ଆରମ୍ଭ କରି ଟି୨୦ ରେ ନିଜର ପ୍ରତିଭା ମାଧ୍ୟମରେ ସମସ୍ତଙ୍କୁ ପ୍ରଭାବିତ କରି ପାରିଛନ୍ତି। ଟେଷ୍ଟ ପଦାର୍ପଣରେ ଶତକ ହାସଲ କରିବା…
ଶୁଖିଲା ଲଙ୍କାରେ ନିଆଁ ଲଗାଇଲେ କୃଷକ, ଲୌହ ଗ୍ୟାସ ପ୍ରୟୋଗ କରି ପରିସ୍ଥିତି ନିୟନ୍ତ୍ରଣ କଲା ପୋଲିସ
ନୂଆଦିଲ୍ଲୀ,୨୧ା୨: କେନ୍ଦ୍ର ସରକାରଙ୍କ ସହ ଆଲୋଚନା ମଧ୍ୟରେ କୃଷକମାନେ ବୁଧବାର ଦିଲ୍ଲୀ ଅଭିମୁଖେ ଯାତ୍ରା କରିବାକୁ କହିଛନ୍ତି। ଦିଲ୍ଲୀକୁ କୃଷକ ପଦଯାତ୍ରା ଘୋଷଣାର ଏକ ଅଂଶ ଭାବରେ ୟୁନାଇଟେଡ୍ କିଷାନ ମୋର୍ଚ୍ଚା (ଅଣ-ରାଜନୈତିକ) ନେତା ତଥା ସଦସ୍ୟମାନେ ଖନୌରୀ ସୀମାରେ ରଣନୀତି…
ବିରାଟ ବାପା ହେବା ପରେ ‘ଜୁନିଅର କୋହଲି’ଙ୍କ ନାମରେ ଖୋଲିଲା ମାଳ ମାଳ ଫେକ୍ ଆକାଉଣ୍ଟ, ଟ୍ରେଣ୍ଡ କରୁଛି…
ନୂଆଦିଲ୍ଲୀ,୨୧।୨: ପୁଣିଥରେ ବାପା ହୋଇଛନ୍ତି ଭାରତୀୟ କ୍ରିକେଟ ଟିମ୍ର ଷ୍ଟାର ବ୍ୟାଟ୍ସମ୍ୟାନ୍ ବିରାଟ କୋହଲି। ପତ୍ନୀ ତଥା ଅଭିନେତ୍ରୀ ଅନୁଷ୍କା ଶର୍ମା ପୁତ୍ର ସନ୍ତାନକୁ ଜନ୍ମ ଦେଇଛନ୍ତି। ଏନେଇ ବିରାଟ ଇନଷ୍ଟାଗ୍ରାମରେ ପୋଷ୍ଟ କରି ସୂଚନା ଦେଇଥିଲେ। ଏପରିକି ସେ ପୁଅଙ୍କ…
ଭାଜପା ଛାଡ଼ି ବିଜେଡିରେ ସାମିଲ ହେଲେ ଶତାଧିକ ଲୋକ
ବାଲିଗୁଡ଼ା,୨୧ା୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଉପଖଣ୍ଡ ଅନ୍ତର୍ଗତ ତୁମୁଡିବନ୍ଧ ବ୍ଲକ ଗୁମ୍ମା ପଞ୍ଚାୟତର ଗାଣ୍ଡାକିଆ ଗ୍ରାମରେ ବିଜେଡିର ଏକ ମହାମିଶ୍ରଣ ପର୍ବ ବୁଧବାର ଅନୁଷ୍ଠିତ ହୋଇଯାଇଛି। ବ୍ଲକ ବିଜେଡି ସଭାପତି ତଥା ଏମ୍ପି ପ୍ରତିନିଧି ପ୍ରମୋଦ କୁମାର ସାହୁଙ୍କ…
‘ପାକିସ୍ତାନ କ୍ରିକେଟକୁ ବର୍ବାଦ କରିଛନ୍ତି ବାବର’
ଇସଲାମାବାଦ,୨୧।୨: ପାକିସ୍ତାନ କ୍ରିକେଟକୁ ବରବାଦ କରିଛନ୍ତି ପୂର୍ବତନ ଅଧିନାୟକ ତଥା ବ୍ୟାଟ୍ସମ୍ୟାନ୍ ବାବର ଆଜମ। ଯେବେ ସେ ଅଧିନାୟକ ଥିଲେ, ସେତେବେଳେ ଏକ ନିଷ୍ପତ୍ତି ନେଇଥିଲେ, ଯାହାର ପରିଣାମ ଦଳ ଉପରେ ପଡ଼ିଥିଲା। ଏସିଆ କପ୍ ଏବଂ ଭାରତରେ ଖେଳାଯାଇଥିବା ଦିନିକିଆ…
କେତେ ସ୍ଥାନୀୟ ଲୋକଙ୍କୁ ଦେଇଛ ନିଯୁକ୍ତି ? ବହୁଦେଶୀୟ କମ୍ପାନୀକୁ ପ୍ରଶ୍ନ କଲେ ରାଜ୍ୟ ସରକାର
ନୂଆଦିଲ୍ଲୀ,୨୧।୨: ବହୁଦେଶୀୟ କମ୍ପାନୀ ଗୁଡିକ କେତେ ସ୍ଥାନୀୟ ଲୋକଙ୍କୁ ନିଯୁକ୍ତି ଦେଇଛନ୍ତି ତାହାକୁ ନୋଟିସ ବୋର୍ଡରେ ଦର୍ଶାଇବାକୁ କହିଛନ୍ତି ରାଜ୍ୟ ସରକାର। ସମସ୍ତ କ୍ଷେତ୍ରର କମ୍ପାନୀ ଗୁଡିକ ଏକ ନୋଟିସ ବୋର୍ଡ଼ରେ ଏହାକୁ ଦର୍ଶାଇବାକୁ ପଡିବ ବୋଲି କୁହାଯାଇଛି। ତେବେ ବର୍ତମାନ…
Archives


