ଡିସେମ୍ବରରେ ୧.୬୫ ଲକ୍ଷ କୋଟିର ଜିଏସ୍ଟି ସଂଗ୍ରହ
ନୂଆଦିଲ୍ଲୀ,୨।୧: (ଅଭୟ ଦାଶ): ଚଳିତ ଆର୍ଥିକ ବର୍ଷର ୯ମ ମାସରେ ରେକର୍ଡ ପରିମାଣର ସାମଗ୍ରୀ ଏବଂ ସେବା ଟିକସ (ଗୁଡ୍ସ ଆଣ୍ଡ ସର୍ଭିସ୍ ଟ୍ୟାକ୍ସ ବା ଜିଏସ୍ଟି) ସଂଗ୍ରହ କରାଯାଇଛି ବୋଲି ସୋମବାର ଅର୍ଥ ମନ୍ତ୍ରଣାଳୟ ପକ୍ଷରୁ ବିସ୍ତୃତ ଭାବେ ସୂଚନା ଦିଆଯାଇଛି।…
ଅଶୋକ କେଏମ୍ବିର ନୂଆ ଏମ୍ଡି
ନୂଆଦିଲ୍ଲୀ,୨।୧: କୋଟାକ୍ ମହିନ୍ଦ୍ରା ବ୍ୟାଙ୍କ (କେଏମ୍ବି)ର ନୂଆ ଏମ୍ଡି ତଥା ସିଇଓ ଭାବେ ବରିଷ୍ଠ ବ୍ୟାଙ୍କର ଅଶୋକ ଭାସ୍ଓ୍ବାନୀ ସୋମବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ୨୦୨୩ ଅକ୍ଟୋବରରେ ଭାରତୀୟ ରିଜର୍ଭ ବ୍ୟାଙ୍କ (ଆର୍ବିଆଇ) ଅଶୋକଙ୍କ ନିଯୁକ୍ତିକୁ ଅନୁମୋଦନ କରିଥିଲା। ସେ ଆସନ୍ତା ୩…
ଡିସେମ୍ବରରେ ଟାଟା ମୋଟର୍ସର ଘରୋଇ ବିକ୍ରି ୪% ବୃଦ୍ଧି
ନୂଆଦିଲ୍ଲୀ,୨।୧: ଟାଟା ମୋଟର୍ସର ମୋଟ ଘରୋଇ ବିକ୍ରି ବର୍ଷ ତୁଳନାରେ ୪% (ବାର୍ଷିକ ଭିତ୍ତିରେ)କୁ ବୃଦ୍ଧି ଘଟିଛି। ଏପରିକି ୨୦୨୩ ଡିସେମ୍ବରରେ କମ୍ପାନୀ ମୋଟ ୭୬,୧୩୮ୟୁନିଟ୍ ଯାନ ବିକ୍ରି କରିଥିଲାବେଳେ ୨୦୨୨ ଡିସେମ୍ବରରେ ଏହି ସଂଖ୍ୟା ୭୨,୯୯୭ ୟୁନିଟ୍ ଥିଲା ବୋଲି ସୋମବାର…
ଗ୍ୟାଙ୍ଗ୍ଷ୍ଟର ଗୋଲ୍ଡି ବ୍ରାର୍ ଆତଙ୍କବାଦୀ ଘୋଷିତ
ନୂଆଦିଲ୍ଲୀ,୨।୧: ବେଆଇନ ଖଲିସ୍ତାନୀ ସଂଗଠନ ବାବର ଖାଲ୍ସା ଇଣ୍ଟରନ୍ୟାଶନାଲ ସହ ସମ୍ପୃକ୍ତ ଥିବା ଗ୍ୟାଙ୍ଗଷ୍ଟର ଗୋଲ୍ଡି ବ୍ରାରଙ୍କୁ କେନ୍ଦ୍ର ସରକାର ଆତଙ୍କବାଦୀ ଘୋଷଣା କରିଛନ୍ତି। ବେଆଇନ କାର୍ଯ୍ୟକଳାପ (ପ୍ରତିକାର) ଆଇନ ଅନୁଯାୟୀ ବ୍ରାରଙ୍କୁ ଆତଙ୍କବାଦୀ ଘୋଷଣା କରାଯାଇଥିବା ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ବିଜ୍ଞପ୍ତିରୁ ଜଣାପଡ଼ିଛି।…
ନୋବେଲ ବିଜୟୀ ଅର୍ଥନୀତିଜ୍ଞଙ୍କୁ ଜେଲ
ଢାକା,୨।୧(ପି.ଟି.): ବାଂଲାଦେଶର ନୋବେଲ ବିଜୟୀ ଅର୍ଥନୀତିଜ୍ଞ ଡ. ମହମ୍ମଦ ୟୁନୁସ୍ଙ୍କୁ ଶ୍ରମ ଆଇନ ଉଲ୍ଲଂଘନ ଅଭିଯୋଗରେ ସ୍ଥାନୀୟ ଅଦାଲତ ସୋମବାର ଦୋଷୀସାବ୍ୟସ୍ତ କରିବା ସହ ୬ ମାସ ଜେଲଦଣ୍ଡରେ ଦଣ୍ଡିତ କରିଛନ୍ତି। ସାଧାରଣ ନିର୍ବାଚନ ପୂର୍ବରୁ ରାଜନୈତିକ ଉଦ୍ଦେଶ୍ୟରେ ୟୁନୁସ୍ଙ୍କୁ ଜେଲ ପଠାଯାଇଥିବା…
ଆଜି ମୋଦିଙ୍କ ବାରାଣସୀ କାର୍ଯ୍ୟାଳୟ ଘେରିବ କଂଗ୍ରେସ
ଶାହଜାହାନପୁର,୨।୧(ପି.ଟି.): ବନାରସ୍ ହିନ୍ଦୁ ବିଶ୍ୱବିଦ୍ୟାଳୟ (ବିଏଚ୍ୟୁ) ଆଇଆଇଟି କ୍ୟାମ୍ପସ୍ ମଧ୍ୟରେ ଜଣେ ଛାତ୍ରୀଙ୍କୁ ଗଣବଳାତ୍କାର ଘଟଣାରେ ଭାଜପାର ସ୍ଥାନୀୟ ନେତା ସମ୍ପୃକ୍ତ ଥିବା ଜଣାପଡ଼ିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବାରାଣସୀ ନିର୍ବାଚନମଣ୍ଡଳୀ କାର୍ଯ୍ୟାଳୟକୁ ଘେରାଉ କରିବ ବୋଲି କଂଗ୍ରେସ କହିଛି। ଉତ୍ତରପ୍ରଦେଶ…
ପାଣି ଭିତରେ ବିଶ୍ୱର ସବୁଠୁ ବଡ଼ ଶ୍ମଶାନ
ପାଲିକିର୍: ଚୁଉକ ଦ୍ୱୀପର ପାଣି ତଳେ ଥିବା ଏକ ଫଟୋ ନିକଟରେ ସାମ୍ନାକୁ ଆସିଛି। ଯାହାକୁ ଦେଖି ଲୋକେ ଏହି ପାଣି ଭିତରେ ବିଶ୍ୱର ସବୁଠୁ ବଡ଼ ଶ୍ମଶାନ ବୋଲି କୁହାଯାଉଛି। ମଣିଷ କଙ୍କାଳ, ଜାହାଜରେ ଲଦା ହୋଇଥିବା ଜିନିଷ ଏବଂ ଅନ୍ୟ…
ଛୋଟବେଳେ ପାଳିଥିବା ଝିଅକୁ ବାହାହେଲେ
ନୂଆଦିଲ୍ଲୀ: ଅନେକ ବୟସ ଅନ୍ତର ଥାଇ ମଧ୍ୟ ଲୋକେ ବିବାହ କରୁଥିବା କିଛି ଖବର ଅତୀତରେ ଦେଖିବାକୁ ମିଳିଛି। ହେଲେ ଛୋଟବେଳୁ ପାଳି ଆସୁଥିବା ଜଣେ ଝିଅକୁ ବିବାହ କରିବା ଅତ୍ୟନ୍ତ ଅଜବ କଥା। ରିପୋର୍ଟ ମୁତାବକ, ୨୯ ବର୍ଷୀୟା ସମାନ୍ଥା…
ଗର୍ଲଫ୍ରେଣ୍ଡଙ୍କୁ ସମସ୍ତଙ୍କ ସାମ୍ନାରେ ଚୁମ୍ବନ ଦେଲେ ଆର୍ଜେଣ୍ଟିନା ରାଷ୍ଟ୍ରପତି: ଭିଡିଓ ଭାଇରାଲ୍
ବୁନେରସ୍ ଆରାଇସ୍,୨।୧: ଆଜିକାଲି ଆର୍ଜେଣ୍ଟିନାର ନୂତନ ରାଷ୍ଟ୍ରପତି ଜାଭିୟର୍ ମିଲି ଚର୍ଚ୍ଚାରେ ଅଛନ୍ତି। ସେ ଏକ ସାର୍ବଜନୀନ ପ୍ଲାଟଫର୍ମରେ ଏପରି କାର୍ଯ୍ୟ କରିଛନ୍ତି, ଯାହା ଦେଖି ସମସ୍ତେ ଆଶ୍ଚର୍ଯ୍ୟ ହୋଇଯାଇଛନ୍ତି। ସୋସିଆଲ ମିଡିଆରେ ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ମିଲି…
ଶେଷରେ ସତ ମାନିଲେ ଚାଇନା ରାଷ୍ଟ୍ରପତି
ବେଜିଂ,୨।୧: ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ନୂଆ ବର୍ଷ ଅବସରରେ ଦେଶବାସୀଙ୍କୁ ସମ୍ବୋଧିତ କରିଥିଲେ। ଏହି ସମୟରେ ସେ ଦେଶର ବୁଡ଼ି ଯାଉଥିବା ଅର୍ଥନୀତି ବିଷୟରେ କହିଥିଲେ। ସେ ସ୍ବୀକାର କରିଛନ୍ତି ସେ ଚାଇନାର ଲୋକମାନେ ସଂଘର୍ଷ କରୁଛନ୍ତି। ଲୋକମାନେ ଚାକିରି…
ବିଚ୍ ରାସ୍ତାରେ ପୋଲିସ ଅଧିକାରୀଙ୍କୁ ଜବରଦସ୍ତ କିସ୍ କଲେ ଯୁବକ ଭିଡିଓ ଭାଇରାଲ
ସୋସିଆଲ ମିଡିଆରେ ବିଭିନ୍ନ ପ୍ରକାରର ଭିଡିଓ ଦେଖିବାକୁ ମିଳେ। ଯାହା ବେଳେବେଳେ ଭାଇରାଲ ହୋଇଥାଏ। ସେହି ଭିଡିଓଗୁଡିକ ମଧ୍ୟରୁ କେତେକ ଭଲ ହୋଇଥିବାବେଳେ କେତେକ ଭିଡିଓକୁ ଅନେକେ ନିନ୍ଦା କରିଥାଆନ୍ତି। ଆଜିକାଲି, ଯଦି କେହି କୌଣସି କାମ କରନ୍ତି, ଲୋକମାନେ ତୁରନ୍ତ…
ପ୍ରଥମେ ନୋଟ୍ ଚିରି ଉଡାଇଲେ, ପରେ କଲେ ଜବରଦସ୍ତ ଡ୍ୟାନ୍ସ: କୋହଲିଙ୍କ ଭିଡିଓ ହେଉଛି ଭାଇରାଲ୍
ନୂଆଦିଲ୍ଲୀ,୨।୧: ବିରାଟ କୋହଲି ତାଙ୍କ ଯୁଗର ଶ୍ରେଷ୍ଠ ବ୍ୟାଟ୍ସମ୍ୟାନ୍ମାନଙ୍କ ମଧ୍ୟରେ ଗଣାଯାଏ। ତାଙ୍କ ଫଲୋ କରୁଥିବା ପ୍ରଶଂସକ କେବଳ ଭାରତରେ ନୁହେଁ, ସମଗ୍ର ବିଶ୍ୱରେ ଅଛନ୍ତ। ତେବେ ସୋସିଆଲ ମିଡିଆରେ ବିରାଟ କୋହଲିଙ୍କ ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଏହି…
Archives


