Home Left

ଅଗ୍ରସର ହେଉଛି ମୌସୁମୀ, ୫ ଦିନ ହେବ ପ୍ରବଳ ବର୍ଷା

ନୂଆଦିଲ୍ଲୀ, ୨୧।୬: ଦେଶରେ ଦ୍ରୁତଗତିରେ ଅଗ୍ରସର ହେଉଛି ମୌସୁମୀ । ଯାହା ଫଳରେ ବିଭିନ୍ନ ରାଜ୍ୟରେ ଆଗାମୀ ୫ ଦିନ ପର୍ଯ୍ୟନ୍ତ ପ୍ରବଳ ବର୍ଷା ହେବା ନେଇ ଜଣାପଡ଼ିଛି । ଉତ୍ତର ପ୍ରଦେଶ, କେରଳ, ତଟବର୍ତ୍ତୀ କର୍ଣ୍ଣାଟକ, ଗୋଆରେ ଆଗମୀ ୫…

କେନ୍ଦ୍ରମନ୍ତ୍ରୀଙ୍କ ନିଆରା ଯୋଗାସନ, ନ ହସି ରହିପାରିବେନି, ଦେଖନ୍ତୁ ଭିଡିଓ

ନୂଆଦିଲ୍ଲୀ,୨୧।୬: ଶୁକ୍ରବାର ଯେତେବେଳେ ସାରା ଦେଶରେ ଆନ୍ତର୍ଜାତିକ ଯୋଗ ଦିବସ ପାଳନ କରାଯାଏ, ସେତେବେଳେ ମହାରାଷ୍ଟ୍ର ମଧ୍ୟ ଏହା ଦ୍ୱାରା ପ୍ରଭାବିତ ହୋଇଛି। ଯୋଗ ଦିବସ ଅବସରରେ ରାଜ୍ୟର ବିଭିନ୍ନ ସ୍ଥାନରେ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା ଯେଉଁଥିରେ ନାଗରିକମାନେ ଉତ୍ସାହର ସହ…

ଇଡିର ଦାବି, କେଜରିଓ୍ବାଲ ୨ ପ୍ରକାର ଦୋଷୀ, ୧୦୦ କୋଟି ମାଗିଲେ, ଆଉ…

ନୂଆଦିଲ୍ଲୀ,୨୧।୬: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କ ମୁକ୍ତିକୁ ନେଇ ଏକ ଦ୍ୱନ୍ଦ୍ୱ ରହିଛି। କେଜରିୱାଲଙ୍କୁ ସର୍ତ୍ତମୂଳକ ଜାମିନ ପ୍ରଦାନ କରାଯାଇଥିବା ରାଉଜ ଆଭେନ୍ୟୁ କୋର୍ଟର ନିଷ୍ପତ୍ତିକୁ ହାଇକୋର୍ଟ ସ୍ଥଗିତ ରଖିଛନ୍ତି। ବର୍ତ୍ତମାନ ଇଡି ଓକିଲ କେଜରିୱାଲଙ୍କ ବିରୋଧରେ ଏପରି ଯୁକ୍ତି ଉପସ୍ଥାପନ…

ଆସିବ ଭଲ ଦିନ, ପ୍ରତି ପରିବାରର ଜଣେ ସଦସ୍ୟଙ୍କୁ ମିଳିବ ଚାକିରି

ଲକ୍ଷ୍ନୌ,୨୧।୬: ଉତ୍ତରପ୍ରଦେଶରେ ପୁଣି ଥରେ ପରିବାର କାର୍ଡକୁ ନେଇ ସରକାର କଡା ଆଭିମୁଖ୍ୟ ଗ୍ରହଣ କରିଛନ୍ତି। ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ନିଜେ ପରିବାର କାର୍ଡ ସମ୍ପର୍କରେ ଏକ ବୈଠକ କରିଥିଲେ। ସୂଚନାଯୋଗ୍ୟ, ପରିବାର କାର୍ଡ ସମ୍ବନ୍ଧୀୟ ଖବର ପ୍ରଥମେ ୨୦୨୨ରେ ଆସିଥିଲା।…

ଛତା ଧରି ଯୋଗ କଲେ ଜାପାନବାସୀ

ଟୋକିଓ,୨୧।୬: ଶୁକ୍ରବାର ଯୋଗ ଦିବସ ସାରା ବିଶ୍ୱରେ ପାଳନ କରାଯାଉଛି। ଯୋଗ କରୁଥିବା ଲୋକଙ୍କ ଫଟୋ କ୍ରମାଗତ ଭାବରେ ସୋସିଆଲ ମିଡିଆରେ ଦେଖାଯାଉଛି। ଜାପାନର ଭାରତୀୟ ଦୂତାବାସ ଏଠାରେ ଥିବା ସୁକିଜି ହଙ୍ଗୱାନଜୀ ମନ୍ଦିରରେ ଯୋଗ ଦିବସ ଉତ୍ସବ ଆୟୋଜନ କରିଥିଲା,…

ସ୍ନାନଯାତ୍ରା ନେଇ ପ୍ରସ୍ତୁତି ଚୁଡ଼ାନ୍ତ: ଜଗିବେ ୬୮ ପ୍ଲାଟୁନ ପୋଲିସ ଫୋର୍ସ

ପୁରୀ,୨୧ା୬: ଶନିବାର ମହାପ୍ରଭୁଙ୍କ ପବିତ୍ର ସ୍ନାନଯାତ୍ରା। ସ୍ନାନବେଦିରେ ଦର୍ଶନ କରିବା ପାଇଁ ଶ୍ରୀକ୍ଷେତ୍ରରେ ଭକ୍ତଙ୍କ ହେବ ପ୍ରବଳ ଭିଡ଼ । ଶୃଙ୍ଖଳିତ ଦର୍ଶନ ନେଇ ଜିଲା ପ୍ରଶାସନ, ପୋଲିସ ପ୍ରଶାସନ ଏବଂ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ…

ପାକିସ୍ତାନକୁ ପୁଣି ମୁହଁତୋଡ ଜବାବ ଦେଲା ଭାରତ

ନୂଆଦିଲ୍ଲୀ/ଇସଲାମାବାଦ୍‌,୨୧।୬: ଋଣ ଜାଲରେ ପଡ଼ି ଚାଇନା ନିର୍ଦ୍ଦେଶରେ କାର୍ଯ୍ୟ କରୁଥିବା ପାକିସ୍ତାନ ମିଳିତ ଜାତିସଂଘରେ କଶ୍ମୀର ପ୍ରସଙ୍ଗକୁ କ୍ରମାଗତ ଭାବେ ଉଠାଉଛି। କିନ୍ତୁ ଭାରତୀୟ କର୍ତ୍ତୃପକ୍ଷ ତାହାର କଡ଼ା ଜବାବ ଦେଉଛନ୍ତି। ପୁଣିଥରେ ଜାତିସଂଘ ମାନବ ଅଧିକାର ପରିଷଦରେ ପାକିସ୍ତାନ ଜମ୍ମୁ…

ଆତଙ୍କବାଦକୁ ନେଇ ଚିନ୍ତାରେ ପାକିସ୍ତାନ

ଇସଲାମାବାଦ,୨୧।୬: ଆତଙ୍କବାଦୀଙ୍କୁ ଆଶ୍ରୟ ଦେଇଥିବା ପାକିସ୍ତାନ ଆଜିକାଲି ନିଜେ ଅସୁବିଧାରେ ପଡିଛି। ବର୍ତ୍ତମାନ ରାଷ୍ଟ୍ରପତି ଆସିଫ ଅଲି ଜରଦାରୀ ଆଇନ ପ୍ରଣୟନକାରୀ ସଂସ୍ଥାଗୁଡ଼ିକର ଦକ୍ଷତା ବୃଦ୍ଧି କରିବାକୁ ଏବଂ ଆତଙ୍କବାଦ ତଥା ଉଗ୍ରବାଦ ସମସ୍ୟାର ମୁକାବିଲା ପାଇଁ ପ୍ରବର୍ତ୍ତନ ବ୍ୟବସ୍ଥାରେ ଉନ୍ନତି…

ଜାତୀୟ ସନ୍ତରଣରେ ଓଡ଼ିଶାର ଚମକ

କଳିଙ୍ଗ ଷ୍ଟାଡିୟମରେ ଜାତୀୟ ସନ୍ତରଣ ର଼୍ୟାଙ୍କିଙ୍ଗ୍‌ ଚାମ୍ପିୟନଶିପ୍‌ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଓଡ଼ିଶା ପ୍ରତିଯୋଗୀମାନେ ୧୭ ପଦକ ଜିତି ରାଜ୍ୟକୁ ଗର୍ବିତ କରିଛନ୍ତି। ସ୍ବର୍ଣ୍ଣିମ ସଫଳତା ଦୃଷ୍ଟିରୁ ସୃଷ୍ଟି ଉପାଧ୍ୟାୟ ଆଗରେ ରହିଥିବାବେଳେ ସଂଖ୍ୟା ଦୃଷ୍ଟିରୁ ୫ ପଦକ ଜିତି ଉଜ୍ଜ୍ୱଳ…

୫ ହଜାର ଟଙ୍କାରେ ମିଳୁଥିଲା ୟୁଜିସି ନେଟ୍‌ ପ୍ରଶ୍ନପତ୍ର

ନୂଆଦିଲ୍ଲୀ,୨୧।୦୬: ନିଟ୍‌ ପ୍ରଶ୍ନପତ୍ର ଲିକ୍‌କୁ ନେଇ ଦେଶରେ ଚର୍ଚ୍ଚା ଜୋର ଧରିଥିବା ବେଳେ ୟୁଜିସି ନେଟ୍‌ ପ୍ରଶ୍ନ ପତ୍ର ଲିକ୍‌ ହୋଇଛି । ଯାହାକୁ ନେଇ ପରୀକ୍ଷା ଆୟୋଜନ କରୁଥିବା ନ୍ୟାଶନାଲ୍‌ ଟେଷ୍ଟିଂ ଏଜେନ୍ସିର ସ଼୍ବଚ୍ଛତାକୁ ନେଇ ପ୍ରଶ୍ନ ଉଠିଛି ।…

ସରିନି ଧାନବିକ୍ରି, ବର୍ଷା ସାଜିଲା କାଳ

ବରଗଡ଼,୨୧।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଚାଷୀଙ୍କ ଦୁଃଖ ସରୁନି। ଜିଲାରେ ବର୍ତ୍ତମାନ ରବି ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। ଏହି ପ୍ରକ୍ରିୟା ପ୍ରାୟତଃ ଶେଷ ପର୍ଯ୍ୟାୟରେ ପହଞ୍ଚି ଥିବାବେଳେ ଏବେ ମଧ୍ୟ ଜିଲାର ବିଭିନ୍ନ ମଣ୍ଡିରେ ବିକ୍ରି ଅପେକ୍ଷାରେ ବହୁ ପରିମାଣରେ…

ସରକାରଙ୍କ ବଡ଼ ନିଷ୍ପତ୍ତି, ମହିଳାଙ୍କୁ ପ୍ରତି ମାସରେ ମିଳିବ ୧ ହଜାର ଟଙ୍କା

ରାଞ୍ଚି,୨୧।୦୬: ମହିଳାଙ୍କୁ ଆର୍ଥିକ ସହାୟତା ପ୍ରଦାନ କରିବା ପାଇଁ ଝାଡ଼ଖଣ୍ଡ ସରକାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି । ଝାଡ଼ଖଣ୍ଡର ମହିଳାମାନଙ୍କ ଆକାଉଣ୍ଟକୁ ପ୍ରତି ମାସରେ ୧ ହଜାର ଟଙ୍କା ଲେଖାଏଁ ଟ୍ରାନ୍ସଫର କରାଯିବ । ସରକାରଙ୍କ ଏହି ଯୋଜନା ମାଧ୍ୟମରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?