Home Left

‘ଉତ୍ତମ ଶରୀର ଗଠନରେ ଯୋଗ ମାଧ୍ୟମ’

ଗଞ୍ଜାମ,୨୧ା୬(ବିଦ୍ୟାଧର ସାହୁ): ସାରା ବିଶ୍ୱରେ ଆଜିର ଦିନରେ ଯୋଗ ଦିବସ ପାଳନ ହେଉଥିବା ବେଳେ ଗଞ୍ଜାମ ସହର ତହସିଲ କାର୍ଯ୍ୟାଳୟସ୍ଥିତ ଇଣ୍ଡୋର ଷ୍ଟାଡିଅମଠାରେ ଯୋଗ ଦିବସ ପାଳନ କରାଯାଇଛି। ବିଡିଓ ବସନ୍ତ ମଲିକ, ତହସିଲଦାର କୁଞ୍ଜ ବିହାରୀ ବଡ଼ଜେନା, ବ୍ଲକ ଅଧ୍ୟକ୍ଷା…

୧୪ ହଜାର ଫୁଟ୍‌ ଉଚ୍ଚତାରେ ଯୋଗ କଲେ ଆଇଟିବିପି ଯବାନ

ନୂଆଦିଲ୍ଲୀ,୨୧।୬: ଆଜି ସମଗ୍ର ଦେଶରେ ପାଳିତ ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ। ଏନେଇ ଦେଶ, ବିଦେଶ ଓ ରାଜ୍ୟସ୍ତରରେ ସ୍ବତନ୍ତ୍ର କାର୍ଯ୍ୟକ୍ରମ ଆୟୋଜିତ କରାଯାଇଛି। ଏହି ଅବସରରେ ଲେହର ପାଙ୍ଗଙ୍ଗ ଶୋ’ରେ ଆଇଟିବିପି ଯବାନମାନେ ଯୋଗ କରିଛନ୍ତି। ୧୪ ହଜାର ଫୁଟ୍‌…

ରାଜଧାନୀରେ ବୀଭତ୍ସ ହତ୍ୟାକାଣ୍ଡ; ଘର ମାଲିକଙ୍କୁ ହତ୍ୟା କଲା ଭଡ଼ାଟିଆ

ଭୁବନେଶ୍ୱର,୨୧।୬: ରାଜଧାନୀ ଭୁବନେଶ୍ୱରରେ ବୀଭତ୍ସ ହତ୍ୟାକାଣ୍ଡ। ତମାଣ୍ଡୋ ଥାନା ଅନ୍ତର୍ଗତ ଏକ ଇଞ୍ଜିନିୟରିଂ କଲେଜ ନିକଟରେ ଏହି ହତ୍ୟାକାଣ୍ଡ ଘଟିଛି। ଘର ମାଲିକଙ୍କୁ ଭଡ଼ାଟିଆ ହତ୍ୟା କରିଥିବା ସନ୍ଦେହ କରାଯାଉଛି। ରାସ୍ତାରୁ ରକ୍ତାକ୍ତ ମୃତଦେହ ଜବତ କରି ପୋଲିସର ତଦନ୍ତ ଆରମ୍ଭ…

କୁମ୍ଭୀର-ମଣିଷ ଲଢ଼େଇ ଜିଲାରେ ବଢୁଛି

କେନ୍ଦ୍ରାପଡ଼ା,୨୧ା୬(ଜଗନ୍ନାଥ ଧଳ): ପ୍ରଜନନ ଋତୁରେ କୁମ୍ଭୀର ହିଂସ୍ର ଆଚରଣ କରେ। ମଣିଷ, ପଶୁପକ୍ଷୀ ଏହି ହିଂସ୍ର ଜନ୍ତୁ ଆକ୍ରମଣର ଶିକାର ହୁଅନ୍ତି। ଏପରିକି ଜୀବନ ଯିବା ଏକ ସାମାନ୍ୟ ଘଟଣା ବୋଲି କେନ୍ଦ୍ରାପଡ଼ା ଜିଲାରେ ଦେଖିବାକୁ ମିଳୁଛି। ଗତ ୨୦୨୩ ଜୁନ୍‌ରୁ…

କଶ୍ମୀର ମହିଳାଙ୍କ ସହ ସେଲ୍‌ଫି ନେଲେ ପ୍ରଧାନମନ୍ତ୍ରୀ ମୋଦି

ଶ୍ରୀନଗର,୨୧।୬: ଆଜି ସାରା ଦେଶରେ ଦଶମ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ କରାଯାଉଛି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶ୍ରୀନଗରର ଶେର-ଇ-କଶ୍ମୀର ଅନ୍ତର୍ଜାତୀୟ ସମ୍ମିଳନୀ କେନ୍ଦ୍ରରେ ଯୋଗ ଅଧିବେଶନର ନେତୃତ୍ୱ ନେଇଥିଲେ। ସେ ଯାଇ ଡାଲ ହ୍ରଦ କୂଳରେ ଯୋଗ…

ନିମ୍ନମାନର ଛତୁଆରେ କମୁନି ପୁଷ୍ଟହୀନତା

ଯାଜପୁର/କୋରେଇ(ହର୍ଷବର୍ଦ୍ଧନ ବେହେରା/ଚନ୍ଦ୍ରକାନ୍ତ ପତି),୨୧ା୬: ଶିଶୁ, ଗର୍ଭବତୀ ଓ ପ୍ରସୂତିଙ୍କ ପୁଷ୍ଟିହୀନତା ତଥା ରକ୍ତହୀନତା ରୋଗ ହ୍ରାସ ଲକ୍ଷ୍ୟରେ ଅଙ୍ଗନଓ୍ବାଡି କେନ୍ଦ୍ରରେ ଛତୁଆ ବଣ୍ଟନ ଯୋଜନା କାର୍ଯ୍ୟକାରୀ ହେଉଛି। ହେଲେ ଉକ୍ତ ଛତୁଆ ପ୍ୟାକେଟରେ ଆବଶ୍ୟକ ପରିମାଣର ସାମଗ୍ରୀ ନ ମିଶାଇ ନିର୍ମାଣକାରୀ…

ଟି-୨୦ ବିଶ୍ୱକପ୍‌ରେ ବଡ଼ ରେକର୍ଡ ହାସଲ କଲା ଟିମ୍‌ ଇଣ୍ଡିଆ

ବାର୍ବାଡୋଶ୍‌,୨୧।୬: ଟି-୨୦ ବିଶ୍ୱକପ ୨୦୨୪ରେ ଭାରତୀୟ ଦଳର ବିଜୟ ଧାରା ଜାରି ରହିଛି। ଟିମ ଇଣ୍ଡିଆ ଗୁରୁବାର ଆଫଗାନିସ୍ତାନକୁ ୪୭ ରନ୍‌ରେ ପରାସ୍ତ କରିଛି। ଏହି ସଂସ୍କରଣରେ ଏହା ଟିମ ଇଣ୍ଡିଆର ଚତୁର୍ଥ ବିଜୟ ଥିଲା। ଭାରତର ୧୮୧ ରନ ଜବାବରେ…

କେଏଫ୍‌ସିର କ୍ରିସ୍ପି ଡେଜ୍‌

ଭୁବନେଶ୍ୱର,,୨୧।୬: ଦେଶର ଅଗ୍ରଣୀ ଫୁଡ ପ୍ଲାଟଫର୍ମ ‘କେଏଫ୍‌ସି’ର ବହୁ ପ୍ରତୀକ୍ଷିତ ତଥା ସୀମିତ ଅବଧିର ଅଫର ‘କ୍ରିସ୍ପି ଡେଜ୍‌’ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ଏହି ଅଫର୍‌ ୨୦୨୪ ଜୁନ୍‌ ୩୦ ପର୍ଯ୍ୟନ୍ତ ଉପଲବ୍ଧ। ଏହା ଜରିଆ ଗ୍ରାହକ ସ୍ବତନ୍ତ୍ର ୪୦%…

ରିଲାଏନ୍ସ ଜିଓର ନୂଆ ମାଇଲଖୁଣ୍ଟ

ଭୁବନେଶ୍ୱର,,୨୧।୬: ଦେଶର ପ୍ରମୁଖ ଘରୋଇ ଟେଲିକମ୍‌ କମ୍ପାନୀ ‘ରିଲାଏନ୍ସ ଜିଓ’ ୨୦୨୪ ଏପ୍ରିଲ ମାସରେ ମଧ୍ୟ ଉଲ୍ଲେଖନୀୟ ସଫଳତା ସହ ନୂଆ ମାଇଲଖୁଣ୍ଟ ହାସଲ କରିଛି। ଏପରିକି ଓଡ଼ିଶା ବଜାରରେ କମ୍ପାନୀ ୧ ନମ୍ବର ଡିଜିଟାଲ ସେବା ପ୍ରଦାନକାରୀ ଭାବେ ତା’ର…

ଅଙ୍କୁରା ହସ୍ପିଟାଲର ଅତ୍ୟାଧୁନିକ ସେଣ୍ଟର ଅଫ୍‌ ଏକ୍ସଲେନ୍ସ ଉଦ୍‌ଘାଟିତ

ଭୁବନେଶ୍ୱର,,୨୧।୬ (ଅଭୟ ଦାଶ): ଦେଶର ପ୍ରମୁଖ ଘରୋଇ ଚିକିତ୍ସାଳୟ ତଥା ଅଙ୍କୁରା ହସ୍ପିଟାଲ (ଓ୍ବମେନ ଆଣ୍ଡ ଚାଇଲ୍ଡ କେୟାର ହସ୍ପିଟାଲ ଚେନ୍‌)ର ଭୁବନେଶ୍ୱର ଶାଖା ପରିସରରେ ଏକ ଅତ୍ୟାଧୁନିକ ସେଣ୍ଟର ଅଫ୍‌ ଏକ୍ସଲେନ୍ସ ଗୁରୁବାର ଆନୁଷ୍ଠାନିକ ଭାବେ ଉଦ୍‌ଘାଟିତ ହୋଇଯାଇଛି। ଉଲ୍ଲେଖଯୋଗ୍ୟ,…

ଆଜି ଜେଲ୍‌ରୁ ବାହାରିବେ କେଜ୍‌ରିଓ୍ବାଲ୍‌: ସ୍ବାମୀଙ୍କୁ ଆଣିବାକୁ ଯିବା ପୂର୍ବରୁ ଏସବୁ କାମ କରିବେ ସ୍ତ୍ରୀ

ନୂଆଦିଲ୍ଲୀ,୨୧।୬: ଅବକାରୀ ଦୁର୍ନୀତି ସହ ଜଡ଼ିତ ମନିଲଣ୍ଡରିଂ ମାମଲାରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲଙ୍କୁ ଗୁରୁବାର ରାଉସ୍‌ ଆଭେନ୍ୟୁ କୋର୍ଟ ଜାମିନ ପ୍ରଦାନ କରିଛନ୍ତି। ତାଙ୍କୁ ୧ ଲକ୍ଷ ଟଙ୍କା ବ୍ୟକ୍ତିଗତ ବଣ୍ଡ ଜରିଆରେ ଜାମିନ ଦିଆଯାଇଛି। ସେ ଆଜି ତିହାର…

ଆଇପିଓ ଲଞ୍ଚ୍‌ କରିବ ଓଲା; ସେବିର ଅନୁମୋଦନ

ଭୁବନେଶ୍ୱର,,୨୧।୬(ଅନୁରାଧା ମହାରଣା): ଇନିସିଆଲ ପବ୍ଲିକ ଅଫର (ଆଇପିଓ) ଆରମ୍ଭ କରିବା ପାଇଁ ଓଲା ଇଲେକ୍ଟ୍ରିକ ସିକ୍ୟୁରିଟି ଏକ୍ସଚେଞ୍ଜ ବୋର୍ଡ ଅଫ୍‌ ଇଣ୍ଡିଆ (ସେବି)ରୁ ଅନୁମୋଦନ ଲାଭ କରିଛି। ଓଲା ଭାରତର ସର୍ବବୃହତ୍‌ ବୈଦ୍ୟୁତିକ ଦୁଇଚକିଆ ଉତ୍ପାଦନକାରୀ ସଂସ୍ଥା ହୋଇଥିବାବେଳେ ବେଙ୍ଗାଲୁରୁସ୍ଥିତ କମ୍ପାନୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?