ବ୍ୟାଣ୍ଡ-ବାଜା ନେଇ ଗ୍ରାହକଙ୍କ ଘରେ ପହଞ୍ଚିଲା ସ୍ବିଗି, ଦେଲା ହଟ୍ ସରପ୍ରାଇଜ, ଭିଡିଓ ଭାଇରାଲ
ଫୁଡ ଡେଲିଭରି କମ୍ପାନୀ ଭାବେ ପରିଚିତ ସ୍ବିଗି ତାଙ୍କ ଗ୍ରାହକଙ୍କୁ ଠିକ୍ ସମୟରେ ଫୁଡ ଡେଲିଭରି କରି ଲୋକପ୍ରିୟ ହୋଇପାରିଛି। ବେଳେବେଳେ ସ୍ବିଗି ନିଜ ଗ୍ରାହକଙ୍କୁ ଫୁଡ ଡେଲିଭରି ସହ ଆକର୍ଷଣୀୟ ଅଫର ମଧ୍ୟ ଦେଇଥାଏ। ଯେପରି ଖାଦ୍ୟରେ ଡିସକାଉଣ୍ଟ ଦେବା…
ରିଜୱାନଙ୍କ ଆଉଟ୍ ନିଷ୍ପତ୍ତି ଉପରେ ପାକିସ୍ଥାନ ନେବ କାର୍ଯ୍ୟାନୁଷ୍ଠାନ, ଆଇସିସିରେ କରିବ ଅଭିଯୋଗ
ନୂଆଦିଲ୍ଲୀ,୩୦।୧୦: ମେଲବନର୍ର୍ରେ ଅଷ୍ଟ୍ରେଲିଆ ଏବଂ ପାକିସ୍ତାନ ମଧ୍ୟରେ ଖେଳାଯାଇଥିବା ଟେଷ୍ଟ ମ୍ୟାଚରେ ମହମ୍ମଦ ରିଜୱାନଙ୍କୁ ଆଉଟ୍ ଦେବା ନିଷ୍ପତ୍ତି ଉପରେ ବିବାଦ ଥମି ନଥିବା ଜଣାପଡିଛି। ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି) ବର୍ତ୍ତମାନ ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି) ସହିତ ଆଲୋଚନା…
ଗୀତ ଗାଇବେ ଆମିର
ମୁମ୍ବାଇ: ଭେଟେରାନ ଅଭିନେତା ଆମୀର ଖାନ ତାଙ୍କର ତିନି ଦଶନ୍ଧି ଧରି କ୍ୟାରିଅରରେ କ୍ରମାଗତ ଭାବରେ ବକ୍ସ ଅଫିସରେ ପ୍ରାଧାନ୍ୟ ବିସ୍ତାର କରିଛନ୍ତି। ଭିନ୍ନ ଭିନ୍ନ ମୁଭି ଭେଟିଦେଇ ସେ କେବଳ ଦର୍ଶକଙ୍କୁ ଆକର୍ଷିତ କରନ୍ତି ନାହିଁ ବରଂ ବକ୍ସ ଅଫିସ…
ସମୁଦ୍ରରେ ଓଲଟିଲା ଡଙ୍ଗା: ଚାଲିଗଲା ମତ୍ସ୍ୟଜୀବୀଙ୍କ ଜୀବନ
ଗୋପାଳପୁର,୩୦।୧୨(ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲା ଗୋପାଳପୁର ସମୁଦ୍ରରେ ଶନିବାର ଭୋରରେ ଏକ ଅଘଟଣ ଘଟିଛି l ଏକ ଡଙ୍ଗା ଓଲଟି ଜଣେ ମତ୍ସ୍ୟଜୀବୀଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଦୁଇଜଣ ଅଳ୍ପକେ ବଞ୍ଚି ଯାଇଛନ୍ତି। ମୃତକ ହେଲେ ଗୋପାଳପୁର ଅଞ୍ଚଳର…
ଫିଲ୍ମ ଇଣ୍ଡଷ୍ଟ୍ରିରେ ୭ ବର୍ଷ ପୂରଣ, ସୋସିଆଲ ମିଡିଆରେ ଖୁସି ଜାହିର କଲେ ଅଭିନେତ୍ରୀ ରଶ୍ମିକା
ମୁମ୍ବାଇ: ଅଭିନେତ୍ରୀ ରଶ୍ମିକା ମନ୍ଦାନା ଯିଏ କେବଳ ଦକ୍ଷିଣରେ ନୁହେଁ ବଲିଉଡରେ ମଧ୍ୟ ନିଜର ପରିଚୟ ସୃଷ୍ଟି କରିଛନ୍ତି। ଖୁବ୍କମ ସମୟ ମଧ୍ୟରେ ରଶ୍ମିକା ଇଣ୍ଡଷ୍ଟ୍ରିରେ ଏକ ବଡ଼ ସ୍ଥାନ ହାସଲ କରିଛନ୍ତି। ଅଭିନେତ୍ରୀ ଏହି ବର୍ଷ ଇଣ୍ଡଷ୍ଟ୍ରିରେ ୭ ବର୍ଷ…
ବେଲଣା କାଠି, ଚପଲ, ଝାଡୁରେ ଆଙ୍କିଲେ ଚିତ୍ର, ଭିଡିଓ ଦେଖିଲେ
ଜଣେ ଚିତ୍ରକର କିଛି ଏପରି ଅଦ୍ଭୁତପୂର୍ବ ଚିତ୍ର କରନ୍ତି ଯେ, ଜଣେ ସାଧାରଣ ମଣିଷ ତାକୁ କେବେ ବି କଳ୍ପନା ମଧ୍ୟ କରିପାରିବ ନାହିଁ। କଳ୍ପନା ସାଗରରେ ବୁଡି ଚିତ୍ରକର ଏମିତି କିଛି ଆଙ୍କି ଦିଅନ୍ତି ଯାହାକୁ ବୁଝିବା ଆମ ପକ୍ଷେ…
ରଣପୁର ବିଡିଓଙ୍କ ଅନିୟମିତତା ଧରାପଡ଼ିଲା
ନୟାଗଡ଼/ରଣପୁର, ୩୦।୧୨(ଲୋକନାଥ ମିଶ୍ର/ ସୁକାନ୍ତ କିଶୋର ଡାକୁଆ): ନୟାଗଡ଼ ଜିଲା ରଣପୁର ବ୍ଲକରେ ୫ମ ରାଜ୍ୟ ଅର୍ଥ କମିଶନ(ଏସ୍ଏଫସି) ପ୍ରକଳ୍ପ ପାରିତରେ ଅନିୟମିତତା ହୋଇଥିବା ଜିଲାପାଳଙ୍କ କୋର୍ଟ ରାୟ ପରେ ସ୍ପଷ୍ଟ ହୋଇଛି। ରଣପୁର ବ୍ଲକ ଅଧ୍ୟକ୍ଷାଙ୍କ ଅଗଚୋରରେ ପାରିତ ହୋଇଥିବା…
୨ ମାସ ଯାଏ ନାବାଳିକାଙ୍କୁ ବନ୍ଧକ ରଖି ଦୁଷ୍କର୍ମ କରୁଥିଲେ ଯୁବକ
ଲକ୍ଷ୍ନୌ,୩୦।୧୨: ଉତ୍ତରପ୍ରଦେଶର କାନପୁରରୁ ଏକ ସମ୍ବେଦନଶୀଳ ମାମଲା ସାମ୍ନାକୁ ଆସିଛି। କାନପୁରରେ ଏକ ନିର୍ଦ୍ଦିଷ୍ଟ ସମ୍ପ୍ରଦାୟର ଜଣେ ଯୁବକ ୧୪ ବର୍ଷ ବୟସ୍କା ନାବାଳକାଙ୍କୁ ବନ୍ଧକ ରଖି ଦୁଇମାସ ଧରି ଦୁଷ୍କର୍ମ କରିଥିବା ଜଣାପଡିଛି। ପୀଡିତା ଅଭିଯୋଗ କରିଛନ୍ତି ଯେ, ତାଙ୍କୁ…
ଏମିତି ଗବେଷଣା କରାଯିବ, ମଣିଷ ଜୀବିତ ରହିବ ୧୫୦ ବର୍ଷ, ୨୦୨୪କୁ ନେଇ ନୋଷ୍ଟ୍ରାଡାମସଙ୍କ ଭବିଷ୍ୟବାଣୀ
୨୦୨୩ବର୍ଷ ଶେଷ ହେଉଛି ଏବଂ ନୂଆ ବର୍ଷ ଆରମ୍ଭ ହେବାକୁ ଯାଉଛି। ୨୦୨୪ବର୍ଷ ବିଶ୍ୱ ପାଇଁ କିପରି ହେବ ସେନେଇ ଫ୍ରାନ୍ସର ଜ୍ୟୋତିଷ ନୋଷ୍ଟ୍ରାଡାମସ ଅନେକ ଭବିଷ୍ୟବାଣୀ କରିଛନ୍ତି। ଷୋଡଶ ଶତାବ୍ଦୀର ନୋଷ୍ଟ୍ରାଡାମସ ତାଙ୍କର ଭବିଷ୍ୟବାଣୀ ପାଇଁ ଜଣାଶୁଣା। ୧୫୫୫ରେ ଭବିଷ୍ୟତ…
ଧୂଳିଧୂଆଁରେ ପଥଚାରୀ ନୟାନ୍ତ
ଯାଜପୁର,୩୦ା୧୨(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଜିଲା ଦେଇ ଯାଇଥିବା ଚଣ୍ଡିଖୋଲ-ଡୁବୁରୀ ୫୩ ନମ୍ବର ଜାତୀୟ ରାଜପଥ (ଏନ୍ଏଚ୍) ସମ୍ପ୍ରସାରଣ କାର୍ଯ୍ୟ ପ୍ରାୟ ୭ ବର୍ଷ ହେବ ଚାଲିଛି। କିନ୍ତୁ ଶିଳ୍ପ ଓ ଲଘୁ ଖଣି କରିଡର ଭାବେ ପରିଚିତ ଏହି ଗୁରୁତ୍ୱପୂର୍ଣ୍ଣ ରାସ୍ତାର…
ଦୁହ୍ଲନିୟା-୩ରେ ଧମାଲ କରିବେ ବରୁଣ
ମୁମ୍ବାଇ: ବଲିଉଡ ଅଭିନେତା ବରୁଣ ଧୱନ ତାଙ୍କର ଦମଦାର ଅଭିନୟ ପାଇଁ ନିଜର ଏକ ନିଆରା ପରିଚୟ ସୃଷ୍ଟି କରିଛନ୍ତି। ଅଭିନେତା ତାଙ୍କ କ୍ୟାରିୟରରେ ଅନେକ ହିଟ ମୁଭି ଦେଇଛନ୍ତି। ‘ହମ୍ପ୍ଟି ଶର୍ମା କି ଦୁହ୍ଲନିଆ’ ଏବଂ ‘ବଦ୍ରିନାଥ କି ଦୁହ୍ଲନିଆ’…
ଦୋଷୀ କର୍ମଚାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ସୁପାରିସ
ହାଟଡ଼ିହୀ,୨୯l୧୨(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡ଼ହୀ ବ୍ଲକ୍ ଶଢ଼ା ପଞ୍ଚାୟତରେ ୨୦୧୭-୧୮ ରୁ ୨୦୨୦-୨୧ ପର୍ଯ୍ୟନ୍ତ ବିଭିନ୍ନ ସରକାରୀ ଉନ୍ନୟନ କାର୍ଯ୍ୟରେ ଆର୍ଥିକ ଅନିୟମିତତା ଏବଂ ପ୍ରକଳ୍ପ ଅସମ୍ପୂର୍ଣ ନେଇ ଓଡ଼ିଶା ଲୋକାୟୁକ୍ତଙ୍କ ନିକଟରେ ମାମଲା ଦାୟର ହୋଇଥିଲା। ବଳରାମ ଦାସ…
Archives


