Home Left

ଆହତ ହେଲେ ପ୍ରିୟଙ୍କା

ମୁମ୍ବାଇ,୧୯।୬: ବଲିଉଡ ଏବଂ ହଲିଉଡ ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରାଙ୍କ ବିଷୟରେ ଏକ ବଡ ଖବର ସାମ୍ନାକୁ ଆସିଛି। ସୁଟିଂ ସମୟରେ ଅଭିନେତ୍ରୀ ଆହତ ହୋଇଛନ୍ତି। ଷ୍ଟଣ୍ଟ ଦୃଶ୍ୟର ସୁଟିଂ ବେଳେ ଅଭିନେତ୍ରୀ ଆହତ ହୋଇଥିଲେ। ଅଭିନେତ୍ରୀ ନିଜେ ଇନଷ୍ଟାଗ୍ରାମରେ ତାଙ୍କ ଆଘାତର…

ଅଚାନକ ଥରି ଉଠିଲା ପାକିସ୍ତାନ

ଇସଲାମାବାଦ,୧୯।୬: ବୁଧବାର ପାକିସ୍ତାନର ରାଜଧାନୀ ଇସଲାମାବାଦ ସମେତ ପାକିସ୍ତାନର ଅନେକ ସ୍ଥାନରେ ୪.୭ ମ୍ୟାଗ୍ନିଚ୍ୟୁଡର ଭୂକମ୍ପ ଅନୁଭୂତ ହୋଇଛି। ତେବେ ଏପର୍ଯ୍ୟନ୍ତ କୌଣସି ଜୀବନ କିମ୍ବା ସମ୍ପତ୍ତି ନଷ୍ଟ ହେବାର ଖବର ନାହିଁ। ନ୍ୟାସନାଲ ସେସମୋଲୋଜିକାଲ ମନିଟରିଂ ସେଣ୍ଟର ଅନୁଯାୟୀ, ଭୂକମ୍ପର…

କେଜରିଓ୍ବାଲଙ୍କୁ ଝଟ୍‌କା

ନୂଆଦିଲ୍ଲୀ,୧୯।୬: ଦିଲ୍ଲୀ ଏକ୍ସାଇଜ ପଲିସି ସ୍କାମ ସହ ଜଡିତ ଅର୍ଥ ହେରଫେର ମାମଲାରେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କ ଅଡୁଆ ଶେଷ ହେଉନାହିଁ। ସଦ୍ୟତମ ମାମଲାରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କ ନ୍ୟାୟିକ କାର୍ଯ୍ୟକାଳ ଶେଷ ହେବା ପରେ ତାଙ୍କୁ ଭିଡିଓ କନଫରେନ୍ସିଂ…

ଆଇସକ୍ରିମ୍‌ରୁ ବାହାରିଥିବା କଟା ଆଙ୍ଗୁଠି କାହାର ଥିଲା? ମୁମ୍ବାଇ ପୋଲିସ କଲା ଖୁଲାସା

ମୁମ୍ବାଇ: ମହାରାଷ୍ଟ୍ରର ମୁମ୍ବାଇରେ ଜୁନ ୧୩ରେ ଆଇସ୍‌କ୍ରିମରୁ ମଣିଷର କଟା ଆଙ୍ଗୁଠି ବାହାରିବା ଘଟଣା ସାମ୍ନାକୁ ଆସିଥିଲା। ଏହା ଅନେକଙ୍କୁ ଚକିତ କରିଥିବା ବେଳେ ପୋଲିସ ଛାନଭିନ କରିଥିଲା। ଶେଷରେ ଏଭଳି ଦାୟିତ୍ୱହୀନତା କାହାର ତାହା ଜଣାପଡ଼ିଛି। ବାଲ୍‌କୋ କମ୍ପାନୀର ବ୍ରାଣ୍ଡ…

ଦୁର୍ଘଟଣାରେ ବାଇକ ଆରୋହୀଙ୍କ ଗଲା ଜୀବନ, ଉତ୍ତ୍ୟକ୍ତ ଲୋକଙ୍କ ରାସ୍ତାରୋକୋ

କେନ୍ଦୁଝର,୧୯।୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝରରୁ ରାଇସୁଆଁ ଅଭିମୁଖେ ଯାଉଥିବା ଏକ ବାଇକ ଉପରେ ଏନଏଚ ୨୦ରେ ଟ୍ରକ ଚଢ଼ିଯିବାରୁ ଜଣେ ଯୁବକର ମୃତ୍ୟୁ ଘଟିଛି। ଫଳରେ ଉତ୍ତ୍ୟକ୍ତ ଲୋକେ ରାସ୍ତା ଅବରୋଧ କରିଥିବା ବେଳେ ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଛି। ମୃତକ…

୫ ଦିନ ହେବ କୁକୁର ମୁହଁରେ ପଶିଛି ପ୍ଲାଷ୍ଟିକ ଡବା: ଉଦ୍ଧାର ପାଇଁ ଉଠିଲା ଦାବି

ଲୋଇସିଂହା,୧୮।୬(ସୁଶାନ୍ତ ବାରିକ):ଏକ ବୁଲା କୁକୁର ମୁହଁରେ ପ୍ଲାଷ୍ଟିକ ଡବା ପଶି ଯାଇଛି। ଏଭଳି ଏକ ଦୃଶ୍ୟ ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଅନ୍ତର୍ଗତ ନଅଗାଁ (ଖ) ରେ ଦେଖିବାକୁ ମିଳିଛି। ୫ ଦିନ ବିତି ଯାଇଥିଲେ ସୁଦ୍ଧା କୁକୁର ମୁହଁରୁ ଡବା…

ବିରୋଧୀଙ୍କୁ ଚକ୍‌ମା ଦେଲା ଟିଡିପି: ଫସରଫାଟିଲା ରଣନୀତି

ନୂଆଦିଲ୍ଲୀ,୧୯।୬: ବିରୋଧୀ ଇଣ୍ଡିଆ ମେଣ୍ଟ ଆଶାବାଦୀ ଥିଲେ ଯେ ସରକାରଙ୍କ ସବୁଠୁ ବଡ ସହଯୋଗୀ ଟିଡିପି ବାଚସ୍ପତି ପଦବୀ ପାଇଁ ଦାବି କରିବେ। ବାଚସ୍ପତି ପଦ ପାଇଁ ନିର୍ବାଚନ ପ୍ରସଙ୍ଗରେ ଶାସକ ଏନଡିଏରେ ଅସନ୍ତୋଷର ସ୍ବର ଆଗକୁ ଆସିବାକୁ ବିରୋଧୀ ଚାହୁଁଥିଲେ।…

ମୁଖ୍ୟମନ୍ତ୍ରୀଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ, CMOରୁ ୨୨ ଅଧିକାରୀ ବିଦା

ଭୁବନେଶ୍ୱର,୧୯।୬: ଓଡ଼ିଶାରେ ଭାଜପା ପ୍ରଥମ ଥର ଲାଗି ସରକାର ଗଢ଼ିଛି। ନୂଆ ସରକାର ଆସିବା ପରେ ପ୍ରଶାସନିକ ସ୍ଥରରେ ବ୍ୟାପକ ପରିବର୍ତ୍ତନ ଦେଖିବାକୁ ମିଳୁଛି । ମୁଖ୍ୟମନ୍ତ୍ରୀ ଭାବେ ମୋହନ ଚରଣ ମାଝି ଶପଥ ନେବା ପରଠାରୁ ଆକ୍ସନ ମୁଡ୍‌ରେ ଅଛନ୍ତି…

ଆକ୍ସନ ମୋଡରେ ମୁଖ୍ୟମନ୍ତ୍ରୀ, ଫେରିବ ଚିଟ୍‌ଫଣ୍ଡ ଟଙ୍କା!

ଭୁବନେଶ୍ୱର,୧୯।୬: ନୂଆ ସରକାର ଆସୁଆସୁ ଆକ୍ସନ ମୋଡକୁ ଆସିଛନ୍ତି ଭାଜପା ସରକାର। ଚିଟଫଣ୍ଡ ଘୋଟାଲାରେ କୋଟି କୋଟି କ୍ଷତିଗ୍ରସ୍ତ ନ୍ୟାୟ ପାଇବା ପାଇଁ ଚାହିଁ ବସିଥିବାବେଳେ ଏହାରି ଭିତରେ ଆସିଛି ଆଶ୍ବସ୍ତିକର ଖବର । ମୁଖ୍ୟମନ୍ତ୍ରୀ ମୋହନ ମାଝି ବୁଧବାର ଚିଟଫଣ୍ଡ…

ଆରମ୍ଭ ହେଲା ଶ୍ରୀମନ୍ଦିର ପରିଚାଳନା ବୈଠକ

ଭୁବନେଶ଼୍ବର, ୧୯।୬: ପୁରୀର ଗଜପତି ମହାରାଜ ଦିବ୍ୟସିଂହ ଦେବଙ୍କ ଅଧ୍ୟକ୍ଷତାରେ ଶ୍ରୀମନ୍ଦିର ପରିଚାଳନା କମିଟିର ବୈଠକ ଆରମ୍ଭ ହୋଇଛି । ନୀଳାଦ୍ରି ଭକ୍ତ ନିବାସରେ ଏହି ବୈଠକ ଚାଲିଛି । ଏଥିରେ ଶ୍ରମନ୍ଦିର ପ୍ରଶାସକ, ପୁରୀ ଜିଲ୍ଲାପାଳ ଏବଂ ଏସ୍‌ପିଙ୍କ ସମେତ…

କାଳ ସାଜୁଛି ମୁକୁଳା ଡ୍ରେନ୍‌, ଚେତୁନି ପ୍ରଶାସନ

ଭୁବନେଶ୍ୱର,୧୯।୬ (ବନ୍ଦନା ସେଠୀ):ସ୍ମାର୍ଟସିଟି ଭୁବନେଶ୍ୱରବାସୀଙ୍କ ପାଇଁ କାଳ ସାଜୁଛି ମୁକୁଳା ଡ୍ରେନ୍‌। ସହରର ବିପର୍ଯ୍ୟସ୍ତ ଡ୍ରେନ୍‌ ବ୍ୟବସ୍ଥା ପାଇଁ ମୃତ୍ୟୁର କରାଳ ଆଁରେ ଚାଲି ଯାଉଛି ଗୋଟିଏ ପରେ ଗୋଟିଏ ଅମୂଲ୍ୟ ଜୀବନ। ମଙ୍ଗଳବାର ମୁକୁଳା ଡ୍ରେନ୍‌ରେ ପଡ଼ି ଜଣେ ନାବାଳକଙ୍କ…

ଯେ କୌଣସି ସମୟରେ ଭାଙ୍ଗି ପାରେ ମୋଦି ସରକାର, ତାଙ୍କର ଅନେକ ନେତା ରହିଛନ୍ତି ଆମ ସମ୍ପପର୍କରେ: ରାହୁଲ

ନୂଆଦିଲ୍ଲୀ,୧୯।୬: କଂଗ୍ରେସ ଏମପି ରାହୁଲ ଗାନ୍ଧୀ ବିଦେଶୀ ଗଣମାଧ୍ୟମ ସହିତ କଥାବାର୍ତ୍ତା କରୁଥିବାବେଳେ ଏକ ଛୋଟ ଭୁଲ ଯୋଗୁଁ ମୋଦି ସରକାର ଭାଙ୍ଗିଯାଇ ପାରନ୍ତି ବୋଲି ଦାବି କରିଛନ୍ତି। ସେ କହିଛନ୍ତି ଯେ ସରକାର ଚଳାଇବା ପାଇଁ ଭାଜପାକୁ ଛୋଟ ଦଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?