Home Left

ଏନ୍‌ଇଇଟି ଅନିୟମିତତା ମାନିନିଅ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୯ା୬: ଚଳିତ ବର୍ଷର ନ୍ୟାଶନାଲ ଏଲିଜିବିଲିଟି କମ୍‌ ଏଣ୍ଟ୍ରାନ୍ସ ଟେଷ୍ଟ (ଏନ୍‌ଇଇଟି)-ୟୁଜି ପରୀକ୍ଷା ପରିଚାଳନାର ଯେକୌଣସି ଭାଗରେ ଯଦି ୦.୦୦୧ ପ୍ରତିଶତ ଅବହେଳା ହୋଇଥାଏ, ତେବେ ଛାତ୍ରୀଛାତ୍ରଙ୍କ ମଧ୍ୟରେ ଆତ୍ମବିଶ୍ୱାସ ସୃଷ୍ଟି କରିବାକୁ ହେଲେ ଠିକ୍‌ ସମୟରେ ଉପଯୁକ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ…

୫୦ବର୍ଷକୁ ଲକ୍ଷ୍ୟ ରଖି ୫ ବର୍ଷରେ ଯୋଜନା: ମୁଖ୍ୟମନ୍ତ୍ରୀ

ବରଗଡ଼,୧୯।୬(ପ୍ରେମାନନ୍ଦ ଖମାରୀ):ଗତ ୨୪ବର୍ଷ ଭିତରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିବା ତ ଦୂରର କଥା, ୨୪ ବର୍ଷର ସମସ୍ୟା ମଧ୍ୟ ପଡ଼ି ରହିଛି। ରାଜ୍ୟରେ ଶାସନକୁ ଆସିବା ପୂର୍ବରୁ ଭାଜପା ଯେଉଁସବୁ ପ୍ରତିଶ୍ରୁତି ଦେଇଥିଲା ତାହା ପାଳନ କରାଯିବ। ଶପଥ ପାଠ ସରିବାର ଅଳ୍ପ…

ରେଳମନ୍ତ୍ରୀ ଇସ୍ତଫା ଦିଅନ୍ତୁ: ଖାର୍ଗେ

ନୂଆଦିଲ୍ଲୀ,୧୯ା୬: କେନ୍ଦ୍ର ସରକାର ଭାରତୀୟ ରେଲଓ୍ବେକୁ ଧ୍ୱଂସ କରିବାରେ ଲାଗିଛନ୍ତି। ଏଥିଯୋଗୁ ଦେଶରେ ବାରମ୍ବାର ଟ୍ରେନ୍‌ ଦୁର୍ଘଟଣା ଘଟୁଥିବା ଦର୍ଶାଇ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ମଙ୍ଗଳବାର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ଇସ୍ତଫା ଦାବି କରିଛନ୍ତି। କାଞ୍ଚନଜଙ୍ଗା ଟ୍ରେନ୍‌ ଦୁର୍ଘଟଣ ସ୍ଥଳକୁ…

ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ୨୨ ଅଫିସରଙ୍କୁ ବଦଳି

ଭୁବନେଶ୍ୱର,୧୯ା୬(ଅନିଲ ଦାସ):ସରକାର ବଦଳିବା ପରେ ନୂଆ ସରକାର ବିଭିନ୍ନ ବିଭାଗରେ ଦୀର୍ଘବର୍ଷ ଧରି ଥିବା ଅଫିସରମାନଙ୍କୁ ଅନ୍ୟ ବିଭାଗକୁ ବଦଳି କରିବା ପ୍ରକ୍ରିୟା ଆରମ୍ଭ କରିଛନ୍ତି। ନୂଆ ମୁଖ୍ୟମନ୍ତ୍ରୀଙ୍କୁ ତୃତୀୟ ମହଲା ଆବଣ୍ଟିତ ହେବା ପରେ ସେଠାରେ ଥିବା ସଚିବାଳୟ ସେବା…

୧.୨୫ ଲକ୍ଷ ସୁରକ୍ଷା ପଦବୀ ଖାଲି

ନୂଆଦିଲ୍ଲୀ,୧୯ା୬(ପି.ଟି.): ଭାରତୀୟ ରେଲଓ୍ବେର ସୁରକ୍ଷା ବର୍ଗରେ ମଞ୍ଜୁରୀପ୍ରାପ୍ତ ୧୦ ଲକ୍ଷ ପଦବୀ ମଧ୍ୟରୁ ୧.୫ ଲକ୍ଷରୁ ଊର୍ଦ୍ଧ୍ୱ ଖାଲିପଡ଼ିଛି। ସୂଚନା ଅଧିକାର (ଆର୍‌ଟିଆଇ) ଆଇନ ବଳରେ ଗତ ମାର୍ଚ୍ଚରେ ରେଳ ମନ୍ତ୍ରଣାଳୟରୁ ହସ୍ତଗତ ତଥ୍ୟରୁ ଏହା ଜଣାପଡ଼ିଛି। ଅଧିକାରୀମାନେ ଟ୍ରେନ୍‌ଗୁଡ଼ିକର ସୁରକ୍ଷାକୁ…

୨୦ରେ ବାଚସ୍ପତି ନିର୍ବାଚନ, ଆଜି ନାମାଙ୍କନ

ଭୁବନେଶ୍ୱର,୧୯ା୬(ସୁନିତ୍‌ ମିଶ୍ର):୨୦୨୪ ନିର୍ବାଚନରେ ବିଜୟୀ ହୋଇଥିବା ସମସ୍ତ ବିଧାୟକ ବିଧାନସଭାରେ ଶପଥ ନେଇଛନ୍ତି। ଯେଉଁମାନେ ଶପଥ ନେଇନାହାନ୍ତି ସେମାନେ ବୁଧବାର ନେବେ। ଆସନ୍ତା ୨୦ ତାରିଖରେ ରାଜ୍ୟରେ ନୂଆ ବାଚସ୍ପତି ପଦ ଲାଗି ନିର୍ବାଚନ ହେବ। ଏହି ପଦବୀ ଲାଗି ବୁଧବାର…

ଏଣିକି ଟ୍ରାନ୍ସଜେଣ୍ଡରଙ୍କୁ ସରକାରୀ ଚାକିରୀରେ ମିଳିବ ୧% ସଂରକ୍ଷଣ

କୋଲକାତା,୧୮।୬: ଏଣିକି ପଶ୍ଚିମବଙ୍ଗରେ ସରକାରୀ ଚାକିରି କ୍ଷେତ୍ରରେ ଟ୍ରାନ୍ସଜେଣ୍ଡର ସମୁଦାୟଙ୍କୁ ୧% ସଂରକ୍ଷଣ ମିଳିବ। ଏନେଇ ମଙ୍ଗଳବାର କୋଲକାତା ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ମୃଣାଳ ବାରିକ ବନାମ ପଶ୍ଚିମବଙ୍ଗ ରାଜ୍ୟ ଏବଂ ଅନ୍ୟ ମାମଲାରେ ଶୁଣାଣି କରି ହାଇକୋର୍ଟ ରାଜ୍ୟ ସରକାରଙ୍କୁ…

କଂଗ୍ରେସକୁ ବଡ଼ ଝଟ୍‌କା, ଇସ୍ତଫା ଦେଲେ…

ଚଣ୍ଡିଗଡ଼,୧୮।୬: ହରିୟାଣା କଂଗ୍ରେସକୁ ଲାଗିଛି ବଡ଼ ଝଟ୍‌କା। ଝିଅଙ୍କୁ ଟିକେଟ ମିଳିଲା ନାହିଁ ବୋଲି ଦଳ ଛାଡ଼ି ଭାଜପାରେ ସାମିଲ ହେବାକୁ ଯାଉଛନ୍ତି ବରିଷ୍ଠ ନେତ୍ରୀ କିରଣ ଚୌଧୁରୀ। ସେ ଲୋକ ସଭା ନିର୍ବାଚନରେ ଭିବାନୀ-ମହେନ୍ଦ୍ରଗଡ଼ ଆସନରୁ ଝିଅ ତଥା ପୂର୍ବ…

ଶକ୍ତିଶାଳୀ ଭୂକମ୍ପ ଝଟ୍‌କାରେ ଥରିଲା ଇରାନ: ୪ ମୃତ, ୧୨୦ ଆହତ

ତେହରାନ,୧୮।୬: ଶକ୍ତିଶାଳୀ ଭୂକମ୍ପ ଝଟ୍‌କାରେ ଥରିଲା ଇରାନ। ରିକ୍ଟର ସ୍କେଲରେ ଏହାର ତିବ୍ରତା ୪.୯ ରହିଥିଲା। ତେବେ ରଜାଭି ଖୋରାସାନ ପ୍ରଦେଶର କଶ୍ମୀର କାଉଣ୍ଟିଂରେ ମଙ୍ଗଳବାର ଭୂକମ୍ପ ଅନୁଭୂତ ହୋଇଥିଲା। ଏଥିରେ ଅତିକମ୍‌ରେ ୪ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୧୨୦ରୁ ଅଧିକ…

ମୁମ୍ବାଇର ୫୦ରୁ ଅଧିକ ଡାକ୍ତରଖାନାକୁ ବୋମାରେ ଉଡାଇ ଦେବାକୁ ଧମକ, ଆଲର୍ଟରେ ପୋଲିସ

ମୁମ୍ବାଇ,୧୮।୬: ମହାରାଷ୍ଟ୍ର ମୁମ୍ବାଇ ସହରର ଅନେକ ଡାକ୍ତରଖାନାକୁ ବୋମା ଯୋଗେ ଉଡ଼ାଇ ଦେବାକୁ ଧମକ ମିଳିଛି। ଏହାପରେ ମୁମ୍ବାଇ ପୋଲିସ ଆଲର୍ଟ ହେବା ସହ ସମସ୍ତ ସ୍ଥାନଗୁଡ଼ିକର ଯାଞ୍ଚ କରୁଛି। ତେବେ ଏଯାବତ ଡାକ୍ତରଖାନାରୁ ସେଭଳି କିଛି ସନ୍ଦେହଜନକ ମିଳିନାହିଁ। ରିପୋର୍ଟ…

ଗଞ୍ଜାମ ଗାର୍ଲସ ହାଇସ୍କୁଲ ଚୋରି ମାମଲା,ଦୁଇ ଗିରଫ

ଗଞ୍ଜାମ,୧୮।୬(ବିଦ୍ୟାଧର ସାହୁ )ଗଞ୍ଜାମ ସହର ସ୍ଥିତ ଷ୍ଟେସନ ରୋଡ଼ ଠାରେ ଥିବା ଗଞ୍ଜାମ ବାଳିକା ଉଚ୍ଚ ବିଦ୍ୟାଳୟରୁ ଗତ ଦୁଇଦିନ ତଳେ ସ୍କୁଲର ଇନଭାଇରଟର ବେଟେରି, ଶିଶିକ୍ୟାମେରା ଆଦି ଚୋରି ହୋଇଥିଲା । ଏନେଇ ସୋମବାର ସ୍କୁଲ ପ୍ରଧାନ ଶିକ୍ଷକ ଦୁର୍ଯ୍ୟୋଧନ…

ଅଶାନ୍ତ ବାଲେଶ୍ୱର: ପୁଣି ବଢିଲା କର୍ଫ୍ୟୁ ଅବଧି

ବାଲେଶ୍ୱର,୧୮।୬(ମାନସ ବିଶ୍ବାଳ ): ବାଲେଶ୍ୱରରେ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ପରେ ସହରରେ କର୍ଫ୍ୟୁ ଅବଧି ବଢାଯାଇଛି। ବାଲେଶ୍ବର ପୌରାଞ୍ଚଳରେ ୧୯ ତାରିଖ ମଧ୍ୟରାତ୍ରୀ ପର୍ଯ୍ୟନ୍ତ କର୍ଫ୍ୟୁ ବୃଦ୍ଧି କରାଯାଇଛି। କର୍ଫ୍ୟୁ ବୃଦ୍ଧି ନେଇ ବାଲେଶ୍ବର ଜିଲ୍ଲାପାଳଙ୍କ ପକ୍ଷରୁ ସୂଚନା ମିଳିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?