IPLରେ ଅଭିଷେକଙ୍କ ବଡ଼ କାରନାମା: ୪ ଛକା ମାରି କଲେ ଅନନ୍ୟ ରେକର୍ଡ
କୋଲକାତା,୩।୪: ଇଡେନ ଗାର୍ଡେନ୍ସରେ କୋଲକାତା ନାଇଟ ରାଇଡର୍ସ ବିପକ୍ଷରେ ଅଭିଷେକ ଶର୍ମା ୪୮ ରନର ଏକ ବିସ୍ଫୋରକ ଇନିଂସ ଖେଳିଥିଲେ। ୨୨୮.୫୭ ଷ୍ଟ୍ରାଇକ ରେଟରେ ଖେଳି ଅଭିଷେକ ଏହି ଇନିଂସରେ ୪ଟି ଛକା ମାରି ଏକ ଅନନ୍ୟ ରେକର୍ଡ ସୃଷ୍ଟି କରିଥିଲେ।…
ଲୋକ ସଭା ଆସନ ୮୧୬କୁ ବଢ଼ିବ: ୧୬ରୁ ୩ ଦିନ ପାଇଁ ପୁଣି ବଜେଟ ଅଧିବେଶନ
ନୂଆଦିଲ୍ଲୀ,୩ା୪(ପି.ଟି.):ପାର୍ଲାମେଣ୍ଟର ବଜେଟ ଅଧିବେଶନ ସ୍ବଳ୍ପକାଳୀନ ଅବକାଶ ପରେ ଏପ୍ରିଲ ୧୬ରୁ ପୁଣି ଚାଲିବ। ବିଶେଷକରି ଲୋକ ସଭାର ଆସନ ସଂଖ୍ୟା ୫୪୩ରୁ ୮୧୬କୁ ବୃଦ୍ଧି କରାଯିବା ସଂକ୍ରାନ୍ତ ବିଧେୟକକୁ ଏହି ସମୟରେ ଗୃହୀତ କରାଇବା ପାଇଁ ସରକାର ଉଦ୍ୟମ କରିବେ। ମହିଳା…
ଏଇ ଭାରତରେ
ଅସହାୟ ପିଲାଙ୍କ ଆଶାବାଡ଼ି ପୋର୍ତ୍ତିଆ ପୁଟାଟୁଣ୍ଡା। ସେ ତାଙ୍କ ପିତାଙ୍କ ସ୍ମୃତିରେ ଏକ ଆବାସିକ ସ୍କୁଲ ଖୋଲି ମାଗଣାରେ ପିଲାମାନଙ୍କୁ ପଢାଉଛନ୍ତି। ସେମାନଙ୍କୁ ଖାଦ୍ୟ, ଚିକିତ୍ସା, ପୋଷାକ ମାଗଣାରେ ଯୋଗାଉଛନ୍ତି। ପୋର୍ତ୍ତିକା ଭାରତର ସବୁଠୁ ଉଚ୍ଚ ଗାଁ ହିମାଚଳ ପ୍ରଦେଶର କୋମିକରେ…
ଅଦୃଶ୍ୟ ଈଶ୍ୱରଙ୍କ ଦୃଶ୍ୟ ପ୍ରତିମା
ଭୁ ଯିଶୁଖ୍ରୀଷ୍ଟ ଦୁଇ ହଜାରରୁ ଅଧିକ ବର୍ଷ ତଳେ, ରୋମୀୟ ସାମ୍ରାଜ୍ୟ ସମୟରେ, ନିଜର ପରିଚୟ ଓ ବ୍ୟକ୍ତିତ୍ୱକୁ ଖୋଲାଖୋଲି ଭାବେ ପ୍ରକାଶ କରିଥିଲେ। ତାଙ୍କ ବିରୋଧରେ ରାଜଦ୍ରୋହର ମିଥ୍ୟା ଅଭିଯୋଗ ଆଣି କ୍ରୂଶବିଦ୍ଧ କରାଗଲା। କିନ୍ତୁ ବିଚାରପତିମାନେ ତାଙ୍କଠାରେ କୌଣସି…
ଯୁଦ୍ଧ ମଧ୍ୟରେ ଆମେରିକାରେ ବଡ଼ ଆକ୍ସନ: ସେନାମୁଖ୍ୟ ବିଦା
ଓ୍ବାଶିଂଟନ୍,୩।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ ଆମେରିକାରେ ଏକ ବଡ଼ ସାମରିକ ଅଦଳବଦଳ ହୋଇଛି। ପ୍ରତିରକ୍ଷା ସଚିବ ପିଟ ହେଗସେଥ ଆମେରିକୀୟ ସେନାର ମୁଖ୍ୟ ଜେନେରାଲ ରେଣ୍ଡି ଜର୍ଜଙ୍କୁ ତୁରନ୍ତ ଅବସର ନେବାକୁ କହିଛନ୍ତି। ପେଣ୍ଟାଗନ ନିଶ୍ଚିତ କରିଛି ଯେ. ପ୍ରତିରକ୍ଷା…
ଜନଜାତୀୟ ଖେଳ ପ୍ରତିଭା: ଆମ ଜାତୀୟ ଗୌରବ
ମୁଁ ଦେଖିଛି ଯେ ଆମ ଦେଶର ଗ୍ରାମାଞ୍ଚଳ ଓ ବନାଞ୍ଚଳରେ ପିଲାମାନେ ସେମାନଙ୍କ ଦୈନନ୍ଦିନ ଜୀବନର ଅଧିକାଂଶ ସମୟ ପ୍ରକୃତି କୋଳରେ ଅତିବାହିତ କରିଥା’ନ୍ତି। ସେମାନେ ପ୍ରାକୃତିକ ପରିବେଶରୁ ହିଁ ଖେଳକୁଦର ସହଜ ଉପାୟମାନ ଖୋଜି ନିଅନ୍ତି । ଭୂଇଁରେ ଗାର…
ଆଣବିକ ପ୍ରତିରୋଧ ଓ ମହାଶକ୍ତି
ଆଣବିକ ଅସ୍ତ୍ରଶସ୍ତ୍ର ଯୋଗୁ ମହାଶକ୍ତିଙ୍କ ମଧ୍ୟରେ ଯୁଦ୍ଧର ବିଜୟ ଅସମ୍ଭବ ହୋଇଯାଇଛି। ଅର୍ଥାତ୍ ମହାଶକ୍ତିଙ୍କ ନିକଟରେ ଏତେ ଅଣୁ ଅସ୍ତ୍ରଶସ୍ତ୍ର ରହିଛି ଯେ, ଯଦି ସେମାନଙ୍କ ମଧ୍ୟରେ ଯୁଦ୍ଧ ହୁଏ; ତେବେ ବିଜୟ ପରିବର୍ତ୍ତେ ବିନାଶ ସୁନିଶ୍ଚିତ। ତଥାପି ୧୯୪୫ ପରେ…
ସହରରେ ବୁଲୁଛି ଦନ୍ତା, ଲୋକେ ଭୟଭୀତ
ଭୁବନ,୩ା୪(ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ଏନ୍ଏସିର ବିଭିନ୍ନ ସ୍ଥାନରେ ଦନ୍ତାହାତୀ ଜନଗହଳିରେ ଯାତାୟାତ କରୁଥିବା ଦେଖିବାକୁ ମିଳିଛି। ଦନ୍ତାହାତୀଟି ସୁକିନ୍ଦା ଅଞ୍ଚଳରୁ ଆସି ଭୁବନ କଲେଜ ସହିତ ଜାତୀୟ ରାଜପଥ ଦେଇ କୋର୍ଟ ଛକରେ ଯାନବାହନ ଜନଗହଳିରେ ଶୁକ୍ରବାର…
କନିଷ୍ଠ ଶିକ୍ଷକଙ୍କୁ ନିୟମିତ ନେଇ ପ୍ରକାଶ ପାଇଲା ବିଜ୍ଞପ୍ତି: ପିଛିଲା ଭାବେ ମିଳିବ ମୋଟାଅଙ୍କର ଦରମା …
ଭୁବନେଶ୍ୱର,୩ା୪ (ସୁଚିସ୍ମିତା ସାହୁ):କନିଷ୍ଠ ଶିକ୍ଷକ (ସ୍କିମାଟିକ୍)ଙ୍କୁ ନିୟମିତ କରିବା ପାଇଁ ଗୁରୁବାର ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି। ଏହି କନିଷ୍ଠ ଶିକ୍ଷକମାନେ ସହକାରୀ ଶିକ୍ଷକ ଭାବେ ସମସ୍ତ ସୁବିଧା ସୁଯୋଗ ପାଇବେ। ନିୟମିତ କର୍ମଚାରୀ ଲେଭଲ୍-ଭି (ଏ) ଦରମା ପିଛିଲା…
ବିନା କାଗଜପତ୍ରରେ ଖୁଲମଖୁଲା ଚାଲାଣ ହେଉଥିଲା ବାଲି-ପଥର, ୧୧ ହାଇୱା ଜବତ ପରେ…
ମହାକାଳପଡ଼ା,୩ା୪ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳର ସାମୁଦ୍ରିକ ଝଡ଼, ସୁନାମି, ଭୂକମ୍ପ ପ୍ରବଣରୁ ସୁରକ୍ଷା ପାଇଁ ଜନବସତି ପାର୍ଶ୍ୱରେ ସୁଉଚ୍ଚ ମାଟି ବନ୍ଧ ନିର୍ମାଣରେ ପଥର ପ୍ୟାକିଂ କାର୍ଯ୍ୟ ହେଉଛି। ବ୍ଲକ ଅଧୀନ ସ୍ଥାନୀୟ…
ଦସ୍ତଖତ କରିଥିଲେ ୯, ଗଲେ ୮: କଂଗ୍ରେସରେ ତେଜୁଛି ଗୋଷ୍ଠୀକନ୍ଦଳ
ଭୁବନେଶ୍ୱର, ୩।୪(ସୁନିତ୍ ମିଶ୍ର):୨୦୨୪ ସାଧାରଣ ନିର୍ବାଚନରେ ଓଡ଼ିଶାରେ କଂଗ୍ରେସର ମୋଟ୍ ୧୪ ଜଣ ବିଧାୟକ ବିଜୟୀ ହୋଇଥିଲେ। ସେଥିରୁ ଗତ ମାର୍ଚ୍ଚ ୧୬ ତାରିଖରେ ଅନୁଷ୍ଠିତ ରାଜ୍ୟ ସଭା ନିର୍ବାଚନରେ ୩ ଜଣ କଂଗ୍ରେସ ବିଧାୟକ କ୍ରସ୍ ଭୋଟିଂ କରିବା ଯୋଗୁ…
କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍ର ପ୍ରଥମ ବିଜୟ
କୋଲକାତା,୨ା୪: ହେନରିଚ୍ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍(ଏସ୍ଆର୍ଏଚ୍) ୬୫ ରନରେ କୋଲକାତା ନାଇଟ୍ ରାଇଡର୍ସ (କେକେଆର)କୁ ପରାସ୍ତ କରିଛି। ହାଇଦ୍ରାବାଦ୍ ପକ୍ଷରୁ ପ୍ରଦତ୍ତ ୨୨୭ ରନ ଟାର୍ଗେଟର ପିଛା କରି କୋଲକାତା…
Archives


