ହଠାତ୍ ଅବସର ନେଇ ସମସ୍ତଙ୍କୁ ଚମକାଇଦେଲେ ଏହି ଖେଳାଳି: କ୍ରିକେଟ୍ ଜଗତ ଆଶ୍ଚର୍ଯ୍ୟ
ନୂଆଦିଲ୍ଲୀ,୨୨।୯: ଦକ୍ଷିଣ ଆଫ୍ରିକା ପାଇଁ ପ୍ରାୟ ଏକ ଦଶନ୍ଧି ପୂର୍ବେ ନିଜର ଶେଷ ଅନ୍ତର୍ଜାତୀୟ ମ୍ୟାଚ ଖେଳିଥିବା ବ୍ୟାଟର କୋଲିନ ଇଙ୍ଗ୍ରାମ ୪୧ ବର୍ଷ ବୟସରେ ବୃତ୍ତିଗତ କ୍ରିକେଟରୁ ଅବସର ଘୋଷଣା କରିଛନ୍ତି। ପ୍ରାୟ ଦୁଇ ଦଶନ୍ଧି ଧରି ମଇଦାନରେ ସକ୍ରିୟ…
ରାହୁ-କେତୁଙ୍କ କୃପାରୁ ସିଂହ ସମେତ ୪ ରାଶିଙ୍କୁ ଫାଇଦା ହିଁ ଫାଇଦା: ବର୍ଷ ଶେଷ ସୁଦ୍ଧା ଧନଲାଭର ଯୋଗ! ହେବ ଏକ୍ସଟ୍ରା ରୋଜଗାର
ଭୁବନେଶ୍ୱର: ବର୍ଷ ଶେଷରେ ରାହୁ-କେତୁଙ୍କ ରାଶି ପରିବର୍ତ୍ତନ ହେବାକୁ ଯାଉଛି। ଜ୍ୟୋତିଷୀୟ ଗଣନା ଅନୁସାରେ, ୫ ଡିସେମ୍ବର ୨୦୨୬ରେ ରାହୁ କୁମ୍ଭ ରାଶିରୁ ବାହାରି ମକର ରାଶିରେ ପ୍ରବେଶ କରିବେ। ସେହିପରି କେତୁ ସିଂହ ରାଶିରୁ କର୍କଟ ରାଶିକୁ ଗତି କରିବେ।…
ପ୍ଲେଇଂ ଇଲେଭେନ୍ରେ ବୈଭବଙ୍କୁ ଦେଖିବାକୁ ନ ପାଇ ଆଶ୍ଚର୍ଯ୍ୟ ହୋଇଗଲେ ଜାପାନ ଅଧିନାୟକ; କହିଲେ ଏମିତି…
ନୂଆଦିଲ୍ଲୀ,୨୨।୯: ମଙ୍ଗଳବାର ଭାରତ ଓ ଜାପାନ ମଧ୍ୟରେ ଖେଳାଯାଇଥିବା ଏକମାତ୍ର ଟି-୨୦ ମ୍ୟାଚ ବେଶ ରୋମାଞ୍ଚକର ରହିଥିଲା। ବର୍ଷା ଯୋଗୁ ମ୍ୟାଚକୁ ୫-୫ ଓଭରରେ ସୀମିତ କରାଯାଇଥିଲା। ଶେଷ ବଲ ପର୍ଯ୍ୟନ୍ତ ଲଢ଼େଇ ଚାଲିଥିବା ଏହି ମ୍ୟାଚକୁ ଭାରତ ମାତ୍ର ୨…
ହାରୁ ହାରୁ ମ୍ୟାଚ ଜିତିଗଲା ଭାରତ, ଦୀର୍ଘ ନିଃଶ୍ୱାସ ମାରି ଶ୍ରେୟସ ଆୟର କହିଲେ…
ନୂଆଦିଲ୍ଲୀ,୨୨।୯: ମଙ୍ଗଳବାର (୨୨ ସେପ୍ଟେମ୍ବର) ଭାରତ ଓ ଜାପାନ ମଧ୍ୟରେ ଖେଳାଯାଇଥିବା ଐତିହାସିକ ଟି-୨୦ ମ୍ୟାଚ ବେଶ ରୋମାଞ୍ଚକର ରହିଥିଲା। ହାରୁଥିବା ମ୍ୟାଚକୁ ଶେଷରେ ମାତ୍ର ୨ ରନରେ ଜିତି ନେଇଛି ଟିମ ଇଣ୍ଡିଆ। ବର୍ଷା ଯୋଗୁ ମ୍ୟାଚକୁ ୫-୫ ଓଭରରେ…
ଭାରତ ପୁଣି ହେଲା ବିଶ୍ୱର ନମ୍ବର-୧ ଟିମ୍: ଇଂଲଣ୍ଡକୁ ହଟାଇ…
ନୂଆଦିଲ୍ଲୀ,୨୨।୯: ଶ୍ରେୟସ ଆୟରଙ୍କ ଅଧିନାୟକତ୍ୱରେ ଭାରତୀୟ କ୍ରିକେଟ ଦଳ ପୁଣିଥରେ ICC T20 ମାନ୍ୟତାରେ ପ୍ରଥମ ସ୍ଥାନ ହାସଲ କରିଛି। ନିକଟରେ ଇଂଲଣ୍ଡ ଏହି ସ୍ଥାନ ଅକ୍ତିଆର କରିଥିଲା। କିନ୍ତୁ ସେମାନଙ୍କର ଏହି ଆଧିପତ୍ୟ ଅଳ୍ପ ସମୟ ପାଇଁ ରହିଥିଲା ଏବଂ…
ବାତ୍ୟା ଆଶଙ୍କାରେ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ: ୨୪ ତାରିଖ ପରୀକ୍ଷା ସ୍ଥଗିତ
ଭଞ୍ଜନଗର,୨୨।୯ (ବାବୁଲା ପ୍ରଧାନ): ସମ୍ଭାବ୍ୟ ବାତ୍ୟା ଓ ପ୍ରବଳ ବର୍ଷାକୁ ନେଇ ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ସତର୍କତାମୂଳକ ପଦକ୍ଷେପ ଆରମ୍ଭ ହୋଇଛି। ଉପଜିଲାପାଳ ଉମାଶଙ୍କର ବେହେରା ବିଭିନ୍ନ ବିଭାଗୀୟ ଅଧିକାରୀଙ୍କ ସହ ଏନେଇ ବାରମ୍ବାର ଆଲୋଚନା କରି ସ୍ଥିତିର ସମୀକ୍ଷା…
ବଳାତ୍କାର ମାମଲାରେ କେଉଁ ରାଜ୍ୟ ଆଗରେ? ଓଡ଼ିଶାର ସ୍ଥିତି ଜାଣି ହେବେ ଆଶ୍ଚର୍ଯ୍ୟ
ନୂଆଦିଲ୍ଲୀ,୨୨।୯: ବିହାରର ଜମୁଇ ଜିଲାରୁ ସାମ୍ନାକୁ ଆସିଥିବା ଏକ ଘଟଣାକୁ ନେଇ ଚର୍ଚ୍ଚା ଜୋର ଧରିଛି। ସୋସିଆଲ ମିଡିଆରେ ଭାଇରାଲ ହୋଇଥିବା ଏକ ଭିଡିଓରେ ଜଣେ ନାବାଳିକା ଛାତ୍ରୀଙ୍କ ସହ କଥିତ ଯୌନ ଉତ୍ପୀଡ଼ନ ଏବଂ ଜଣେ ନାବାଳକ ଛାତ୍ରଙ୍କୁ ମାଡ଼…
ରାଣୀ ମୁଖାର୍ଜୀଙ୍କ ଉପରେ ଭାଙ୍ଗିପଡିଲା ଦୁଃଖର ପାହାଡ଼, ଏମିତି କେବେ ଘଟିବ ବୋଲି…
ମୁମ୍ବାଇ: ବଲିଉଡ ଅଭିନେତ୍ରୀ ରାଣୀ ମୁଖାର୍ଜୀଙ୍କ ଉପରେ ଦୁଃଖର ପାହାଡ଼ ଭାଙ୍ଗିପଡ଼ିଛି। ତାଙ୍କ ମାଆ କୃଷ୍ଣା ମୁଖାର୍ଜୀଙ୍କର ୭୫ ବର୍ଷ ବୟସରେ ପରଲୋକ ଘଟିଛି। ମଙ୍ଗଳବାର, ସେପ୍ଟେମ୍ବର ୨୨ ତାରିଖ ଅପରାହ୍ନରେ ତାଙ୍କ ଦେହାନ୍ତ ହୋଇଥିବା ଜଣାପଡ଼ିଛି। କୃଷ୍ଣା ମୁଖାର୍ଜୀଙ୍କ ପରଲୋକ…
ଏମିତି ଏକ ରହସ୍ୟମୟ ଗାଁ, ଯେଉଁଠି ଚାଲିଯାଏ ଲୋକଙ୍କ ଦୃଷ୍ଟିଶକ୍ତି! କାରଣ ଜାଣିଲେ ହେବେ ଚକିତ
ମେକ୍ସିକୋର ଏକ ଦୂରଦୂରାନ୍ତ ଗାଁକୁ ନେଇ ଦୀର୍ଘଦିନ ଧରି ଏକ ରହସ୍ୟମୟ କାହାଣୀ ପ୍ରଚଳିତ ରହିଛି। କୁହାଯାଏ, ଏଠାରେ ଲୋକଙ୍କ ସହ ପଶୁମାନଙ୍କର ମଧ୍ୟ ଦୃଷ୍ଟିଶକ୍ତି ଚାଲିଯାଉଥିଲା। ଦକ୍ଷିଣ ମେକ୍ସିକୋର ଓକ୍ସାକା ରାଜ୍ୟର ଟିଲ୍ଟେପେକ ଗାଁକୁ ଦୀର୍ଘ ସମୟ ଧରି ଅନ୍ଧତ୍ୱ…
ଏସିଆନ ଗେମ୍ସ ଫାଇନାଲରେ ସ୍ମୃତି ମନ୍ଧାନା ରଚିଲେ ଇତିହାସ: ଏମିତି ରେକର୍ଡ କରି ହେଲେ ବିଶ୍ୱର ପ୍ରଥମ ବ୍ୟାଟର
ନୂଆଦିଲ୍ଲୀ,୨୨।୯: ଏସିଆନ ଗେମ୍ସର ଗୋଲ୍ଡ ମେଡାଲ ମ୍ୟାଚରେ ଭାରତୀୟ ମହିଳା କ୍ରିକେଟର ସ୍ମୃତି ମନ୍ଧାନା ରଚିଛନ୍ତି ନୂଆ ଇତିହାସ। ଶ୍ରୀଲଙ୍କା ବିପକ୍ଷ ଫାଇନାଲରେ ୧୧ ହଜାର ଅନ୍ତର୍ଜାତୀୟ ରନ ପୂରଣ କରି ମନ୍ଧାନା ଏକ ବଡ଼ ରେକର୍ଡ ନିଜ ନାମରେ କରିଛନ୍ତି।…
ଜାଲ ନୋଟ ଦେଇ କିଣୁଥିଲେ ସ୍କୁଟି, ଧରାପଡ଼ିଲେ ଅଭିଯୁକ୍ତ: ପୂରା ଘଟଣା ଜାଣିଲେ…
ବରଗଡ଼,୨୨।୯(ପ୍ରେମାନନ୍ଦ ଖମାରୀ):ଜାଲ ନୋଟ ଦେଇ ବରଗଡ଼ ସହରରେ ଜଣେ ସ୍କୁଟି କିଣି ଧରାପଡ଼ିଡା ଘଟଣା ଚର୍ଚ୍ଚାର ବିଷୟ ହୋଇଛି। ସୂଚନ ଅନୁଯାୟୀ, ବରଗଡ ବ୍ୟାଙ୍କ କଲୋନୀ ବାସିନ୍ଦା ସ୍ବାଗତ ସାହୁ ତାଙ୍କ ସେକେଣ୍ଡହ୍ୟାଣ୍ଡ ସ୍କୁଟି ବିକ୍ରି ନେଇ OLXରେ ବିଜ୍ଞାପନ ଦେଇଥିଲେ।…
କର୍କଟ ରାଶିରେ ଏକାଠି ହେବେ ୩ ବଡ଼ ଗ୍ରହ: ୪ ରାଶିଙ୍କ କ୍ୟାରିୟରରେ ଲାଗିବ ଚାରିଚାନ୍ଦ, ହାତକୁ ଆସିବ କୋଟିକୋଟି ଟଙ୍କା!
ଭୁବନେଶ୍ୱର,୨୨।୯: ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଯେତେବେଳେ ତିନିଟି ଗ୍ରହ ଗୋଟିଏ ରାଶିରେ ଏକାଠି ଅବସ୍ଥାନ କରନ୍ତି, ସେତେବେଳେ ତ୍ରିଗ୍ରହୀ ଯୋଗ ଗଠିତ ହୁଏ। ଆସନ୍ତା ଅକ୍ଟୋବର ୪ରେ ଚନ୍ଦ୍ରମା କର୍କଟ ରାଶିରେ ପ୍ରବେଶ କରିବେ। ଏହି ରାଶିରେ ପୂର୍ବରୁ ଗୁରୁ ଓ…

