ଟ୍ରକ୍-କାର୍ ମୁହାଁମୁହିଁ ଧକ୍କା: ତିରିଂ ହାଇସ୍କୁଲ ପ୍ରଧାନଶିକ୍ଷକ ଗୁରୁତର
ରାଇରଙ୍ଗପୁର, ୧୪।୯ (ମାନସ ରଞ୍ଜନ ମହାନ୍ତି): ବହଳଦା ଥାନା ଅନ୍ତର୍ଗତ ରାଇରଙ୍ଗପୁର-ଟାଟା ଜାତୀୟ ରାଜପଥ ୨୨୦ ନମ୍ବର କାଦୁଆଣି-ବାସିଙ୍ଗୀ ମଧ୍ୟରାସ୍ତା ତିତିଲି ଢାବା ନିକଟରେ ସୋମବାର ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ଏକ ଦ୍ରୁତଗାମୀ ଟ୍ରକ୍ ଓ କାର୍ ମୁହାଁମୁହିଁ…
ମଦ ଦୋକାନକୁ ନେଇ ବଢୁଛି ଅସନ୍ତୋଷ, ଅନ୍ୟତ୍ର ସ୍ଥାନାନ୍ତର ଦାବି
କେନ୍ଦୁଝର,୧୪ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାପାଳ, ଆରକ୍ଷୀ ଅଧୀକ୍ଷକ, ଡିଏଫ୍ଓଙ୍କ କାର୍ଯ୍ୟାଳୟ ସମ୍ମୁଖ ଗୁରୁତ୍ୱପୂର୍ଣ୍ଣ ଟ୍ରାଫିକ ଛକରେ ଏକ ଠିପିବନ୍ଦ ମଦ ଦୋକାନ ପୁଣିଥରେ ଖୋଲିବାକୁ ନେଇ ସାଧାରଣରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ଟ୍ରାଫିକ ସମସ୍ୟା ଦୋକାନର ନିଜସ୍ବ ପାର୍କିଂ…
କନ୍ଧମାଳ ସମସ୍ୟା ନେଇ ‘ବିଚାର ମନ୍ଥନ’, ସରକାରଙ୍କ ନିକଟରେ ଦାବି ରଖିବାକୁ ନିଷ୍ପତ୍ତି
ଦାରିଙ୍ଗବାଡ଼ି, ୧୪।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ହନୁମାନ ମନ୍ଦିର ପ୍ରାଙ୍ଗଣସ୍ଥିତ ସଭାଗୃହରେ ସୋମବାର ‘ବିଚାର ମନ୍ଥନ’ ନାମରେ ଏକ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ଜିଲାର କ୍ଲବ୍ ୯୯ ପକ୍ଷରୁ ଆୟୋଜିତ ଏହି କର୍ମଶାଳାରେ କନ୍ଧମାଳ ଜିଲାର ବିଭିନ୍ନ ବ୍ଲକରୁ…
ସ୍କୁଲ ବସ୍ ଧକ୍କାରେ ଚାଲିଗଲା ଜୀବନ: ଜଣେ ମୃତ, ଜଣେ ଗୁରୁତର
ବଲାଙ୍ଗୀର, ୧୪।୯ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପୁଇଁତଲା ଥାନା ଅନ୍ତର୍ଗତ କୁଲୁଥିପାଲି ଗାଁ ନିକଟ ରାସ୍ତାରେ ସୋମବାର ସକାଳେ ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ଘରୋଇ ସ୍କୁଲ ବସ୍ ଧକ୍କାରେ ଜଣେ ବାଇକ୍ ଆରୋହୀଙ୍କ ମୃତ୍ୟୁ ହୋଇଥିବାବେଳେ…
୧୭ରେ ମୋଦିଙ୍କ ଜନ୍ମଦିନ, ଆଶୀର୍ବାଦର ଦୀପ ଜାଳିବାକୁ ମୁଖ୍ୟମନ୍ତ୍ରୀଙ୍କ ନିବେଦନ
ଭୁବନେଶ୍ୱର,୧୪।୯: ପ୍ରଧାନମନ୍ତ୍ରୀ ମୋଦିଙ୍କ ଜନ୍ମଦିନରେ ‘ଆଶୀର୍ବାଦର ଦୀପ’ ଜାଳିବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ଭିଡିଓ ବାର୍ତ୍ତା ମାଧ୍ୟମରେ ରାଜ୍ୟବାସୀଙ୍କୁ ନିବେଦନ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ଆସନ୍ତା ୧୭ ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୭୬ତମ ଜନ୍ମଦିନ। ଏନେଇ ଆୟୋଜିତ…
ଦିଗପହଣ୍ଡିରେ ଶ୍ରୀଗଣେଶ ପୂଜା ମହୋତ୍ସବ, ଦେବୀ ଗଙ୍ଗାଙ୍କୁ ଆବାହନ ପରେ କଳସ ଯାତ୍ରା
ଦିଗପହଣ୍ଡି,୧୪ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ବଜାର ସାହି ପୂଜା କମିଟି ପକ୍ଷରୁ ୪୬ ତମ ଶ୍ରୀ ଗଣେଶ ପୂଜା ମହୋତ୍ସବ ସୋମବାର ଠାରୁ ଶୁଭାରମ୍ଭ ହୋଇଛି । ସ୍ଥାନୀୟ ଶ୍ରୀ ଗୁପ୍ତେଶ୍ୱର ଶୈବପୀଠ ପୋଖରୀରୁ ଦେବୀ ଗଙ୍ଗା…
ଘାଟିରେ ଓଲଟିଲା ଚାଉଳ ବୋଝେଇ ଟ୍ରକ୍
ପଟାଙ୍ଗି,୧୪ା୯(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ଜୋଡିମାଦଲି ଘାଟିରେ ଭାରସାମ୍ୟ ହରାଇ ଓଲଟି ପଡ଼ିଛି ଚାଉଳ ବୋଝେଇ ଟ୍ରକ୍ । ସୂଚନା ଅନୁସାରେ ସ୍ଥାନୀୟ ବ୍ଲକ ସଦର ମହକୁମା ଦେଇ ଆନ୍ଧ୍ର ଓ ଛତିଶଗଡ଼ ଦୁଇ ରାଜ୍ୟକୁ…
ଦିଶା ମୃତ୍ୟୁ ମାମଲା; CBI ଏଫ୍ଆଇଆର୍ରେ ଆଦିତ୍ୟ ଠାକ୍ରେ….
ମୁମ୍ବାଇ,୧୪।୯: ଦିବଙ୍ଗତ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ପୂର୍ବତନ ମ୍ୟାନେଜର ଦିଶା ସାଲିଆନଙ୍କ ମୃତ୍ୟୁ ମାମଲାରେ ବଡ଼ ଖବର ସାମ୍ନାକୁ ଆସିଛି । ପ୍ରାୟ ୬ ବର୍ଷ ପରେ ଏହି ମାମଲାରେ CBI FIR ରୁଜୁ କରିଛି । ବମ୍ବେ ହାଇକୋର୍ଟଙ୍କ…
ସାଉଦି ପାଇପଲାଇନ୍କୁ ବନ୍ଦ କରିଦେଲା ଡ୍ରୋନ୍ ଆକ୍ରମଣ, ଏହା ଭାରତକୁ ପ୍ରଭାବିତ କରିବ କି ଜାଣନ୍ତୁ…
ରିୟାଦ୍,୧୪ା୯: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ଏବେ ବିଶ୍ୱ ତୈଳ ବଜାର ଉପରେ ଗୁରୁତର ପ୍ରଭାବ ପକାଉଛି। ଡ୍ରୋନ୍ ଆକ୍ରମଣ ପରେ ସାଉଦି ଆରବର ଗୁରୁତ୍ୱପୂର୍ଣ୍ଣ ପୂର୍ବ-ପଶ୍ଚିମ ତୈଳ ପାଇପ୍ଲାଇନ୍କୁ ଅସ୍ଥାୟୀ ଭାବରେ ବନ୍ଦ କରିଦିଆଯାଇଛି। ଏହି ପାଇପଲାଇନ ସାଉଦି ଆରବ ପାଇଁ…
ଗଣେଶଜୀଙ୍କ ଅତି ପ୍ରିୟ ଏହି ୪ ରାଶି: ଆଜିଠୁ ଚାଲିଲା ଭଲ ସମୟ, ପ୍ରଚୁର ଲାଭ ସହ ଧନବର୍ଷା
ଭୁବନେଶ୍ୱର: ଗଣେଶ ଚତୁର୍ଥୀରୁ ଅନନ୍ତ ଚତୁର୍ଦ୍ଦଶୀ ପର୍ଯ୍ୟନ୍ତ କିଛି ରାଶିର ଜାତକଙ୍କ ଉପରେ ଗଣପତିଙ୍କ ବିଶେଷ କୃପା ରହିବ ବୋଲି ଜ୍ୟୋତିଷବିଦ୍ମାନେ ମତ ଦେଇଛନ୍ତି। ଏହି ସମୟରେ ବୁଦ୍ଧି ଓ ସାହସ ବଢ଼ିବା ସହ ବ୍ୟବସାୟରେ ଲାଭ ଏବଂ କ୍ୟାରିୟରରେ ଆଗକୁ…
ବାଇକକୁ ଧକ୍କା ଦେଲା କୋଇଲା ବୋଝେଇ ଟ୍ରକ, ବାପା ଆଗରେ ଚାଲିଗଲା ମା’-ଛୁଆଙ୍କ ଜୀବନ
ସମ୍ବଲପୁର,୧୪।୯(ପ୍ରମୋଦ ବହିଦାର): ନୂଆଁଖାଇ ପର୍ବ ପାଳନ ପାଇଁ ଖୁସି ମନରେ ଘରକୁ ଫେରୁଥିବା ଏକ ନିଷ୍ପାପ ପରିବାର ଉପରେ କାଳ ସାଜି ମାଡ଼ିଆସିଲା ଦ୍ରୁତଗାମୀ ଟ୍ରକ୍ । ସମ୍ବଲପୁର ଜିଲା ଠେଲକୋଲୋଇ ଥାନା ଅନ୍ତର୍ଗତ ଖିଣ୍ଡାର ସିଟିଆର୍ ଛକ ନିକଟରେ ଏକ…
ପୁଣି ରୋମାନ୍ସ କରିବେ ବିଜୟ-ରଶ୍ମିକା: ଏଥର ବଢୁଛି ଚର୍ଚ୍ଚା
ସାଉଥ ସୁପରଷ୍ଟାର ବିଜୟ ଦେବରକୋଣ୍ଡା ଓ ରଶ୍ମିକା ମନ୍ଦାନାଙ୍କ ଅନସ୍କ୍ରିନ୍ କେମିଷ୍ଟ୍ରିକୁ ଦର୍ଶକେ ସବୁବେଳେ ପସନ୍ଦ କରିଆସିଛନ୍ତି। ଏବେ ଦୁହେଁ ପୁଣିଥରେ ଏକାଠି ପରଦାରେ ନଜର ଆସିବେ। ତେବେ ଏଥର ସେମାନଙ୍କ ଭୂମିକା ଓ କାହାଣୀ ପୂର୍ବ ଫିଲ୍ମଗୁଡ଼ିକଠାରୁ ସମ୍ପୂର୍ଣ୍ଣ ଭିନ୍ନ…

