Home Left

ଆଧାର କାର୍ଡ଼ ଦେଖାଇଲେ ମିଳିବ କି ଫ୍ରି ଏସି? ଜାଣନ୍ତୁ ସତ…

ନୂଆଦିଲ୍ଲୀ,୨୭।୬: ଆଜିକାଲି ସୋସିଆଲ ମିଡିଆରେ ଏକ ଭିଡିଓ ଭାଇରାଲ ହେଉଛି, ଯେଉଁଥିରେ ଦାବି କରାଯାଉଛି ଯେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନାଗରିକଙ୍କ ପାଇଁ “ମାଗଣା ଏସି ଯୋଜନା” ଘୋଷଣା କରିଛନ୍ତି। ଭିଡିଓ ଅନୁଯାୟୀ, ଲୋକମାନେ ସେମାନଙ୍କର ଆଧାର କାର୍ଡ ବ୍ୟବହାର କରି…

ଘର ଛାଡ଼ିଦେବେ ସଲମାନ: ଜାଣନ୍ତୁ କାହିଁକି

ବଲିଉଡ ସୁପରଷ୍ଟାର ସଲମାନ ଖାନ ତାଙ୍କ ଫିଲ୍ମକୁ ନେଇ ପ୍ରାୟତଃ ଚର୍ଚ୍ଚାରେ ରହିଥାନ୍ତି। ଯଦିଓ ‘ସିକନ୍ଦର’ ପରଠାରୁ ତାଙ୍କର କୌଣସି ଫିଲ୍ମ ରିଲିଜ ହୋଇନାହିଁ, କିନ୍ତୁ ସେ ତାଙ୍କ ଆଗାମୀ ଫିଲ୍ମ ‘ମାତୃଭୂମି’ ପାଇଁ କସରତ କରୁଛନ୍ତି। ଏହାର ରିଲିଜ ତାରିଖ…

ଚନ୍ଦ୍ରିକା ମୃତ୍ୟୁ ମାମଲାରେ ବଡ଼ କାର୍ଯ୍ୟାନୁଷ୍ଠାନ; OTAS ଅଧିକାରୀ ଭୀମସେନ ଟୁଡୁ ଚାକିରିରୁ ବହିଷ୍କୃତ

ଭୁବନେଶ୍ୱର, ୨୭।୬: ବହୁ ଚର୍ଚ୍ଚିତ ଚନ୍ଦ୍ରିକା ମୃତ୍ୟୁ ମାମଲାରେ ରାଜ୍ୟ ସରକାର ପକ୍ଷରୁ ବଡ଼ ପ୍ରଶାସନିକ କାର୍ଯ୍ୟାନୁଷ୍ଠାନ ନିଆଯାଇଛି। OTAS (Odisha Tahasildar Administrative Service) ଅଧିକାରୀ ଭୀମସେନ ଟୁଡୁଙ୍କୁ ସରକାରୀ ଚାକିରିରୁ ବହିଷ୍କାର କରାଯାଇଛି। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ରମେ ଭୀମସେନ…

ସ୍ୱାମୀ-ସ୍ତ୍ରୀ କଳହର କରୁଣ ପରିଣତି: ଭଉଣୀ ବାହାଘର ପୂର୍ବରୁ ପଡ଼ୋଶୀ ଯୁବକଙ୍କୁ ନିର୍ମମ ହତ୍ୟା, କାନ୍ଦବୋବାଳିରେ…

ସୁନ୍ଦରଗଡ଼, ୨୭।୬( ଜୟ ନାରାୟଣ ମେଣ୍ଡୁଳି): ଭଉଣୀର ବିବାହକୁ ମାତ୍ର କିଛି ଦିନ ବାକି ଥିବାବେଳେ ଚାଲିଗଲା ଭାଇର ଜୀବନ। ସୁନ୍ଦରଗଡ଼ ଜିଲା ତଲସରା ଥାନା ଅନ୍ତର୍ଗତ ମୟାବାହାଲ ଦେହୁରୀପଡ଼ାରେ ଶୁକ୍ରବାର ରାତିରେ ଏଭଳି ଏକ ନିର୍ମମ ହତ୍ୟାକାଣ୍ଡ ଘଟିଯାଇଛି। ସ୍ୱାମୀ-ସ୍ତ୍ରୀଙ୍କ…

ଓଡ଼ିଶା ପୋଲିସକୁ ମିଳିବ ‘ପ୍ରେସିଡେଣ୍ଟସ୍୩ କଲର:  ଜୁଲାଇ ୫ରେ ଗୃହମନ୍ତ୍ରୀ ଅମିତ ଶାହ ପ୍ରଦାନ କରିବେ ସମ୍ମାନ

ଭୁବନେଶ୍ୱର, ୨୭।୬: ଓଡ଼ିଶା ପୋଲିସ ପାଇଁ ଏକ ଗୌରବମୟ ମୁହୂର୍ତ୍ତ ଆସିବାକୁ ଯାଉଛି। ଦେଶର ଅନ୍ୟତମ ସର୍ବୋଚ୍ଚ ପୋଲିସ ସମ୍ମାନ ‘ପ୍ରେସିଡେଣ୍ଟସ୍ କଲର’ (President’s Colour) ରେ ଓଡ଼ିଶା ପୋଲିସକୁ ସମ୍ମାନିତ କରାଯିବ। ଆସନ୍ତା ଜୁଲାଇ ୫ ତାରିଖରେ ଭୁବନେଶ୍ୱରସ୍ଥିତ ୭ମ…

ଶିଶୁ ଜନ୍ମ ହେଲେ ମୁଖ୍ୟମନ୍ତ୍ରୀ ଦେବେ ୧ ଗ୍ରାମର ସୁନା ମୁଦି, ରାଜ୍ୟ ସରକାରଙ୍କ ଖାସ୍ ସ୍କିମ୍…

ଚେନ୍ନାଇ,୨୭ା୬: ତାମିଲନାଡୁ ମୁଖ୍ୟମନ୍ତ୍ରୀ ଥାଲାପତି ବିଜୟ ନିଜର ଏକ ପ୍ରମୁଖ ନିର୍ବାଚନୀ ପ୍ରତିଶ୍ରୁତି ପୂରଣ କରିବାକୁ ଯାଉଛନ୍ତି। ଏଣିକି ରାଜ୍ୟର ସମସ୍ତ ସରକାରୀ ମାତୃତ୍ୱ କେନ୍ଦ୍ର ଓ ମଙ୍ଗଳ ହସ୍ପିଟାଲରେ ଜନ୍ମଗ୍ରହଣ କରୁଥିବା ପ୍ରତ୍ୟେକ ଶିଶୁଙ୍କୁ ସରକାରଙ୍କ ପକ୍ଷରୁ ୧ ଗ୍ରାମର…

ଏକାଠି ହେଲେ ଗଞ୍ଜାମ ଜିଲା ଠିକାଦାର ସଂଘ: ଆଗକୁ…

ଦିଗପହଣ୍ଡି,୨୭|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଜକର ଗ୍ରାମ ନିକଟ ମା ‘ ରତ୍ନେଶ୍ୱରୀ ଶକ୍ତିପୀଠ ପରିସରରେ ଶୁକ୍ରବାର ନିଖିଳ ଓଡିଶା ଠିକାଦାର ମହାସଂଘ ଗଞ୍ଜାମ ଜିଲା ଶାଖା ପକ୍ଷରୁ ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି। ଦିଗପହଣ୍ଡି ବ୍ଳକ…

ଶନି ମନ୍ଦିରରେ ଫୁଲ ଦେଇ ଫେରୁଥିଲେ, ପଛରୁ ପିଟିଦେଲା ବାଇକ୍‌; ଚାଲିଗଲା…

ପାରଳାଖେମୁଣ୍ଡି, ୨୭।୬(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ସହରରେ ଶନିବାର ସକାଳୁ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଷ୍ଟାଡିୟମ୍ ନିକଟସ୍ଥ ଇଣ୍ଡିଆନ୍ ପେଟ୍ରୋଲ ପମ୍ପ ସମ୍ମୁଖରେ ଏକ ଦ୍ରୁତଗାମୀ ମୋଟରସାଇକେଲ ଜଣେ ପଥଚାରୀଙ୍କୁ ପଛପଟୁ ଜୋରଦାର ଧକ୍କା ଦେବା ଫଳରେ…

କାଜୁ ଜଙ୍ଗଲରେ ଝୁଲିପଡ଼ିଲେ ସଞ୍ଜୟ: ବଢୁଛି ସନ୍ଦେହ

ମହାକାଳପଡ଼ା,୨୭ା୬ (ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ସାମୁଦ୍ରିକ ଥାନା ଅନ୍ତର୍ଗତ ରାମନଗର ପଞ୍ଚାୟତ ପିତାପାଟ ଚୌଧୁରୀ କାଜୁ ଜଙ୍ଗଲରେ ଜଣେ ଯୁବକ ଗୁରୁବାର ବିଳମ୍ବିତ ରାତିରେ ଫାଶୀ ଲଗାଇ ଆତ୍ମହତ୍ୟା କରିଛନ୍ତି। ସେ ହେଲେ ସଞ୍ଜୟ ମଣ୍ଡଳ(୨୬)।…

ଟୋକନ୍ ନ ମିଳିଲେ ରାଜପଥ ଅବରୋଧ କରିବୁ, DRCS ଅଫିସ ଆଗରେ ଧାରଣା ଦେଇ ଚେତାବନୀ ଦେଲେ…

ବରଗଡ଼, ୨୭।୬(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟା ଶେଷ ପର୍ଯ୍ୟାୟରେ ପହଞ୍ଚିଥିବା ବେଳେ ଚାଷୀଙ୍କ ମଧ୍ୟରେ ଅସନ୍ତୋଷ ତୀବ୍ର ରୂପ ଧାରଣ କରିଛି। ଜିଲାର ଅନେକ ଚାଷୀଙ୍କୁ ଏପର୍ଯ୍ୟନ୍ତ ଧାନ ବିକ୍ରି ପାଇଁ ଆବଶ୍ୟକୀୟ ‘ଟୋକନ୍’ ମିଳି…

ମିଳିବ ୩୦୦ ୟୁନିଟ୍‌ର ମାଗଣା ବିଜୁଳି; ଜାଣନ୍ତୁ କେମିତି କରିବେ ଏହି ସରକାରୀ ଯୋଜନାରେ ଆବେଦନ…

ନୂଆଦିଲ୍ଲୀ,୨୬।୬: ବର୍ତ୍ତମାନ ସମୟରେ ଗରମ ନିଜ ଚରମରେ ପହଞ୍ଚି ସାରିଛି । ମଝିରେ ମଝିରେ ବର୍ଷା ହେଉଥିଲେ ମଧ୍ୟ ଗରମ ଉପରେ କୌଣସି ପ୍ରକାରର ପ୍ରଭାବ ପଡୁଥିବା ଭଳି ଲାଗୁନାହିଁ । ଆଉ ଏହି ଭିଷଣ ଗରମ ମଧ୍ୟରେ ଘରେ ରହିଥିବା…

ଗୋଷ୍ଠୀକେନ୍ଦ୍ର ଗୃହ ନିର୍ମାଣରେ ଅର୍ଥ ଆତ୍ମସାତ: ଜିଲାପାଳଙ୍କ ନିକଟରେ ଦାବି କଲେ ଗ୍ରାମବାସୀ

କେସିଙ୍ଗା,୨୭।୬( ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ କନ୍ତେଶିର ରତନପଡ଼ାସ୍ଥିତ ଦୁର୍ଗା ମନ୍ଦିର ପରିସରରେ ପଶ୍ଚିମ ଓଡ଼ିଶା ବିକାଶ ପରିଷଦ (WODC) ଆର୍ଥିକ ବର୍ଷ ୨୦୨୩-୨୦୨୪ ମସିହାରେ ୩ ଲକ୍ଷ ଅର୍ଥ ମଞ୍ଜୁରୀ ହୋଇଥିଲା। ଗୋଷ୍ଠୀ କେନ୍ଦ୍ର ନିର୍ମାଣରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?