୭ ବର୍ଷ ପରେ ଆମେରିକା ଦମ୍ପତିଙ୍କ ସହ ଆସିଲା କାବ୍ୟା
ଦଶମନ୍ତପୁର, ୨୮ା୧୨( ଅରବିନ୍ଦ ନାୟକ): ଜଣେ ପରତ୍ୟକ୍ତା ଝିଅ ଦୁନିଆକୁ ଦେଖିବା ପୂର୍ବରୁ ଜନ୍ମ ଦେଇଥିବା ଅବିବାହିତ ମା ଲୋକ ଲଜ୍ୟା ନିମନ୍ତେ ତାଙ୍କୁ ପରିତ୍ୟାଗ କରିବ ଓ ସେ ଭାଗ୍ୟ ବଳରେ ଆମେରିକାର “ଚି଼କାଗୋ” ସହରରେ ଯାଇ ରହିବା ଭଳି…
ଅସ୍ତିତ୍ୱ ହରାଉଛି ପୁରାଣ ପ୍ରସିଦ୍ଧ ଗୋବରୀ ନଦୀ
କେନ୍ଦ୍ରାପଡ଼ା, ୨୮ା୧୨ (ଜଗନ୍ନାଥ ଧଳ)ପୁରାଣ ପ୍ରସିଦ୍ଧ ମଧୁସାଗର ତଥା କେନ୍ଦ୍ରାପଡ଼ା ଜିଲାରେ ପ୍ରବାହିତ ଗୋବରୀ ନଦୀ ଏବେ ଜଳଧାରଣ କ୍ଷମତା ହରାଇଛି। ଏହାର ଜଳ ମଧ୍ୟ ଜହର ପାଲଟିଛି। ନଦୀମାର୍ଗ ଏବେ ଜବରଦଖଲକୁ ଚାଲି ଯାଉଥିବାରୁ କୃଷି କ୍ଷେତ୍ରକୁ ଆଉ ପର୍ଯ୍ୟାପ୍ତ…
ନିର୍ବାଚନମଣ୍ଡଳୀ ବିଲୋପ ପରେ ପଟ୍ଟାମୁଣ୍ଡାଇ ଅବହେଳିତ
ପଟ୍ଟାମୁଣ୍ଡାଇ,୨୮ା୧୨(କଳ୍ପତରୁ ନାୟକ)ସ୍ବାଧୀନ ଭାରତରେ ଓଡ଼ିଶାର ଅନ୍ୟତମ ପ୍ରମୁଖ ନିର୍ବାଚନମଣ୍ଡଳୀ ଭାବେ ପଟ୍ଟାମୁଣ୍ଡାଇ ନିର୍ବାଚନମଣ୍ଡଳୀ ସ୍ବତନ୍ତ୍ର ପରିଚିତି ଲାଭ କରିଥିଲା। ୨୦୦୯ ସୀମା ପୁନଃ ନିର୍ଦ୍ଧାରଣ ପରେ ପଟ୍ଟାମୁଣ୍ଡାଇ ସଂରକ୍ଷିତ ନିର୍ବାଚନଆସନର ବିଲୋପ ଘଟି ପଟ୍ଟାମୁଣ୍ଡାଇ ବ୍ଲକର ୧୯ଟି ପଂଚାୟତ, ପୌରାଂଚଳ ଏବଂ…
ରାସ୍ତାରେ ଯାଉଥିବାବେଳେ ଯୁବତୀଙ୍କ ଆଖିକୁ ଖୁମ୍ପି ଦେଲା ଚିଲ: ଭିଡିଓ ଦେଖିଲେ ଲୋକ ଟାଙ୍କୁରି ଉଠିବ
ସୋସିଆଲ ମିଡିଆରେ ପ୍ରତିଦିନ ଅନେକ ଭିଡିଓ ଭାଇରାଲ ହୋଇଥାଏ। ଏଥିମଧ୍ୟରୁ କିଛି ଭିଡିଓ ଦେଖିଲେ ଲୋକ ଟାଙ୍କୁରି ଉଠେ। ନିକଟରେ ଏମିତି ଏକ ଭିଡିଓ ଭାଇରାଲ ହୋଇଛି। ଭାଇରାଲ ହେଉଥିବା ଏହି ଭିଡିଓରେ ଜଣେ ଯୁବତୀ ରାସ୍ତାରେ ବୁଲୁଛନ୍ତି ଏବଂ ହାତରେ…
ବଡ଼ ଚାକିରି ପାଇଲେ ପ୍ରଥମଥର କେବିସିରେ ୫ କୋଟି ଟଙ୍କା ଜିତିଥିବା ସୁଶୀଲ କୁମାର
ପାଟନା,୨୮।୧୨: କୁଇଜ୍ ଶୋ’ କୌନ୍ ବନେଗା କରୋଡପତି(କେବିସି) କଥା ଯେତେବେଳେ ବି ମନକୁ ଆସେ, ବିହାରର ସୁଶୀଲ କୁମାର ନାଁ ନିଶ୍ଚିତ ଭାବରେ ମନକୁ ଆସେ। ସାଧାରଣ ପୃଷ୍ଠଭୂମିରୁ ଆସିଥିବା ସୁଶୀଲ ପ୍ରଥମଥର କେବିସିରେ ୫ କୋଟି ଟଙ୍କା ଜିତି ଦର୍ଶକଙ୍କ…
ଭାରତରେ ତିନି ଗୁଣ ବୃଦ୍ଧି ପାଇଛି ବ୍ୟାଙ୍କ ଠକେଇ ମାମଲା, ଟାର୍ଗେଟରେ ଘରୋଇ ବ୍ୟାଙ୍କ: ଆରବିଆଇ
ନୂଆଦିଲ୍ଲୀ,୨୭ା୧୨: ଦେଶରେ ବ୍ୟାଙ୍କ ଠକେଇ ମାମଲା ତିନି ଗୁଣ ବୃଦ୍ଧି ପାଇଛି। ବେସରକାରୀ ବ୍ୟାଙ୍କଗୁଡିକ ବ୍ୟାଙ୍କ ଠକେଇର ସବୁଠାରୁ ବଡ ଶିକାର ହେଉଛନ୍ତି। ଭାରତୀୟ ରିଜର୍ଭ ବ୍ୟାଙ୍କ(ଆରବିଆଇ) ପକ୍ଷରୁ ପ୍ରକାଶିତ ରିପୋର୍ଟରେ ଏହି ପରିସଂଖ୍ୟାନ ଦେଖିବାକୁ ମିଳିଛି। ତେବେ ଏହି ଠକେଇ…
ୟୁଏନ୍ଏସ୍ସିରେ ଭାରତର ସ୍ଥାୟୀ ସଦସ୍ୟତାକୁ ରୁଷିଆର ସମର୍ଥନ
ମସ୍କୋ,୨୭ା୧୨:ଜାତିସଂଘ ସୁରକ୍ଷା ପରିଷଦ (ୟୁଏନ୍ଏସ୍ସି)ରେ ଭାରତର ସ୍ଥାୟୀ ସଦସ୍ୟତାକୁ ବୁଧବାର ରୁଷିଆର ସମର୍ଥନ ମିଳିଛି। ଏଥିସହ ନୂଆଦିଲ୍ଲୀ ପକ୍ଷରୁ ଜି୨୦ର ସଫଳ ଆୟୋଜନକୁ ମଧ୍ୟ ‘ସତ୍ୟର ବିଜୟ’ ଭାବେ ଅଭିହିତ କରି ମସ୍କୋ ପ୍ରସଂଶା କରିଛି। ସୁରକ୍ଷା ପରିଷଦରେ ବର୍ତ୍ତମାନ ୫…
ବିବାହର ୧୪ ବର୍ଷ ପରେ ସ୍ବାମୀଙ୍କଠାରୁ ଅଲଗା ହେଲେ ଏହି ଅଭିନେତ୍ରୀ
ବଲିଉଡର ‘ଖଲାସ ଗର୍ଲ’ ଅର୍ଥାତ୍ ଇଶା କୋପିକର ତାଙ୍କ ସ୍ବାମୀ ଟିମି ନାରଙ୍ଗଙ୍କଠାରୁ ଅଲଗା ହୋଇଯାଇଛନ୍ତି। ବିବାହର ୧୪ ବର୍ଷ ପରେ ଏହି ଦମ୍ପତି ଛାଡପତ୍ର ନେଇଛନ୍ତି। ଇଶା ଏବଂ ଟିମି ନଭେମ୍ବରରେ ନିଜେ ଛାଡପତ୍ର ନେଇଥିଲେ। ଇଶା ୯ ବର୍ଷର…
ନିଶାଠୁ ଦୂରେଇ ରହିବାକୁ ଅଭିନେତା ସାତ୍ୟକିଙ୍କ ନିବେଦନ
ଭୁବନେଶ୍ୱର,୨୭।୧୨(ଶର୍ମିଷ୍ଠା ପାଣିଗ୍ରାହୀ): ଜଣେ ଭାଇ ହିସାବରେ, ଜଣେ ସାଙ୍ଗ ହିସାବରେ, ମଣିଷ ହିସାବରେ ସମସ୍ତଙ୍କୁ ଅନୁରୋଧ କେହି ତମାଖୁ ଖାଆନ୍ତୁ ନାହିଁ। ସିଗାରେଟ ପିଅନ୍ତୁ ନାହିଁ। ଏଭଳି କିଛି ଅନୁରୋଧ କରିଛନ୍ତି ଅଭିନେତା ସାତ୍ୟକି ମିଶ୍ର। ଓଲିଉଡରେ ସାତ୍ୟକି ଜଣେ ଜଣାଶୁଣା…
IND vs SA 1st: ଏଲ୍ଗାରଙ୍କ ଶତକରେ ଦକ୍ଷିଣ ଆଫ୍ରିକା ଅଗ୍ରଣୀ
ସେଞ୍ଚୁରିୟନ୍,୨୭ା୧୨: ଡିନ୍ ଏଲଗାରଙ୍କ ଶତକ ବଳରେ ଭାରତ ବିପକ୍ଷ ପ୍ରଥମ ଟେଷ୍ଟ ମ୍ୟାଚ୍ରେ ଦୃଢ଼ ସ୍ଥିତିରେ ଦକ୍ଷିଣ ଆଫ୍ରିକା। ଭାରତର ପ୍ରଥମ ଇନିଂସ ସ୍କୋର ୨୪୫ ରନ୍ ଜବାବରେ ଦକ୍ଷିଣ ଆଫ୍ରିକା ଷ୍ଟମ୍ପ୍ସ ସୁଦ୍ଧା ୫ ଉଇକେଟ ୨୫୬ ରନ୍ ସଂଗ୍ରହ…
ରାମ ମନ୍ଦିର ନିର୍ମାଣ ପାଇଁ ୪ ଲକ୍ଷ ଟଙ୍କା ଦାନ କଲେ ଭିକାରି
ଅଯୋଧ୍ୟା,୨୭।୧୨: ଅଯୋଧ୍ୟାରେ ରାମ ମନ୍ଦିର ନିର୍ମାଣ ପାଇଁ ଦେଶ ତଥା ବିଶ୍ୱରୁ ସହାୟତା ଗ୍ରହଣ କରାଯାଉଛି। ଲୋକମାନେ ପବିତ୍ର କାର୍ଯ୍ୟ ପାଇଁ ସେମାନଙ୍କର ସାମର୍ଥ୍ୟ ଅନୁଯାୟୀ ଟଙ୍କା ପଠାଉଛନ୍ତି। ଏହି ପର୍ଯ୍ୟାୟରେ କାଶୀ ଏବଂ ପ୍ରୟାଗରାଜରୁ ଶହ ଶହ ଭିକାରୀ ମଧ୍ୟ…
ଅଯୋଧ୍ୟା ରେଳ ଷ୍ଟେଶନ ନାଁ ହେଲା ପରିବର୍ତ୍ତନ
ଅଯୋଧ୍ୟା,୨୭।୧୨: ଅଯୋଧ୍ୟା ରେଳ ଷ୍ଟେଶନର ନାମ ଅଯୋଧ୍ୟା ଧାମ ଜଙ୍କସନରେ ପରିବର୍ତ୍ତନ କରାଯାଇଛି। ଅଯୋଧ୍ୟାର ଭାଜପା ଏମ୍ପି ଲାଲୁ ସିଂଙ୍କ ବୁଧବାର ଏକ୍ସରେ ପୋଷ୍ଟ କରି ଏହି ସୂଚନା ଦେଇଛନ୍ତି। ରାମ ମନ୍ଦିରର ପ୍ରତିଷ୍ଠା କାର୍ଯ୍ୟକ୍ରମ ଜାନୁଆରୀ ୨୨ରେ ଅଯୋଧ୍ୟାରେ ଅନୁଷ୍ଠିତ…
Archives


