ତୁ ବି ଦିନେ ଏ ସ୍ଥାନରେ ପହଞ୍ଚିବୁ…ଭାଇଙ୍କୁ ନେଇ ବଡ଼ ଭବିଷ୍ୟବାଣୀ କଲେ ସରଫରାଜ
ରାଜକୋଟ,୧୬।୨: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ରାଜକୋଟ ଟେଷ୍ଟରେ ବିସ୍ଫୋରକ ଡେବ୍ୟୁ କରି ସରଫରାଜ ଖାନ ଏହାକୁ ସ୍ମରଣୀୟ କରିପାରିଥିଲେ। ଡେବ୍ୟୁରେ ଅର୍ଦ୍ଧଶତକ ହାସଲ କରିଥିବାବେଳେ ସରଫରାଜ ୯ ଚୌକା ଓ ଗୋଟିଏ ଛକା ସହାୟତାରେ ୬୧ ରନ ଖେଳିଥିଲେ। ତେବେ…
୯୭ କେନ୍ଦ୍ରରେ ୧୬,୭୮୦ ପରୀକ୍ଷାର୍ଥୀ
ଢେଙ୍କାନାଳ,୧୬ା୨(ରତନ ନାୟାର): ଆସନ୍ତା ୨୦ ରୁ ମାର୍ଚ୍ଚ ୪ ତାରିଖ ପର୍ଯ୍ୟନ୍ତ ମାଟ୍ରିକ ପରୀକ୍ଷା କରାଯିବ। ଚଳିତବର୍ଷ ଢେଙ୍କାନାଳ ଜିଲାରେ ମୋଟ ୯୭ଟି କେନ୍ଦ୍ରରେ ୧୬,୭୮୦ ପରୀକ୍ଷାର୍ଥୀ ପରୀକ୍ଷା ଦେବେ। ତନ୍ମଧ୍ୟରେ ରେଗୁଲାର ପରୀକ୍ଷାର୍ଥୀ ୧୬,୬୬୮ ଓ ଏକ୍ସ ରେଗୁଲାର ୩୪,…
ଆଜି ମାଘ ସପ୍ତମୀ, ଚନ୍ଦ୍ରଭାଗାରେ ବୁଡ଼ ପକାଇଲେ ଲକ୍ଷାଧିକ ଶ୍ରଦ୍ଧାଳୁ
ପୁରୀ,୧୬ା୨: ଆଜି ପବିତ୍ର ମାଘ ସପ୍ତମୀ। ଏହି ଅବସରରେ କୋଣାର୍କ ଚନ୍ଦ୍ରଭାଗାରେ ଲକ୍ଷାଧିକ ଶ୍ରଦ୍ଧାଳୁ ବୁଡ଼ ପକାଇଛନ୍ତି। ଏନେଇ ପୁରୀ ଜିଲା ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ପ୍ରବଳ ଭିଡ଼କୁ ଦୃଷ୍ଟିରେ ରଖି ସୁରକ୍ଷା ପାଇଁ ବ୍ୟାପକ ପୋଲିସ ଫୋର୍ସ…
ମୋ ଦ୍ୱାରା ରାଜନୀତି ସମ୍ଭବ ନୁହେଁ କହି ଏମ୍ପି ପଦରୁ ଇସ୍ତଫା ଦେଇଥିବା ମିମି ଚକ୍ରବର୍ତ୍ତୀଙ୍କ ମୋଟ ସମ୍ପତ୍ତି କେତେ ଜାଣନ୍ତି
ଆଗାମୀ ଲୋକ ସଭା ନିର୍ବାଚନ ପୂର୍ବରୁ ତୃଣମୂଳ କଂଗ୍ରେସ (ଟିଏମସି) ନେତା ମିମି ଚକ୍ରବର୍ତ୍ତୀ ଯାଦବପୁର ନିର୍ବାଚନମଣ୍ଡଳୀରୁ ଏମ୍ପି ପଦରୁ ଇସ୍ତଫା ଦେଇଛନ୍ତି। ସେ ୨୦୧୯ରେ ନିର୍ବାଚନରେ ଜିତିଥିଲେ। ସେ ରାଜ୍ୟ ବିଧାନସଭାରେ ପହଞ୍ଚି ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଭେଟି ତାଙ୍କ…
ଅସହାୟ ୨ ଭାଇଙ୍କୁ ଦଇବ ସାହା
ସୋନପୁର,୧୬।୨(ମୃତ୍ୟୁଞ୍ଜୟ ଶତପଥୀ): ଅସହାୟ, ଅନାଥ ଶିଶୁଙ୍କ ସହାୟତା ପାଇଁ କେନ୍ଦ୍ର ଓ ରାଜ୍ୟ ସରକାର ଅନେକ ଯୋଜନା ପ୍ରଣୟନ କରିଛନ୍ତି। କିନ୍ତୁ ଅସହାୟ ଦୁଇ ଭାଇ ହେମନ୍ତ ଖେତି(୧୩) ଓ ସୁମନ୍ତ ଖେତି(୧୧)ଙ୍କ ପାଇଁ ଏହି ସବୁ ଯୋଜନା ଅପହଞ୍ଚ ହୋଇଛି।…
ସରୁନି ସାଇନ୍ସ ପାର୍କ, ପ୍ଲାନେଟାରିୟମ କାର୍ଯ୍ୟ
ରାଉରକେଲା,୧୬।୨(ଦିନେଶ ମିଶ୍ର): ରାଉରକେଲା ସହର ସ୍ମାର୍ଟସିଟିର ମାନ୍ୟତା ପାଇବା ପରେ ବହୁ ଉନ୍ନତିମୂଳକ କାର୍ଯ୍ୟ ଚାଲିଛି। ସହରର କେଉଁଠି ଷ୍ଟାଚ୍ୟୁ ନିର୍ମାଣ କରାଯାଉଛି ତ ଆଉ କେଉଁଠି ପାର୍କ। ଏସବୁ ଭିତରେ ସହରରେ ଏଭଳି କିଛି ଉନ୍ନତିମୂଳକ ପ୍ରକଳ୍ପ ରହିଛି ଯାହା…
ଚାଇନାର ମୁଣ୍ଡବ୍ୟଥା ବଢାଇଲା ଆମେରିକା
ନୂଆଦିଲ୍ଲୀ,୧୬।୨: ଆମେରିକା କଂଗ୍ରେସର ହାଉସ୍ ଅଫ୍ ରିପ୍ରେଜେଣ୍ଟିଭ୍ସ ଅର୍ଥାତ୍ ନିମ୍ନ ସଦନରେ ଏକ ବିଲ ପାରିତ କରିଛି। ଏହି ବିଲ ଚାଇନାର ମୁଣ୍ଡବ୍ୟଥା ବଢାଇପାରେ। ଆମେରିକାର ନିମ୍ନ ଗୃହ ଚାଇନା-ତିବ୍ଦତ ବିବାଦ ସହ ଜଡିତ ଏକ ବିଲ ପାସ କରିଛି। ଏଥିରେ…
ପେସା ମାଛ ବ୍ୟବସାୟ, ନିଶା ଫୁଲ ଉଦ୍ୟାନ
ପାରାଦୀପ,୧୬।୨ (ଶରତ ରାଉତ): ଘର ଆଗରେ ଫୁଲ ଗଛଟିଏ ଥିଲେ ତାକୁ ଦେଖି ମନ ଟିକିଏ ପୁଲକିତ ହୁଏ। ଆଉ ଯଦି ରଙ୍ଗ ବେରଙ୍ଗର ଫୁଲ ଓ ବାସ୍ନା ଗୋଟିଏ ଜାଗାରେ ଦେଖିବାକୁ ମିଳେ ସେଠାରେ ଆପଣା ଛାଏଁ କିଛି ସମୟ…
ଆଜି ଜେଏସ୍ଡବ୍ଲ୍ୟୁ ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ
କୁଜଙ୍ଗ,୧୬।୨ (ମନୋଜ ପ୍ରଧାନ): ପ୍ରସ୍ତାବିତ ଜେଏସ୍ଡବ୍ଲ୍ୟୁ ପ୍ରକଳ୍ପର ଶିଳାନ୍ୟାସ ନିମନ୍ତେ ଶୁକ୍ରବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏରସମା ବ୍ଲକ ଅନ୍ତର୍ଗତ ଢିଙ୍କିଆ ପଞ୍ଚାୟତକୁ ଆସୁଛନ୍ତି। ଏଥିନିମନ୍ତେ ପ୍ରଶାସନ ଓ ଜେଏସ୍ଡବ୍ଲ୍ୟୁ ପ୍ରକଳ୍ପ ପକ୍ଷରୁ ଜୋର୍ଦାର ପ୍ରସ୍ତୁତି ଚାଲିଛି। ଗୁରୁବାର ଏରସମା-ବାଲିକୁଦା ବିଧାୟକ…
ମେମୁ ଟ୍ରେନ୍ ଭିତ୍ତିଭୂମି ତଦାରଖ ଏବେ ବି ଅଧୁରା
କେନ୍ଦ୍ରାପଡ଼ା, ୧୬ା୨ (ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲାରେ ଯାତ୍ରୀବାହୀ ରେଳ ଚଳାଚଳ ଜିଲାବାସୀଙ୍କ ଦୀର୍ଘଦିନର ସ୍ବପ୍ନ ରହିଛି। ଜିଲା ମଧ୍ୟ ଦେଇ ୨୦୨୦ ଜୁଲାଇ ୨୪ଠାରୁ ମାଲବାହୀ ଟ୍ରେନ ଚଳାଚଳ ଆରମ୍ଭ ହୋଇଛି। ଏବେ ଦୈନିକ ୩୦ରୁ ଅଧିକ ମାଲବାହୀ ଟ୍ରେନ୍…
ମରାମତି କାର୍ଯ୍ୟ ନିମ୍ନମାନର ଅଭିଯୋଗ
କାଏମା,୧୬ା୨(ଶିବପ୍ରସାଦ ମହାନ୍ତି): ଧର୍ମଶାଳା ନିର୍ବାଚନମଣ୍ଡଳୀର ଗ୍ରାମ୍ୟ ନିର୍ମାଣ ବିଭାଜନ-୨ ଜାରକା କାର୍ଯ୍ୟାଳୟ ଅଧୀନ ନୀଳାଦେଇପୁର ଛକଠାରୁ ଚାନ୍ଦପୁର ପର୍ଯ୍ୟନ୍ତ ୨.୫୦୦ କି.ମି. ମୁଖ୍ୟମନ୍ତ୍ରୀ ସଡ଼କ ଯୋଜନା ରାସ୍ତା ମରାମତି କାର୍ଯ୍ୟ ନିମ୍ନମାନର ହୋଇଥିବା ଅଭିଯୋଗ ହୋଇଛି। ଏହି ରାସ୍ତା ୨୦୧୭ ଅକ୍ଟୋବରରେ…
୨ୟ ଓଡ଼ିଶା ଖଣି ଏବଂ ଭିତ୍ତିଭୂମି ଅନ୍ତର୍ଜାତୀୟ ପ୍ରଦର୍ଶନୀ ଉଦ୍ଘାଟିତ
ଭୁବନେଶ୍ୱର,୧୬ା୨: ଫ୍ୟୁଚରେକ୍ସ ଟ୍ରେଡ୍ ଫେୟାର ଆଣ୍ଡ ଇଭେଣ୍ଟସ ପ୍ରାଇଭେଟ୍ ଲିମିଟେଡ୍ ଦ୍ୱାରା ଆୟୋଜିତ ୪ ଦିନିଆ ୨ୟ ଓଡ଼ିଶା ଖଣି ଏବଂ ଭିତ୍ତିଭୂମି ଅନ୍ତର୍ଜାତୀୟ ପ୍ରଦର୍ଶନୀ- ୨୦୨୪ ଗୁରୁବାର ଆନୁଷ୍ଠାନିକ ଭାବେ ଉଦ୍ଘାଟିତ ହୋଇଯାଇଛି। ଏହି ଅବସରରେ ମନ୍ତ୍ରୀ ପ୍ରତାପ କେଶରୀ…
Archives


