Home Left

ଆହୁରି ତିନିଦିନ କଲକବଲ କରିବ ଗୁଳୁଗୁଳି

ଭୁବନେଶ୍ୱର, ୧୬।୬(ଅସମାପିକା ସାହୁ): ରାଜ୍ୟରେ ଏବେ ତାତି ସାଙ୍ଗକୁ ଅସହ୍ୟ ହେଲାଣି ଗୁଳୁଗୁଳି। ପଶ୍ଚିମ ଓଡ଼ିଶାରେ ହିଟ୍‌ଓ୍ବେଭ୍‌ ଜାରି ରହିଥିବା ବେଳେ ଉପକୂଳରେ କଲବଲ କରୁଛି ଗୁଳୁଗୁଳି। ଆସନ୍ତା ୧୮ତାରିଖ ପର୍ଯ୍ୟନ୍ତ ଏହିଭଳି ଗୁଳୁଗୁଳି ଲାଗି ରହିବ ବୋଲି ଭୁବନେଶ୍ୱର ଆଞ୍ଚଳିକ…

ମୁଖ୍ୟମନ୍ତ୍ରୀଙ୍କ ବାସଭବନ ନିକଟରେ ଭୟଙ୍କର ଅଗ୍ନିକାଣ୍ଡ, ହୁତୁହୁତୁ ହୋଇ ଜଳିଗଲା ପାଖ ଘର

ଇମ୍ଫାଲ,୧୬।୬: ମୁଖ୍ୟମନ୍ତ୍ରୀଙ୍କ ବାସଭବନ ନିକଟରେ ଭୟଙ୍କର ଅଗ୍ନିକାଣ୍ଡ। ହୁତୁ ହୁତୁ ହୋଇ ଜଳି ଉଠିଲା ରାଜଧାନୀ ଇମ୍ଫାଲରେ ମୁଖ୍ୟମନ୍ତ୍ରୀ ଏନ ବିରେନ ସିଂହଙ୍କ ସରକାରୀ ଆବାସ। ପାଖରେ ଥିବା ଏକ ଖାଲି ଘର। ଶନିବାର ସଂଧ୍ୟାରେ ଏପରି ଘଟଣା ଘଟିଛି। ଏଥିରେ…

ଅବସର ପରେ ବି ଶିକ୍ଷକଙ୍କୁ ମିଳୁନି ସମ୍ପୂର୍ଣ୍ଣ ପେନ୍‌ସନ

ଭବାନୀପାଟଣା,୧୬ା୬ (ଉତ୍ତମ କୁମାର ଦାଶ)ସରକାରୀ କର୍ମଚାରୀ ଅବସର ପାଇବା ପରେ ପେନ୍‌ସନ୍‌ ପାଇବା ପାଇଁ ସରକାରୀ ବ୍ୟବସ୍ଥା ରହିଛି। ହେଲେ କଳାହାଣ୍ଡି ଜିଲା ଶିକ୍ଷା ବିଭାଗରେ କାର୍ଯ୍ୟରତ ସରକାରୀ ପ୍ରାଥମିକ ବିଦ୍ୟାଳୟର ଶିକ୍ଷକମାନେ ଅବସର ନେବାର ଦୀର୍ଘଦିନ ପରେ ବି ସମ୍ପୂର୍ଣ୍ଣ…

ଫ୍ରିଜ୍‌ରୁ ମିଳିଥିଲା ଗୋମାଂସ, ୧୧ ଜଣଙ୍କ ଘର ଉପରେ ବୁଲ୍‌ଡୋଜର ଚଢ଼ାଇଲା ପୋଲିସ

ଭୋପାଳ,୧୬।୬: ମଧ୍ୟପ୍ରଦେଶର ମଣ୍ଡଳାରେ ୧୧ଜଣଙ୍କ ଘରେ ଥିବା ଫ୍ରିଜ୍‌ରୁ ଗୋମାଂସ ମିଳିଥିଲା। ପ୍ରଶାସନ ପକ୍ଷରୁ ଉକ୍ତ ଘରଗୁଡ଼ିକୁ ବୁଲଡୋଜର ଚଳାଇ ଭାଙ୍ଗି ଦିଆଯାଇଛି। ଏପରିକି ପୋଲିସ ଘଟଣାସ୍ଥଳରୁ ୧୫୦ ଗାଇଙ୍କୁ ଉଦ୍ଧାର କରିବା ସହ ଘଟଣାର ତଦନ୍ତ ଜାରି ରଖିଛି। ସୂଚନାନୁଯାୟୀ,…

ସଚେତନତାରେ ସୀମିତ ବିଇଏମ୍‌ସିର ଡେଙ୍ଗୁ ନିୟନ୍ତ୍ରଣ

ବ୍ରହ୍ମପୁର,୧୬ା୬(ଅଶୋକ କୁମାର ସାହୁ)ମୌସୁମୀ ବର୍ଷା ଆରମ୍ଭ ହୋଇ ନ ଥିଲେ ବି ବ୍ରହ୍ମପୁର ସହରରେ ଡେଙ୍ଗୁ ଡରାଇବାକୁ ଲାଗିଲାଣି। କିଛି ଦିନ ତଳେ ସହରରେ ଦୁଇ ଚାରି ଥର ବର୍ଷା ବି ହୋଇସାରିଛି। ସେହି ସମୟରେ ଜମି ରହିଥିବା ପାଣିରେ ମଶା…

ସ୍ତ୍ରୀ ଓ ପ୍ରସୂତି ୱାର୍ଡରେ ନାହିଁ ଏସି

ନୟାଗଡ଼,୧୬।୬(ଲୋକନାଥ ମିଶ୍ର)ନୟାଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟ ପରିସରରେ ଥିବା ମାତୃ ଶିଶୁ ଚିକିତ୍ସାଳୟର ସ୍ତ୍ରୀ ଓ ପ୍ରସୂତି ୱାର୍ଡରେ ଏସି ନ ଥିବାରୁ ଗ୍ରୀଷ୍ମର ପ୍ରକୋପରେ ସିଜରିଂ ଓ ପ୍ରସୂତି ମହିଳା ଛଟପଟ ହେଉଛନ୍ତି। ସ୍ତ୍ରୀ ଓ ପ୍ରସୂତି ୱାର୍ଡରେ ଶନିବାର…

ଗାଡ଼ିରୁ ତେଲ ସରିଯିବାରୁ ସାଙ୍ଗଙ୍କୁ ମାରିଦେଲେ

ଭୁବନେଶ୍ୱର,୧୬।୬(ସୂର୍ଯ୍ୟକାନ୍ତ ବେହେରା)ଚନ୍ଦକା ଥାନା ଅନ୍ତର୍ଗତ ପାଞ୍ଚମାଣିଆ ଜଙ୍ଗଲରେ ଡିପ୍ଲୋମା ଛାତ୍ର ସୁଶାନ୍ତ କୁମାର ଟୁଡୁଙ୍କୁ ହତ୍ୟା କରି ଫିଙ୍ଗିଦେବା ଘଟଣାର ପର୍ଦ୍ଦାଫାଶ ହୋଇଛି। ଗାଡିରୁ ତେଲ ସରିଯିବା ଓ ଏଥିପାଇଁ ଟଙ୍କା ମାଗିବାରୁ ପ୍ରଥମେ ବଚସା ପରେ ଉତ୍‌କ୍ଷିପ୍ତ ହୋଇ ସୁଶାନ୍ତଙ୍କୁ…

ଲିମ୍‌କା ବୁକ୍‌ ଅଫ୍‌ ରେକଡର୍‌ସରେ ଭାରତୀୟ ରେଳପଥ

ଭୁବନେଶ୍ୱର, ୧୬।୬ (ଅନୁରାଧା ମହାରଣା): ଏକାଧିକ ସ୍ଥାନରେ ଆୟୋଜିତ ଜନସେବା କାର୍ଯ୍ୟକ୍ରମରେ ସବୁଠୁ ଅଧିକ ଲୋକଙ୍କୁ ଏକତ୍ରିତ କରିବା ଲାଗି ଭାରତୀୟ ରେଳପଥ ଲିମ୍‌କା ବୁକ୍‌ ଅଫ୍‌ ରେକଡର୍‌ସ(ଏଲ୍‌ବିଆର୍‌)ରେ ସ୍ଥାନ ପାଇଛି। ରେଳ ମନ୍ତ୍ରଣାଳୟ ୨୦୨୪ ଫେବୃୟାରୀ ୨୬ରେ ଏକ କାର୍ଯ୍ୟକ୍ରମ…

ବଜାରରେ ଅମୂଲର ନୂତନ ଉତ୍ପାଦ ସମ୍ଭାର

ଭୁବନେଶ୍ୱର,୧୬।୬ (ଅଭୟ ଦାଶ): ଦେଶର ପ୍ରମୁଖ ଦୁଗ୍ଧ ଉତ୍ପାଦକ ତଥା ଗୁଜରାଟ କୋ-ଅପରେଟିଭ ମିଲ୍କି ମାେକେଟିିଂ ଫେଡେରେଶନ ଲିମିଟେଡ୍‌ (ଜିସିଏମ୍‌ଏମ୍‌ଏଫ୍‌ ଲିମିଟେଡ୍‌) ର ଅଗ୍ରଣୀ ବ୍ରାଣ୍ଡ ‘ଅମୂଲ’ର ନୂତନ ଉତ୍ପାଦ ସମ୍ଭାରକୁ ଓଡ଼ିଶା ବଜାରରେ ଶୁଭାରମ୍ଭ ସହ ବଜାର ପ୍ରବେଶ ସମ୍ପର୍କରେ…

୫- ଟି, ନବୀନ ଓଡ଼ିଶା ବ୍ୟାଗ୍‌ ପୋଡ଼ିଲେ

ବାଉଁଶୁଣୀ,୧୬ା୬(ଦେବାଶିଷ ନେପାକ)ବୌଦ୍ଧ ଜିଲା ବାଉଁଶୁଣୀ ଛକ ନିକଟରେ ଶନିବାର ୫- ଟି ଆମ ଓ ନବୀନ ଓଡ଼ିଶା ବ୍ୟାଗ୍‌କୁ ଭାଜପା କର୍ମୀ ପୋଡ଼ୁଥିବା ଦେଖିବାକୁ ମିଳିଛି। ସ୍ଥାନୀୟ ଅଞ୍ଚଳର ଭାଜପା ନେତା ପୁରନ୍ଦର ବକ୍ସିଙ୍କ ନେତୃତ୍ୱରେ ପୂର୍ଣ୍ଣଚନ୍ଦ୍ର ମେହେର, କିଶୋର ମେହେର,…

ବାପାଙ୍କ ପରେ ପୁଅଙ୍କୁ ମିଳିଲା ଆଇନ ବିଭାଗ

ଭୁବନେଶ୍ୱର,୧୬ା୬(ଅନିଲ ଦାସ)ରାଜ୍ୟରେ ପ୍ରଥମ ଥର ପାଇଁ ଭାଜପା ସରକାର ଗଠନ ହୋଇଛି। ମନ୍ତ୍ରିମଣ୍ଡଳରେ ଚିଲିକା ବିଧାୟକ ପୃଥ୍ବୀରାଜ ହରିଚନ୍ଦନଙ୍କୁ କ୍ୟାବିନେଟ ମନ୍ତ୍ରୀ ପାହ୍ୟା ମିଳିଛି। ତାଙ୍କୁ ଆଇନ, ପୂର୍ତ୍ତ ଓ ଅବକାରୀ ବିଭାଗ ଦାୟିତ୍ୱ ମିଳିଛି। ତାଙ୍କ ବାପା ତଥା ଛତିଶଗଡ଼…

ବାପାଙ୍କ ପାଇଁ ୩୫% ପିଲା କରିଛନ୍ତି ସ୍ବାସ୍ଥ୍ୟବୀମା

ଭୁବନେଶ୍ୱର,୧୬।୬(ଅନୁରାଧା ମହାରଣା): ବାପାମାନେ ପରିବାରର ମୂଳଦୁଆ ହୋଇଥିବାବେଳେ ପିଲାଙ୍କ ଉଜ୍ଜ୍ୱଳ ଭବିଷ୍ୟତ ପାଇଁ ସେମାନେ ଯଥା ସମ୍ଭବ ପ୍ରଚେଷ୍ଟା କରିଥା’ନ୍ତି। ପିଲାମାନେ ବର୍ତ୍ତମାନ ବାପାଙ୍କ ପ୍ରତି ନିଜର ଦାୟିତ୍ୱବୋଧ ପ୍ରଦର୍ଶନର ନୂଆ ପନ୍ଥା ଆପଣାଉଛନ୍ତି। ବାପାଙ୍କ ସ୍ବାସ୍ଥ୍ୟଗତ ସମସ୍ୟା ଏଡ଼ାଇବା ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?