ଜାତୀୟ ଚଳଚ୍ଚିତ୍ର ପୁରସ୍କାରରେ ବଡ଼ ପରିବର୍ତ୍ତନ: ଇନ୍ଦିରା, ନର୍ଗିସ୍ଙ୍କ ନାଁ ହଟାଇଦେଲେ
ନୂଆଦିଲ୍ଲୀ,୧୪।୨(ପି.ଟି.):ଜାତୀୟ ଚଳଚ୍ଚିତ୍ର ପୁରସ୍କାରରେ ଅନେକ ପରିବର୍ତ୍ତନ କରାଯାଇଛି। ଏଥିରେ ‘ସର୍ବଶ୍ରେଷ୍ଠ ନବାଗତ ଚଳଚ୍ଚିତ୍ର ପାଇଁ ରହିଥିବା ଇନ୍ଦିରା ଗାନ୍ଧୀ ପୁରସ୍କାର’ ଏବଂ ‘ଜାତୀୟ ସଂହତି ଉପରେ ସର୍ବଶ୍ରେଷ୍ଠ ଫିଚର ଫିଲ୍ମ ପାଇଁ ନର୍ଗିସ୍ ଦତ୍ତ ପୁରସ୍କାର’ରୁ ପୂର୍ବତନ ପ୍ରଧାନମନ୍ତ୍ରୀ ଏବଂ କିମ୍ବଦନ୍ତୀ…
ସତ୍ୟେନ୍ଦୁ କର ରାଜ୍ୟ ଟପ୍ପର
ଭୁବନେଶ୍ୱର,୧୪ା୨ (ଅସମାପିକା ସାହୁ):ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି (ଏନ୍ଟିଏ) ଦ୍ୱାରା ପରିଚାଳିତ ସର୍ବଭାରତୀୟ ଜେଇଇ ମେନ୍ (ସେସନ-୧) ୨୦୨୪ ଫଳ ମଙ୍ଗଳବାର ପ୍ରକାଶ ପାଇଛି। ଏଥିରେ ଦେଶର ୨୩ଜଣ ଛାତ୍ର ୧୦୦ ପର୍ସେଣ୍ଟାଇଲ ସ୍କୋର୍ ରଖିଥିବାବେଳେ ଗୁଜରାଟର ଦ୍ୱୀଜା ଧର୍ମେଶକୁମାର ପଟେଲ ୯୯.୯୯…
ଆନ୍ଦୋଳନକାରୀଙ୍କୁ ଲାଠିମାଡ଼
ଚଣ୍ଡିଗଡ଼/ନୂଆଦିଲ୍ଲୀ,୧୪ା୨: ନିଜ ଉତ୍ପାଦିତ ଫସଲର ସର୍ବନିମ୍ନ ସହାୟକ ମୂଲ୍ୟ (ଏମ୍ଏସ୍ପି) ନିଶ୍ଚିତ କରିବା ସକାଶେ ଆଇନ ପ୍ରଣୟନ ଦାବିରେ କୃଷକମାନେ ପ୍ରାୟ ୨୭ ମାସ ପରେ ମଙ୍ଗଳବାର ଦିଲ୍ଲୀ ସୀମାରେ ପୁଣି ଏକତ୍ରିତ ହୋଇଛନ୍ତି। ୨୬ କୃଷକ ସଙ୍ଗଠନ ପକ୍ଷରୁ ‘ଦିଲ୍ଲୀ…
ଅଖିଳେଶଙ୍କ ଟେନ୍ସନ୍ ବଢାଇଲେ ପଲ୍ଲବୀ
ନୂଆଦିଲ୍ଲୀ,୧୪।୨: ଏସପି ସଭାପତି ଅଖିଳେଶ ଯାଦବଙ୍କୁ ଆଉ ଏକ ବଡ଼ ଝଟକା ଲାଗିଛି। ସ୍ବାମୀ ପ୍ରସାଦ ମୌର୍ଯ୍ୟଙ୍କ ପରେ ବର୍ତ୍ତମାନ ସହଯୋଗୀ ଅପ୍ନା ଦଳ ବିଧାୟକ ପଲ୍ଲବୀ ପଟେଲ ରାଜ୍ୟ ସଭା ନିର୍ବାଚନରେ ସେ ସମାଜବାଦୀ ପାର୍ଟି ପାଇଁ ଭୋଟ ଦେବେ…
ସକାଳ ୯ଟା ପୂର୍ବରୁ ଆସିବ ସଫେଇ ଗାଡ଼ି, ଅବହେଳା କଲେ କାର୍ଯ୍ୟାନୁଷ୍ଠାନ
କଟକ,୧୩ା୨ (କାର୍ତ୍ତିକ ସାହୁ) କଟକ ସହରର ପରିମଳ ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ କଟକ ମହାନଗର ନିଗମ (ସିଏମସି) ପକ୍ଷରୁ ଉଦ୍ୟମ ଆରମ୍ଭ ହୋଇଛି। ସହରରେ ଥିବା ବ୍ୟବସାୟିକ ସଂସ୍ଥାଗୁଡିକରୁ ବାହାରୁଥିବା ବର୍ଜ୍ୟର ସୁପରିଚାଳନା ନିମନ୍ତେ ପଦକ୍ଷେପ ଗ୍ରହଣ କରାଯାଇଛି। ବିଶେଷ…
ପାରା ଅପରିଷ୍କାର କରୁଛନ୍ତି କି? ବାଲକୋନିରେ ଲଗାନ୍ତୁ ଏହି ଗଛ
ପାରା ମଣିଷ ସମାଜର ସବୁଠାରୁ ନିକଟତର ପକ୍ଷୀ ବୋଲି କୁହାଯାଏ। ପୂର୍ବରୁ ଗୋଟିଏ ସ୍ଥାନରୁ ଆଉ ଏକ ସ୍ଥାନକୁ ଚିଠି ପଠେଇବା ପାଇଁ ପାରା ଲୋଡାପଡୁଥିଲା। କିଛିଲୋକ ପାରା ପୋଷିଥାନ୍ତି। ଆଉ କିଛିଜଣ ନିଜ ବାଲକୋନିରେ ପାରାଙ୍କ ପାଇଁ ଶସ୍ୟଦାନା ସବୁବେଳେ…
ନିଲାମ ହେବ ଅର୍ଚ୍ଚନାଙ୍କ ଦୁଇ ଦାମୀ ଗାଡ଼ି
ଭୁବନେଶ୍ୱର,୧୩।୨(ସତ୍ୟଜିତ୍ ରାଉତ): ବହୁଚର୍ଚ୍ଚିତ ହନିଟ୍ରାପ୍ ଓ ବେଆଇନ ଅର୍ଥ କାରବାର ମାମଲାରେ ଛନ୍ଦି ହୋଇଥିବା ଅର୍ଚ୍ଚନା ନାଗଙ୍କ ଦୁଇଟି ଦାମୀ ଗାଡ଼ି ନିଲାମ ହେବ। ଏନେଇ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ପକ୍ଷରୁ ପ୍ରକ୍ରିୟା ଆରମ୍ଭ ହୋଇଛି। ଇଡି ପକ୍ଷରୁ ଭୁବନେଶ୍ୱରସ୍ଥିତ ସ୍ବତନ୍ତ୍ର…
ଅଗ୍ନିପଥ ଯୋଜନା, ନିୟମିତ କ୍ୟାଡର ନିଯୁକ୍ତି ରାଲି ସାଧାରଣ ପ୍ରବେଶିକା ପରୀକ୍ଷା ପାଇଁ ଆରମ୍ଭ ହେଲା ଅନ୍ଲାଇନ୍ ରେଜିଷ୍ଟ୍ରେଶନ, ଏପ୍ରିଲ ୨୨ରେ ପରୀକ୍ଷା
କଟକ,୧୩ା୨ (କାର୍ତ୍ତିକ ସାହୁ): ଭାରତୀୟ ଅଗ୍ନିପଥ ଯୋଜନା ଓ ନିୟମିତ କ୍ୟାଡର ନିଯୁକ୍ତି ରାଲି ନିମନ୍ତେ ଅନଲାଇନ୍ ସାଧାରଣ ପ୍ରବେଶିକା ପରୀକ୍ଷା-୨୦୨୪ ଆସନ୍ତା ଏପ୍ରିଲ ୨୨ରେ ଅନୁଷ୍ଠିତ ହେବ। ଏଥି ନିମନ୍ତେ ଅନ୍ଲାଇନ୍ ପଞ୍ଜିକରଣ ଫେବୃଆରୀ ୧୩ରୁ ଆରମ୍ଭ ହୋଇଛି। ଏହି…
ନାବାଳିକାଙ୍କୁ ବଳାତ୍କାର କଲେ ପିସିଆର କର୍ମଚାରୀ
ପୁରୁଷୋତ୍ତମପୁର୧୩।୨ (ସିମାଞ୍ଚଳ ମିଶ୍ର) ପୋଲିସ ଉପରେ ଲାଗିଲା କଳଙ୍କ ଦାଗ। ରକ୍ଷକ ସାଜିଲା ଭକ୍ଷକ। ଯେଉଁ ପୋଲିସ ପିସିଆର ଲୋକଙ୍କୁ ସୁରକ୍ଷା ଦିଏ ସେହି ପିସିଆରର କର୍ମଚାରୀ ନାବାଳିକାକୁ ବଳାତ୍କାର କରିବାକୁ ପଛାଇନାହିଁ। ଏଭଳି ଏକ ସାଂଘାତିକ ଅଭିଯୋଗ ହୋଇଛି ଗଞ୍ଜାମ…
ମୂରଲିଧରଙ୍କ ନିଲମ୍ବନ ଆଦେଶ ପ୍ରତ୍ୟାହାର କଲା କଂଗ୍ରେସ
ଭୁବନେଶ୍ୱର,୧୩।୨(ସୁନିତ୍ ମିଶ୍ର): କିଛିଦିନ ଧରି ପ୍ରଦେଶ କଂଗ୍ରେସ କମିଟି(ପିସିସି) ପକ୍ଷରୁ ଲଗାତାର ଭାବେ ଦଳରେ ବିଭିନ୍ନ କମିଟି ଗଠନଠାରୁ ଆରମ୍ଭ କରି ବିଶୃଙ୍ଖଳିତ ନେତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉଛି। ସେହିପରି ଦଳ ବିରୋଧୀ କାର୍ଯ୍ୟକ୍ରମରେ ଲିପ୍ତ ଥିବା ଅନେକ ନେତାଙ୍କ…
ତୀର୍ଥ ଯାଇଥିବା ୨ମହିଳା ନିଖୋଜ
ଖୋର୍ଦ୍ଧା(ପ୍ରଭାତ ପାଣିଗ୍ରାହୀ),୧୩।୨: ତୀର୍ଥଯାତ୍ରା ପାଇଁ ଯାଇଥିବା ଖୋର୍ଦ୍ଧା ଜିଲାର ୨ବରିଷ୍ଠ ମହିଳା ନିଖୋଜ ହୋଇନ୍ତି। ସେମାନେ ହେଲେ ବାଲିଅନ୍ତା ବ୍ଳକ ଦେଉଳି ଗାଁର ଗୀତାଞ୍ଜଳି ରାଉତ ଓ ଚିଲିକା ବ୍ଳକ ଅଠରବାଟିଆ ପଞ୍ଚାୟତ ଭେଲେରୀ ଗ୍ରାମର ରାଣୀ ଦେଇ । ଏ…
ପରଲୋକରେ ଓଲିଉଡ୍ର ଭେଟେରାନ ଅଭିନେତା ଚକ୍ରଧର ଜେନା
ଭୁବନେଶ୍ୱର,୧୩।୨: ଓଲିଉଡର ଭେଟେରାନ ଅଭିନେତା ଚକ୍ରଧର ଜେନା ଆଉ ନାହାନ୍ତି। ଭୁବନେଶ୍ୱର ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୬୯ ବର୍ଷ ବୟସ ହୋଇଥିଲା। ଏନେଇ ଖବର ପ୍ରସାରିତ ହେବା ପରେ ସିନେମାଜଗତ ସହ ପ୍ରଶଂସକ…
Archives


