ମମିତାଙ୍କୁ ବଡ଼ ଦାୟିତ୍ୱ ଦେଲେ ମୁଖ୍ୟମନ୍ତ୍ରୀ: ଚାରିଆଡ଼ୁ ମିଳୁଛି ଶୁଭେଚ୍ଛା
ପାଟଣା,୬।୪(ବୀର କିଶୋର ଦାଶ):ପୂର୍ବତନ ଜିଲାପରିଷଦ ଅଧ୍ୟକ୍ଷା ତଥା ମମିତା ନାଏକଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷା ( Special Development Council chairman) ଭାବେ ନିଯୁକ୍ତି ଦେଇଛନ୍ତି। ତାଙ୍କର ଏହି ନିଯୁକ୍ତି ପାଇଁ ସେ…
ଆଇସିସି ପ୍ଲେୟର ଅଫ୍ ଦି ଇୟର: ସଂକ୍ଷିପ୍ତ ତାଲିକାରେ ଭାରତର ଏହି ଦୁଇ ଖେଳାଳି
ଦୁବାଇ,୬ା୪: ମାର୍ଚ୍ଚ ମାସର ଆଇସିସି ପ୍ଲେୟର ଅଫ୍ ଦି ମନ୍ଥ୍ ପୁରସ୍କାର ପାଇଁ ପ୍ରସ୍ତୁତ ସଂକ୍ଷିପ୍ତ ତାଲିକାରେ ଭାରତ ଓପନର ସଞ୍ଜୁ ସାମ୍ସନ ଏବଂ ପେସ୍ ବୋଲର ଯଶପ୍ରୀତ୍ ବୁମ୍ରାଙ୍କ ନାମ ସ୍ଥାନ ପାଇଛି। ଟି୨୦ ବିଶ୍ୱକପ୍ରେ ଭଲ ପ୍ରଦର୍ଶନ ପାଇଁ…
ଓଡ଼ିଆ ପକ୍ଷ ଅବସରରେ ଝାଡୁ ମାରି ସଫାକଲେ ପ୍ରଶାସନିକ ଅଧିକାରୀ
ପାଟଣା,୬।୪(ବୀର କିଶୋର ଦାଶ): ରାଜ୍ୟରେ ଓଡ଼ିଆ ପକ୍ଷ ପାଳନ ହେଉଥିବାବେଳେ ସୋମବାର କେନ୍ଦୁଝର ଜିଲା ପାଟଣା ବ୍ଲକର ରାଜନଗର ରଘୁନାଥ ଜିଉ ମଠ, ଟାଙ୍ଗରପଡ଼ା ମଠ, ଭୀମକୁଣ୍ଡ ପର୍ଯ୍ୟଟନସ୍ଥଳୀ, ପାଟଣା ଆନନ୍ଦେଶ୍ୱର ଶିବ ମନ୍ଦିର ସହ ବ୍ଲକର ବିଭିନ୍ନ ଐତିହ୍ୟ ସ୍ଥଳୀ…
ଥୁଆମୂଳ ରାମପୁରରେ ‘ଆଦିବାସୀ ସଂସ୍କୃତି ଭବନ’ ପାଇଁ ପ୍ରକ୍ରିୟା ଆରମ୍ଭ, ଅଧାପନ୍ତରିଆ ସଂଗ୍ରହାଳୟର ଭବିଷ୍ୟତ କ’ଣ?
ଥୁଆମୂଳ ରାମପୁର,୬।୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁରରେ ଆଦିବାସୀ ସଂସ୍କୃତିର ସଂରକ୍ଷଣ ପାଇଁ ସରକାର ନୂତନ ‘ଆଦିବାସୀ ସଂସ୍କୃତି ଭବନ’ ନିର୍ମାଣ ନିମନ୍ତେ ପ୍ରକ୍ରିୟା ଆରମ୍ଭ କରିଛନ୍ତି । ଆଇଟିଡିଏ (ITDA) ପକ୍ଷରୁ ଜମି ଚିହ୍ନଟ ପାଇଁ ତହସିଲଦାରଙ୍କୁ ପତ୍ର…
ଜନ୍ମଦିନର ୬ ଦିନ ପୂର୍ବରୁ ଆତ୍ମହତ୍ୟା କଲେ ଏହି ଅଭିନେତ୍ରୀ: ମୃତ୍ୟୁ ପୂର୍ବରୁ ସ୍ବାମୀଙ୍କୁ ଭିଡିଓ କଲ୍ କରି…
ଟିଭି ଅଭିନେତ୍ରୀ ସୁଭାଷିନୀ ତାଙ୍କ ଜନ୍ମଦିନର ମାତ୍ର ୬ ଦିନ ପୂର୍ବରୁ ଆତ୍ମହତ୍ୟା କରିଛନ୍ତି। ସୁଭାଷିନୀ ଫାଶୀ ଦେଇ ଦେଇଥିବା ଜଣାପଡ଼ିଛି। ସେ ସନ ଟିଭିରେ ପ୍ରସାରିତ ଧାରାବାହିକ ‘କାୟଲ’ରେ ଏକ ପ୍ରମୁଖ ଚରିତ୍ରରେ ଅଭିନୟ କରୁଥିଲେ। ତାଙ୍କ ମୃତ୍ୟୁ ସମଗ୍ର…
କୋରାପୁଟ ବିଧାୟକଙ୍କୁ ନୂଆ ଦାୟିତ୍ବ,ଜିଲାପାଳଙ୍କ ଉପସ୍ଥିତିରେ….
କୋରାପୁଟ,୬।୪(ଅମିତାଭ ବେହେରା ): କୋରାପୁଟ ଜିଲା ଯୋଜନା କମିଟି ଅଧ୍ୟକ୍ଷ ଭାବେ କୋରାପୁଟ ବିଧାୟକ ରଘୁରାମ ମାଛ ସୋମବାର ଦାୟିତ୍ବ ଗ୍ରହଣ କରିଛନ୍ତି । ସୋମବାର କୋରାପୁଟ ବିଧାୟକ ତାଙ୍କର ଶତାଧିକ ସମର୍ଥକଙ୍କ ସହ ଏକ ବିଶାଳ ଶୋଭାଯାତ୍ରାରେ କୋରାପୁଟ ଜିଲାପାଳଙ୍କ…
୩ ବର୍ଷ ବିତିଯାଇଥିଲେ ସୁଦ୍ଧା ଧାନ ଖଳା ସମ୍ପୂର୍ଣ୍ଣ ହୋଇ ନ ଥିବାରୁ ଚାଷୀ ହଇରାଣ, ଏତେ ଲକ୍ଷ ଟଙ୍କାରେ…
କେସିଙ୍ଗା,୬।୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ଶିରୋଲ ଗ୍ରାମ ପଞ୍ଚାୟତରେ ଚାଷୀଙ୍କ ସୁବିଧା ପାଇ ଗତ ୨୩-୨୪ ଆର୍ଥିକ ବର୍ଷରେ ଖଳା ନିର୍ମାଣ ପାଇଁ ଜିଲା ଗ୍ରାମ୍ୟ ଉନ୍ନୟନ ବିଭାଗ କଳାହାଣ୍ଡି ପକ୍ଷରୁ ୭ଲକ୍ଷ୩୨ ହଜାର ଟଙ୍କା ମଞ୍ଜୁର…
ପିଇବା ପାଣି ପାଇଁ ଗର୍ଜିଲେ ଅଞ୍ଚଳବାସୀ: ସମାଧାନ ପାଇଁ ମିଳିଲା ପ୍ରତିଶ୍ରୁତି
ଦାରିଙ୍ଗବାଡି,୬।୪(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଡବେରୀ ଶାଳବଣଠାରେ ସୋମବାର ଡବେରୀ ଅଞ୍ଚଳକୁ ମଦମୁକ୍ତ ଏବଂ ପିଇବା ପାଣି ସମସ୍ୟାର ସମାଧାନ ପାଇଁ ବସିଲା ବୈଠକ। ଅଞ୍ଚଳର ଡବେରୀ ସମେତ ବାଲୁବାଙ୍ଗା, ବ୍ରାହାସାଲାକା ଆଦି ଗ୍ରାମର ଶତାଧିକ ମହିଳା, ପୁରୁଷ ଏକତ୍ରିତ…
ନୀଳମାଧବଙ୍କୁ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ଦେଲେ ରାଜ୍ୟ ସରକାର: ଛୁଟିଲା ଶୁଭେଚ୍ଛାର ସୁଅ
ଭଞ୍ଜନଗର,୬।୪(ବାବୁଲା ପ୍ରଧାନ):ଭାଜପା ଭଞ୍ଜନଗର ସାଂଗଠନିକ ଜିଲା ସଭାପତି ନୀଳମାଧବ ପାତ୍ରଙ୍କୁ ରାଜ୍ୟ ସରକାର ଗଞ୍ଜାମ ଜିଲା ସ୍ବତନ୍ତ୍ର ଉନ୍ନୟନ ପରିଷଦର ଅଧ୍ୟକ୍ଷ ଭାବେ ନିଯୁକ୍ତି ଦେଇଛନ୍ତି। ଏହି ଖବର ସୋମବାର ଜଣାପଡିବା ପରେ ନୀଳମାଧବଙ୍କ ସମର୍ଥକଙ୍କ ମଧ୍ୟରେ ଖୁସିର ଲହରୀ ଖେଳିଯାଇଛି।…
ହର୍ମୁଜ ଖୋଲିବା ନେଇ ଇରାନର ସସପେନ୍ସ , ଯୁଦ୍ଧବିରତି ସର୍ତ୍ତ ଉପରେ କହିଲା-ଠିକ୍ ସମୟରେ…
ଓ୍ବାଶିଂଟନ୍୬।୪: ଇରାନ-ଆମେରିକା ବିବାଦ ମଧ୍ୟରେ, ଇରାନ ସୂଚିତ କରିଛି ଯେ ହର୍ମୁଜ ପ୍ରଣାଳୀ ଏବେ ଏହାର ନିୟନ୍ତ୍ରଣରେ ଏକ ରଣନୈତିକ ଉପକରଣ ପାଲଟିଛି। ଇରାନ ରିଭୋଲ୍ୟୁସନାରୀ ଗାର୍ଡ (IRGC) ଅନୁଯାୟୀ, ଅନୁମତି ପାଇବା ପରେ ଗତ ୨୪ ଘଣ୍ଟା ମଧ୍ୟରେ ୧୫ଟି…
କାଳବୈଶାଖୀ ବର୍ଷା ସହ କୁଆପଥର ମାଡ଼: ବେହାଲ ହେଲା ଅତାବିରା ଅଞ୍ଚଳ, ଚାଷୀକୂଳ ହତାଶ
ଅତାବିରା, ୬।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଅଞ୍ଚଳରେ ସୋମବାର କାଳବୈଶାଖୀ ଝଡବର୍ଷା ସହ ପ୍ରଚୁର କୁଆପଥର ମାଡ଼ ହୋଇଛି l ଫଳରେ ଅତାବିରା ଅଞ୍ଚଳ ବେହାଲ ହୋଇପଡିଛ। ସୋମବାର ଅପରାହ୍ନ ୩ଟାରୁ ସାଢେ ୩ଟା ଯାଏ ଅତାବିରା ବ୍ଲକର ସବୁ…
ପ୍ରଶଂସକଙ୍କୁ ଗୁଡ୍ନ୍ୟୁଜ୍ ଦେଲେ କରିଶ୍ମା: ଖୁବ୍ଶୀଘ୍ର…
ଅଭିନେତ୍ରୀ କରିଶ୍ମା ତନ୍ନା ଖୁବଶୀଘ୍ର ମା’ ହେବାକୁ ଯାଉଛନ୍ତି। ସେ ତାଙ୍କ ସ୍ବାମୀ ବରୁଣ ବାଙ୍ଗେରା ସହ ଫଟୋ ଶେୟାର କରି ପ୍ରଶଂସକଙ୍କୁ ଏହି ଗୁଡ୍ନ୍ୟୁଜ୍ ଦେଇଛନ୍ତି। ଏବେ ଉଭୟଙ୍କ ନିକଟକୁ ଶୁଭେଚ୍ଛାର ସୁଅ ଛୁଟିଛି। ଇନଷ୍ଟାଗ୍ରାମରେ ଶେୟାର କରାଯାଇଥିବା ପୋଷ୍ଟ…
Archives


