Home Left

ଭାରତ ପାଇଁ କାଳ ସାଜିଛି ନକ୍‌ଆଉଟ୍‌ ଷ୍ଟେଜ୍‌: ୧୦ ବର୍ଷରେ ହାରିଲାଣି…

ନୂଆଦିଲ୍ଲୀ,୧୩।୨: ଆଇସିସି ଟୁର୍ନାମେଣ୍ଟର ନକଆଉଟ ମ୍ୟାଚରେ ଟିମ ଇଣ୍ଡିଆର ହାରିବା ପ୍ରକ୍ରିୟା କ୍ରମାଗତ ଭାବେ ଜାରି ରହିଛି। ନିକଟରେ ଭାରତୀୟ ମାଟିରେ ଏକଦିବସୀୟ ବିଶ୍ୱକପ ଖେଳାଯାଇଥିଲା। ରୋହିତ ଶର୍ମାଙ୍କ ଅଧିନାୟକତ୍ୱରେ ଟିମ ଇଣ୍ଡିଆ କ୍ରମାଗତ ୧୦ଟି ମ୍ୟାଚ ଜିତିଥିଲା, କିନ୍ତୁ ଫାଇନାଲରେ…

ବିମାନବନ୍ଦରରେ ଅଟକ ରହିଲେ ଇଂଲଣ୍ଡ ଖେଳାଳି

ରାଜକୋଟ,୧୩।୨: ଇଂଲଣ୍ଡ କ୍ରିକେଟ ଦଳର ସ୍ପିନର ରେହାନ ଅହମ୍ମଦଙ୍କୁ ରାଜକୋଟ ବିମାନ ବନ୍ଦରରେ ଅଟକାଯାଇଥିଲା। ସେ ଆବୁଧାବିରୁ ଭାରତ ଫେରିଥିଲେ। ଦ୍ୱିତୀୟ ଟେଷ୍ଟ ପରେ ଇଂଲଣ୍ଡ ଦଳ ଆବୁଧାବି ଯାଇଥିଲା। ଏବେ ତୃତୀୟ ଟେଷ୍ଟ ପାଇଁ ସେମାନେ ଫେରିଛନ୍ତି। ରେହାନ ଅହମ୍ମଦଙ୍କ…

ଅମିତ ଶାହାଙ୍କୁ ଭେଟିଲେ ହାର୍ଦ୍ଦିକ ପାଣ୍ଡ୍ୟା: ବଢୁଛି ଚର୍ଚ୍ଚା

ନୂଆଦିଲ୍ଲୀ,୧୩।୨: ଆଜିକାଲି ଟିମ ଇଣ୍ଡିଆର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ବିରତି ନେଇଛନ୍ତି। ଆହତ କାରଣରୁ ସେ ଭାରତୀୟ ଦଳରୁ ବାଦ୍‌ ପଡ଼ିଛନ୍ତି। ନିକଟରେ ପାଣ୍ଡ୍ୟା କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ ଭେଟିଥିଲେ। ଉଭୟେ ଗାନ୍ଧୀ ନଗର ପ୍ରିମିୟର ଲିଗ ଉଦ୍‌ଘାଟନ…

ଆଇସିସିର ‘ଟିମ ଅଫ ଟୁର୍ନାମେଣ୍ଟ’ ଘୋଷଣା: ଭାରତର ୪ ଖେଳାଳିଙ୍କୁ ମିଳିଲା ସ୍ଥାନ

ନୂଆଦିଲ୍ଲୀ,୧୩।୨: ୨୦୨୩ ବିଶ୍ୱକପ ପରି ୨୦୨୪ ଅଣ୍ଡର-୧୯ ବିଶ୍ୱକପରେ ମଧ୍ୟ ଅଷ୍ଟ୍ରେଲିଆ ଫାଇନାଲରେ ଭାରତକୁ ପରାସ୍ତ କରି ଟାଇଟଲ ଜିତିଛି। ୧୪ ବର୍ଷ ପରେ ଅଷ୍ଟ୍ରେଲିଆ ଦଳ ଅଣ୍ଡର-୧୯ ବିଶ୍ୱକପ ଟାଇଟଲ ଜିତିଥିଲା। କଙ୍ଗାରୁମାନେ ପ୍ରଥମ ଥର ପାଇଁ ଫାଇନାଲରେ ଭାରତକୁ…

ନୀତୀଶ କୁମାରଙ୍କ ପାଇଁ ସଙ୍କଟମୋଚକ ସାଜିଲେ ଅମିତ ଶାହା

ପାଟନା,୧୩।୨: ବିହାର ରାଜନୀତିରେ ଗତ କିଛି ସପ୍ତାହ ଅତ୍ୟନ୍ତ ରୋମାଞ୍ଚକର ରହିଛି। ବିହାରରେ ପ୍ରାୟ ଦୁଇ ଦଶନ୍ଧି ଧରି ଚାଲିଥିଲା (୨୦୦୪ ପରଠାରୁ) ପୁଣିଥରେ ସରକାର ଗଢିବା ପାଇଁ ବିପକ୍ଷରେ ପରିବର୍ତ୍ତନ ପରମ୍ପରା ଜାରି ରହିଛି। ଯଦିଓ ନୀତୀଶ ସରକାର ରକ୍ଷା…

ରବି କିଶନ ଶ୍ୟାମ ଷ୍ଟିଲ୍‌ର ବ୍ରାଣ୍ଡ୍‌ ଆମ୍ବାସାଡର

ଭୁବନେଶ୍ୱର,୧୩।୨: ଦେଶର ପ୍ରମୁଖ ଶିଳ୍ପ ସଂସ୍ଥା ତଥା ଟିଏମ୍‌ଟି ବାରସର ଉତ୍ପାଦକ ଏବଂ ନିର୍ମାତା ‘ଶ୍ୟାମ ଷ୍ଟିଲ୍‌’ (ଶ୍ୟାମ ଷ୍ଟିଲ ଇଣ୍ଡଷ୍ଟ୍ରିଜ) ପକ୍ଷରୁ ଜଣାଶୁଣା ଭାରତୀୟ ଅଭିନେତା, ରାଜନେତା ଏବଂ ଚଳଚ୍ଚିତ୍ର ନିର୍ମାତା ରବି କିଶନଙ୍କୁ କମ୍ପାନୀର ବ୍ରାଣ୍ଡ୍‌ ଆମ୍ବାସାଡର ଭାବେ…

ଆଇଓବିର ୮୮ତମ ପ୍ରତିଷ୍ଠା ଦିବସ

ଭୁବନେଶ୍ୱର,୧୩।୨: ଇଣ୍ଡିଆନ୍‌ ଓଭରସିଜ୍‌ ବ୍ୟାଙ୍କ (ଆଇଓବି)ର ୮୮ତମ ପ୍ରତିଷ୍ଠା ଦିବସ ନିକଟରେ ପାଳିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଆଇଓବିର ବ୍ରହ୍ମପୁର କ୍ଷେତ୍ରୀୟ କାର୍ଯ୍ୟାଳୟ ପକ୍ଷରୁ ଏକ ୱାକାଥନ୍‌ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା। ଉକ୍ତ କାର୍ଯ୍ୟକ୍ରମରେ ଆଇଓବି ବ୍ରହ୍ମପୁର କ୍ଷେତ୍ରର ବରିଷ୍ଠ କ୍ଷେତ୍ରୀୟ…

ଜାନୁଆରୀରେ ଖୁଚୁରା ମୁଦ୍ରାସ୍ଫୀତି ୫.୧%

ନୂଆଦିଲ୍ଲୀ,୧୩।୨: କ୍ରମାଗତ ଭାବେ ଦେଶର ଖୁଚୁରା ମୁଦ୍ରାସ୍ଫୀତି ହାରରେ ହ୍ରାସ ପାଉଛି। ଏପରିକି ୨୦୨୪ ଜାନୁଆରୀରେ ଦେଶର ଖୁଚୁରା ମୁଦ୍ରାସ୍ଫୀତି ହାର ହ୍ରାସ ହୋଇ ୫.୧% ହୋଇଛି। ୨୦୨୩ ଡିସେମ୍ବରରେ ଏହି ହାର ୫.୬୯% ଥିଲା ବୋଲି ସୋମବାର ପରିସଂଖ୍ୟାନ ଏବଂ…

ଟିକେଟକୁ ନେଇ ଚର୍ଚ୍ଚାରେ ଅରିନ୍ଦମ

କଟକ, ୧୩ା୨(ଶିଳ୍ପା ପ୍ରିୟଦର୍ଶିନୀ): ନିର୍ବାଚନ ପାଖେଇ ଆସୁଥିବାବେଳେ ରାଜନୀତିରେ ନୂଆ ପରୀକ୍ଷଣ ହେଉଛି। ଏଭଳି ଘଟଣା ବାରବାଟୀ-କଟକ ନିର୍ବାଚନ ମଣ୍ଡଳୀରେ ଦେଖିବାକୁ ମିଳିଛି। ପୂର୍ବତନ ବିଧାୟକ ତଥା ବିଜେଡି କଟକ ଜିଲା ସଭାପତି ଦେବାଶିଷ ସାମନ୍ତରାୟ ଆଗାମୀ ନିର୍ବାଚନ ନିମନ୍ତେ ବିଧାୟକ…

ପୁରୁଷଙ୍କଠାରେ ଏହି କ୍ୟାନସର୍‌ ହେବା ଆଶଙ୍କା ଅଧିକ: ଜାଣନ୍ତୁ ଏହାର ଲକ୍ଷଣ, ଚିକିତ୍ସା

ନୂଆଦିଲ୍ଲୀ,୧୩।୨: କ୍ୟାନସର୍‌ ରୋଗର ନାମ ଶୁଣିବା ମାତ୍ରେ ମନରେ ଚିନ୍ତା ଘାରି ବସେ। ପୁରୁଷମାନଙ୍କ ଠାରେ ସବୁଠୁ ଅଧିକ ମାତ୍ରାରେ ପ୍ରୋଷ୍ଟେଟ କ୍ୟାନସର୍‌ ହେବାର ଆଶଙ୍କା ଥାଏ। ପ୍ରୋଷ୍ଟେଟ କ୍ୟାନସର୍‌ ପୁରୁଷମାନଙ୍କର ପ୍ରୋଷ୍ଟେଟ ଗ୍ରନ୍ଥିରେ ଦେଖାଯାଏ। ଧୀରେ ଧୀରେ ବଢିଯାଏ ଏବଂ…

ଦଳୀୟ କନ୍ଦଳ ସଭିଙ୍କୁ ଅଡ଼ୁଆ

ବରଗଡ଼,୧୩।୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ବରଗଡ଼ ବିଧାନସଭା ନିର୍ବାଚନମଣ୍ଡଳୀରେ ପ୍ରମୁଖ ୩ ଦଳ ବିଜେଡି, ଭାଜପା ଓ କଂଗ୍ରେସରୁ ଆଶାୟୀମାନେ ଟିକେଟ ପାଇବା ପାଇଁ ନିଜସ୍ବ ଢଙ୍ଗରେ ପ୍ରୟାସ କରୁଛନ୍ତି। ଏଠାରେ ବିଧାୟକ ଅଛନ୍ତି ବିଜେଡିର ଦେବେଶ ଆଚାର୍ଯ୍ୟ। ଅଦ୍ୟାବଧି ଭାଜପା…

ରଣ୍‌ଜୀ ଟ୍ରଫି: ଉତ୍ତରାଖଣ୍ଡଠାରୁ ହାରିଲା ଓଡ଼ିଶା

ଭୁବନେଶ୍ୱର, ୧୩।୨(ତପନ ସ୍ବାଇଁ): ଚଳିତ ସିଜନରେ ପ୍ରଦର୍ଶନରେ ସ୍ଥିରତାର ଅଭାବ ଓଡ଼ିଶା ରଣ୍‌ଜୀ ଦଳ ପାଇଁ ମହଙ୍ଗା ପଡ଼ିଛି। କଟକର ଡ୍ରିମ୍ସ ଗ୍ରାଉଣ୍ଡରେ ସୋମବାର ଶେଷ ହୋଇଥିବା ଗ୍ରୁପ୍‌ ‘ଡି’ ରଣ୍‌ଜୀ ଟ୍ରଫି କ୍ରିକେଟ ମ୍ୟାଚରେ ଓଡ଼ିଶା ୧୬୨ ରନରେ ଉତ୍ତରାଖଣ୍ଡଠାରୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri