୩ ବର୍ଷ ବିତିଯାଇଥିଲେ ସୁଦ୍ଧା ଧାନ ଖଳା ସମ୍ପୂର୍ଣ୍ଣ ହୋଇ ନ ଥିବାରୁ ଚାଷୀ ହଇରାଣ, ଏତେ ଲକ୍ଷ ଟଙ୍କାରେ…
କେସିଙ୍ଗା,୬।୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ଶିରୋଲ ଗ୍ରାମ ପଞ୍ଚାୟତରେ ଚାଷୀଙ୍କ ସୁବିଧା ପାଇ ଗତ ୨୩-୨୪ ଆର୍ଥିକ ବର୍ଷରେ ଖଳା ନିର୍ମାଣ ପାଇଁ ଜିଲା ଗ୍ରାମ୍ୟ ଉନ୍ନୟନ ବିଭାଗ କଳାହାଣ୍ଡି ପକ୍ଷରୁ ୭ଲକ୍ଷ୩୨ ହଜାର ଟଙ୍କା ମଞ୍ଜୁର…
ପିଇବା ପାଣି ପାଇଁ ଗର୍ଜିଲେ ଅଞ୍ଚଳବାସୀ: ସମାଧାନ ପାଇଁ ମିଳିଲା ପ୍ରତିଶ୍ରୁତି
ଦାରିଙ୍ଗବାଡି,୬।୪(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଡବେରୀ ଶାଳବଣଠାରେ ସୋମବାର ଡବେରୀ ଅଞ୍ଚଳକୁ ମଦମୁକ୍ତ ଏବଂ ପିଇବା ପାଣି ସମସ୍ୟାର ସମାଧାନ ପାଇଁ ବସିଲା ବୈଠକ। ଅଞ୍ଚଳର ଡବେରୀ ସମେତ ବାଲୁବାଙ୍ଗା, ବ୍ରାହାସାଲାକା ଆଦି ଗ୍ରାମର ଶତାଧିକ ମହିଳା, ପୁରୁଷ ଏକତ୍ରିତ…
ନୀଳମାଧବଙ୍କୁ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ଦେଲେ ରାଜ୍ୟ ସରକାର: ଛୁଟିଲା ଶୁଭେଚ୍ଛାର ସୁଅ
ଭଞ୍ଜନଗର,୬।୪(ବାବୁଲା ପ୍ରଧାନ):ଭାଜପା ଭଞ୍ଜନଗର ସାଂଗଠନିକ ଜିଲା ସଭାପତି ନୀଳମାଧବ ପାତ୍ରଙ୍କୁ ରାଜ୍ୟ ସରକାର ଗଞ୍ଜାମ ଜିଲା ସ୍ବତନ୍ତ୍ର ଉନ୍ନୟନ ପରିଷଦର ଅଧ୍ୟକ୍ଷ ଭାବେ ନିଯୁକ୍ତି ଦେଇଛନ୍ତି। ଏହି ଖବର ସୋମବାର ଜଣାପଡିବା ପରେ ନୀଳମାଧବଙ୍କ ସମର୍ଥକଙ୍କ ମଧ୍ୟରେ ଖୁସିର ଲହରୀ ଖେଳିଯାଇଛି।…
ହର୍ମୁଜ ଖୋଲିବା ନେଇ ଇରାନର ସସପେନ୍ସ , ଯୁଦ୍ଧବିରତି ସର୍ତ୍ତ ଉପରେ କହିଲା-ଠିକ୍ ସମୟରେ…
ଓ୍ବାଶିଂଟନ୍୬।୪: ଇରାନ-ଆମେରିକା ବିବାଦ ମଧ୍ୟରେ, ଇରାନ ସୂଚିତ କରିଛି ଯେ ହର୍ମୁଜ ପ୍ରଣାଳୀ ଏବେ ଏହାର ନିୟନ୍ତ୍ରଣରେ ଏକ ରଣନୈତିକ ଉପକରଣ ପାଲଟିଛି। ଇରାନ ରିଭୋଲ୍ୟୁସନାରୀ ଗାର୍ଡ (IRGC) ଅନୁଯାୟୀ, ଅନୁମତି ପାଇବା ପରେ ଗତ ୨୪ ଘଣ୍ଟା ମଧ୍ୟରେ ୧୫ଟି…
କାଳବୈଶାଖୀ ବର୍ଷା ସହ କୁଆପଥର ମାଡ଼: ବେହାଲ ହେଲା ଅତାବିରା ଅଞ୍ଚଳ, ଚାଷୀକୂଳ ହତାଶ
ଅତାବିରା, ୬।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଅଞ୍ଚଳରେ ସୋମବାର କାଳବୈଶାଖୀ ଝଡବର୍ଷା ସହ ପ୍ରଚୁର କୁଆପଥର ମାଡ଼ ହୋଇଛି l ଫଳରେ ଅତାବିରା ଅଞ୍ଚଳ ବେହାଲ ହୋଇପଡିଛ। ସୋମବାର ଅପରାହ୍ନ ୩ଟାରୁ ସାଢେ ୩ଟା ଯାଏ ଅତାବିରା ବ୍ଲକର ସବୁ…
ପ୍ରଶଂସକଙ୍କୁ ଗୁଡ୍ନ୍ୟୁଜ୍ ଦେଲେ କରିଶ୍ମା: ଖୁବ୍ଶୀଘ୍ର…
ଅଭିନେତ୍ରୀ କରିଶ୍ମା ତନ୍ନା ଖୁବଶୀଘ୍ର ମା’ ହେବାକୁ ଯାଉଛନ୍ତି। ସେ ତାଙ୍କ ସ୍ବାମୀ ବରୁଣ ବାଙ୍ଗେରା ସହ ଫଟୋ ଶେୟାର କରି ପ୍ରଶଂସକଙ୍କୁ ଏହି ଗୁଡ୍ନ୍ୟୁଜ୍ ଦେଇଛନ୍ତି। ଏବେ ଉଭୟଙ୍କ ନିକଟକୁ ଶୁଭେଚ୍ଛାର ସୁଅ ଛୁଟିଛି। ଇନଷ୍ଟାଗ୍ରାମରେ ଶେୟାର କରାଯାଇଥିବା ପୋଷ୍ଟ…
ଇରାନକୁ ଭିତିରିଆ ଶକ୍ତି ଯୋଗାଉଛନ୍ତି ଏହି ୨ ଦେଶ, ଏହି କାରଣରୁ ଶେଷ ହେଉନାହିଁ ଯୁଦ୍ଧ! ଚାଞ୍ଚଲ୍ୟକର ଖୁଲାସା
ଓ୍ବାଶିଂଟନ୍,୬।୪: ମଧ୍ୟପ୍ରାଚ୍ୟରେ ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧ ଆରମ୍ଭ ହେବାର ଏକ ମାସରୁ ଅଧିକ ସମୟ ବିତିଗଲାଣି, ତଥାପି ହର୍ମୁଜ ପ୍ରଣାଳୀ ଖୋଲିବା ନେଇ କୌଣସି ଚୁକ୍ତି ହୋଇନାହିଁ, କିମ୍ବା ଯୁଦ୍ଧ ସମାପ୍ତ କରିବାରେ ଉଭୟ ପକ୍ଷଙ୍କ ମଧ୍ୟରେ…
IPL 2026: ପଏଣ୍ଟ ଟେବୁଲ ଶୀର୍ଷରେ ଆରସିବି
ବେଙ୍ଗାଲୁରୁ, ୬।୪: ଇଣ୍ଡିଆନ ପ୍ରିମିୟର ଲିଗ୍ର ରବିବାର ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍ସିବି) ୪୩ ରନରେ ଚେନ୍ନାଇ ସୁପର କିଙ୍ଗ୍ସକୁ ପରାସ୍ତ କରିଛି। ଅନ୍ୟପକ୍ଷେ କ୍ରମାଗତ ୨ଟି ମ୍ୟାଚ ଜିତି ପଏଣ୍ଟ ଟେବୁଲର ଶୀର୍ଷସ୍ଥାନ ଅଧିକାର କରିଛି ଆରସିବି। ଟିମ୍…
IPL ଚାଲିଥିବା ସମୟରେ ଅମ୍ପାୟରଙ୍କୁ ହତ୍ୟା: ଛାତିରେ ଛୁରି ଭୁସି..
ଅମରାବତି,୬।୪: ଆଜିକାଲି ଦେଶରେ IPL 2026ର ରୋମାଞ୍ଚ ଦେଖିବାକୁ ମିଳୁଛି। ଏହି ସମୟରେ ଆନ୍ଧ୍ର ପ୍ରଦେଶରୁ ଜଣେ କ୍ରିକେଟ ଅମ୍ପାୟାରଙ୍କ ହତ୍ୟା ସହିତ ଜଡିତ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଏହି ଘଟଣାଟି ବିଶାଖାପାଟଣାରେ ଘଟିଛି। ଏକ ସ୍ଥାନୀୟ ସ୍ତରୀୟ…
ହାତକୁ ଦି’ ହାତ ହେଲେ IIT ବାବା: ଜାଣନ୍ତୁ କାହାକୁ ବାଛିଲେ ଜୀବନସାଥୀ
ଧର୍ମଶାଳା,୬।୪: ପ୍ରୟାଗରାଜ ମହାକୁମ୍ଭ ସମୟରେ ନିଜର ଅନନ୍ୟ ଶୈଳୀ ଏବଂ ଆଧ୍ୟାତ୍ମିକ ବ୍ୟକ୍ତିତ୍ୱ ପାଇଁ ଜାତୀୟ ସ୍ତରରେ ପ୍ରସିଦ୍ଧି ଲାଭ କରିଥିବା ଆଇଆଇଟିଏନ ବାବା ଓରଫ୍ ଅଭୟ ସିଂହ ପୁଣି ଚର୍ଚ୍ଚାରେ ଅଛନ୍ତି। ଏଥର କାରଣ ହେଉଛି ତାଙ୍କ ବିବାହ। ଦୀର୍ଘ…
ପ୍ରଥମଥର ପାଇଁ ଅନୁଷ୍ଠିତ ହେବ ସାମାଜିକ ଅପେରା ଟୁର୍ନାମେଣ୍ଟ: ବୈଠକରେ ବଡ଼ ନିଷ୍ପତ୍ତି, ଏହି ଦିନ କରାଯିବା ନେଇ…
ଗଞ୍ଜାମ,୬।୩ (ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅଞ୍ଚଳରେ ପ୍ରଥମଥର ପାଇଁ ସାମାଜିକ ଅପେରା ନାଟକ ଟୁର୍ନାମେଣ୍ଟର ଆୟୋଜନ ହେବାକୁ ଯାଉଛି । ଏଥିପାଇଁ ଝାରେଡି ରାଧାଗୋବିନ୍ଦପୁର ପଞ୍ଚାୟତ କଣ୍ଟାପଡାସ୍ଥିତ ମଠ ମକୁନ୍ଦପୁର ଗ୍ରାମଠାରେ ଥିବା ଜଗନ୍ନାଥ ମନ୍ଦିର ପ୍ରାଙ୍ଗଣରେ ଏକ…
ନଡ଼ିଆ ଗଛରୁ ବାଘୁଆ ମହୁମାଛି ବାହାରି ହଠାତ କଲା ଆକ୍ରମଣ: ବୃଦ୍ଧ ଗୁରୁତର, ୪ ଯୁବକ…
ମୋହନା,୬।୪:(ମନ୍ମଥ ମିଶ୍ର): ବାଘୁଆ ମହୁମାଛି ଆକ୍ରମଣରେ ୪ ଆହତ ଜଣେ ବୃଦ୍ଧ ଗୁରୁତର। ଏଭଳି ଘଟଣା ଘଟିଛି ଗଜପତି ଜିଲା ମୋହନା ବ୍ଲକ ଅନ୍ତର୍ଗତ ପାଣିଗଣ୍ଡା ଗାଁରେ। ବୃଦ୍ଧ ଗୋବିନ୍ଦ ପାତ୍ର (୮୫) ନିଜ ଘର ପାଖରେ ଥିବା ଆମ୍ବ, ପଣସ…
Archives


