Home Left

୧୦୦ କ୍ୟୁବ୍‌ ଷ୍ଟାର୍ଟଅପ୍‌ କନ୍‌କ୍ଲେଭ ଉଦ୍‌ଘାଟିତ

ଭୁବନେଶ୍ୱର,୧୨।୨: ରାଜ୍ୟର ଅଗ୍ରଣୀ ଜାତୀୟ ଶିକ୍ଷାନୁଷ୍ଠାନ ଇଣ୍ଡିଆନ ଇନ୍‌ଷ୍ଟିଚ୍ୟୁଟ ଅଫ୍‌ ଟେକ୍ନୋଲୋଜି (ଆଇଆଇଟି) ଭୁବନେଶ୍ୱରର ଗବେଷଣା ଏବଂ ଉଦ୍ୟମିତା ପାର୍କ ପକ୍ଷରୁ ଏକ ଦିନିକିଆ ସ୍ବତନ୍ତ୍ର ସମ୍ମିଳନୀ ‘୧୦୦ କ୍ୟୁବ୍‌ ଷ୍ଟାର୍ଟଅପ୍‌ କନ୍‌କ୍ଲେଭ’ର ଆୟୋଜନ କରାଯାଇଛି। ଏହି ଅବସରରେ କେନ୍ଦ୍ର ଶିକ୍ଷା,ଦକ୍ଷତା…

ବିଓବିର ତ୍ରୈମାସିକ ଫଳାଫଳ

ଭୁବନେଶ୍ୱର,୧୨।୨: ବ୍ୟାଙ୍କ ଅଫ୍‌ ବରୋଦା(ବିଓବି)ର ନିର୍ଦ୍ଦେଶକ ମଣ୍ଡଳୀ ବୈଠକ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ ବ୍ୟାଙ୍କର ଆଗାମୀ କାର୍ଯ୍ୟକଳାପ ଓ କାରବାର ସହିତ ନୂତନ ଯୋଜନା ଆଦି ସମ୍ପର୍କରେ ବିସ୍ତୃତ ଆଲୋଚନା ସହ ୨୦୨୩ ଡିସେମ୍ବର ୩୧ ସୁଦ୍ଧା ହୋଇଥିବା…

ଏସ୍‌ବିଆଇର ସିଏସ୍‌ଆର୍‌ କାର୍ଯ୍ୟକ୍ରମ

ଭୁବନେଶ୍ୱର,୧୨।୨:ଭାରତୀୟ ଷ୍ଟେଟ ବ୍ୟାଙ୍କ (ଷ୍ଟେଟ୍‌ ବ୍ୟାଙ୍କ ଅଫ୍‌ ଇଣ୍ଡିଆ ବା ଏସ୍‌ବିଆଇ)ର ଭୁବନେଶ୍ୱର ମଣ୍ଡଳ ପକ୍ଷରୁ ୨୦ଟି ଭ୍ରାମ୍ୟମାଣ ଶୌଚାଳୟ (ବାୟ ଟଏଲେଟ) ନ୍ୟାଶନାଲ କ୍ୟାଡେଟ କର୍‌ (ଏନ୍‌ସିସି)ର ଓଡ଼ିଶା ୟୁନିଟ୍‌କୁ ଯୋଗାଇ ଦିଆଯାଇଛି। ଏହି ପରିପ୍ରେକ୍ଷୀରେ ଏସ୍‌ବିଆଇର କଟକସ୍ଥିତ ଚଣ୍ଡୀ…

ଦଶମ, ଦ୍ୱାଦଶରେ କିସ୍‌ରୁ ରେକର୍ଡ ସଂଖ୍ୟକ ପରୀକ୍ଷାର୍ଥୀ

ଭୁବନେଶ୍ୱର, ୧୨।୨(ଅସମାପିକା ସାହୁ):ଚଳିତ ବର୍ଷ ମାଧ୍ୟମିକ ଶିକ୍ଷା ବୋର୍ଡ ଦ୍ୱାରା ପରିଚାଳିତ ଦଶମ ଓ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ଯୁକ୍ତ୨ ପରୀକ୍ଷାରେ କିସ୍‌ରୁ ରେକର୍ଡ ସଂଖ୍ୟକ ଛାତ୍ରୀଛାତ୍ର ପରୀକ୍ଷା ଦେବେ। କିସ୍‌ର ୨,୦୦୦ ଛାତ୍ରୀଛାତ୍ର ଦଶମ ଶ୍ରେଣୀ…

‘ଆ କେ ତେରି ବାହୋମେଁ’…

ଭୁବନେଶ୍ୱର, ୧୨।୨(ବନ୍ଦନା ସେଠୀ):‘ଆ କେ ତେରି ବାହୋମେଁ, ହର୍‌ ଶାମ୍‌ ଲଗେ ସିନ୍ଦୁରୀ’…। ଏହା କେବଳ ଏକ ଚଳଚ୍ଚିତ୍ରର ସଙ୍ଗୀତ ନୁହେଁ, ବରଂ ଜଣେ ପ୍ରେମିକାର ମନ କଥା। ବାସ୍ତବରେ ପ୍ରେମିକର ବାହୁରେ ନିଜକୁ ହଜାଇ ପ୍ରେମିକାଟିଏ ସବୁବେଳେ ନିଜକୁ ସୁରକ୍ଷିତ…

ଯୁବକଙ୍କ ହୃତ୍‌ପିଣ୍ଡରୁ ବାହାରିଲା ୪.୫ ଇଞ୍ଚର ଛୁଞ୍ଚି

କଟକ,୧୨ା୨(ଶିଳ୍ପା ପ୍ରିୟଦର୍ଶିନୀ):ଏସ୍‌ସିବି ମେଡିକାଲ କାର୍ଡିଓ ଥୋରାସିସ ଆଣ୍ଡ୍‌ ଭାସ୍କୁଲାର ସର୍ଜରି(ସିଟିଭିଏସ୍‌) ବିଭାଗରେ ରବିବାର ଏକ ଜଟିଳ ଅସ୍ତ୍ରୋପଚାର ସଫଳ ହୋଇଛି । ଭୁବନେଶ୍ୱର ଭିଏସ୍‌ଏସ୍‌ ନଗର ଅଞ୍ଚଳର ନିବାସ ଶର୍ମା(୩୧) ଶୋଇଥିବାବେଳେ ଅସାବଧାନତାବଶତଃ ତାଙ୍କ ଛାତିରେ ୪.୫ ଇଞ୍ଚର ଏକ ଛୁଞ୍ଚି…

ସାକ୍ରୋ ବେସ୍ରା, ପଙ୍କଜ ସୋରେନ ବିଜେତା

ଭୁବନେଶ୍ୱର, ୧୨।୨ (ତପନ ସ୍ବାଇଁ): କଳିଙ୍ଗ ରନର୍ସ ପକ୍ଷରୁ ରବିବାର ସେଣ୍ଟ୍ରୋକ୍ସି ସିଟି ମାରାଥନ ଅନୁଷ୍ଠିତ ହୋଇଯାଇଛି। ମାରାଥନର ୬ଷ୍ଠ ସଂସ୍କରଣ ଶିଖରଚଣ୍ଡୀ ମନ୍ଦିରଠାରୁ ଆରମ୍ଭ ହୋଇ ପଥରଗଡ଼ିଆରେ ଶେଷ ହୋଇଥିଲା । ଅର୍ଥୋପେଡିକ୍‌ ସର୍ଜନ ସାର୍ଥକ ପଟ୍ଟନାୟକ ଓ କଳିଙ୍ଗ…

ବିବାହ ପ୍ରତିଶ୍ରୁତି ଦେଇ ୨ ଜଣଙ୍କ ସହ ପ୍ରେମ ସମ୍ପର୍କ ରଖିଥିଲେ କନିଷ୍ଠ ଯନ୍ତ୍ରୀ: ଆଉ ତା’ପରେ…

ବାରିପଦା,୧୨ା୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ବିବାହର ପ୍ରତିଶ୍ରୁତି ଦେଇ ୨ ଝିଅଙ୍କ ସହିତ ଶାରୀରିକ ସମ୍ପର୍କ ରଖିବା ଅଭିଯୋଗରେ ମୟୂରଭଞ୍ଜ ଜିଲା ଜଳସେଚନ ବିଭାଗରେ କାର୍ଯ୍ୟରତ ଜଣେ କନିଷ୍ଠ ଯନ୍ତ୍ରୀଙ୍କୁ ପୋଲିସ ଗିରଫ କରିଛି। ସେ ହେଲେ ବାରିପଦା ସଦର ଥାନା ଅନ୍ତର୍ଗତ…

ରାଜ୍ୟ ଓପନ ଚେସ୍‌: ସୌମ୍ୟ ଚାମ୍ପିୟନ

ଭୁବନେଶ୍ୱର, ୧୨।୨(ତପନ ସ୍ବାଇଁ): ଓଡ଼ିଶା ରାଜ୍ୟ ଚେସ୍‌ ଆସୋସିଏଶନ ଆନୁକୂଲ୍ୟରେ କେଶୁରାସ୍ଥିତ ରୟାଲ ପବ୍ଲିକ୍‌ ସ୍କୁଲରେ ୫ମ ମୃତ୍ୟୁଞ୍ଜୟ ପାତ୍ର ସ୍ମାରକୀ ରାଜ୍ୟ ଓପନ ର଼୍ୟାପିଡ ଚେସ୍‌ ରବିବାର ଅନୁଷ୍ଠିତ ହୋଇଯାଇଛି। ୫ ରାଉଣ୍ଡ ବିଶିଷ୍ଟ ପ୍ରତିଯୋଗିତାରେ ଟପ୍‌ ସିଡ୍‌ ଫିଡେ…

ନାଗାଲ ଜିତିଲେ ଚେନ୍ନାଇ ଓପନ

ଚେନ୍ନାଇ, ୧୨ା୨ (ପି.ଟି.): ଭାରତର ଟପ୍‌ ସିଙ୍ଗଲ୍ସ ଖେଳାଳି ସୁମିତ ନାଗାଲ ରବିବାର ତାଙ୍କର ପଞ୍ଚମ ଚ୍ୟାଲେଞ୍ଜର ଲେଭଲ ସିଙ୍ଗଲ୍ସ ଟାଇଟଲ ହାସଲ କରିଛନ୍ତି। ଏଠାରେ ଚାଲିଥିବା ଚେନ୍ନାଇ ଓପନ ଟେନିସ ପ୍ରତିଯୋଗିତା ଫାଇନାଲରେ ସେ ଇଟାଲୀର ଲୁକା ନାର୍ଡିଙ୍କୁ ୬-୧,…

ବିଏଫ୍‌ଏଏମ୍‌ର ନୂଆ ଇକ୍ୱିଟି ଫଣ୍ଡ୍‌

ଭୁବନେଶ୍ୱର,୧୨।୨: ବଜାଜ ଫିନ୍‌ସର୍ଭ ଆସେଟ ମ୍ୟାନେଜମେଣ୍ଟ (ବିଏଫ୍‌ଏଏମ୍‌)ର ନୂଆ ଇକ୍ୱିଟି ଫଣ୍ଡ ‘ବଜାଜ ଫିନସର୍ଭ ଲାର୍ଜ ଆଣ୍ଡ ମିଡକ୍ୟାପ ଫଣ୍ଡ ’ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ଯାହା ପ୍ରତିସ୍ପର୍ଦ୍ଧାତ୍ମକ ନିବେଶ (ମୋଟ ଇନଭେଷ୍ଟିଂ)ଜରିଆରେ ନିବେଶଙ୍କ ସମ୍ପତ୍ତିରେ ବୃଦ୍ଧି ଘଟାଇବାକୁ ରଣକାୈଶଳାମତ୍କ…

ଗୁଣି ସନ୍ଦେହ: ସ୍ତ୍ରୀ ଆଗରେ ସ୍ବାମୀଙ୍କୁ ହତ୍ୟା

ପାତ୍ରପୁର,୧୨ା୨(ଉମା ଚରଣ ନେପାକ):ଗଞ୍ଜାମ ଜିଲା ଜରଡ଼ା ଥାନା ଆଦିବାସୀ ଅଧ୍ୟୁଷିତ ହଳଦୀବାଡ଼ ଗ୍ରାମରେ ଶନିବାର ଏକ ହତ୍ୟାକାଣ୍ଡ ଘଟିଛି। ଗୁଣି ସନ୍ଦେହରେ ଜଣେ ବ୍ୟକ୍ତିଙ୍କୁ ଘରୁ ଟାଣିନେଇ ପିଟି ହତ୍ୟା କରିବା ପରେ ପୋଡ଼ି ଦିଆଯାଇଛି। ମୃତକ ହେଲେ ଗୁରୁବାରିଆ ଡାକୁଆ।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri