ସରସ୍ବତୀ ଶିଶୁ ମନ୍ଦିର ଶିକ୍ଷକରୁ ସରପଞ୍ଚ, ଏବେ ଓଡ଼ିଶାର ଭାବି ମୁଖ୍ୟମନ୍ତ୍ରୀ; କିଛି ଏଭଳି ଥିଲା ମୋହନ ମାଝୀଙ୍କ ରାଜନୈତିକ କ୍ୟାରିୟର
ଭୁବନେଶ୍ୱର,୧୧।୬: ଦୀର୍ଘଦିନର ଚର୍ଚ୍ଚାରେ ଲାଗିଛି ବିରାମ। କେନ୍ଦୁଝର ମାଟିର ଆଦିବାସୀ ପୁଅ ମୋହନ ଚରଣ ମାଝୀ ହେବେ ଭାଜପାର ପ୍ରଥମ ମୁଖ୍ୟମନ୍ତ୍ରୀ ଚେହେରା। ଏନେଇ ମଙ୍ଗଳବାର ବିଧାୟକ ଦଳ ବୈଠକରେ ମୋହର ବାଜିଛି। ୪ ଥର ବିଧାୟକ ଭାବେ ନିର୍ବାଚିତ ହୋଇଥିବା…
ଭାବି ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ପ୍ରଥମ ପ୍ରତିକ୍ରିୟା, କହିଲେ…
ଭୁବନେଶ୍ୱର,୧୧।୬: ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ ଭାବେ କେନ୍ଦୁଝର ବିଧାୟକ ମୋହନ ଚରଣ ମାଝୀଙ୍କ ଉପରେ ମୋହର ମାରିଛି ଭାଜପା। ଏନେଇ ମଙ୍ଗଳବାର ବିଧାୟକ ଦଳ ବୈଠକରେ ନିଷ୍ପତ୍ତି ନିଆଯିବା ପରେ ଖବରଦାତା ସମ୍ମିଳନୀରେ ଘୋଷଣା କରାଯାଇଛି। ତେବେ ମୁଖ୍ୟମନ୍ତ୍ରୀ ଭାବେ ଘୋଷଣା…
କିଏ ସେ ମୋହନ ମାଝୀ? ଯିଏ ହେବାକୁ ଯାଉଛନ୍ତି ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ…
ଭୁବନେଶ୍ୱର,୧୧।୬: ମୋହନ ଚରଣ ମାଝୀ ହେବେ ରାଜ୍ୟର ନୂଆ ମୁଖ୍ୟମନ୍ତ୍ରୀ। ଏନେଇ ମଙ୍ଗଳବାର ଅନୁଷ୍ଠିତ ବିଧାୟକ ଦଳ ବୈଠକରେ ନିଷ୍ପତ୍ତି ହୋଇଛି। ଜୁନ ୪ ନିର୍ବାଚନ ଫଳାଫଳ ଆସିବା ପରଠାରୁ କାହାକୁ ଭାଜପା ମୁଖ୍ୟମନ୍ତ୍ରୀ କରିବ ସେ ନେଇ ଚର୍ଚ୍ଚା ଜୋର…
ଶପଥ ସମାରୋହକୁ ଶ୍ରୀଜିଉଙ୍କୁ ନିମନ୍ତ୍ରଣ
ପୁରୀ,୧୧।୬: ଜୁନ ୧୨ରେ ଜନତା ମଇଦାନରେ ଶପଥଗ୍ରହଣ ସମାରୋହ ପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ତେଣୁ ଶପଥ ସମାରୋହ ପୂର୍ବରୁ ପ୍ରଥମ ନିମନ୍ତ୍ରଣ ଭାବେ ଶ୍ରୀଜିଉଙ୍କୁ ଦିଆଯାଇଛି। ଭାଜପାର ଏକ ଟିମ୍ ମଙ୍ଗଳବାର ପୁରୀ ଶ୍ରୀମନ୍ଦିରକୁ ଯାଇ ଶ୍ରୀଜିଉଙ୍କୁ ନିମନ୍ତ୍ରଣ…
ରାଜଧାନୀରେ ପୁଣି ଦେଖାଦେଲା ଆଉ ଏକ ସମସ୍ୟା
ନୂଆଦିଲ୍ଲୀ, ୧୧।୬: ପାଣି ପାଇଁ ହଇରାଣ ହେଉଥିବା ରାଜଧାନୀ ଦିଲ୍ଲୀ ବାସିନ୍ଦା ଏବେ ଆଉ ଗୋଟିଏ ସମସ୍ୟାରେ ପଡ଼ିଛନ୍ତି । ଦିଲ୍ଲୀର କିଛି ଅଞ୍ଚଳରେ ଏବେ ବିଜୁଳି ସମସ୍ୟା ଦେଖାଦେଇଥିବା ସୂଚନା ଦେଇଛନ୍ତି ମନ୍ତ୍ରୀ ଅତିଶୀ । ଉତ୍ତର ପ୍ରଦେଶର ମଣ୍ଡୋଲାରେ…
ଆନ୍ଧ୍ରପ୍ରଦେଶର ରାଜଧାନୀ ହେବ ‘ଅମରାବତୀ’
ଅମରାବତୀ,୧୧।୬: ଆନ୍ଧ୍ରପ୍ରଦେଶର ରାଜଧାନୀ ହେବ ଅମରାବତୀ। ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବାର ଦିନକ ପୂର୍ବରୁ ବିଜୟଓ୍ବାଡାରେ ଆୟୋଜିତ ଏନ୍ଡିଏ ବିଧାୟକ ଦଳ ବୈଠକରେ ଏହା ସ୍ପଷ୍ଟ କରିଛନ୍ତି ଚନ୍ଦ୍ରବାବୁ ନାଇଡୁ। ସେହିଭଳି ବିଶାଖାପାଟଣା ରାଜ୍ୟର ଆର୍ଥିକ ରାଜଧାନୀ ହେବ ବୋଲି ସେ…
କଂଗ୍ରେସର ବଡ଼ ଦାବି, ଏଠି ବଦଳିଯିବ ସରକାର !
ନୂଆଦିଲ୍ଲୀ, ୧୧।୬: ଲୋକସଭା ନିର୍ବାଚନ ଫଳାଫଳ ପରେ ମହାରାଷ୍ଟ୍ର ରାଜନୀତିକୁ ନେଇ ଚର୍ଚ୍ଚା ଜୋର ଧରିଛି । କୁହାଯାଉଛି କି, ନିର୍ବାଚନରେ ଦଳର ଖରାପ ପ୍ରଦର୍ଶନ ପରେ ଏକନାଥ ଶିନ୍ଦେ ଗୋଷ୍ଠୀର ଶିବସେନା ଏବଂ ଅଜିତ୍ ପାୱାରଙ୍କ ଏନ୍ସିପିର ବିଧାୟକ ଦଳ…
ଆଗାମୀ ୭ ଦିନ ପ୍ରବଳ ବର୍ଷା, ଗରମରୁ ମିଳିବ ମୁକ୍ତି
ନୂଆଦିଲ୍ଲୀ, ୧୧।୬: ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଧିରେ ଧିରେ ଉତ୍ତର ଭାରତ ଆଡ଼କୁ ମୁହାଁଉଛି । ଭାରତୀୟ ପାଣିପାଗ ବିଭାଗ ମଙ୍ଗଳବାର ଦେଶର କେତେକ ଅଞ୍ଚଳରେ ପ୍ରବଳ ବର୍ଷା ହେବା ନେଇ ସୂଚନା ଦେଇଛି । ମିଳିଥିବା ସୂଚନା ଅନୁସାରେ, ଆଗାମୀ…
କୋରାପୁଟରେ ବ୍ୟାପିଲା ଝାଡାବାନ୍ତି, ୪୦ ଆକ୍ରାନ୍ତ
କୋରାପୁଟ,୧୧।୬(ଅମିତାଭ ବେହେରା ) କୋରାପୁଟ ଜିଲାର ସେମିଳିଗୁଡା ବ୍ଲକ ଅନ୍ତର୍ଗତ ସୁବାଈ ଗ୍ରାମରେ ଝାଡାବାନ୍ତିରେ ୪୦ଜଣ ଆକ୍ରାନ୍ତ ହୋଇଛନ୍ତି। ଝାଡାବାନ୍ତିରେ ଆକ୍ରାନ୍ତ ହୋଇଥିବା ବ୍ୟକ୍ତିମାନେ ଏବେ ସୁସ୍ଥ ଥିବା ଜଣାପଡିଛି। ଉକ୍ତ ଗ୍ରାମରେ ସ୍ବାସ୍ଥ୍ୟ ବିଭାଗ ତରଫରୁ ଏକ ଟିମ ଗ୍ରାମବାସୀମାନଙ୍କ…
‘ପାକିସ୍ତାନ ଜିନ୍ଦାବାଦ ନାରା’ ଅଭିଯୋଗକୁ ନେଇ ମୁହଁ ଖୋଲିଲେ ସୋଫିଆ
କଟକ, ୧୧ା୬: ବାରବାଟୀ-କଟକ ବିଧାନସଭା ନିର୍ବାଚନମଣ୍ଡଳୀର ନବନିର୍ବାଚିତ କଂଗ୍ରେସ ବିଧାୟିକା ସୋଫିଆ ଫିର୍ଦ୍ଦୋସଙ୍କ ବିରୋଧରେ ଆସିଥିବା ଅଭିଯୋଗ ଉପରେ ସେ ମତ ରଖିଛନ୍ତି। ଏକ ଭିଡିଓ ଶେୟାର କରି ସେ କହିଛନ୍ତି, ବାରବାଟୀ-କଟକରେ ଏକ ନିନ୍ଦନୀୟ ଘଟଣା ଘଟିଛି। ୧୩ ନମ୍ବର…
ଏଥର ମଧ୍ୟ ଲୋକ ସଭା ସ୍ପିକର ପଦ ସମ୍ଭାଳିବେ ଓମ ବିର୍ଲା! ରେସ୍ରେ ଅଛନ୍ତି…
ନୂଆଦିଲ୍ଲୀ,୧୧।୬: ଚଳିତ ଲୋକ ସଭା ନିର୍ବାଚନରେ ଭାଜପାକୁ ରାଜସ୍ଥାନରେ ୧୧ଟି ଆସନ ହରାଇବାକୁ ପଡ଼ିଲା, ଏହା ସତ୍ତ୍ୱେ ବି ପ୍ରଧାନମନ୍ତ୍ରୀ ରାଜସ୍ଥାନର ଚାରିଜଣ ଏମପିଙ୍କୁ ମନ୍ତ୍ରୀ ପଦ ପ୍ରଦାନ କରିଛନ୍ତି। ଗତଥର ମଧ୍ୟ ରାଜସ୍ଥାନର ଚାରିଜଣ ଏମପି ମନ୍ତ୍ରୀ ଥିଲେ। କିନ୍ତୁ…
ବିବାହ କରିବାକୁ ମନା କରିବାରୁ ପ୍ରେମିକାଙ୍କୁ ହତ୍ୟା କଲେ ପ୍ରେମିକ
ବିଷମକଟକ, ୧୧।୬(ପ୍ରସନ୍ନ କୁମାର ପଣ୍ଡା): ପ୍ରେମ ସମ୍ପର୍କକୁ ନେଇ ଯୁବତୀଙ୍କୁ ଘରୁଡାକି ନେଇ ହତ୍ୟା। ହତ୍ୟାକରି ଗୁଣୁପୁର ଥାନାରେ ଆତ୍ମ ସମର୍ପଣ କଲେ ଅଭିଯୁକ୍ତ। କାଲି ଅପରାହ୍ନ ସମୟରେ ଯୁବତୀଙ୍କୁ ଫନ କରି ଡାକିଥିଲେ ଯୁବକ। ପରେ ତାଙ୍କୁ ହତ୍ୟାକରି ବିଷମକଟକ…

