ନଡ଼ିଆ ଗଛରୁ ବାଘୁଆ ମହୁମାଛି ବାହାରି ହଠାତ କଲା ଆକ୍ରମଣ: ବୃଦ୍ଧ ଗୁରୁତର, ୪ ଯୁବକ…
ମୋହନା,୬।୪:(ମନ୍ମଥ ମିଶ୍ର): ବାଘୁଆ ମହୁମାଛି ଆକ୍ରମଣରେ ୪ ଆହତ ଜଣେ ବୃଦ୍ଧ ଗୁରୁତର। ଏଭଳି ଘଟଣା ଘଟିଛି ଗଜପତି ଜିଲା ମୋହନା ବ୍ଲକ ଅନ୍ତର୍ଗତ ପାଣିଗଣ୍ଡା ଗାଁରେ। ବୃଦ୍ଧ ଗୋବିନ୍ଦ ପାତ୍ର (୮୫) ନିଜ ଘର ପାଖରେ ଥିବା ଆମ୍ବ, ପଣସ…
୨ ଭାରତୀୟ ଖେଳାଳିଙ୍କ ମଧ୍ୟରେ ଯୁଦ୍ଧ ସୃଷ୍ଟି କଲା ICC, ବୁମ୍ରାଙ୍କୁ ଚ୍ୟାଲେଞ୍ଜ କଲେ ଟିମ ଇଣ୍ଡିଆର ଏହି ଖେଳାଳି!
ନୂଆଦିଲ୍ଲୀ,୬।୪: ମାର୍ଚ୍ଚ ମାସ ପାଇଁ ପ୍ଲେୟାର ଅଫ ଦ ମନ୍ଥ ପାଇଁ ଆଇସିସି ମନୋନୀତ ବ୍ୟକ୍ତିଙ୍କ ନାମ ଘୋଷଣା କରିଛି। ସବୁଦିନ ପରି, ଆଇସିସି ଏହି ପୁରସ୍କାର ପାଇଁ ତିନି ଜଣ ଖେଳାଳିଙ୍କୁ ମନୋନୀତ କରିଛି। ଏହି ତାଲିକାରେ ଥିବା ନାମ…
ଭଗବାନ ମୁଦୁଲିଙ୍କୁ ଗୁରୁଦାୟିତ୍ୱ: ଉନ୍ନୟନ ପରିଷଦ ଅଧ୍ୟକ୍ଷ ମନୋନୀତ
ନନ୍ଦପୁର,୬।୪(ତୁଷାର କାନ୍ତ ମହାନ୍ତି): ରାଜ୍ୟ ସରକାର ରାଜ୍ୟର ୨୩ ଆଦିବାସୀ ବହୁଳ ଜିଲା ନିମନ୍ତେ ସ୍ବତନ୍ତ୍ର ଉନ୍ନୟନ ପରିଷଦର ନବ କଳେବର କରି ଅଧକ୍ଷ ଓ ଉପାଧ୍ୟକ୍ଷଙ୍କ ତାଲିକା ଘୋଷଣା କରିଛନ୍ତି। କୋରାପୁଟ ଜିଲା ସ୍ବତନ୍ତ୍ର ଉନ୍ନୟନ ପରିଷଦର ଅଧକ୍ଷଭାବେ ନନ୍ଦପୁର…
କୂଅରେ ପଡି ଚାଲିଗଲା ଶିକ୍ଷକଙ୍କ ଜୀବନ, ପକ୍ଷାଘାତ ରୋଗ….
ଗୁଣପୁର,୬।୪(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ପୌର ପରିଷଦ ଅନ୍ତର୍ଗତ ଶିବ ଶକ୍ତି ନଗରରେ ଅଭାବନୀୟ ଘଟଣା । କୂଅରେ ପଡି ଶିକ୍ଷକଙ୍କ ମୃତ୍ୟୁ । ମୃତ ଶିକ୍ଷକ ଜଣକ ଶିବଶକ୍ତି ନଗର ଲେନ ୨ ରେ ବାସିନ୍ଦା କୃଷ୍ଣ ଚନ୍ଦ୍ର…
ଓପିଏସସି କାର୍ଯ୍ୟାଳୟ ଆଗରେ ଡିଗ୍ରିଧାରୀ ଡାକ୍ତରୀ ଛାତ୍ରୀଛାତ୍ରଙ୍କ ଧାରଣା
କଟକ,୬।୪(ଶିଳ୍ପା ପ୍ରିୟଦର୍ଶିନୀ): କଟକ ଓପିଏସ୍ସି କାର୍ଯ୍ୟାଳୟ ସମ୍ମୁଖରେ ଡିଗ୍ରିଧାରୀ ଡାକ୍ତରୀ ଛାତ୍ରୀଛାତ୍ର ପ୍ରତିବାଦ କରିଛନ୍ତି। ନିଯୁକ୍ତି ପାଇ ନ ଥିବା ଶତାଧିକ ଏମ୍ବିବିଏସ୍ ଡାକ୍ତର ବିକ୍ଷୋଭ ପ୍ରଦର୍ଶନ କରି ଗତବର୍ଷ ମେ’ ମାସରେ ଓପିଏସସି ଦ୍ୱାରା ୫୨୮୪ ପଦବୀ ଆହ୍ୱାନ କରାଯାଇଥିବା…
ଆମେରିକା-ଇରାନ ବିବାଦ ଶେଷ ହେବ, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ? ପାକିସ୍ତାନ ପ୍ରସ୍ତୁତ କଲାଣି ଡ୍ରାପ୍ଟ – ସର୍ତ୍ତାବଳୀ କ’ଣ ଜାଣନ୍ତୁ
ତେହରାନ,୬।୪: ଆମେରିକା ଏବଂ ଇରାନ ମଧ୍ୟରେ ଏକ ମାସରୁ ଅଧିକ ସମୟ ଧରି ଚାଲିଥିବା ସଂଘର୍ଷ ଶେଷ ହେବାକୁ ଯାଉଛି ଏବଂ ହର୍ମୁଜ ପ୍ରଣାଳୀ ଖୁବ ଶୀଘ୍ର ପୁନର୍ବାର ଖୋଲିପାରେ। ପ୍ରକୃତରେ, ଆମେରିକା ଏବଂ ଇରାନ ଶତ୍ରୁତା ଶେଷ କରିବା ପାଇଁ…
ପୁଣି ସରଣ୍ଡାରେ ବିସ୍ଫୋରଣ: କୋବ୍ରା ୨୦୫ ବାଟାଲିୟନର ଯବାନ ଆହତ
ବଣାଇଁ,୬।୪(ପ୍ରଦୀପ ତ୍ରିପାଠୀ): ଓଡ଼ିଶା-ଝାଡଖଣ୍ଡ ସୀମା ସଂଲଗ୍ନ ସରଣ୍ଡା ଜଙ୍ଗଲରେ ସୋମବାର ପୁଣି ବିସ୍ଫୋରଣର ଖବର ସାମ୍ନାକୁ ଆସିଛି। ଯାହା ସୁରକ୍ଷା ବ୍ୟବସ୍ଥା ଏବଂ ନକ୍ସଲ କାର୍ଯ୍ୟକଳାପକୁ ନେଇ ନୂଆ ପ୍ରଶ୍ନ ଉଠାଇଛି। ୬ ଏପ୍ରିଲର ସକାଳେ ବାଲିବା ଗାଁ ନିକଟସ୍ଥ ଚଡ୍ରା…
ଯୁଦ୍ଧ ମଧ୍ୟରେ ଇରାନକୁ ଶକ୍ତ ଝଟକା: ଆମେରିକା-ଇସ୍ରାଏଲ ଆକ୍ରମଣରେ IRGC ଗୁପ୍ତଚର ମୁଖ୍ୟଙ୍କ ମୃତ୍ୟୁ
ତେହରାନ,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଇରାନକୁ ଏକ ଶକ୍ତ ଧକ୍କା ଲାଗିଛି। ସୋମବାର (ଏପ୍ରିଲ ୬) ସକାଳେ ଆମେରିକା-ଇସ୍ରାଏଲର ମିଳିତ ଆକ୍ରମଣରେ IRGCର ଗୁପ୍ତଚର ମୁଖ୍ୟ ମେଜର ଜେନେରାଲ ମାଜିଦ ଖାଦେମିଙ୍କ ମୃତ୍ୟୁ ଘଟିଛି। ଇରାନ ଏହି ଘଟଣା ସମ୍ପର୍କରେ…
କଲେଜରୁ ଫେରୁଥବା ବେଳେ ଯୁବତୀଙ୍କୁ ଅପହରଣ: କାର ଭିତରକୁ ନେଇ..
ପାଟକୁରା,୬।୪(ରବୀନ୍ଦ୍ର ନାଥ ବାରିକ): କେନ୍ଦ୍ରାପଡ଼ା ଜିଲା ଗରଦପୁର ବ୍ଳକ ଅଧୀନ କୁଳତୁଠୀ ଅରକ୍ଷିତ ଦାସଙ୍କ ମନ୍ଦିର ନିକଟ ନଦୀ ବନ୍ଧଗଡା ନିକଟର ଜଣେ ଯୁବତୀଙ୍କୁ ଅପହରଣ କରାଯାଇଛି। ପୂର୍ବାହ୍ନ ସମୟରେ ସ୍ଥାନୀୟ କଲେଜରୁ ପାଠ ପଢି ଦୁଇ ଯୁବତୀ ଫେରୁଥିବା ବେଳେ…
ଆବେଲ ପୁରସ୍କାର-୨୦୨୬
ଆବେଲ ପୁରସ୍କାର ହେଉଛି ଗଣିତ ପାଇଁ ଏକ ଉଲ୍ଲେଖନୀୟ ସମ୍ମାନ। ଏହାକୁ ନୋବେଲ ପୁରସ୍କାର ସହ ସମାନ ମନେ କରାଯାଇଥାଏ। ନରଓ୍ବେର ବିଶିଷ୍ଟ ଗଣିତଜ୍ଞ ନିଲ୍ସ ହେନରିକ ଆବେଲଙ୍କ ଦୁଇଶତ ବର୍ଷ ଜନ୍ମ ଜୟନ୍ତୀ ଅବସରରେ ନରଓ୍ବେ ସରକାର ୨୦୦୨ ମସିହାରେ…
ହାଇଡ୍ରୋଜେନ ବଣ୍ଡିଂ: ଦୈନନ୍ଦିନ ଜୀବନର ଅଦୃଶ୍ୟ ସ୍ଥାପତ୍ୟ
କଥା ୧୯୧୯ ମସିହାର। ଆମେରିକାର କାଲିଫର୍ଣ୍ଣିଆ ବିଶ୍ୱବିଦ୍ୟାଳୟ, ବର୍କଲେରେ ଗ୍ରାଜୁଏଶନ ସମୟ ପାଖେଇ ଆସୁଥିଲା ଏବଂ ମୋରିସ ହଗିନ୍ସ ନାମକ ଜଣେ ଛାତ୍ର ବହୁତ ଚିନ୍ତାରେ ଥିଲେ। ତାଙ୍କୁ ପ୍ରଫେସର ୱିଲିୟମ ବ୍ରେ’ଙ୍କ ପାଖରେ ଏକ ଟର୍ମ ପେପର୍ ଦାଖଲ କରିବାର…
ସରକାରଙ୍କ ବଡ଼ ପଦକ୍ଷେପ: ଓଡ଼ିଶାରେ ପଶିପାରିବ ନାହିଁ ବାହାର ରାଜ୍ୟର ପୁରୁଣା ଗାଡ଼ି
କଟକ,୨।୪(କାର୍ତ୍ତିକ ସାହୁ): ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନାଙ୍କ ନିର୍ଦ୍ଦେଶ କ୍ରମେ ରାଜ୍ୟର ପରିବହନ ବ୍ୟବସ୍ଥାକୁ ଉନ୍ନତ ଏବଂ ଯାତ୍ରୀମାନଙ୍କ ନିରାପତ୍ତାକୁ ସୁଦୃଢ଼ କରିବା ଉଦ୍ଦେଶ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ କରାଯାଇଛି। ୧୯ ଜୁଲାଇ ୨୦୨୩ରେ ରାଜ୍ୟ…
Archives


