Home Left

ପାକିସ୍ତାନ ସହ ଯୁଦ୍ଧ ଆରମ୍ଭ କରିବାକୁ ପଡିବ: କେନ୍ଦ୍ର ମନ୍ତ୍ରୀଙ୍କ ବଡ ବୟାନ

ନୂଆଦିଲ୍ଲୀ,୧୦।୬: ଜମ୍ମୁ କଶ୍ମୀରରେ ହୋଇଥିବା ରେସି ଆତଙ୍କବାଦୀ ଆକ୍ରମଣରେ କେନ୍ଦ୍ର ମନ୍ତ୍ରୀ ରାମଦାସ ଅଠାଓ୍ବେଲେ ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି ଯେ ମୋର ବିଶ୍ୱାସ ଯେ ଜମ୍ମୁ କଶ୍ମୀରରେ ଆତଙ୍କବାଦ ସମାପ୍ତ ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତୃତୀୟ ଥର ପାଇଁ…

ତୃତୀୟ କାର୍ଯ୍ୟକାଳ ପ୍ରଥମ ଫାଇଲ୍‌ ଦସ୍ତଖତ କରିବା ପରେ ଏମିତି କଥା କହିଦେଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୧୦।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଦାୟିତ୍ୱ ଗ୍ରହଣ କରିଥିଲେ। ପ୍ରଧାନମନ୍ତ୍ରୀ କିଷାନ ନିଧିର ୧୭ତମ କିସ୍ତି ରିଲିଜ୍‌ କରିବାକୁ ପ୍ରଧାନମନ୍ତ୍ରୀ ମୋଦି ତାଙ୍କର ପ୍ରଥମ ଫାଇଲରେ ଦସ୍ତଖତ କରିଛନ୍ତି। ନରେନ୍ଦ୍ର ମୋଦି ଏହାକୁ ସୌଭାଗ୍ୟର ବିଷୟ ବୋଲି କହିଛନ୍ତି। ପ୍ରଧାନମନ୍ତ୍ରୀ…

ପ୍ରଥମଥର ନିର୍ବାଚନ ଜିତି କେନ୍ଦ୍ରମନ୍ତ୍ରୀ ହେଲେ ଏହି ୫ ନେତା:ଲିଷ୍ଟ୍‌ରେ ଅଛନ୍ତି,ସବୁଠୁ ଧନୀ ଏମ୍‌ପିଠୁ ଆରମ୍ଭ କରି ମେୟର୍‌ ପର୍ଯ୍ୟନ୍ତ ନାଁ

ନୂଆଦିଲ୍ଲୀ,୧୦।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କେନ୍ଦ୍ରରେ ତୃତୀୟ କାର୍ଯ୍ୟକାଳ ଗ୍ରହଣ କରିଛନ୍ତି। ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ୭୧ ମନ୍ତ୍ରୀ ଶପଥ ଗ୍ରହଣ କରିଛନ୍ତି। ଏଥିମଧ୍ୟରେ ୩୦ ଜଣ କ୍ୟାବିନେଟ ମନ୍ତ୍ରୀ ଏବଂ ୫ ଜଣ ସ୍ବାଧୀନ ଚାର୍ଜ ମନ୍ତ୍ରୀ ଏବଂ ୩୬ଟି…

ମିଡିଆ ଦେଉଛି ଭୁଲ ଖବର, ମୋଦି ସରକାରଙ୍କ ମନ୍ତ୍ରୀ ପରିଷଦରୁ ଇସ୍ତଫା ଦେବାକୁ ଚାହୁଁଛନ୍ତି ସୁରେଶ ଗୋପୀ

ନୂଆଦିଲ୍ଲୀ,୧୦।୬: ଗତକାଲି ଅର୍ଥାତ୍‌ ରବିବାର କେରଳର ନୂତନ ନିର୍ବାଚିତ ଭାଜପା ଏମପି ସୁରେଶ ଗୋପୀ ଟୁଇଟ କରି କହିଛନ୍ତି ଯେ ମୋଦି ସରକାରଙ୍କ ମନ୍ତ୍ରୀ ପରିଷଦରୁ ମୁଁ ଇସ୍ତଫା ଦେବାକୁ ଯାଉଛି ବୋଲି କିଛି ମିଡିଆ ପ୍ଲାଟଫର୍ମ ଭୁଲ ଖବର ପ୍ରଚାର…

ସରିଲା ନିର୍ବାଚନ ବଢ଼ିଲା ଅତ୍ୟାବଶ୍ୟକ ସାମଗ୍ରୀ ଦରଦାମ୍

ଭୁବନେଶ୍ୱର,୧୦ା୬: ନିର୍ବାଚନ ସାରିବା ପରେ ରାଜ୍ୟରେ ବୃଦ୍ଧି ପାଇଛି ସମସ୍ତ ଅତ୍ୟାବଶ୍ୟକ ସାମଗ୍ରୀର ଦରଦାମ୍। ଚାଉଳ, ଡାଲି, ଖାଇବା ତେଲ, ଗହମ, ମଇଦା, ଏବଂ ଅନ୍ୟାନ୍ୟ ଖାଦ୍ୟ ସାମଗ୍ରୀର ମୂଲ୍ୟରେ ବୃଦ୍ଧି ନିମ୍ନ ମଧ୍ୟବିତ୍ତ ପରିବାର ଏବଂ ଆର୍ଥିକ ଦୃଷ୍ଟିରୁ ଦୁର୍ବଳ…

ମୁଖ୍ୟମନ୍ତ୍ରୀ ପଦ ପାଇଁ ଭାଜପା ବିଧାୟକ ରବି ନାଏକଙ୍କୁ ନେଇ ଚର୍ଚ୍ଚା

ଭୁବନେଶ୍ୱର,୧୦ା୬: ଓଡ଼ିଶାର ଆଗାମୀ ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ସମୟ ପାଖେଇ ଆସୁଥିଲା ବେଳେ କିଏ ମୁଖ୍ୟମନ୍ତ୍ରୀ ହେବ ଏହାକୁ ନେଇ ଉତ୍କଣ୍ଠା ବଢ଼ିବାରେ ଲାଗିଛି। ଏହାରି ମଧ୍ୟରେ ମୁଖ୍ୟମନ୍ତ୍ରୀ ଦୌଡରେ ନିଜକୁ ଯୋଡ଼ିଛନ୍ତି କୁଚିଣ୍ଡା ବିଧାୟକ ରବି ନାଏକ। ସୋମବାର ପ୍ରତିକ୍ରିୟା…

କଂଗ୍ରେସ ଛାଡ଼ିଲେ ଭକ୍ତ ଦାସ, ପ୍ରତିକ୍ରିୟାରେ କହିଲେ…

ଭୁବନେଶ୍ୱର,୧୦ା୬: ରାଜ୍ୟରେ ସଦ୍ୟ ସମାପ୍ତ ହୋଇଥିବା ନିର୍ବାଚନରେ କଂଗ୍ରେସର ଶୋଚନୀୟ ପରାଜୟ ଘଟିଛି। ଏହା ପରେ ସୋମବାର ପଦ ଛାଡ଼ିଛନ୍ତି ବରିଷ୍ଠ କଂଗ୍ରେସ ନେତା ତଥା ପୂର୍ବତନ ମନ୍ତ୍ରୀ ଭକ୍ତ ଚରଣ ଦାସ। ନିଜ ଉପରକୁ ନୈତିକ ଦାୟିତ୍ୱ ନେଇ ସେ…

ନୂଆ ମୁଖ୍ୟମନ୍ତ୍ରୀ କେତେବେଳେ ନେବେ ଶପଥ: ହେଲା ସମୟ ନିର୍ଘଣ୍ଟ

ଭୁବନେଶ୍ବର,୧୦।୬: ଓଡ଼ିଶାରେ ଭାଜପାର ପ୍ରଥମ ମୁଖ୍ୟମନ୍ତ୍ରୀ କିଏ ହେବେ ସେନେଇ ସସ୍‌ପେନ୍ସ ଲାଗିରହିଛି। ଭୁବନେଶ୍ୱରରୁ ନୂଆଦିଲ୍ଲୀ ପର୍ଯ୍ୟନ୍ତ ବୈଠକ ପରେ ବୈଠକ ଚାଲିଥିଲେ ମଧ୍ୟ ମୁଖ୍ୟମନ୍ତ୍ରୀଙ୍କ ନାଁ ଚୂଡାନ୍ତ ହୋଇପାରୁନାହିଁ। ଏସବୁ ଭିତରେ ନୂଆ ମୁଖ୍ୟମନ୍ତ୍ରୀ ଆସନ୍ତା ବୁଧବାର ଅପରାହ୍ନ ୪.୪୫ରେ…

ବିଦ୍ୟୁତ୍‌ ଆଘାତରେ କର୍ମଚାରୀ ଗୁରୁତର, କଟକ ସ୍ଥାନାନ୍ତର

କନ୍ଧମାଳ,୧୦ା୬(ସଞ୍ଜୟ କୁମାର ପାଣିଗ୍ରାହୀ): ଟ୍ରାନ୍ସଫର୍ମର ମରାମତି କାମ କରୁଥିବା ବେଳେ ଜଣେ ବିଦ୍ୟୁତ ବିଭାଗ କର୍ମଚାରୀ ଗୁରୁତର ହୋଇଛନ୍ତି। ତାଙ୍କୁ ବିଦ୍ୟୁତ ଆଘାତ ଲାଗିଛି। ଆହତ କର୍ମଚାରୀ ଜଣକ କନ୍ଧମାଳ ଜିଲା ଫୁଲବାଣୀ ଡାକପାଲା ଅଞ୍ଚଳର ସମରେନ୍ଦ୍ର ଘଟାଲ ବୋଲି ଜଣାପଡ଼ିଛି।…

ବାଲେଶ୍ୱର ଜିଲା ଚିକିତ୍ସାଳୟରୁ ଶିଶୁ ଚୋରି କରି ଗିରଫ ହେଲେ ମହିଳା

ବାଲେଶ୍ୱର,୧୦ା୬(ମାନସ ବିଶ୍ୱାଳ): ବାଲେଶ୍ୱର ଜିଲା ମୁଖ୍ୟ ଚିକିତ୍ସାଳୟରୁ ଗତ ଶନିବାର ଜନ୍ମର ମାତ୍ର ୮ ଘଣ୍ଟା ପରେ ଏକ ଶିଶୁପୁତ୍ରକୁ ଚୋରି ହେବା ଘଟଣାରେ ବାଲେଶର ଜିଲା ପୋଲିସକୁ ମିଳିଛି ବଡ଼ ସଫଳତା। ସିସିଟିଭି ଫୁଟେଜ ତଥା ଗୋଇନ୍ଦା ସୂଚନା ଆଧାରରେ…

ମୋଦି ପୁଣିଥରେ ପ୍ରଧାନମନ୍ତ୍ରୀ ହେବାପରେ ଏମିତି କହିଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ

ଇସଲାମାବାଦ୍‌,୧୦।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କ୍ରମାଗତ ତୃତୀୟ ଥର ପାଇଁ ଦେଶର ପ୍ରଧାନମନ୍ତ୍ରୀ ହେବା ନେଇ ସମସ୍ତ ଦେଶ ଅଭିନନ୍ଦନ ବାର୍ତ୍ତା ପଠାଉଛନ୍ତି। ଏହି ସମୟରେ ପଡୋଶୀ ଦେଶ ପାକିସ୍ତାନ ମଧ୍ୟ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଅଭିନନ୍ଦନ ଜଣାଇଛି। ପାକିସ୍ତାନୀ ପ୍ରଧାନମନ୍ତ୍ରୀ ଶାହାବାଜ…

ମୁଖ୍ୟମନ୍ତ୍ରୀଙ୍କ ସୁରକ୍ଷା ଟିମ୍‌ ଉପରକୁ ଆକ୍ରମଣ, ଦୁଇ ଯବାନ ଆହତ

ନୂଆଦିଲ୍ଲୀ, ୧୦।୬: ମଣିପୁରର ମୁଖ୍ୟମନ୍ତ୍ରୀ ଏନ୍‌ ବିରେନ୍‌ ସିଂଙ୍କ ସୁରକ୍ଷା ଟିମ୍‌ ଉପରକୁ କୁକୀ ଉଗ୍ରବାଦୀମାନେ ଆକ୍ରମଣ କରିଛନ୍ତି । ଜିରିବାମ ଅଞ୍ଚଳକୁ ମଙ୍ଗଳବାର ମୁଖ୍ୟମନ୍ତ୍ରୀଙ୍କ ଗସ୍ତ କାର୍ଯ୍ୟକ୍ରମ ରହିଥିବା ବେଳେ ସୋମବାର ସ୍ଥିତି ଅନୁଧ୍ୟାନ ପାଇଁ ଆଗୁଆ ସୁରକ୍ଷା ଟିମ୍‌କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?