Home Left

ସୁରେଶ ପୁଜାରୀଙ୍କ ଶିକ୍ଷାଗତ ଯୋଗ୍ୟତା, ସମ୍ପତ୍ତି କେତେ ? ହୋଇ ପାରନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୦ା୬: ଓଡ଼ିଶାରେ ବହୁମତ ପାଇ ସରକାର ଗଠନ କରିବାକୁ ଯାଉଛି ଭାରତୀୟ ଜନତା ପାର୍ଟି। ତେବେ ଫଳାଫଳ ଆସିବାର ଗୋଟିଏ ସପ୍ତାହ ବିତି ଯାଇଥିଲେ ମଧ୍ୟ କିଏ ଓଡ଼ିଶାର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ କିଏ ହେବ ତାହା ଚୂଡାନ୍ତ ହୋଇପାରି ନାହିଁ। ଏହାରି…

ମୋଦି କଲେ ଦସ୍ତଖତ, ଚାଷୀଙ୍କ ଆକାଉଣ୍ଟକୁ ଆସିବ ଟଙ୍କା: ଜାଣନ୍ତୁ କେମିତି କରିବେ ଆବେଦନ

ନୂଆଦିଲ୍ଲୀ,୧୦।୬:ପ୍ରଧାନମନ୍ତ୍ରୀ କିଷାନ ନିଧି ଟଙ୍କାକୁ ଅପେକ୍ଷା କରିଥିବା ଚାଷୀଙ୍କ ପାଇଁ ଖୁସି ଖବର। ଏହି ଯୋଜନା ଅଧୀନରେ ଶୀଘ୍ର କୃଷକ ଭାଇଙ୍କ ଆକାଉଣ୍ଟକୁ ଟଙ୍କା ପଠାଯିବ। ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ହେବା ପରେ ନରେନ୍ଦ୍ର ମୋଦି କିଷାନ ସମ୍ମାନ ନିଧି…

ଆଖଣ୍ଡଳମଣି ପୀଠ ଚଳଚଞ୍ଚଳ: ଆଜି ମଙ୍ଗନ, କାଲି ବାହାଘର

ଭଦ୍ରକ,୧୦ା୬(ସନାତନ ରାଉତ): ଆରଡିପୀଠ ବାବା ଆଖଣ୍ଡଳମଣିଙ୍କ ମନ୍ଦିରରେ ପ୍ରସିଦ୍ଧ ଶିବବିବାହ ପାଇଁ ଉତ୍ସବମୁଖର ହୋଇ ଉଠିଛି ସମଗ୍ର ପୀଠ। ମନ୍ଦିର ପରିସର ଓ ପୀଠକୁ ରଙ୍ଗିନ ଆଲୋକରେ ସୁସଜ୍ଜିତ କରାଯାଇଥିବା ବେଳେ ଫୁଲରେ ସଜ୍ଜିତ କରାଯିବ ମନ୍ଦିର ପରିସରକୁ। ସୋମବାର ବୈଦିକ…

ଚର୍ଚ୍ଚାରେ ଆଦିବାସୀ ମହିଳା ସାବିତ୍ରୀ ଠାକୁର, ହେଲେ ଦେଶର ମନ୍ତ୍ରୀ, ଜାଣନ୍ତୁ କିଏ ?

ନୂଆଦିଲ୍ଲୀ,୧୦ା୬: ଦୁଇଥରର ଲୋକସଭା ଏମ୍‌ପି ତଥା ୪୬ ବର୍ଷିୟ ସାବିତ୍ରୀ ଠାକୁର ନୂଆକରି ମନ୍ତ୍ରୀ ହୋଇଛନ୍ତି । ମୋଦି ସରକାରଙ୍କ ମନ୍ତ୍ରୀ ମଣ୍ଡଳର ସଦସ୍ୟ ଭାବେ ରବିବାର ପଦ ଏବଂ ଗୋପନୀୟତାର ଶପଥ ପାଠ କରିଛନ୍ତି । ଅନୁସୂଚିତ ଜନଜାତି ସଂରକ୍ଷଣ…

ଖାଁ ଖାଁ ପାଣ୍ଡିଆନଙ୍କ ବାସଭବନ, ହଟିଲା ବ୍ୟାରିକେଡ୍‌

ଭୁବନେଶ୍ୱର,୧୦ା୬: ଭୁବନେଶ୍ୱର ୟୁନିଟ୍‌ ୬ରେ ଥିବା କାର୍ତ୍ତିକ ପାଣ୍ଡିଆନଙ୍କ କ୍ୱାର୍ଟର ନଂ ଭିଆଇଆର୍‌ ୭ ଆଗରେ କରାଯାଇଥିବା ବ୍ୟାରିକେଡ୍‌କୁ ହଟାଇ ଦିଆଯାଇଛି। ରାଜ୍ୟରେ ବିଜେଡି ସରକାର ଥିବା ବେଳେ ପାଣ୍ଡିଆନଙ୍କ ବାସଭବନକୁ ସୁରକ୍ଷା ଦିଆଯାଇଥିଲା। ଏପରିକି ସର୍ବସାଧାରଣ ରାସ୍ତାରେ ବ୍ୟାରିକେଡ ମଧ୍ୟ…

ସପ୍ତାହର ପ୍ରଥମ ୪ ଦିନ କାର୍ଯ୍ୟାଳୟ ଛାଡିବେ ନାହିଁ କୌଣସି ମନ୍ତ୍ରୀ

ନୂଆଦିଲ୍ଲୀ,୨୦।୬: ମୋଦି ସରକାର ୩.୦ର ଶୁଭାରମ୍ଭ ସହିତ ନୂତନ ସରକାର କାର୍ଯ୍ୟ ଆରମ୍ଭ କରିଛନ୍ତି। କ୍ୟାବିନେଟ ମନ୍ତ୍ରୀ ହୋଇଥିବା ଜିତନ ରାମ ମାନଝୀ କହିଛନ୍ତି, ଏଥର ପୂର୍ବ ଅପେକ୍ଷା ଦୃଢ ସଂକଳ୍ପ ନେବାକୁ ପଡିବ, ଆସନ୍ତା ପାଞ୍ଚ ବର୍ଷ ମଧ୍ୟରେ ଭାରତକୁ…

୨୦୨୬ ନିର୍ବାଚନ ପାଇଁ ଟାର୍ଗେଟ ସେଟ! କେତେ ଆସନ ଜିତିବ ଭାଜପା? ଭବିଷ୍ୟବାଣୀ କଲେ ବରିଷ୍ଠ ନେତା

ନୂଆଦିଲ୍ଲୀ,୧୦।୬: ଆସାମରେ ହେବାକୁ ଥିବା ବିଧାନସଭା ନିର୍ବାଚନରେ ଆସାମ ମୁଖ୍ୟମନ୍ତ୍ରୀ ତଥା ଭାଜପା ନେତା ହିମନ୍ତ ବିଶ୍ୱ ଶର୍ମା ଭାଜପା ନେତୃତ୍ୱାଧୀନ ଏନଡିଏର ବିଜୟ ଦାବି କରିଛନ୍ତି। ସେ କହିଛନ୍ତି ଯେ ୨୦୨୬ ବିଧାନସଭା ନିର୍ବାଚନରେ ଭାଜପା ଏବଂ ଏହାର ସହଯୋଗୀମାନେ…

ମୋଦି ଶପଥ ଗ୍ରହଣ ପରେ ଲଣ୍ଡା ହେବାକୁ ମନା କଲେ ସୋମନାଥ ଭାରତୀ

ନୂଆଦିଲ୍ଲୀ,୧୦।୬: ଲୋକ ସଭା ନିର୍ବାଚନ ଶେଷ ହେବାପରେ ନରେନ୍ଦ୍ର ମୋଦି ପୁଣିଥରେ ଦେଶର ପ୍ରଧାନମନ୍ତ୍ରୀ ହୋଇଯାଇଛନ୍ତି। ଜୁନ ୯ରେ ସେ ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଥିଲେ। ତାଙ୍କ ସହ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମୋଦି କ୍ୟାବିନେଟରେ…

କିଏ ହେବେ ଭାଜପାର ହାଇକମାଣ୍ଡ ? ରେସ୍‌ରେ ଅଛନ୍ତି…

ନୂଆଦିଲ୍ଲୀ, ୧୦ା୬: ନରେନ୍ଦ୍ର ମୋଦି ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। ତାଙ୍କ ସହିତ ସମ୍ପର୍ଣ୍ଣ ମନ୍ତ୍ରୀ ମଣ୍ଡଳ ମଧ୍ୟ ଶପଥ ନେଇଛନ୍ତି। ଏପରିସ୍ଥଳେ ଭାଜପାର ଆଗାମୀ ଅଧ୍ୟକ୍ଷ ବା ହାଇକମାଣ୍ଡ କିଏ ହେବେ ସେ ନେଇ ପ୍ରଶ୍ନ…

କିଏ ସେହି ଗିରିଶ ମୁର୍ମୁ, ଯାହାଙ୍କୁ ମୁଖ୍ୟମନ୍ତ୍ରୀ କରିବାକୁ ଭାଜପା ଚାହୁଁଥିବା ନେଇ ଚର୍ଚ୍ଚା, ଜାଣନ୍ତୁ ତାଙ୍କର ଶିକ୍ଷାଗତ ଯୋଗ୍ୟତା

ନୂଆଦିଲ୍ଲୀ,୧୦ା୬: ଭାଜପା ଓଡ଼ିଶାରେ ବିଜେଡି ଓ ପ୍ରତିଦ୍ୱନ୍ଦ୍ୱିତା କରିଥିଲା। ଦଳ ୧୪୭ଟି ଆସନରୁ ରାଜ୍ୟରେ ୭୮ଟି ବିଧାନସଭା ସିଟ୍‌ ଜିତିଛି। ସେବେଠାରୁ ମୁଖ୍ୟମନ୍ତ୍ରୀଙ୍କ ଚେହେରାକୁ ନେଇ ଭାଜପାରେ ଜୋର୍‌ଦାର ଚର୍ଚ୍ଚା ଚାଲିଛି। ତେବେ ଗିରିଶ ଚନ୍ଦ୍ର ମୁର୍ମୁଙ୍କ ନାଁ ମଧ୍ୟ ଚର୍ଚ୍ଚା…

ଭାରତଠାରୁ ପରାସ୍ତ ହେବାପରେ ଭୋ ଭୋ ହୋଇ କାନ୍ଦିଲେ ପାକିସ୍ତାନ ଖେଳାଳି: ଦେଖନ୍ତୁ ଭିଡିଓ

ନ୍ୟୁୟର୍କ,୧୦।୬: ଏକ ରୋମାଞ୍ଚକର ମ୍ୟାଚରେ ଭାରତୀୟ ଦଳ ପାକିସ୍ତାନୀ ଦଳକୁ ୬ ରନ୍‌ରେ ପରାସ୍ତ କରିଛି। ଏହି ମ୍ୟାଚରେ ପାକିସ୍ତାନୀ ଦଳର ଅଧିନାୟକ ବାବର ଆଜାମ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ଭାରତୀୟ ଦଳ ୧୧୯ ରନରେ…

ସାମ୍ନାକୁ ଆସିଲେ ପୁଟିନ୍‌ଙ୍କ ଉତ୍ତରାଧିକାରୀ, ଜାଣନ୍ତୁ କିଏ ?

ନୂଆଦିଲ୍ଲୀ, ୧୦ା୬: ସାରା ବିଶ଼୍ବରେ ଋଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଚର୍ଚ୍ଚାର ବିଷୟ ପାଲଟିଥାନ୍ତି। ପୁଟିନ୍‌ଙ୍କ ପରେ କିଏ ତାଙ୍କର ଉତ୍ତରାଧିକାରୀ ହେବ ସେ ନେଇ ଆଲୋଚନା ମଧ୍ୟ ହୁଏ। କିନ୍ତୁ ପୁତିନ୍‌ଙ୍କର ଝିଅ ଥିବା କେହି ହୁଏତ ଜାଣନ୍ତି ନାହିଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?