ପ୍ରଶାନ୍ତ କିଶୋରଙ୍କ ଏହି ୪ ଭବିଷ୍ୟବାଣୀ ମିଛ ଥିଲା, କହିଲେ ମୁଁ…
ନୂଆଦିଲ୍ଲୀ,୧୦ା୬: ଭାଜପା ନେତୃତ୍ୱରେ ଏନ୍ଡିଏ କ୍ରମାଗତ ତୃତୀୟ ଥର ପାଇଁ ସରକାର ଗଠନ କରିଛି। ତେବେ ଏଥର ଅଧିକାଂଶ ଏକ୍ଜିଟ ପୋଲ୍ ଭୁଲ୍ ପ୍ରମାଣିତ ହୋଇଛି। ଏହି ଏକଜିଟ୍ ପୋଲରେ ଭାଜପା ୩୫୦ରୁ ୪୦୦ସିଟ୍ ଜିତିବ ବୋଲି ଆଶା କରାଯାଉଥିଲା। ତେବେ…
ଜେଲିଓର ଅଲ୍ ନ୍ୟୁ ଗ୍ରାସି ସିରିଜ୍
ଭୁବନେଶ୍ୱର,୧୦ା୬: ଦେଶର ପ୍ରମୁଖ ଇଲେକ୍ଟ୍ରି ଭେଇକିଲ ବା ଇଭି ଟୁହ୍ବିଲର ଷ୍ଟାର୍ଟଅପ ଜେଲିଓ ଇ-ବାଇକ୍ସର ଅଲ୍ ନ୍ୟୁ ଗ୍ରାସି ସିରିଜ୍ର ସର୍ବଭାରତୀୟ ଉନ୍ମୋଚନ (ଅନାବରଣ) ନିକଟରେ ହୋଇଯାଇଛି। ଏ ସମ୍ପର୍କରେ ଜେଲିଓ ଇ-ବାଇକ୍ସର ପ୍ରତିଷ୍ଠାତା ତଥା ପରିଚାଳନା ନିର୍ଦ୍ଦେଶକ କୁନାଲ ଆର୍ଯ୍ୟା…
ଏସିଆନ ପେଣ୍ଟ୍ସର ନୂତନ ଯୋଜନା
ଭୁବନେଶ୍ୱର,୧୦ା୬: ଭାରତର ଅଗ୍ରଣୀ ପେଣ୍ଟ ଆଣ୍ଡ ଡେକୋର କମ୍ପାନୀ ‘ଏସିଆନ ପେଣ୍ଟସ୍’ର ନୂତନ ଯୋଜନା ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ୫ରୁ ୧୪ ବର୍ଷ ବୟସର ଯୁବ କ୍ରିକେଟ ଉତ୍ସାହୀଙ୍କ ପାଇଁ ‘କ୍ରିକେଟ ସ୍କଲାରଶିପ ପାୱାରଡ ବାଇ ନିଓଭାରତ’ର ଶୁଭାରମ୍ଭ ହୋଇଛି।…
ଟିପିସିଓଡିଏଲ୍ର ସ୍ମାର୍ଟ ଗ୍ରୀନ୍ ଅଭିଯାନ
ଭୁବନେଶ୍ୱର,୧୦ା୬ (ଅଭୟ ଦାଶ): ପ୍ରତି ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଟିପି ସେଣ୍ଟ୍ରାଲ୍ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ୍ ଲିମିଟେଡ୍ (ଟିପିସିଓଡିଏଲ୍) ପରିସରରେ ବିଶ୍ୱ ପରିବେଶ ଦିବସ ଏବଂ ଟାଟାର ସ୍ଥାୟିତ୍ୱ ମାସ ନିକଟରେ ପାଳିତ ହୋଇଯାଇଛି। ଏପରିକି ଚଳିତ ବର୍ଷର ବିଷୟବସ୍ତୁ…
ସୋନିର ନୂତନ ଉତ୍ପାଦ
ଭୁବନେଶ୍ୱର,୧୦ା୬: ସୋନି ଇଣ୍ଡିଆର ନୂତନ ଉତ୍ପାଦ ତଥା ୟୁଏଲଟି ପାୱାର ସାଉଣ୍ଡ ସିରିଜର ଓୟାରଲେସ୍ ସ୍ପିକର ଓ ନଏଜ କ୍ୟାନସେଲେଶନ ସାଉଣ୍ଡବାରକୁ ନିକଟରେ ଉନ୍ମୋଚନ କରାଯାଇଛି। ଏପରିକି ଏହି ନୂଆ ବର୍ଗମାଳାରେ ୟୁଏଲ୍ଟି ଟାୱାର୧୦, ୟୁଏଲ୍ଟି ଫିଲ୍ଡ ୭ ଓ ୟୁଏଲ୍ଟି…
ଆଇଆଇଏଫ୍ସିଏଲ୍ ସହ ପିଏନ୍ବିର ବୁଝାମଣା
ଭୁବନେଶ୍ୱର,୧୦ା୬: ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ (ପିଏନ୍ବି) ଏବଂ ଇଣ୍ଡିଆ ଇନ୍ଫ୍ରାଷ୍ଟ୍ରକଚର ଫାଇନାନ୍ସ କମ୍ପାନୀ ଲିମିଟେଡ (ଆଇଆଇଏଫ୍ସିଏଲ) ମଧ୍ୟରେ ଏକ ଦ୍ୱିପାକ୍ଷିକ ବୁଝାମଣା ନିକଟରେ ହୋଇଯାଇଛି। ଏପରିକି ଉଭୟ ସଂସ୍ଥାର କାରବାର ବୃଦ୍ଧି ସହିତ ଆଇଆଇଏଫସିଏଲ୍ର ପ୍ରକଳ୍ପଗୁଡିକୁ ଆର୍ଥିକ ସହାୟତା ଯୋଗାଇ ଦେବା…
ସାଟେଲାଇଟ୍ ଆଧାରିତ ଟୋଲ୍ ଆଦାୟ ପ୍ରୟାସ
ଭୁବନେଶ୍ୱର,୧୦ା୬(ଅନୁରାଧା ମହାରଣା): ଜାତୀୟ ରାଜପଥ ବ୍ୟବହାରକାରୀଙ୍କ ପାଇଁ ଟୋଲିଂ ସେବାକୁ ସରଳ କରିବା ସହ କାର୍ଯ୍ୟର ଦକ୍ଷତା ଏବଂ ସ୍ବଚ୍ଛତା ବୃଦ୍ଧି କରିବା ପାଇଁ ଇଣ୍ଡିଆନ ହାଇୱେ ମ୍ୟାନେଜମେଣ୍ଟ କମ୍ପାନୀ ଲିମିଟେଡ (ଆଇଏଚ୍ଏମ୍ସିଏଲ୍), ଜାତୀୟ ରାଜପଥ ପ୍ରାଧିକରଣ (ଏନ୍ଏଚ୍ଆଇ) ଦ୍ୱାରା ପ୍ରୋତ୍ସାହିତ…
ସୋଫିଆଙ୍କ ବିରୋଧରେ ତେଜିଲା ସ୍ବର; ଦେଶ ବିରୋଧୀ ସ୍ଲୋଗାନ ପାଇଁ କାର୍ଯ୍ୟାନୁଷ୍ଠାନ ଦାବି କଲେ ଭାଜପା ଯୁବମୋର୍ଚ୍ଚା, ହିନ୍ଦୁସେନା
କଟକ, ୧୦ା୬(ଶିଳ୍ପା ପ୍ରିୟଦର୍ଶିନୀ): ବାରବାଟୀ-କଟକ ବିଧାନସଭା ନିର୍ବାଚନମଣ୍ଡଳୀର ନବନିର୍ବାଚିତ କଂଗ୍ରେସ ବିଧାୟିକା ସୋଫିଆ ଫିର୍ଦ୍ଦୋସଙ୍କ ବିରୋଧରେ ଭାଜପା ଯୁବମୋର୍ଚ୍ଚା କଟକନଗର ପକ୍ଷରୁ ସ୍ବର ଉତ୍ତୋଳନ କରାଯାଇଛି। ଏଥିସହ ସୋଫିଆଙ୍କ ବିରୋଧରେ ଲାଲବାଗ ଥାନାରେ ଲିଖିତ ଅଭିଯୋଗପତ୍ର ଦିଆଯାଇଛି। ସେଥିରେ ଦର୍ଶାଯାଇଛି, କଟକ…
ନୂଆ ଶତ୍ରୁ
ମହିଳାଙ୍କ ପାଇଁ ସାମାଜିକ କଟକଣା ଓ ପୁରୁଷକୈନ୍ଦ୍ରିକ ମାନସିକତା ଏକମାତ୍ର ଶତ୍ରୁ ନୁହେଁ। ବିଶ୍ୱତାପନ ଓ ଜଳବାୟୁ ପରିବର୍ତ୍ତନ ମହିଳାଙ୍କୁ କ୍ଷତି ପହଞ୍ଚାଇବାରେ ଲାଗିଲାଣି। ନିକଟରେ ଅନ୍ତର୍ଜାତୀୟ ପତ୍ରିକା ‘ସିଗ୍ନିଫିକାନ୍ସ ମାଗାଜିନ୍’ ପକ୍ଷରୁ ପ୍ରକାଶିତ ଏକ ରିପୋର୍ଟରୁ ଜଣାପଡ଼ିଛି ଯେ, ଭାରତରେ…
ଭଣ୍ଡାରିପୋଖରୀରେ ଭାଜପାର ପ୍ରଦର୍ଶନ ନୈରାଶ୍ୟଜନକ; ପ୍ରାର୍ଥୀ ଘୋଷଣାରେ ବିଳମ୍ବ ପଛରେ ପକାଇଲା
ଭଦ୍ରକ,୧୦ା୬(ସନାତନ ରାଉତ): ଭଦ୍ରକ ଜିଲାର ଭଣ୍ଡାରିପୋଖରୀ ବିଧାନସଭା ନିର୍ବାଚନମଣ୍ଡଳୀରେ ଭାଜପାର ପ୍ରଦର୍ଶନ ନୈରାଶ୍ୟଜନକ ହୋଇଛି। ସାରା ଓଡ଼ିଶାରେ ପରିବର୍ତ୍ତନ ହୋଇଥିବା ବେଳେ ଭଣ୍ଡାରିପୋଖରୀରେ ଭାଜପା ତୃତୀୟ ସ୍ଥାନକୁ ଖସିବା ସହ ୨୦୧୯ ନିର୍ବାଚନ ଅପେକ୍ଷା କମ୍ ଭୋଟ ପାଇଛି। ଏହି ନିର୍ବାଚନମଣ୍ଡଳୀ…
ଶ୍ରୀଲିଙ୍ଗରାଜଙ୍କ ମଙ୍ଗଳକୃତ୍ୟ ସମ୍ପନ୍ନ
ପୁରୁଣା ଭୁବନେଶ୍ୱର,୧୦ା୬(ସୁବାସଚନ୍ଦ୍ର ପ୍ରଧାନ): ସୋମବାର ପବିତ୍ର ଶୀତଳଷଷ୍ଠୀ ଉପଲକ୍ଷେ ରବିବାର ରାତିରେ ପ୍ରଭୁ ଶ୍ରୀଲିଙ୍ଗରାଜ ଏବଂ ମା’ପାର୍ବତୀଙ୍କ ମଙ୍ଗଳକୃତ୍ୟ ବିଧିମୁତାବକ ଅନୁଷ୍ଠିତ ହୋଇଯାଇଛି। ଦୈନିକ ନୀତି ସନ୍ଧ୍ୟାଧୂପରେ ଅଷ୍ଟଚଣ୍ଡୀ ଏବଂ ଅଷ୍ଟଶମ୍ଭୁଙ୍କୁ ଭୋଗ କରାଯାଇଥଲା। ୧୬ଟି ଖେଚୁଡ଼ି ହାଣ୍ଡିକୁ ପୂଜା କରାଯାଇଥିଲା।…
ମେଡିକାଲରୁ ଚୋରି ନବଜାତ ଉଦ୍ଧାର
ବାଲେଶ୍ୱର,୧୦ା୬(ମାନସ ବିଶ୍ୱାଳ): ବାଲେଶ୍ୱର ଜିଲା ମୁଖ୍ୟ ଚିକିତ୍ସାଳୟରୁ ଚୋରି ହୋଇଥିବା ନବଜାତ ଉଦ୍ଧାର ହୋଇଛି। ଜଳେଶ୍ୱର ଅଞ୍ଚଳରୁ ନବଜାତ ପୁତ୍ରକୁ ପୋଲିସ ଉଦ୍ଧାର କରିଛି। ନବଜାତକୁ ଚୋରି କରିଥିବା ମହିଳାଙ୍କ ସମେତ ଆଶା କର୍ମୀ ଅଟକ ରହିଛନ୍ତି। ସୂଚନା ଅନୁଯାୟୀ, ବାଲିଆପାଳ…

