Home Left

ପୁଣି ସରଣ୍ଡାରେ ବିସ୍ଫୋରଣ: କୋବ୍ରା ୨୦୫ ବାଟାଲିୟନର ଯବାନ ଆହତ

ବଣାଇଁ,୬।୪(ପ୍ରଦୀପ ତ୍ରିପାଠୀ): ଓଡ଼ିଶା-ଝାଡଖଣ୍ଡ ସୀମା ସଂଲଗ୍ନ ସରଣ୍ଡା ଜଙ୍ଗଲରେ ସୋମବାର ପୁଣି ବିସ୍ଫୋରଣର ଖବର ସାମ୍ନାକୁ ଆସିଛି। ଯାହା ସୁରକ୍ଷା ବ୍ୟବସ୍ଥା ଏବଂ ନକ୍ସଲ କାର୍ଯ୍ୟକଳାପକୁ ନେଇ ନୂଆ ପ୍ରଶ୍ନ ଉଠାଇଛି। ୬ ଏପ୍ରିଲର ସକାଳେ ବାଲିବା ଗାଁ ନିକଟସ୍ଥ ଚଡ୍ରା…

ଯୁଦ୍ଧ ମଧ୍ୟରେ ଇରାନକୁ ଶକ୍ତ ଝଟକା: ଆମେରିକା-ଇସ୍ରାଏଲ ଆକ୍ରମଣରେ IRGC ଗୁପ୍ତଚର ମୁଖ୍ୟଙ୍କ ମୃତ୍ୟୁ

ତେହରାନ,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଇରାନକୁ ଏକ ଶକ୍ତ ଧକ୍କା ଲାଗିଛି। ସୋମବାର (ଏପ୍ରିଲ ୬) ସକାଳେ ଆମେରିକା-ଇସ୍ରାଏଲର ମିଳିତ ଆକ୍ରମଣରେ IRGCର ଗୁପ୍ତଚର ମୁଖ୍ୟ ମେଜର ଜେନେରାଲ ମାଜିଦ ଖାଦେମିଙ୍କ ମୃତ୍ୟୁ ଘଟିଛି। ଇରାନ ଏହି ଘଟଣା ସମ୍ପର୍କରେ…

କଲେଜରୁ ଫେରୁଥବା ବେଳେ ଯୁବତୀଙ୍କୁ ଅପହରଣ: କାର ଭିତରକୁ ନେଇ..

ପାଟକୁରା,୬।୪(ରବୀନ୍ଦ୍ର ନାଥ ବାରିକ): କେନ୍ଦ୍ରାପଡ଼ା ଜିଲା ଗରଦପୁର ବ୍ଳକ ଅଧୀନ କୁଳତୁଠୀ ଅରକ୍ଷିତ ଦାସଙ୍କ ମନ୍ଦିର ନିକଟ ନଦୀ ବନ୍ଧଗଡା ନିକଟର ଜଣେ ଯୁବତୀଙ୍କୁ ଅପହରଣ କରାଯାଇଛି। ପୂର୍ବାହ୍ନ ସମୟରେ ସ୍ଥାନୀୟ କଲେଜରୁ ପାଠ ପଢି ଦୁଇ ଯୁବତୀ ଫେରୁଥିବା ବେଳେ…

ଆବେଲ ପୁରସ୍କାର-୨୦୨୬

ଆବେଲ ପୁରସ୍କାର ହେଉଛି ଗଣିତ ପାଇଁ ଏକ ଉଲ୍ଲେଖନୀୟ ସମ୍ମାନ। ଏହାକୁ ନୋବେଲ ପୁରସ୍କାର ସହ ସମାନ ମନେ କରାଯାଇଥାଏ। ନରଓ୍ବେର ବିଶିଷ୍ଟ ଗଣିତଜ୍ଞ ନିଲ୍‌ସ ହେନରିକ ଆବେଲଙ୍କ ଦୁଇଶତ ବର୍ଷ ଜନ୍ମ ଜୟନ୍ତୀ ଅବସରରେ ନରଓ୍ବେ ସରକାର ୨୦୦୨ ମସିହାରେ…

ହାଇଡ୍ରୋଜେନ ବଣ୍ଡିଂ: ଦୈନନ୍ଦିନ ଜୀବନର ଅଦୃଶ୍ୟ ସ୍ଥାପତ୍ୟ

କଥା ୧୯୧୯ ମସିହାର। ଆମେରିକାର କାଲିଫର୍ଣ୍ଣିଆ ବିଶ୍ୱବିଦ୍ୟାଳୟ, ବର୍କଲେରେ ଗ୍ରାଜୁଏଶନ ସମୟ ପାଖେଇ ଆସୁଥିଲା ଏବଂ ମୋରିସ ହଗିନ୍ସ ନାମକ ଜଣେ ଛାତ୍ର ବହୁତ ଚିନ୍ତାରେ ଥିଲେ। ତାଙ୍କୁ ପ୍ରଫେସର ୱିଲିୟମ ବ୍ରେ’ଙ୍କ ପାଖରେ ଏକ ଟର୍ମ ପେପର୍‌ ଦାଖଲ କରିବାର…

ସରକାରଙ୍କ ବଡ଼ ପଦକ୍ଷେପ: ଓଡ଼ିଶାରେ ପଶିପାରିବ ନାହିଁ ବାହାର ରାଜ୍ୟର ପୁରୁଣା ଗାଡ଼ି

କଟକ,୨।୪(କାର୍ତ୍ତିକ ସାହୁ): ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନାଙ୍କ ନିର୍ଦ୍ଦେଶ କ୍ରମେ ରାଜ୍ୟର ପରିବହନ ବ୍ୟବସ୍ଥାକୁ ଉନ୍ନତ ଏବଂ ଯାତ୍ରୀମାନଙ୍କ ନିରାପତ୍ତାକୁ ସୁଦୃଢ଼ କରିବା ଉଦ୍ଦେଶ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ କରାଯାଇଛି। ୧୯ ଜୁଲାଇ ୨୦୨୩ରେ ରାଜ୍ୟ…

ବସ ଡ୍ରାଇଭର-ଫଳ ଦୋକାନୀ ମଧ୍ୟରେ ଗଣ୍ଡଗୋଳ, ରାସ୍ତାରେ ବସ ରଖି ଡ୍ରାଇଭର ଗଲେ ମେଡିକାଲ

ଭଦ୍ରକ,୬ା୪(ସନାତନ ରାଉତ): ଭଦ୍ରକ ଆରଡ଼ି ଛକ ନିକଟରେ ଜାତୀୟ ରାଜପଥ ସର୍ଭିସ ରୋଡରେ ଅଭାବନୀୟ ଘଟଣା । ବସ ଡ୍ରାଇଭର ଓ ଫଳ ଦୋକାନୀ ମଧ୍ୟରେ ଗଣ୍ଡଗୋଳ ଯୋଗୁଁ ହାତାହାତି ଭଳି ପରିସ୍ଥିତି ଉପୁଜିଛି । ପ୍ରଥମେ ଯୁକ୍ତିତର୍କ ଏବଂ ପରେ…

ପୁଅ ବିବାହ ଭୋଜି ଦିନ ଆତ୍ମହତ୍ୟା କରିଦେଲେ ବାପା

ଲୋଇସିଂହା,୬।୪(ସୁଶାନ୍ତ ବାରିକ): ଶନିବାର ଥିଲା ପୁଅ ବାହାଘର। ବାହାଘର ଯଥାରୀତି ସମ୍ପନ୍ନ ହେଲା। ଭୋର ସମୟରେ ବନ୍ଦାପନା କରି ନବବଧୂଙ୍କୁ ଶାଶୁଘରେ ସ୍ବାଗତ କରାଯାଇଥିଲା। ହେଲେ ପୁଅର ରିସେପଶନ ଦିନ ବାପା ଆତ୍ମହତ୍ୟା କରିବା ଭଳି ଅଭାବନୀୟ ଘଟଣା ରବିବାର ବଲାଙ୍ଗୀର…

ଓଡ଼ିଆ ପକ୍ଷରେ ଐତିହାସିକ, ଧାର୍ମିକସ୍ଥଳକୁ ଗୁରୁତ୍ୱ

ପୁରୁଷୋତ୍ତମପୁର,୬।୪(ସବିତା ମିଶ୍ର): ଓଡ଼ିଆ ପକ୍ଷ ପାଳନ ଅବସରରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନ୍‌ଏସି ପକ୍ଷରୁ ନିର୍ବାହୀ ଅଧିକାରୀ ସଙ୍ଗୀତା ସେଠୀଙ୍କ ତତ୍ୱାବଧାନରେ ଐତହ ଓ ଧାର୍ମିକସ୍ଥଳଗୁଡ଼ିକରେ ସଫେଇ କରାଯାଇଛି। ମୁଖ୍ୟତଃ ପାଣ୍ଡିଆ ପଞ୍ଚାୟରେ ଅବହେଳିତ ଅବସ୍ଥାରେ ପଡିଥିବା ସମ୍ରାଟ ଅଶୋକଙ୍କ ବର୍ଣ୍ଣିତ…

‘ପାଗଳ ସହ ବିପଜ୍ଜନକ ହୋଇଗଲେଣି ଟ୍ରମ୍ପ…’, ଇରାନ ଯୁଦ୍ଧ ମଧ୍ୟରେ ରାଗିଲେ ଆମେରିକୀୟ ନେତା

ଓ୍ବାଶିଂଟନ,।୬୪: ଇରାନ ସହିତ ଚାଲିଥିବା ସଂଘର୍ଷକୁ ନେଇ ଡୋନାଲ୍ଡ ଟ୍ରମ୍ପ ନିଜେ ଆମେରିକା ଭିତରେ ସମାଲୋଚନାର ସମ୍ମୁଖୀନ ହେଉଥିବା ପରି ମନେ ହେଉଛି। ଆମେରିକୀୟ କଂଗ୍ରେସ ସଦସ୍ୟ ଜେକ ଅଚିନକ୍ଲସ କହିଛନ୍ତି ଯେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ବିରୁଦ୍ଧରେ ଆକ୍ରମଣ…

ଭିନ୍ନକ୍ଷମ ନାବାଳିକାଙ୍କୁ ବଳାତ୍କାର, ଗର୍ଭବତୀ ଜଣାପଡିବା ପରେ ଧାର୍ମିକସ୍ଥଳୀ ଭଙ୍ଗାରୁଜା

ଆନନ୍ଦପୁର,୬ା୪(ସୁଶାନ୍ତ କୁମାର ସାହୁ ): ଭିନ୍ନକ୍ଷମ ନାବାଳିକାଙ୍କୁ ୪ମାସ ତଳେ ବଳାତ୍କାର କରି ଫେରାର ହୋଇଯାଇଛି ଗାଁର ଜଣେ ସଂଖ୍ଯାଲଘୁ ସମ୍ପ୍ରଦାର ଯୁବକ । ଘଟଣା ପ୍ରଘଟ ହେବାପରେ ସୋମବାର ଗ୍ରାମବାସୀଙ୍କ ମଧ୍ଯରେ ଉତ୍ତେଜନା ପ୍ରକାଶ ପାଇଛି । ଉତ୍ଯକ୍ତ ଗ୍ରାମବାସୀ…

ଐତିହାସିକ ଗୋପାଳ ବନ୍ଧ ସୌନ୍ଦର୍ଯ୍ୟକରଣ ଲାଗି ଅଣ୍ଟା ଭିଡିଲେ ନିର୍ବାହୀ ଅଧିକାରୀ: ଜବରଦଖଲକାରୀଙ୍କୁ କଡ଼ା ଚେତାବନୀ

ପୁରୁଷୋତ୍ତମପୁର,୬।୪(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହର ମଧ୍ୟରେ ପରିତ୍ୟକ୍ତ ଅବସ୍ଥାରେ ରହିଥିବା ଐତିହାସିକ ଗୋପାଳ ବନ୍ଧକୁ ନେଇ ଦୀର୍ଘଦିନ ହେଲା ସବୁବର୍ଗରୁ ଅସନ୍ତୋଷ ଲାଗିରହିଥିଲା। ତେବେ  ଏହାର ସୌନ୍ଦର୍ଯ୍ୟକରଣ ଲାଗି ଅଣ୍ଟା ଭିଡିଛନ୍ତି  ନିର୍ବାହୀ ଅଧିକାରୀ ସଙ୍ଗୀତା ସେଠୀ ସୋମବାର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri