Home Left

ଏବେ ବି ଗଡ଼ୁଛି ଜେଜେବାପାଙ୍କ ସାଇକେଲ

କାମାକ୍ଷାନଗର,୯।୨(ଅମ୍‌ଜାଦ୍‌ ଖାନ୍‌): ଅନେକ ପରିବାରରେ ବରିଷ୍ଠ ନାଗରିକ ଅବହେଳାର ଶିକାର ହେଉଛନ୍ତି। ନିଜର ଲୋକମାନଙ୍କ ଦ୍ୱାରା ଉପେକ୍ଷିତ ହେଉଛନ୍ତି। ଆଦର, ଯତ୍ନ ତ ଦୂରର କଥା ସମ୍ମାନ ଟିକେ ଦେବାକୁ ସେମାନେ ଉଚିତ ମଣୁନାହାନ୍ତି। ଏପରି ଘଟଣା ଏବେ ନିତିଦିନିଆରେ ପରିଣତ…

ଭାରତ ରଙ୍ଗ ମହୋତ୍ସବ ଆରମ୍ଭ : ତାଜମହଲ କା ଟେଣ୍ଡର’ରେ ଦୁର୍ନୀତିର କାହାଣୀ

ଭୁବନେଶ୍ୱର,୯ା୨(ଶର୍ମିଷ୍ଠା ପାଣିଗ୍ରାହୀ): ସମ୍ରାଟ ଶାହାଜାହାନ ତାଙ୍କ ପତ୍ନୀଙ୍କ ସ୍ମୃତିରେ ତାଜମହଲ ନିର୍ମାଣ କରିଥିଲେ, ଯାହା ପ୍ରେମର ପ୍ରତୀକ ଭାବେ ଜଣାଶୁଣା। ମାତ୍ର ସାମ୍ପ୍ରତିକ ସ୍ଥିତିରେ ତାଜମହଲଟିଏ କରିବାକୁ ଚାହୁଁଥିବା ବ୍ୟକ୍ତିଟିଏ କିଭଳି ସମାଜର ଲୁଣ୍ଠନର ଶିକାର ହେଉଛନ୍ତି, ତାହା ନାଟକ ‘ତାଜମହଲ…

ପୁଷ୍ପେନ୍ଦ୍ରଙ୍କ ବିଶ୍ୱସ୍ତ ଏବେ ଆଶାୟୀ

ବେହେରା,୯।୨(ଭୂପେଶ ତିୱାରୀ):କଳାହାଣ୍ଡି ଜିଲାର କୋକସରା, ଧର୍ମଗଡ଼ ଓ କଲମପୁର ବ୍ଲକ ଏବଂ ଜୟପାଟଣା ବ୍ଲକର ୨ଟି ଗ୍ରାମପଞ୍ଚାୟତକୁ ନେଇ ଧର୍ମଗଡ଼ ବିଧାନସଭା ନିର୍ବାଚନମଣ୍ଡଳୀ। ଗତ ୫ଟି ନିର୍ବାଚନକୁ ଦେଖିଲେ ବିଜେଡି ପ୍ରାର୍ଥୀ ବିଜୟ ଲାଭ କରିଆସୁଛନ୍ତି। ୨୦୧୯ରେ ମୌଷଧି ବାଗ୍‌ ବିଜୟୀ…

‘ଅର୍ଥନୀତିକୁ ଅଚଳ କରିଦେଇଥିଲା ଉପା’

ନୂଆଦିଲ୍ଲୀ,୯ା୨ ସଂଯୁକ୍ତ ପ୍ରଗତିଶୀଳ ମେଣ୍ଟ (ଉପା) ସରକାର ପୂର୍ବରୁ ଭାରତରେ ଏକ ସୁସ୍ଥ ଅର୍ଥନୀତି ଥିଲା। କିନ୍ତୁ କଂଗ୍ରେସ ନେତୃତ୍ୱାଧୀନ ଏହି ସରକାର କ୍ଷମତାକୁ ଆସିବା ପରେ ଅର୍ଥନୀତିକୁ ଅଚଳ କରିଦେଇଥିଲା ବୋଲି ଗୁରୁବାର କେନ୍ଦ୍ର ପକ୍ଷରୁ ଲୋକ ସଭାରେ ଉପସ୍ଥାପିତ…

ଖଇରାବାସୀଙ୍କ ଅଦାଲତ ସ୍ବପ୍ନ ମଉଳିଗଲାଣି

ଖଇରା,୯।୨(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକରେ ଦେୱାନୀ ଓ ଫୌଜଦାରୀ କୋର୍ଟ ଖୋଲିବା ଲାଗି ନିର୍ଦ୍ଦେଶନାମାର ଦେଢବର୍ଷ ବିତିଯିବାକୁ ବସିଥିବା ବେଳେ କୋର୍ଟ କାର୍ଯ୍ୟକ୍ଷମ ହୋଇପାରିଲାନି। ଏଭଳି ଅସ୍ଥାୟୀ କୋର୍ଟ ପାଇଁ ଖଇରା ବ୍ଲକ ପରିସରରେ ଥିବା ରାଜୀବ ଗାନ୍ଧୀ…

ମହାପ୍ରଭୁଙ୍କୁ ଦର୍ଶନକଲେ ହାଇକୋର୍ଟ ମୁଖ୍ୟ ବିଚାରପତି

ପୁରୀ,୯ା୨(ଅଜିତ୍‌ ମହାନ୍ତି): ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ଦାୟିତ୍ୱ ଗ୍ରହଣ କରିବା ପରେ ଜଷ୍ଟିସ୍‌ ଚକ୍ରଧାରୀ ଶରଣ ସିଂ ଗୁରୁବାର ପୁରୀ ଆସି ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି। ମୁଖ୍ୟ ବିଚାରପତି ସିଂ କଡ଼ା ସୁରକ୍ଷା ମଧ୍ୟରେ ରାତି ୮ଟାରେ ସପରିବାର…

୧୫ରୁ ଓଡ଼ିଶା ଗସ୍ତରେ ଆସିବେ ନିର୍ବାଚନ କମିଶନର

ଭୁବନେଶ୍ୱର,୯।୨(ସୁନିତ୍‌ ମିଶ୍ର):ଆଗକୁ ସାଧାରଣ ନିର୍ବାଚନ ହେବାକୁ ଥିବାବେଳେ ଏହାର ପ୍ରସ୍ତୁତି ସମୀକ୍ଷା କରିବାକୁ ଦେଶର ମୁଖ୍ୟ ନିର୍ବାଚନ କମିଶନର ରାଜୀବ କୁମାର ଓଡ଼ିଶା ଗସ୍ତରେ ଆସୁଛନ୍ତି। ତାଙ୍କ ନେତୃତ୍ୱରେ ଏକ ୭ ଜଣିଆ ଟିମ୍‌ ଆସନ୍ତା ୧୫ରୁ ୧୭ ତାରିଖ ପର୍ଯ୍ୟନ୍ତ…

ଅଚଳାବାସ୍ଥା ପରେ ଅଙ୍ଗନଓ୍ବାଡି କେନ୍ଦ୍ରରେ ତାଲା ଝୁଲିଲା

ନୟାଗଡ/ନୂଆଗାଁ ,୯।୨(ଲୋକନାଥ ମିଶ୍ର/ଧନେଶ୍ୱର ସାହୁ): ନୟାଗଡ଼ ଜିଲା ନୂଆଗାଁ ବ୍ଲକ ସିକ୍ରିଡା ପଞ୍ଚାୟତ ବଡବାରଣା ସରକାରୀ ପ୍ରାଥମିକ ବିଦ୍ୟାଳୟ କୃଷ୍ଣପ୍ରସାଦ-୨ ଅଙ୍ଗନଓ୍ବାଡି କେନ୍ଦ୍ରରେ ଦୀର୍ଘ ୨ମାସ ହେଲା ଲାଗି ରହିଥିବା ଅଚଳାବସ୍ଥା ପରେ କେନ୍ଦ୍ରରେ ଗାଁ ଲୋକ ଗୁରୁବାର ତାଲା ପକାଇ…

ଗୋଲ୍ଡେନ୍‌ ଲ୍ୟାଣ୍ଡ୍‌ ଚିଟ୍‌ଫଣ୍ଡ୍‌ ଠକେଇ: ଓଡ଼ିଶା ସମେତ ଦେଶର ୨୦ ସ୍ଥାନରେ ଇଡି ଚଢ଼ାଉ

ବ୍ରହ୍ମପୁର, (ସୁବାସ ଚନ୍ଦ୍ର ପାଢ଼ୀ)/ ଦିଗପହଣ୍ଡି, (ଅଶେଷ ନାଥ ମିଶ୍ର) ଭୁବନେଶ୍ୱର,୯ା୨(ସତ୍ୟଜିତ୍‌ ରାଉତ): ଗୋଲ୍ଡେନ୍‌ ଲ୍ୟାଣ୍ଡ୍‌ ଡେଭଲପର୍ସ ପ୍ରାଇଭେଟ୍‌ ଲିମିଟେଡ୍‌ ଚିଟଫଣ୍ଡ୍‌ ସଂସ୍ଥା ଉପରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ପକ୍ଷରୁ ଗୁରୁବାର ବଡ଼ ଧରଣର ଚଢ଼ାଉ କରାଯାଇଛି। ୯୦୦ କୋଟିର ଚିଟ୍‌ଫଣ୍ଡ୍‌…

ଭୋଟ ଗଣତି ଚାଲିଥିବାବେଳେ ନିର୍ବାଚନ କମିଶନର ନିଖୋଜ!

ଇସ୍‌ଲାମାବାଦ,୮।୨:ପାକିସ୍ତାନରେ କାଁଭାଁ ହିଂସାକାଣ୍ଡ ମଧ୍ୟରେ ଗୁରୁବାର ମତଦାନ ଶେଷ ହୋଇଛି। ପାକିସ୍ତାନରେ ଭୋଟ ଗଣତି ସମୟରେ ନିର୍ବାଚନ କମିଶନର ନିଖୋଜ ଥିବା ଚର୍ଚ୍ଚା ହେଉଛି। ନିଜକୁ ଜଣେ ଅନ୍ତର୍ଜାତୀୟ ଥିଙ୍କ ଟ୍ୟାଙ୍କର ଡେପୁଟି ଡାଇରେକ୍ଟର ବୋଲି ଦାବି କରୁଥିବା ଜଣେ ବ୍ୟକ୍ତି…

ଡିଏଚ୍‌ଏଚ୍‌ ଲିଫ୍ଟରେ ନାବାଳିକାଙ୍କୁ ଅସଦାଚରଣ

ନୟାଗଡ଼,୯।୨(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟ(ଡିଏଚ୍‌ଏଚ୍‌) ଲିଫ୍ଟରେ ଜଣେ ୧୫ ବର୍ଷୀୟା ନାବାଳିକାଙ୍କୁ ସଫେଇ କର୍ମଚାରୀ ଅସଦାଚରଣ କରିଛନ୍ତି। ଏହି ଘଟଣା ଜଣାପଡିବା ପରେ ସେଠାରେ ଉତ୍ତେଜନା ପ୍ରକାଶ ପାଇଛି। ନାବାଳିକା ଲିଫ୍ଟରେ ଚେତାଶୂନ୍ୟ ହେବାପରେ ଅଭିଯୁକ୍ତ ସ୍ବାସ୍ଥ୍ୟ କର୍ମଚାରୀ…

ଗାଡ଼ି ଅଟକାଇବାରୁ ଲୋକଙ୍କୁ ପିଟିଲା ପୋଲିସ: ସ୍କୁଲ ଛାତ୍ରଙ୍କୁ ଧକ୍କାଦେଲା ହାଇୱା

ଭଦ୍ରକ/ବନ୍ତ,୯ା୨(ସନାତନ ରାଉତ/ହରିନାରାୟଣ ମହାନ୍ତି): ଭଦ୍ରକ ଜିଲା ବନ୍ତ ଥାନା ଅଧୀନ ବନ୍ତ-ଆନନ୍ଦପୁର ରାସ୍ତାର ଶ୍ରୀବନ୍ତପୁର ଛକରେ ଗୁରୁବାର ପୂର୍ବାହ୍ନରେ ଦୁର୍ଘଟଣା ଘଟାଇ ଫେରାର ହୋଇଯାଉଥିବା ଏକ ବାଲି ବୋଝେଇ ହାଇୱାକୁ ଅଟକ ରଖିବାକୁ କେନ୍ଦ୍ରକରି ପୋଲିସ ଓ ଲୋକେ ମୁହଁାମୁହିଁ ହୋଇଛନ୍ତି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri